ସଂକ୍ଷେପରେ ଆଜିର ତାଜା ଖବର - Tuesday, 21 December 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ବିଜୁ ସ୍ୱାସ୍ଥ୍ୟ କାର୍ଡରୁ କେତେ ଉପକୃତ ହିତାଧିକାରୀ?

ଗୋଡ଼ ଅପରେସନ ପାଇଁ ଯାଇଥିବା ଅକୁଲଙ୍କୁ ମେଡିକାଲ କର୍ତ୍ତୃପକ୍ଷ ଚିକିତ୍ସା ପାଇଁ ପ୍ରଥମେ ରୋକଠୋକ୍ ମନା କରିଦେଇଥିଲେ। ପରେ ଅସ୍ତ୍ରୋପଚାର ହୋଇଥିଲା ସତ ହେଲେ ଅଧା ଚିକିତ୍ସାରେ। More

‘ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଦିନରେ ଲୋକଙ୍କୁ ଲଣ୍ଠନ ଦେଖାଇବା ଭଳି’

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ କଡ଼ା ସମାଲୋଚନା କରିବା ସହ ତାତ୍ସଲ୍ୟ କରିଛି ବିଜେପି । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କେବଳ ଦିନରେ ଲଣ୍ଠନ ଦେଖାଇବା ଭଳି । More

ମଣ୍ଡି ଅବ୍ୟବସ୍ଥା; ଟୋକନ ଅଛି, ହେଲେ ଧାନ ଉଠୁନି ! ଶୀତ କାକରରେ ମଣ୍ଡିରେ ପଡ଼ି ରହିଛନ୍ତି ଚାଷୀ

ନଭେମ୍ବର ୨୫ରୁ ବରଗଡ଼ ଜିଲ୍ଲାରେ ଖରିଫ୍ ଧାନ ସଂଗ୍ରହ ଆରମ୍ଭ ହୋଇଥିଲେ ବି ବିଳମ୍ବିତ ପ୍ରକ୍ରିୟା ଯୋଗୁଁ ଧାନ ଉଠିପାରୁନି । ଏମିତିକି ଟ୍ୟାଗ୍ ଥାଇ ବି ମିଲ୍ ମାଲିକ ଧାନ ଉଠାଉନଥିବାରୁ ହୀନସ୍ତା ହେଉଥିବା ଚାଷୀ ଅଭିଯୋଗ କରିଛନ୍ତି । More

ତପସ୍ୱିନୀ-ସୁମିତଙ୍କ ଦାମ୍ପତ୍ୟ କଳିର କଣ ହେବ ପରବର୍ତ୍ତୀ ଦୃଶ୍ୟପଟ୍ଟ ?

ନିଜକୁ ବୋହୂ ଦାବି କରୁଥିବା ତପସ୍ୱିନୀ କେତେଦିନ ଏମିତି ବସିରହିବେ? ନା କେହି କହିପାରୁଛନ୍ତି ନା ଜାଣିପାରୁଛନ୍ତି। ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି ଡିମ୍ପଲ ଓରଫ୍ ତପସ୍ୱିନୀ ଏବଂ ଡାକ୍ତର ସୁମିତଙ୍କ ଦାମ୍ପତ୍ୟ ବିବାଦ। More

୨ ଦିଗକୁ ଗୁରୁତ୍ୱ ଦେଲେ ଆଉ ମାଡ଼ିବନି ଓମିକ୍ରନ୍ !

ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ, ରାଜ୍ୟରେ ଚିହ୍ନଟ ହୋଇଥିବା ଦୁଇ ଓମିକ୍ରନ୍ ଆକ୍ରାନ୍ତ କେବଳ ଭାତ ହାଣ୍ଡିରୁ ଗୋଟିଏ ଲେଖାଏଁ ଏବେ କେବଳ ଏତିକି ଚିହ୍ନଟ ହୋଇଛନ୍ତି। ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ଢେର୍ ବଢ଼ିଯିବ। More

ଘର ମରାମତି ପାଇଁ ହିତାଧିକାରୀଙ୍କୁ ମିଳିବ ସହାୟତା

ଖଣି ଅଞ୍ଚଳ ପକ୍କା ଘର ଯୋଜନା ହିତାଧିକାରୀଙ୍କୁ ବି ଏହି ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେନ୍ଦ୍ରୀୟ ଯୋଜନାରେ ଘର ପାଇବାରୁ ବଞ୍ଚିତ ଲୋକଙ୍କୁ ଏହି ସହାୟତା ମିଳିବ । More

ରାତିରେ ଘରୁ ନାବାହାରିବାକୁ ପରାମର୍ଶ ଦେଲେ ଏସଆରସି

ରାଜ୍ୟରେ ପ୍ରବଳ ଶୀତ ଲହରୀ ନେଇ ସତର୍କ କରାଇଛନ୍ତି ରାଜ୍ୟ ସରକାର। ଏନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। More

ଟ୍ୟୁସନ୍‌ ସାରଙ୍କ କଳା କାରନାମା ! ଦୁଇ ଛାତ୍ରୀଙ୍କୁ ଫୁସୁଲାଇ ଫେରାର ମାରିଲେ

ପାଠ ପଢ଼ାଇବାକୁ ଆସୁଥିଲେ । ଆଉ ଏବେ ଦୁଇ ନାବାଳିକା ଛାତ୍ରୀଙ୍କୁ ଧରି ଫେରାର୍‌ ମାରିଛନ୍ତି ଟ୍ୟୁସନ୍ ସାର୍ । More

‘ଭିକ୍ଟିମ୍ କାର୍ଡ ଖେଳୁଛନ୍ତି ତପସ୍ୱିନୀ, ପାରିବାରିକ ବିବାଦରେ ଅଯଥାରେ ମୁଣ୍ଡ ପୂରାଉଛନ୍ତି ପ୍ରମିଳା’

କେଉଁ ନ୍ୟାୟରେ ତପସସ୍ୱିନୀ ଗ୍ରୀଲ୍‌ ଭାଙ୍ଗି ଭିତରକୁ ପଶିଲେ । ଗ୍ରୀଲ୍ ଭାଙ୍ଗି ତପସ୍ୱିନୀ ଘରେ ପଶିବା ପରେ ଏଭ ଭିଡିଓ ରିଲିଜ କରିଛନ୍ତି ସ୍ୱାମୀ ସୁମିତ୍‌ । More

ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଅଣ୍ଡା ନାଦି ଦେଲେ ବିଜେପି କର୍ମୀ

ପ୍ରତାପ ଜେନାଙ୍କ ଗାଡ଼ିକୁ ଅଣ୍ଡାମାଡ଼। କେନ୍ଦ୍ରାପଡ଼ା ଆଳି ବାଳକାଟି ବଜାରରେ ଅଣ୍ଡାମାଡ଼ କଲେ ବିଜେପି କର୍ମୀ More

ଘରେ ବନାନ୍ତୁ 'ମଲାଇ ମଶରୁମ୍'

ଆପଣ କେବେ ମଲାଇ ମଶରୁମର ରେସିପି ଖାଇଛନ୍ତି କି ?ଯଦି ଖାଇ ନାହାନ୍ତି । ଆଜି ହିଁ ଘରେ ବନାନ୍ତୁ ‘ମଲାଇ ମଶରୁମ୍’ ।ଏହି ରେସିପିଟି ବନେଇବା ଅତି ସହଜ ଓ ସରଳ ଅଟେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ । More

‘ଆମେ ଅସୁସ୍ଥ, ଆମକୁ ଉଦ୍ଧାର କର‘ ! ଭିଡିଓ ରିଲିଜ୍ କରି ସହାୟତା ମାଗିଲେ ସୁମିତଙ୍କ ଜେଜେ ମା

ଗତକାଲି ଗ୍ରୀଲ୍‌ ଭାଙ୍ଗି ଘରେ ପଶିବା ପରେ ସୁମିତଙ୍କ ଜେଜେ ମା’ ମଧ୍ୟ ଏବେ ଏକ ଭିଡିଓ ରିଜିଲ୍ କରିଛନ୍ତି । ରିବାର ଲୋକଙ୍କୁ ଓ ମୋତେ ଉଦ୍ଧାର କର ବୋଲି କଲେକ୍ଟରଙ୍କ ଉଦ୍ଦେଶ୍ୟରେ କହିଛନ୍ତି । More

କରୋନା : ୫ ଦିନ ପାଇଁ ଘଟଗାଁ ମନ୍ଦିର ବନ୍ଦ କଲା ପ୍ରଶାସନ

କରୋନା ପାଇଁ ୫ ଦିନ ବନ୍ଦ ରହିବ ଘଟଗାଁ ତାରିଣୀ ପୀଠ... More

ଅନଲାଇନ ଥାନାରେ ଏତଲା କଲେ ଡାକ୍ତର ସୁମିତଙ୍କ ବାପା ପ୍ରମୋଦ ସାହୁ, ଘରେ ଅନଧିକାର ପ୍ରବେଶ ନେଇ ଅଭିଯୋଗ

ତପସ୍ୱିନୀ, ତାଙ୍କ ବାପା, ସମାଜସେବୀ ପ୍ରମିଳା ତ୍ରିପାଠୀ ଓ ସହଯୋଗୀଙ୍କ ନାଁରେ ଏତଲା ଦିଆଯାଇଛି । ବୈଦ୍ୟନାଥପୁର ଥାନାରେ ଅନଲାଇନ ଏତଲା ଦେଇଛନ୍ତି ସୁମିତଙ୍କ ବାପା । More

ନନ୍ ଆଟ୍ ରିସ୍କ ଦେଶରୁ ଫେରିଛନ୍ତି ଓଡ଼ିଶାର ଉଭୟ ଓମିକ୍ରନ୍‌ ଆକ୍ରାନ୍ତ, ଜଣଙ୍କ ଠାରେ କୌଣସି ଲକ୍ଷଣ ନାହିଁ

ଓଡ଼ିଶାରୁ ଚିହ୍ନଟ ହୋଇଥିବା ଦୁଇ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି। ଉଭୟ ନନ୍‌ ଆଟ୍‌ ରିସ୍କ ଦେଶରୁ ଫେରିଛନ୍ତି। ଯାହାକି ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। More

ଅନ୍ଧବିଶ୍ୱାସର ବଶବର୍ତ୍ତୀ ମଣିଷ: ନିର୍ଯାତିତ ହେଉଛନ୍ତି ମହିଳା

ପ୍ରତିମା ଧରୁଆ ଡାହାଣୀ ସନ୍ଦେହର ଶିକାର ହୋଇଥିବା ଜଣେ ବୃଦ୍ଧା। କଣ ଘଟିଯାଇଛି ତାଙ୍କ ସହ ତାହା ବର୍ଣ୍ଣନା କରିବା ପାଇଁ ବୋଧହୁଏ ଭାଷା ନାହିଁ More

ହାଡଙ୍ଗା ଶୀତରେ ଥରୁଛି ଓଡ଼ିଶା ; ଆଗାମୀ ଦୁଇ ଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ

ଶୀତରେ ଥରୁଛି ସାରା ଓଡ଼ିଶା ଉପକୂଳରୁ ଆଭ୍ୟନ୍ତର ସବୁଠି ଥରାଉଛି କୋହଲା ପବନ । ଆଗାମୀ ଦୁଇରୁ ତିନି ଯାଏଁ ରାଜ୍ୟରେ କିଛି ଜିଲ୍ଲାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୪ରୁ ୬ ଡିଗ୍ରୀ ତଳେ ରହିବାର ସମ୍ଭାବନା ରହିଛି । More

ଓଡ଼ିଶାରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ଜଣଙ୍କଠାରେ ଚିହ୍ନଟ ହେଲା ଭୂତାଣୁ। ଆଇଏଲଏସ୍ ପକ୍ଷରୁ ଦିଆଯାଇଛି ସୂଚନା More

ତପସ୍ୱିନୀଙ୍କ ଶ୍ୱଶୁର ଘର ସାମ୍ନାରେ ୧୪୪ ଧାରା ଲଗାଇଲା ପୋଲିସ୍‌

ସୁମିତ୍‌ଙ୍କ ଘର ସାମ୍ନାରେ ୧୪୪ ଧାରା ଲାଗୁ ହେଲା। ବ୍ରହ୍ମାନଗର ଅଂଚଳରେ ଥିବା ସୁମିତଙ୍କ ଘର ଆଗରେ ପୋଲିସ ୧୪୪ ଧାରା ଲାଗୁ କରିଛି। ସୂଚନା ଅନୁସାରେ, ଅନିର୍ଦ୍ଦିଷ୍ଟକାଳ ପାଇଁ ୧୪୪ ଲାଗିଛି। More

ହିତାଧିକାରୀଙ୍କୁ ହଜାରେ ଟଙ୍କା

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା : ହଜାରେ ଟଙ୍କା ଲେଖାଏଁ ମିଳିବ ସହାୟତା More

ଆଜି ସଂଧ୍ୟାରେ ବସିବ କ୍ୟାବିନେଟ୍‌ ବୈଠକ

ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟଫର୍ମରେ ବସୁଥିବା ବୈଠକରେ ୯ଟି ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି । More

ପ୍ରଶାସନ ଶୁଣିଲାନି, ନିଜ ଗାଁ ପୋଲ ନିଜେ ତିଆରି କଲେ ଗାଁ ଲୋକେ

ବାରମ୍ବାର ଗୁହାରି କରିବା ପରେ ବି କର୍ଣ୍ଣପାତ କଲାନି ପ୍ରଶାସନ, ନିଜ ଗାଁକୁ ନିଜେ ପୋଲ ନିର୍ମାଣ କଲେ ଗାଁ ଲୋକେ More

ମାର୍ଚ୍ଚରେ ଦ୍ୱାଦଶ ବୋର୍ଡ ପରୀକ୍ଷା !!

ମାର୍ଚ୍ଚରେ ଦ୍ୱାଦଶ ପରୀକ୍ଷା ଲାଗି ଅଂଟା ଭିଡ଼ିଛନ୍ତି ରାଜ୍ୟ ସରକାର More

ପ୍ରବଳ ଜାଡରେ ଥରୁଛି ଓଡ଼ିଶା : ଦାରିଙ୍ଗବାଡ଼ିରେ ତୁଷାରପାତ

ପାରଦ ତଳମୁହାଁ ହେବା ପରେ ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପ୍ରବଳ ଜାଡ଼ ଅନୁଭୂତ ହେବା ସହ ତୁଷାରପାତ ହୋଇଛି । ପ୍ରବଳ ଥଣ୍ଡାର ପ୍ରକୋପ ଯୋଗୁ ଲୋକେ ଘରୁ ମଧ୍ୟ ବାହାରିବା ମଧ୍ୟ ମୁସ୍କିଲ ହେଇଗଲାଣି। More

ତହସିଲ ଅଫିସରେ ମହିଳାଙ୍କ ଚରମ ନିଷ୍ପତ୍ତି, ଢାଳି ହୋଇଗଲେ କିରାସିନି

ଦିନ ଦ୍ୱିପହରେ ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଏଭଳି ଅଭାବନୀୟ ଦୃଶ୍ୟ । ନିଜର ଏକ ଚକ ଜମି ବିକ୍ରି ଅନୁମତି ପାଇଁ ୩ ମାସ ହେଲା ବାର ଦୁଆର ଦୌଡୁଛନ୍ତି ସ୍ଥାନୀୟ ନେଉଳପୁର ଗାଁର ଅନିମା ରାଉତ । More

୨୫ ବର୍ଷ ଧରି ଜଙ୍ଗଲରେ ଜୀବନ ବିତାଉଛନ୍ତି ଶତାୟୁ

୬୦ ବର୍ଷ ପୂର୍ବେ ପ୍ରତିମା ଭାଲୁଡୁଙ୍ଗରି ଗାଁରେ ବାହାହୋଇ ଘର ସଂସାର କରିଥିଲେ। ପ୍ରତିମା ଜଣେ ଭକ୍ତି ପରାୟାଣ ଲୋକ ହୋଇଥିବାରୁ ଭଗବାନଙ୍କ ଠାରେ ବହୁ ବିଶ୍ୱାସ ରଖୁଥୁଲେ। More

ଯିଏ ଭଲ କରୁଛି ତା ଘର ଆଗରେ ପୋଷ୍ଟର ମାରୁଛି BMC !

ସ୍ୱଚ୍ଛତା ଅଭିଯାନ ପାଇଁ ବିଏମ୍‌ସି ପକ୍ଷରୁ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି । ପ୍ରତି ଟିମ୍‌ରେ ସଫେଇ କର୍ମଚାରୀ, ସ୍ୱଚ୍ଛ ସାଥୀ ଏବଂ ସୁପରଭାଇଜର ରହିଥିବା ବେଳେ ଖୋଦ୍ ଡେପୁଟୀ କମିଶନର ମଧ୍ୟ ଗ୍ରାଉଣ୍ଡକୁ ଯାଇ ସ୍ଥିତି ତଦାରଖ କରୁଛନ୍ତି । More

ନିର୍ବାଚନ ପୂର୍ବରୁପ୍ରକଳ୍ପ ରାଜନୀତି, ଆଜି ଯାଏଁ ମନେ ପଡ଼ୁନଥିଲା ଲୋକଙ୍କ କଥା !

୨୦୧୪ରେ ଭିତ୍ତପ୍ରସ୍ତର ପଡିଥିବା ସେତୁକୁ ଠିକ୍ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଉଦ୍‌ଘାଟନ କରାଯିବାକୁ ନେଇ ଉଠିଛି ପ୍ରଶ୍ନ । More

କୋର୍ଟଙ୍କ ରାୟ ପରେ କାନ୍ଦି ପକାଇଲେ ତପସ୍ୱିନୀ। ଗେଟ୍‌ ଭାଙ୍ଗି ସୁମିତ୍‌ଙ୍କ ଘରେ ପଶିଲେ ମହିଳା

ସୁମିତଙ୍କ ପିଟିସନ୍‌କୁ କୋର୍ଟ ଖାରଜ କରି ତପସ୍ୱିନୀଙ୍କ ପିଟିସନର ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଥିଲେ। ଶାଶୁ ଘରେ ରହିବା ଲାଗି ବ୍ୟବସ୍ଥା କରିବାକୁ ପିଟିସନ୍ କରିଥିଲେ ତପସ୍ୱିନୀ। ଏପଟେ ଶୀତ କାକରରେ ୪ ଦିନ ଧରି ଜରିପାଲ ଓ ମଶାରି ଟାଣି ସୁମିତଙ୍କ ଘର ଆଗରେ ଧାରଣାରେ ବସିଛନ୍ତି ତପସ୍ବିନୀ।  More