• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Monday, 29 November 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 3 years ago

କୁଆଡ଼େ ଗଲା ୩୦୦ କୋଟିର କର୍ପସ ପାଣ୍ଠି, ଆଉ ଫେରସ୍ତ ଆସିବ ତ ଚିଟ୍‌ଫଣ୍ଡ ଟଙ୍କା ?

ଜଣେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ କ୍ଷୋଭରେ କହିଛନ୍ତି, ରାଜ୍ୟ ସରକାର ଯଦି ଚାହିଁଥାନ୍ତେ, ତାହେଲେ ଇତିମଧ୍ୟରେ ସେମାନେ ଫେରିପାଇଥାନ୍ତେ ଜମାରାଶି । ହାତକୁ ଆସିଥାନ୍ତା କଷ୍ଟ ଉପାର୍ଜିତ ଟଙ୍କା । ତାହେଲେ କାହିଁକି ସରକାର ଚୁପ୍ ? More
  • Satyendu Shekher Mishra
  • 3 years ago

ଦିନକ ପରେ ଶୀତ ଅଧିବେଶନ, ହେଲେ ଏବେଠୁ ତାତିଲେଣି ବିରୋଧୀ ! ସରକାରଙ୍କୁ କରିବେ ଘାଇଲା

ଶୀତ ଦିନିଆ ପରିବେଶ ଥଣ୍ଡା, ହେଲେ ପଲିଟିକାଲ୍ ମାହୋଲ୍ ଗରମ । ତାତିବ ବିଧାନସଭାର ଶୀତ ଅଧିବେଶନ । ଯାହାର ଝଲକ୍ ଦେଖିବାକୁ ମିଳିଛି ଅଧିବେଶନ ପୂର୍ବର ସର୍ବଦଳୀୟ ବୈଠକରେ । More
  • Satyendu Shekher Mishra
  • 3 years ago

ଆସୁଛି ନିର୍ବାଚନ; ବିଜେପିର ନୂଆ ରଣନୀତି, ୧୫ ଜଣିଆ କୋର କମିଟିରେ ବୈଜୟନ୍ତ ସାମିଲ

ରାଜ୍ୟର ମୁଖ୍ୟ ବିରୋଧୀ ଦଳ ବିଜେପି ଓଡ଼ିଶାରେ ନିଜର ସଂଗଠନକୁ ସୁଦୃଢ଼ କରିବା ସହ ନିର୍ବାଚନୀ ସଫଳତା ହାସଲ ନିମନ୍ତେ ନୂଆ ରଣନୀତି ପ୍ରସ୍ତୁତ କରିଛି । ପ୍ରଥମଥର ପାଇଁ ଦଳ ରାଜ୍ୟରେ ସଂଗଠନକୁ ପରିଚାଳନା ନିମନ୍ତେ ଏହି ୧୫ ଜଣିଆ କୋର୍ ଟିମ ଗଠନ କରିଛି । More
  • Satyendu Shekher Mishra
  • 3 years ago

ପଦ୍ମଶ୍ରୀ ନନ୍ଦ ସାରଙ୍କ ଉପରେ ମାନସିକ ଚାପ, ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି

ସକାଳେ ମୁଣ୍ଡ ବୁଲାଇ ତଳେ ପଡିଯିବା ପରେ ତାଙ୍କୁ ସୁକିନ୍ଦା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଇଞ୍ଜେକସନ ଓ ସାଲାଇନ୍ ଦେବା ପରେ ଉନ୍ନତି ନହେବାରୁ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । More
  • Satyendu Shekher Mishra
  • 3 years ago

ବ୍ୟାଙ୍କରେ ଜମା ନକଲି ସୁନା ! ଗ୍ରାହକ କହୁଛନ୍ତି ‘ଆମେ କିଛି ବନ୍ଧକ ରଖିନୁ, କି ଋଣ ନେଇନୁ’

ଏହି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ଉଦଳା ଇଣ୍ଡିଆନ୍ ଓଭରସିଜ୍ ବ୍ୟାଙ୍କରେ । ବ୍ୟାଙ୍କର ଗୋଲ୍ଡ ଭ୍ୟାଲୁୟର ବିଜୟ କୁମାର ରଣା ସ୍ଥାନୀୟ ଅଂଚଳର କିଛି ଯୁବକଙ୍କୁ ଗୋଲ୍ଡ ଲୋନ୍ କରାଇ ଦେଇଥିଲେ । More
  • Satyendu Shekher Mishra
  • 3 years ago

ପ୍ରବଳ ବର୍ଷା ଆସିଲାଣି ! ବିଲରୁ ଧାନ କାଟି ଆଣ, ନହଲେ ସବୁ ଭାସିଯିବ...

ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଣ୍ଡରେ ହାତ ଦେଲାଣି ଚାଷୀ । ଆରମ୍ଭରୁ କରୋନା, ପରେ ପରେ ସ୍ୱଳ୍ପ ବର୍ଷା ଯୋଗୁଁ ଚାଷ ଉପରେ ପ୍ରବଳ ପ୍ରଭାବ ପଡ଼ିଥିଲା । ହେଲେ ଏହାରି ଭିତରେ ଦୁଃଖ କଷ୍ଟରେ ଧିରେ ଧିରେ ଚାଷକୁ ଆଗେଇ ନେଇଥିଲେ ଚାଷୀ । More
  • Satyendu Shekher Mishra
  • 3 years ago

ଡବଲ ମର୍ଡର: ଅପାରଗ ମହାଙ୍ଗା ପୋଲିସ ! ପୁଣି ମାସେ ମାଗିଲା ସମୟ

ମାହାଙ୍ଗା ଡବଲ ମର୍ଡର ମାମଲାରେ ପୁନଃ ତଦନ୍ତ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର JMFC କୋର୍ଟ । ମାମଲାର ଶୁଣାଣି କରୁଥିବା ସାଲେପୁର JMFC କୋର୍ଟ ୨୯ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ । More
  • Satyendu Shekher Mishra
  • 3 years ago

ସର୍ବଦଳୀୟ ବୈଠକରେ ବିରୋଧୀଙ୍କୁ ଗୁରୁତ୍ୱ ନାହିଁ, ଅଧାରୁ ଉଠି ଆସିଲେ ବିଷ୍ଣୁ ସେଠି

ପ୍ରଥମ ଦିନ ଅପରାହ୍ନ ୫ଟାରେ ଅତିରିକ୍ତ ବଜେଟ ଉପସ୍ଥାପନ ହେବ । ମୁଲତବୀ ପ୍ରସ୍ତାବ ୯୦ ମିନିଟର ରହିବ । ବିରୋଧୀଙ୍କ ପାଇଁ ୫୫ ମିନିଟ୍ ଥିବା ବେଳେ ମନ୍ତ୍ରୀଙ୍କ ଉତ୍ତର ସହ ଶାସକ ଦଳଙ୍କ ପାଇଁ ୩୫ ମିନିଟ୍ ସମୟ ଧାର୍ଯ୍ୟ କରାଯାଇଛି । More
  • Satyendu Shekher Mishra
  • 3 years ago

ନରମିଲେ ସୌମ୍ୟ, ବିଜେପି ଉପରେ ବର୍ଷିଲେ; ମୋହନ ମାଝି କଲେ ସମାଲୋଚନା

ପୂର୍ବରୁ ସମ୍ପାଦକୀୟ ଲେଖି ସରକାର ଓ ଦଳକୁ ଘାଇଲା କରିଥିବା ସୌମ୍ୟ ଏବେ ଦଳ ସପକ୍ଷରେ ଯୁକ୍ତି ବାଢ଼ିଛନ୍ତି । ମମିତା ମେହେର ହତ୍ୟା ପ୍ରସଙ୍ଗରେ ପଚାରିବାରୁ ପାଲଟା କେନ୍ଦ୍ରମନ୍ତ୍ରୀ ପ୍ରସଙ୍ଗ ଉଠାଇ ବିଜେପିକୁ ଟାର୍ଗେଟ କରିଛନ୍ତି ସୌମ୍ୟ । More
  • Prangyan Parimita
  • 3 years ago

ଗାଁ ନୁହୁରାଣୀ ପୋଲ ତିଆରିରେ ବିନ୍ଧାଣୀ ସାଜିଲେ କୁନି ଭାଇଭଉଣୀ : ୨୦୧୩ରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ, ଏବେ ପୂରଣ ହେଲା ଇଚ୍ଛା

ଗାଁରେ ପୋଲଟିଏ ତିଆରି କରିବାକୁ ୨୦୧୩ରୁ ଚିଠି ଲେଖୁଥିଲେ ଭାଇଭଉଣୀ । ଅନେକ ବର୍ଷ ପରେ ହେଉ ପଛରେ ଏବେ ଉଭୟଙ୍କ ଇଚ୍ଛା ପୂରଣ ହୋଇଛି । More
  • Prangyan Parimita
  • 3 years ago

