• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 14 December 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Pramod Behera
  • 3 years ago

ଦୀର୍ଘ ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ହେଲା ଗଛ ଉପରେ ରହିଛି ଯୁବକ

ଗୋଟିଏ ଦିନ ହେଇଗଲା ସେମିତି ଗଛ ଉପରେ ବସି ରହିଛନ୍ତି ଯୁବକ। ଯେତେ ବୁଝାବୁଝା କଲେ, ଯେତେ କଅଁଳେଇ କହିଲେ ବି ସେ ତଳକୁ ଆସୁନି। ଖାଇବା ଆଉ ପାଣି ଯାଚିଲେ ବି ନଉନି। ଯିଏ ଯାଉଛି ତାକୁ ମାରିବାକୁ କହୁଛି। More
  • Chandan Shishu
  • 3 years ago

ବିହାରର ଭଗୀରଥ: ନିଜ ଉଦ୍ୟମରେ ଗାଁକୁ ଆଣିଛନ୍ତି ବର୍ଷାଜଳ

୩୦ ବର୍ଷର କଠିନ ପରିଶ୍ରମ ପରେ ଗାଁକୁ ପାଣି ଆସିଛି, କ୍ଷେତରେ ଫସଲ ବି ହସୁଛି। ହେଲେ ସରିନାହିଁ ବିହାରର ଏହି ଭଗିରଥ ବୋଲାଉଥିବା ୭୦ ବର୍ଷୀୟ ଲୌଙ୍ଗି ଭୂଇଆଁଙ୍କ ସାଧନା।  More
  • Chandan Shishu
  • 3 years ago

ଯାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ ହେବ ଆଗୁଆ ଆରଟିପିସିଆର ଟେଷ୍ଟ ବୁକିଂ ନିୟମ

ଆଟ୍ ରିସ୍କ ଦେଶରୁ ଆସୁଥିବା ନାଗରିକ କିମ୍ବା ଏହି ଦେଶରେ ୧୪ ଦିନ ଅଧିକ ସମୟ ରହି ଫେରୁଥିବା ଯାତ୍ରୀମାନେ RTPCR ପ୍ରି ବୁକିଂ କରିବେ। More
  • Chandan Shishu
  • 3 years ago

ଡିଜେ ବାଜିଲେ, ବାଣ ଫୁଟିଲେ ଜଣାଅ: ସିପି

କୋଭିଡ ଗାଇଡଲାଇନ ଅନୁଯାୟୀ ୩୦ଟି ସର୍ତ୍ତ ଅନୁଯାୟୀ ଅନୁମତି ଦିଆଯାଉଛି ବୋଲି ଡିସିପି କହିଛନ୍ତି More
  • Chandan Shishu
  • 3 years ago

ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ପୁଣି ଛୁଟି ଆବେଦନ କଲେ ସୁମିତ୍

ସୁମିତ ତପସ୍ୱିନୀକୁ ଗେଷ୍ଟହାଉସରେ ଛାଡି ଅଚାନକ ପଳାଇ ଯିବା ଏବଂ ଛୁଟି ସରିଗଲା ପରେ ପୁଣି ଅସୁସ୍ଥ ଦର୍ଶାଇ କାର୍ଯ୍ୟରେ ଯୋଗ ନଦେବା ଘଟଣା ଚର୍ଚ୍ଚାରେ ରହିଛି।  More
  • Chandan Shishu
  • 3 years ago

ଯୋଜନା ବୋର୍ଡ ଉପାଧ୍ୟକ୍ଷ ପଦରୁ ଇସ୍ତଫା ଦିଅନ୍ତୁ ସଞ୍ଜୟ: ବିଜେପି

୨୦୧୨ରେ ଆୟୁଷ ଡାକ୍ତର ମାଧବୀଲତା ମୃତ୍ୟୁ ବେଳେ ବି ସଂଜୟ ଦାସବର୍ମା ବିବାଦରେ ଥିଲେ। ଶାସକ ଦଳ ଛତ୍ରଛାୟାରେ ଥିବାରୁ କୌଣସି ପଦକ୍ଷେପ ନିଆଯାଉନି ବୋଲି ବିଜେପି ଅଭିଯୋଗ କରିବା ସହ ତୁରନ୍ତ ତାଙ୍କୁ ବହିଷ୍କାର କରିବାକୁ ଦାବି କରିଛି।  More
  • Sponsored Article
  • 3 years ago

