ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍ଡେଟ୍ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍ର ମଜାଦାର ତଥ୍ୟ ।
ଭିଜିଲାନ୍ସ ଜାଲରେ ନୟାଗଡ ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ ଜୟନ୍ତ କୁମାର ଦାସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟନ୍ତ ମାରଙ୍କ ବାସଭବନ, ସରକାରୀ କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଆଜି ଭିଜିଲାନ୍ସ ରେଡ୍ କରିଛି । ତାଙ୍କ ଘରୁ ୨ ଲକ୍ଷରୁ ଅଧିକ ନଗଦ ଟଙ୍କା ସହ ଗୋଟିଏ ୪ ଚକିଆ ଗାଡ଼ି ଜବତ କରାଯାଇଥିବା ସୂଚନା ମିଳିଛି । ନୟାଗଡ କଲେଜ ରୋଡରେ ତାଙ୍କର ଗୋଟିଏ ୪ ମହଲା କୋଠା, ୨ଟି ୨ ମହଲା କୋଠା ଏବଂ ଗୋଟିଏ ଏକ ମହଲା କୋଠା ଠାବ ହୋଇଥିବା ଜଣାପଡିଛି । ନିମ୍ନ ମାନର ଚାଉଳ ଓ ଗହମ ଯୋଗାଣ ସହ ସରକାରୀ ଅର୍ଥ ହଡପ ସହ ମିଲର୍ସଙ୍କୁ ଅହେତୁକ ଅନୁକମ୍ପା ନେଇ ତାଙ୍କ ନାଁରେ ଅଭିଯୋଗ ଥିଲା । ଦୀର୍ଘ ଦିନ ଧରି ସେ ନୟାଗଡ ଜିଲ୍ଲାରେ କାର୍ଯ୍ୟ କରୁଥିବା ବେଳେ ବହୁ ବେନାମୀ ସମ୍ପତ୍ତିର ଅଧିକାରୀ ହୋଇଥିବା ଅଭିଯୋଗ ହୋଇଥିଲା । ଚଳିତ ସପ୍ତାହରେ ଜୟନ୍ତ ଦାସଙ୍କ ନୟାଗଡରୁ ଅନ୍ୟତ୍ର ବଦଳିବା ହୋଇଥିବା ବେଳେ ଆଜି ଭିଜିଲାନ୍ସ ରେଡ୍ ହେଉଛି ।
ପ୍ରଥମ ଦିନ ପ୍ରବେଶ ପଥରେ ତାଲା ମାରିଲେ । ଦ୍ୱିତୀୟ ଦିନ ବ୍ୟାନର୍ ଓ ପୋଷ୍ଟର ଦେଖାଇଲେ । ତୃତୀୟ ଦିନ ବିଜେପି ଗୋବର ଓ ଗଙ୍ଗା ପାଣି ଛିଞ୍ଚିଲା । ଆଉ ତାପରେ ମମିତା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ବିବୃତି ଦେଲେ । More
ଝିପି ଝିପି ବର୍ଷାରେ ପଡ଼ି କ୍ଷେତରେ ଦାନାପାଣି ବତୁରି ଯାଉଥିବାବେଳେ ଓଦା ହୋଇଯାଉଛି ଚାଷୀର ମନ ଆଉ ପ୍ରାଣ । ସବୁ ସେହି ଲୀଳାମୟଙ୍କ ଇଛା । ସେହି ଠାକୁରଙ୍କୁ ହାତଯୋଡ଼ି କେବଳ ଏତିକି ନିବେଦନ, ପ୍ରଭୁ ବାତ୍ୟା ନଆସୁ, ବର୍ଷକର ଦାନାପାଣି ବଞ୍ଚିଯାଉ । More
୭୨ ବର୍ଷୀୟ ବୟସ୍କ ବ୍ୟକ୍ତି ଦୁଇ ଦିନ ତଳେ ଜିମ୍ବାୱେରୁ ଫେରିଥିଲେ । କ୍ୱାରେଣ୍ଟିନ୍ ରଖାଯାଇ ତାଙ୍କ ରିପୋର୍ଟ ପୁଣେ ଲ୍ୟାବ୍କୁ ପଠାଯାଇଥିଲା । ଆଜି ରିପୋର୍ଟ ପଜିଟିଭ୍ ଆସିବା ସହ ଓମିକ୍ରନ୍ ଭାଇରସ୍ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଉଛି । More
ରାଜ୍ୟରେ ଏବେ ବାତ୍ୟା ପରିସ୍ଥିତି । ରାଜ୍ୟ ପାଇଁ ବିଶେଷ ବିପଦ ନଥିଲେ ମଧ୍ୟ ପାଗ କୋହଲା ରହିଛି, ବର୍ଷା ମଧ୍ୟ ଜାରି ରହିଛି । ଏମିତି ପରିସ୍ଥିତିରେ ସମୂଦ୍ର କଳିଆ ଅଞ୍ଚଳ ବିପଦପୂର୍ଣ୍ଣ ବୋଲି କୁହଯାଇଛି । ତେଣୁ ମାଛ ବିକ୍ରି ହୋଇପାରିନି । More
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ, ୨୬ ନଭେମ୍ବର ସୁଦ୍ଧା ରାଜ୍ୟରେ ପ୍ରତି ସପ୍ତାହରେ ୪ ଲକ୍ଷ ୧ ହଜାର ୧୬୪ ଟେଷ୍ଟ କରାଯାଉଥିଲା । ତେବେ ଏହି ସଂଖ୍ୟାରେ ଡିସେମ୍ବର ୩ ସୁଦ୍ଧା ଅନେକ ହ୍ରାସ ପାଇଛି । More
୧୦ ତାରିଖ ମଧ୍ୟରେ ନୋଟିସର ଜବାବ ଦେବାକୁ ମଧ୍ୟ ତାଗିଦ୍ କରିଛନ୍ତି କୋର୍ଟ । ୧୦ ତାରିଖ ସୁଦ୍ଧା ପୁନଃ ତଦନ୍ତ ରିପୋର୍ଟ ଓ ସିଡିଆର ଦାଖଲ ପାଇଁ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ । More
ସିସୋର’ର ଆଉ ୬ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ । ସିସୋର ଠାରୁ ୬ କୋଟି ନେଇଥିବା ୨ ବ୍ୟବସାୟୀଙ୍କ ଠାରୁ ସମ୍ପତ୍ତି ବାଜ୍ୟାପ୍ତି ହୋଇଛି । More
କରୋନାର ନୂଆ ଭାରିଏଣ୍ଟ୍ ଓମିକ୍ରନ୍ ବିରୋଧରେ ଟିକା କାମ କରୁଛି। ଏଣୁ ଏହାକୁ ନେଇ ଭୟଭୀତ ହେବାର କିଛି କାରଣ ନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି। More
କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ପୂଜକ ବେଶରେ ଆସି ବିଧାନସଭା ମଧ୍ୟରେ ଗଙ୍ଗା ଜଳ ଛିଞ୍ଚି ଥିଲେ। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ପ୍ରବେଶ ଯୋଗୁ ପବିତ୍ର ଗୃହ ଅପବିତ୍ର ହୋଇଥିବା ଦର୍ଶାଇ ତାରା ଗଙ୍ଗା ଜଳ ଛିଞ୍ଚିଥିଲେ। More
ଜୁନିଅର ବିଶ୍ୱକପ୍ ହକିରେ ପଶିଲା କରୋନା। ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଉଥିବା ଜୁନିଅର ପରୁଷ ବିଶ୍ୱକପ୍ ହକିରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। More
ଆସନ୍ତା କାଲି ସନ୍ଧ୍ୟା ବେଳକୁ ଓଡ଼ିଶାରୁ ବାତ୍ୟାର ପ୍ରଭାବ ହଟିଯିବା ସମ୍ଭାବନା ରହିଛି। ପୁରୀରେ ପହଞ୍ଚିଲା ବେଳକୁ ବାତ୍ୟାର ତୀବ୍ରତା କମିବା ନେଇ ଆକଳନ କରାଯାଇଛି। ପୁରୀ ଛୁଇଁଲା ବେଳକୁ ପବନ ବେଗ ୬୦/୭୦ କି.ମି. ରହିପାରେ। More
ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ୍’ ! ଆଜି ରାତିରେ ଏହା ଗଭୀର ଅବପାତ ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ମଧ୍ୟାହ୍ନରେ ଗଭୀର ଅବପାତ ହୋଇ ପୁରୀରେ ପହଞ୍ଚିବ। More
କଥା ଦେଇ ଠକିଦେଲେ କି ସରକାର ? ୨ ବର୍ଷ ତଳେ ଶିମିଳିପାଳ ଅଭୟାରଣ୍ୟ ଭିତରେ ଥିବା ଗାଁରୁ ଆଣି ଠାକୁରମୁଣ୍ଡା ବ୍ଲକରେ ଥଇଥାନ କରିଥିଲା ବନ ବିଭାଗ । ଭିଟା ମାଟି ଛାଡିଦେଲେ ଲୋକେ ହେଲେ ଏବେ ସର୍ବନିମ୍ନ ସୁବିଧାରୁ ବଞ୍ଚିତ ହେବା ସହ ଜୀବନ ଜୀବିକା ଚିନ୍ତାରେ ଦୁର୍ଦ୍ଦିନରେ ବିତୁଛି ଜୀବନ ,ତେବେ ବନ ବିଭାଗ ପକ୍ଷରୁ ମିଳିଛି ଶୀଘ୍ର ସମାଧାନର ଭରସା ... More
ଆଜି ସକାଳୁ ସବୁ କିଛି ଠିକ୍ ଥିବା ବେଳେ ହଠାତ୍ ନିଜ ସର୍ଭିସ୍ ରିଭଲଭରରୁ ନିଜକୁ ନିଜେ ଯବାନ ଗୁଳି କରି ଦେଇଥିଲେ। More
ଆପଣ ବିଭିନ୍ନ ପ୍ରକାରର ବରା ଓ କଟଲେଟ୍ ର ରେସିପି ଖାଇଥିବେ । ଆପଣ କେବେ ମକା ଓ ଆଳୁର ମିଶ୍ରଣରେ ଚଟପଟା ରେସିପି ଖାଇଛନ୍ତି କି? ଏହି ବର୍ଷା ପାଗରେ ଘରେ ବନାନ୍ତୁ ଚଟପଟା 'ମକା ଆଳୁ ବରା' । More
ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ୍’ ! ଆସନ୍ତାକାଲି ପୁରୀ ଛୁଇଁବା ବେଳକୁ ବାତ୍ୟା ଦୁର୍ବଳ ହୋଇଯିବାର ସମ୍ଭାବନା ରହିଛି। More
ବାତ୍ୟା ‘ଜୱାଦ୍’ ଦିଗ ପରିବର୍ତ୍ତନ କରିବା ପରେ ବର୍ଷା ଓ ପବନ ଧୀରେ ଧୀରେ ବଢ଼ିବ। ସର୍ବାଧିକ ୯୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। More
ବାତ୍ୟା ପାଇଁ ୯୫ରୁ ଅଧିକ ଟ୍ରେନ୍ ବାତିଲ୍ କରାଯାଇଛି। ଏହା ବ୍ୟତୀତ ଜୀବନ ଯେପରି ହାନୀ ହେବନି ସେ ଦିଗରେ ଧ୍ୟାନ ରଖାଯାଇଛି। More
ଆସନ୍ତାକାଲି ମଧ୍ୟାହ୍ନରେ ବାତ୍ୟା ‘ଜୱାଦ୍’ ପୁରୀ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ‘ଜୱାଦ୍’ ଏବେ ଗୋପାଳପୁରଠୁ ୩୬୦ କି.ମି. ଦୂରରେ ଥିବାବେଳେ ବିଶାଖାପାଟଣା ଠାରୁ ୨୫୦ କି.ମି. ଦୂରରେ ରହିଛି। More
ଜର୍ମାନୀ ୪ଟି ଗୋଲ ଦେଇ ଭାରତକୁ ବିଦାୟ ରାସ୍ତା ଦେଖାଇଥିଲା। ଭାରତ ପକ୍ଷରୁ ଉତ୍ତମ ସିଂ ଏବଂ ବବି ସିଂ ଧାମି ୨ଟି ଗୋଲ ଦେଇଥିଲେ। More
ବାତ୍ୟା ଜଓ୍ବାଦ ପାଇଁ ବିପିୟୁଟି ପରିଚାଳିତ Ph.D ପ୍ରୋଗ୍ରାମ ଏଣ୍ଟ୍ରାନ୍ସ ଘୁଞ୍ଚାଯାଇଛି। ଆସନ୍ତା ୫ ରବିବାର ହେବାକୁ ଥିବା ଏଣ୍ଟ୍ରାନ୍ସ ୧୨ ରବିବାରକୁ ଘୁଞ୍ଚାଯାଇଛି। More
ଆୟବହିର୍ଭୁତ ସମ୍ପତ୍ତି ଏବଂ ଚାକିରି ନାଁରେ ଠକେଇ ଲିଙ୍କ୍ରେ ଭୁବନେଶ୍ୱର ବିବେକାନନ୍ଦ ମାର୍ଗସ୍ଥିତ ତାଙ୍କ ବାସଭବନରେ ଚଢ଼ଉ କରିଛି ଇଡି। ସକାଳ ପ୍ରାୟ ୭ଟାରୁ ଏହି ରେଡ ଆରମ୍ଭ ହୋଇଥିଲା। More
ମମିତା ମେହେର ହତ୍ୟା ଘଟଣାକୁ ନେଇ ବିଜେପିର ଅଭିନବ ପ୍ରତିବାଦ । ଗୋବରପାଣି ଓ ଗଙ୍ଗାଜଳ ଛିଞ୍ଚି ବିଧାନସଭା ପରିସର ଶୁଦ୍ଧ କଲେ । ତେଣେ ମାଷ୍ଟର କ୍ୟାଣ୍ଟିନରେ ଘଣ୍ଟ ବଜାଇ ନବୀନଙ୍କ କୁମ୍ଭକର୍ଣ୍ଣ ନିଦ ବାଙ୍ଗିବାକୁ ପ୍ରୟାସ ଜାରି ରଖିଛି ବିଜେପି। ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଓ ମାମଲାର ସିବିଆଇ ତଦନ୍ତ ଦାବି କରି ଆଜି ଉଭୟ ଗୃହ ଭିତରେ ଓ ବାହାରେ ଗର୍ଜିଛି ବିଜେପି । More
ମଧ୍ୟରାତ୍ରୀ ପରଠୁ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବ ଏବଂ କ୍ରମଶଃ ବଢ଼ି ୮୦ରୁ ୯୦, ଏମିତିକି ରବିବାର ୧୦୦ କିଲୋମିଟରକୁ ଛୁଇଁପାରେ। More