ବ୍ରହ୍ମପୁର ପୋଲିସ କନଷ୍ଟେବଲ ସୁଦର୍ଶନ ପ୍ରଧାନଙ୍କ ଘରେ ଭିଜିଲାନ୍ସ ରେଡ୍

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗର ବ୍ରହ୍ମପୁରର ପୁଲିସ କନଷ୍ଟେବଲ ସୁଦର୍ଶନ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସୁଦର୍ଶନଙ୍କ ବହ୍ମପୁର ଉପଖଣ୍ଡ ନିମଖଣ୍ଡି ଘର ଓ ଭଞ୍ଜନଗରର ପୈତୃକ ଗାଁରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି More
  • Prangyan Parimita
  • 3 years ago

ପିସି କାରବାର ଓ ଅନିୟମିତତା ଅଭିଯୋଗ : ସରପଞ୍ଚ ଓ ଠିକାଦାରଙ୍କ ଅଡିଓ ଭାଇରାଲ

କବରାପାଲି ପଂଚାୟତ ଆଗରେ ଚାପା ଉତ୍ତେଜନା । ପିସି କାରବାର ଓ ଅନିୟମିତତା ଅଭିଯୋଗରେ ପଞ୍ଚାୟତ ଅଫିସ ଘେରିଲେ ସ୍ଥାନୀୟ ବାସିନ୍ଦା More
  • Prangyan Parimita
  • 3 years ago

୯ ବର୍ଷ ଶାରିରୀକ ସମ୍ପର୍କ ପରେ ବାହା ହେବାକୁ ଅମଙ୍ଗ ! ପ୍ରେମିକର ଘର ଆଗରେ ପ୍ରେମିକାର ଧାରଣା

୯ ବର୍ଷ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ପ୍ରେମିକାକୁ ଧରାଛୁଆଁ ଦେଉନାହିଁ ପ୍ରେମିକ। ଅନ୍ୟତ୍ର ବାହା ହେଉଥିବା କଥା ଶୁଣି ପ୍ରେମିକର ଦୁଆରେ ବସିଲେ ପ୍ରେମିକା। ଆଉ କହୁଛନ୍ତି, ନ୍ୟାୟ ନମିଳିଲେ ବିଷ ପିଇବି More
  • Prangyan Parimita
  • 3 years ago

ସାର ପଡ଼ୁନି, କୀଟନାଶକ ପଡ଼ୁନି ! ଜୈବିକ ପଦ୍ଧତ୍ତିରେ ଧାନ ଚାଷ କରି ସଫଳ ହୋଇଛନ୍ତି ଅଶୋକ ସାହୁ

ନୂଆ ପରିଚୟ ଦେଇଛି ଜୈବିକ ପଦ୍ଧତିରେ ଧାନ ଚାଷ । ବିନା ସାର ଓ କୀଟନାଶକରେ ଚାଷ ହେଉଛି । ଭଲ ଅମଳ ମଧ୍ୟ ହେଉଛି । ଆଉ ଦିନକୁ ଦିନ ଏହାର ଚାହିଦା ବଢ଼ିବାରେ ଲାଗିଛି । More
  • Prangyan Parimita
  • 3 years ago

ଧାନ ଅମଳ ବେଳେ ମାଡ଼ି ଆସୁଛି ବାତ୍ୟା ! ଡିସେମ୍ବର ୩ରୁ ୫ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଡିସେମ୍ବର ୩ ରୁ ୫ ଯାଏଁ ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷିପାରେ । ପାଣିପାଗ ବିଭାଗର ଏଭଳି ଆକଳନ ପରେ ବଢ଼ିଛି ଚିନ୍ତା । ୩୦ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ସଂପର୍କରେ ଚିତ୍ର ଅଧିକ ସ୍ପଷ୍ଟ ହେବ More
  • Satyendu Shekher Mishra
  • 3 years ago

ପ୍ରଦ୍ମଶ୍ରୀ ନନ୍ଦ ସାରଙ୍କୁ ଧମକ ସହ ପୁଅଙ୍କୁ ଆକ୍ରମଣ

ଯାଜପୁର ଜିଲ୍ଲାର ସୁକିନ୍ଦା ବ୍ଳକ କନ୍ତିରା ଗ୍ରାମରେ ରହୁଥିବା ୧୦୪ ବର୍ଷୀୟ ନନ୍ଦ ପୃଷ୍ଟି ସମଗ୍ର ଦେଶରେ ଚାଟଶାଳୀ ଶିକ୍ଷକ ଭାବେ ପରିଚିତ ଏବଂ ଦୀର୍ଘ ୮୨ ବର୍ଷ ଧରି ସେ ମାଗଣାରେ ଶିକ୍ଷାଦାନ କରିଆସୁଛନ୍ତି ।  More
  • Satyendu Shekher Mishra
  • 3 years ago