ଓୟୁ ଇନଫ୍ରା ପ୍ରୋଜେକ୍ଟ ପକ୍ଷରୁ ‘ନୱା’ର ଶୁଭାରମ୍ଭ, ସ୍ୱତନ୍ତ୍ରତାରେ ଆଗରେ

ନୱା’ର ଅର୍ଥ ହେଉଛି ୯ । କିନ୍ତୁ ଏହାର ଅର୍ଥ ନୂତନ’ ମଧ୍ୟ ଅଟେ । ଏହା ନ୍ୟୁମେରୋଲୋଜି ଏବଂ ବାସ୍ତୁଶାସ୍ତ୍ରର ସୀମାରେଖାରେ ରହିଥାଏ । ଏକ ସଂଖ୍ୟା ଭାବେ ଏହାର ହିନ୍ଦୁ ପୁରାଣରେ ଏକ ରହସ୍ୟମୟ ଉପସ୍ଥିତି ରହିଆସିଛି ଏବଂ ଏହିପରି ଶୁଭ ବୋଲି ବିବେଚନା ମଧ୍ୟ କରାଯାଏ More
  • Rajalaxmi Sahoo
  • 3 years ago

ଜଙ୍ଗଲରେ ଜଣେ ବ୍ୟକ୍ତିଙ୍କୁ ନିର୍ମମ ହତ୍ୟା କଲେ ନକ୍ସଲ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାର ଏରାବୋର ଜଙ୍ଗଲରେ ଦେରା ନବୀନ ନାମକ ବ୍ୟକ୍ତିଙ୍କୁ ନିର୍ମମ ହତ୍ୟା କରିଛନ୍ତି ନକ୍ସଲ।  ଗଛ କାଟିବା ଏବଂ ଜାଗା ମାଡି ବସିବାକୁ ନେଇ ନକ୍ସଲ ଦେରା ନବୀନଙ୍କୁ ହତ୍ୟା କରିଥିବା ନେଇ ମୃତଦେହ ନିକଟରେ ଏକ ପୋଷ୍ଟରରେ ଉଲ୍ଲେଖ କରିଛନ୍ତି ନକ୍ସଲ। ପୋଷ୍ଟେରରେ ନବୀନ ଭଳି ଆହୁରି ଅନେକ ଲୋକ ଏଭଳି ଜଙ୍ଗଲ ନଷ୍ଟ ସହ ଜାଗାକୁ ମାଡିବସିଛନ୍ତି। ତେଣୁ ସେମାନଙ୍କୁ ମଧ୍ୟ ଏଥିପାଇଁ ଦାୟୀ କରାଯାଇ ଦଣ୍ଡ ଦିଆଯିବ ବୋଲି ପୋଷ୍ଟରରେ ଧମକ ଦିଆଯାଇଛି। ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

  • Rajalaxmi Sahoo
  • 3 years ago

ନୟାଗଡ଼ରେ BSKY କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼ ଜିଲ୍ଲାରେ ଭର୍ଚୁଆଲ୍‌ ମାଧ୍ୟମରେ BSKY କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨ ଲକ୍ଷ ୨୪ ହଜାର ୩୬୮ ପରିବାରର ୭ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ BKSY କାର୍ଡ ବଣ୍ଟନ କରାଯାଇଛି। ଜିଲ୍ଲା ପାଇଁ ହଜାରେ କୋଟିରୁ ଅଧିକ ଟଙ୍କା ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ଶିଳାନ୍ୟାସ କରାଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପୋମା ଟୁଡୁ,  କୃଷି ମନ୍ତ୍ରୀ ଅରୁଣ ସାହୁ ,ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ,ଓ  ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଯୋଗ ଦେଇଥିଲେ।  

  • Rajalaxmi Sahoo
  • 3 years ago

ଓମିକ୍ରନରୁ ସୁରକ୍ଷା ଦେବ ଟିକା !

କରୋନା ଭାଇରସ୍‌ର ନୂଆ ଭାରିଏଣ୍ଟ୍‌ ଓମିକ୍ରନ୍‌ରୁ ସୁରକ୍ଷା ଦେବ ଟିକା ! ଶତ ପ୍ରତିଶତ ନ ହେଲେ ବି କ୍ରସ୍‌ ପ୍ରୋଟେକ୍ସନ ଦେବ ଟିକା। ଲୋକମାନଙ୍କୁ ଟିକା ନେବା ପାଇଁ ପ୍ରୋତ୍ସାହିତ କରିବାକୁ ପ୍ରତି ଗାଁରେ ଥିବା ସାମାଜିକ କର୍ମୀଙ୍କୁ ସ୍ୱାସ୍ଥ୍ୟ ବିଭାଗ ଅନୁରୋଧ କରିଛି। More

  • Prangyan Parimita
  • 3 years ago

ନଷ୍ଟ ହୋଇଥିବା ଧାନ ଫସଲର ଆକଳନ କରୁନି ପ୍ରଶାସନ : ଆତ୍ମହତ୍ୟା କରିବାକୁ ଧମକ ଦେଲେ ଚାଷୀ

ପାଣି ଭିତରେ ବୁଡ଼ି ରହିଛି ଧାନ । ଏବେ ଗଜା ହେବାକୁ ବସିଲାଣି । କୃଷି ଅଧିକାରୀଙ୍କୁ ଚାଷୀମାନେ ଅଭିଯୋଗ କଲେବି କେହି ଶୁଣୁନାହାନ୍ତି । ଚିନ୍ତାରେ ଚାଷୀ । More

  • Otv Khabar Bureau
  • 3 years ago

ସଂସଦରେ ଓଡ଼ିଶାବାସୀଙ୍କ ଉପରେ ଋଣବୋଝ ଓ ରାଜ୍ୟର ବେରୋଜଗାର ପ୍ରସଙ୍ଗରେ ପ୍ରଶ୍ନ ଉଠାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ନିକଟରେ ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତ ପ୍ରତି ପରିବାରର ହାରାହାରି ସମ୍ପତ୍ତି ମୂଲ୍ୟାୟନ କ୍ଷେତ୍ରରେ ଓଡ଼ିଶା ସବୁଠୁ ଗରିବ ରାଜ୍ୟ ବୋଲି ଉଲ୍ଲେଖ ରହିଛି । More

  • Rajalaxmi Sahoo
  • 3 years ago

ଓଟିଭିର ରାୟଗଡ଼ା ପ୍ରତିନିଧି ମନୋଜ ପାତ୍ରଙ୍କ ପରଲୋକ

ଓଟିଭିର ରାୟଗଡ଼ା ଜିଲ୍ଲା ପ୍ରତିନିଧି ମନୋଜ ପାତ୍ରଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ବୟସ ହୋଇଥିଲା। ଅସୁସ୍ଥ ହୋଇପଡ଼ିବାରୁ ମନୋଜଙ୍କୁ କାଲି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। More

  • Rajalaxmi Sahoo
  • 3 years ago

ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର, ମାଗଣାରେ ମିଳିବ ଏହି ସୁବିଧା...

ରାଜ୍ୟରେ ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଜାତୀୟ ପ୍ରବେଶିକା ପରୀକ୍ଷାର କୋଚିଂ ମାଗଣାରେ ଦିଆଯିବ। ନିଟ୍, ଆଇଆାଇଟି, ଜେଇଇ ଓ ଏନ୍‌ଡିଏ ଭଳି ପ୍ରବେଶିକା ପରୀକ୍ଷା ପ୍ରସ୍ତୁତି ପାଇଁ ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ କୋଚିଂ ଦିଆଯିବ। More

  • Rajalaxmi Sahoo
  • 3 years ago

Daily Horoscope,14 Dec 2021: ଜାଣନ୍ତୁ, ଆଜିର ରାଶିଫଳ...

ଆଜି ୨୦୨୧ ମସିହା, ଡିସେମ୍ବର ମାସ ୧୪ ତାରିଖ, ମଙ୍ଗଳବାର, ବିଛା ୨୯ ଦିନ, ମାର୍ଗଶିର ମାସ , ଶୁକ୍ଳପକ୍ଷ, ଏକାଦଶୀ ତିଥି। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... More

  • Prangyan Parimita
  • 3 years ago

ଲକ୍ଷପତି କଲା ବିଲାତି ଚାଷ ! ପରିଶ୍ରମ କରି ଲକ୍ଷେ ଲକ୍ଷେ ଲାଭ ପାଇଲେ ଗାଉଁଲୀ ମହିଳା

ଚାଷବାସ କେବଳ ପୁରୁଷ ଲୋକଙ୍କର ଏକଚାଟିଆ ନୁହେଁ। ମହିଳାମାନେ ବି ଏ ଦିଗରେ ଉଦାହରଣ ସୃଷ୍ଟି କରିଛନ୍ତି। ଏହିପରି ୫ ଜଣ ଗାଉଁଲି ମହିଳାଙ୍କୁ ଆସନ୍ତୁ ଭେଟିବା।, ଯେଉଁମାନେ ମିଳିମିଶି ବିଲାତି ଚାଷ କରି ଜଣକା ଲକ୍ଷାଧିକ ଟଙ୍କା ଲାଭ କରିପାରିଛନ୍ତି। More

  • Rajalaxmi Sahoo
  • 3 years ago

ବିବାହ ଉତ୍ସବରୁ ଫେରୁଥିବା ବେଳେ ଓଲଟିଲା ବସ୍‌

ବିବାହ ଉତ୍ସବରୁ ଘରକୁ ଫେରୁଥିବା ବେଳେ ବାଟରେ ଓଲଟିଲା ବସ୍‌। ବସ୍‌ଟି ଏକ ବିବାହ ଉତ୍ସବରୁ କନ୍ୟା ପକ୍ଷ ଲୋକଙ୍କୁ ନେଇ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। More

  • Rajalaxmi Sahoo
  • 3 years ago

ସମସ୍ତଙ୍କୁ ଚକ୍‌ମା ଦେଇ ଜେଲ୍‌ରୁ କଏଦୀ ଫେରାର

ସମସ୍ତଙ୍କୁ ଚକ୍‌ମା ଦେଇ ଜେଲ୍‌ରୁ କଏଦୀ ଫେରାର। ବାଲିଗୁଡା ସବ୍‌ ଜେଲ୍‌ରୁ ଜଣେ କଏଦୀ ଜେଲ୍‌ ପରିସରରେ ଥିବା ଏକ ଝରକାର ଲୁହା ଗ୍ରୀଲ୍‌ କାଟି ଖସି ପଳାଇବାରେ ସକ୍ଷମ ହୋଇଛି। More

  • Chandan Shishu
  • 3 years ago

ତାରିଖ ଘୋଷଣା ପୂର୍ବରୁ ଉଷ୍ଣ ହେଲାଣି ଗ୍ରାମାଞ୍ଚଳ ରାଜନୈତିକ ପାଣିପାଗ

ଫେବୃୟାରୀରେ ଭୋଟ୍ ସମ୍ଭାବନା ଥିବା ବେଳେ ଚଳିତ ମାସ ଶେଷ ସପ୍ତାହରେ ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ କମିଶନ।   More

  • Chandan Shishu
  • 3 years ago

ସହଯୋଗୀଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଅଡୁଆରେ ବିଜେଡି ନେତା ସଞ୍ଜୟ ଦାସବର୍ମା

ବାଇକ୍‌ରେ କାହିଁକି ଏବଂ କୁଆଡ଼େ ଯାଉଥିଲେ ଜଗା ଓ ଚିତ୍ତ ? ଯଦି ଏହା ଦୁର୍ଘଟଣା ତେବେ ନଈରୁ ଚିତ୍ତଙ୍କ ମୃତଦେହ ମିଳିବା ପଛର କାରଣ କଣ ? More

  • Otv Khabar Bureau
  • 3 years ago

ଓମିକ୍ରନ୍‌କୁ ନେଇ ଆଗୁଆ ସଜାଗ ରହିଛି ଓଡିଶା

ଆନ୍ଧ୍ରରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ ଓଡ଼ିଶାରେ ଛନକା ପସିଛି । ଯେହେତୁ ପୂର୍ବରୁ ଘାତକ ଡେଲ୍ଟା ଭାରିଆଣ୍ଟ ପଡ଼ୋଶୀ ଛତିଶଗଡ଼ରୁ ଆସିଥିଲା, ତେଣୁ ଏବେ ଓମିକ୍ରନ ପାଇଁ ସମସ୍ତ ସୀମାନ୍ତ ଜିଲ୍ଲା ଗୁଡ଼ିକୁ ସତର୍କ କରାଇଛନ୍ତି ରାଜ୍ୟ ସରକାର । More

  • Chandan Shishu
  • 3 years ago

ବାତ୍ୟା ଜୱାଦରେ ରାଜ୍ୟର ୧୩୧ ବ୍ଲକ ପ୍ରଭାବିତ

ବାତ୍ୟା ଜଓ୍ୱାଦ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଗତ ୧୧ ତାରିଖରୁ ଓଡ଼ିଶା ଆସିଥିଲେ ଆନ୍ତଃମନ୍ତ୍ରାଳୟ ସ୍ତରୀୟ ୬ ଜଣିଆ କେନ୍ଦ୍ରୀୟ ପ୍ରତିନିଧ ଦଳ। ଏହି ଦଳ ୩ଟି ଟିମରେ ଭାଗ ହୋଇ ୨ ଦିନ ଧରି ୬ ଜିଲ୍ଲାର ପ୍ରଭାବିତ ଅଞ୍ଚଳ ବୁଲିଥିଲେ। More

  • Chandan Shishu
  • 3 years ago

କୋର୍ଟରେ ପିଟିସନ୍ ଦାଏର କଲେ ତପସ୍ୱିନୀ

ତପସ୍ୱିନୀ କୋର୍ଟରେ ହାଜର ହେବା ସହ ତାଙ୍କ ସ୍ୱାମୀ କୁଆଡେ ଗଲେ ସେ ନେଇ ପିଟିସନ ଦାଖଲ କରିଛନ୍ତି।  More