ମୁଣ୍ଡରେ ବନ୍ଧୁକ ଲଗାଇ ସାର୍‌ଙ୍କୁ ଅପହରଣ କଲେ, ୨୦ କିଲୋମିଟର ଯାଏଁ ପିଟି ପିଟି ନେଲେ

ରାଜରାସ୍ତାରେ ହାଇେୱେ ଲୁଟେରାଙ୍କ ଆତଙ୍କରାଜ । ପ୍ରାୟ ୨୦ କିଲୋମିଟର ଯାଏଁ ଅପହରଣ, ଲୁଟ୍ ଉଦ୍ୟମ, ରକ୍ତାକ୍ତ ଆକ୍ରମଣ । ମୁଣ୍ଡରେ ଲଗାଇଲେ ପିସ୍ତଲ, ଟଙ୍କା ନଦେଲେ ଗୁଳି କରିଦେବାକୁ ଧମକ । More
  • Satyendu Shekher Mishra
  • 3 years ago

ମଣ୍ଡି ଖୋଲୁ ଖୋଲୁ ଚାଷୀ ଅସନ୍ତୋଷ, ଅବ୍ୟବସ୍ଥା ମଧ୍ୟରେ ଆରମ୍ଭ ହେଲା ଧାନ କିଣା

୨ ହଜାର ୪୦୪କୁ ଛାଡ଼ି ବାକି ପିପିସିର ନିଜସ୍ୱ ଜାଗା ନାହିଁ । କିଏ RMC ମାର୍କେଟ୍ ୟାର୍ଡ ବ୍ୟବହାର କରୁଛନ୍ତି, ତ ଆଉ କିଏ ସରକାରୀ ଓ ଘରୋଇ ଜାଗା । More
  • Satyendu Shekher Mishra
  • 3 years ago

ଖଣିଜ ସମ୍ପଦରେ ଭରପୁର, ହେଲେ ଦାରିଦ୍ର୍ୟ ତାଲିକାରେ ଆମ ରାଜ୍ୟ ! କାହିଁକି..?

୧୯୮୫ରେ ଉତ୍କଟ ଦାରିଦ୍ର୍ୟ ପାଇଁ ଏକଦା ଅନ୍ତର୍ଜାତୀୟ ଖବରର ଶିରୋନାମା ପାଲଟିଥିଲା ଫାନସ ପୁଞ୍ଜି । ନିଜ ଅଭାବୀ ପଣ ପାଇଁ ଓଡ଼ିଶାର ଗରିବୀକୁ ବିଶ୍ୱ ଦରବାରରେ ଚର୍ଚ୍ଚିତ କରାଇଥିବା ଫାନସଙ୍କ ସେଇ ଚିରାଚରିତ ପଲିଥିନ୍ ଟଣା ମାଟିଘର ଏବେ ବି ରହିଛି । More
  • Satyendu Shekher Mishra
  • 3 years ago

ଡରାଇଲାଣି ଓମିକ୍ରନ ଭାରିଏଣ୍ଟ, ଶିକ୍ଷାନୁଷ୍ଠାନ ବଢ଼ାଉଛି ସଂକ୍ରମଣ ସଂଖ୍ୟା

ସତରେ ଡରାଇଲାଣି ତୃତୀୟ ଲହର ଆଶଙ୍କା । ଓମିକ୍ରନ ଭାରିଏଣ୍ଟ ମୁକାବିଲା ଲାଗି ପ୍ରସ୍ତୁତି ଆରମ୍ଭ । ଡେଲ୍‌ଟା ଭାରିଏଣ୍ଟ ଠାରୁ ବି ଅଧିକ ମାରାତ୍ମକ ଓମିକ୍ରନ ଭାରିଏଣ୍ଟ । ଦୁଇ ଡୋଜ୍ ଟିକା ନେଇଥିବା ବ୍ୟକ୍ତିଙ୍କୁ ବି ସହଜରେ ସଂକ୍ରମିତ କରିପାରିବ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତ । More