• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Thursday, 30 December 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 3 years ago

ଅଦିନିଆ ବର୍ଷାରେ ବରବାଦ ହେଲାଣି ହଜାର ହଜାର ବସ୍ତା ଧାନ

ଖାଲି ଅମଳ ଧାନ ନୁହେଁ, ଲଗାଣ ବର୍ଷାରେ ପ୍ରଭାବିତ ହୋଇଛି ପନିପରିବା ଚାଷ। ବରଗଡ ଜିଲ୍ଲାର ଅମ୍ବାଭୋନାରେ ଉଜୁଡି ଯାଇଛି କୋବି, ଟମାଟୋ, ସୋରିଷ ଓ ବାଇଗଣ ଚାଷ। ବଣାଇରେ ଏଥର ଆଳୁ ଚାଷ ଭଲ ହୋଇଥିବା ବେଳେ କିଆରି ଭିତରେ ପାଣି ପଶିଛି। More
  • Chandan Shishu
  • 3 years ago

ବିବାହ ଶୋଭାଯାତ୍ରାରେ ୫୦, ହଜାରେ ଦର୍ଶକଙ୍କୁ ନେଇ ଚାଲିବ ଯାତ୍ରା

ହୋଟେଲ, ମଲ, କଲ୍ୟାଣ ମଣ୍ଡବ ଆଦିରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି। ଏମିତିକି ବାର୍ଷିକ ଉତ୍ସବ ମଧ୍ୟ ଆୟୋଜନ ହୋଇପାରିବ ନାହିଁ।  More
  • Chandan Shishu
  • 3 years ago

ଜାନୁଆରୀରେ ପିକନିକ୍‌ ମନା। ରାତି ୧୦ରୁ ନାଇଟ୍‌ କର୍ଫ୍ୟୁ

ଆବଶ୍ୟକ ସ୍ଥଳରେ କଟକଣାକୁ ଅଧିକ କଡାକଡି କରାଯିବ। ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଦିଆଯାଇଛି। More
  • Chandan Shishu
  • 3 years ago

ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ

ଝାରସୁଗୁଡ଼ାର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଥିବା ସୂଚନା ମିଳିଛି। More
  • Rajalaxmi Sahoo
  • 3 years ago

ଘନ କୁହୁଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଆସନ୍ତାକାଲି ଘନ କୁହୁଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପକ୍ଷେ, ଗତ ୨ ଦିନ ଧରି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହୋଇଛି। ଅଦିିନିଆ ବର୍ଷା ଯୋଗୁ ପରିବା ଚାଷ ପ୍ରଭାବିତ ହେବାର ଆଶଙ୍କା ଅଛି।  More
  • Chandan Shishu
  • 3 years ago

ଆସିଲା ନୂଆ ୫ ଓମିକ୍ରନ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି

ସମସ୍ତ ୫ ଜଣଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ସେଥିରୁ ଜଣକର ପଜିଟିଭ ମିଳିଛି, ଜିନମ ସିକ୍ୟୁଏନସିଂ ପାଇଁ ଯାଇଛି। More
  • Rajalaxmi Sahoo
  • 3 years ago

ଓମିକ୍ରନ୍‌ ଭୟ: ଭୁବନେଶ୍ୱରରେ ୩ ଦିନ ବନ୍ଦ ରହିବ ଧର୍ମାନୁଷ୍ଠାନ

ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ। More
  • Prangyan Parimita
  • 3 years ago

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫ ଓମିକ୍ରନ ଆକ୍ରାନ୍ତ

ରାଜ୍ୟରେ ଦିନକୁ ଦିନ ବଢ଼ୁଛି ସଂକ୍ରମଣ । ଏହି କ୍ରମରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢ଼ି ବଢ଼ି ଚାଲିଛି । ମାତ୍ର ୧୦ ଦିନ ଭିତରେ ରାଜ୍ୟରେ ୧୪ ଜଣ ସଂକ୍ରମିତ ଚିହ୍ନଟ ହେଲେଣି । More
  • Pallipuspa Samal
  • 3 years ago

ଥରେ ବନେଇ ଖାଆନ୍ତୁ ‘ରାଶି ଆରିସା’

ଆମ ଓଡ଼ିଆ ଘରେ ବାର ମାସରେ ତେର ପର୍ବ । ପର୍ବପର୍ବାଣୀ ଆସିଲେ ଘରେ ତିଆରି ହୁଏ ଭଳିକି ଭଳି ପିଠା । ପିଠାର ରେସିପି କଥା ମନକୁ ଆସିଲେ, ଆଗ ଆରିସା ପିଠା କଥା ମନକୁ ଆସେ । ଆଗରୁ ଆପଣ ଆରିସା ପିଠା ଖାଇଥିବେ, ହେଲେ କେବେ ରାଶିରେ ପ୍ରସ୍ତୁତ ଆରିସା ପିଠା ଖାଇଛନ୍ତି କି ? ଆଜି ହିଁ ଘରେ ବନାନ୍ତୁ ‘ରାଶି ଆରିସା’ । More
  • Prangyan Parimita
  • 3 years ago

ଭିଜାଉଛି ବର୍ଷା, ବାଟବଣା କରୁଛି କୁହୁଡ଼ି : ପଶ୍ଚିମ ଓଡ଼ିଶାର ଦୁଇ ଦିନ ହେଲା ପ୍ରବଳ ବର୍ଷା

୨ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହ ବର୍ଷା ହେଉଛି । କୁଆପଥର ମାଡ଼ ସାଙ୍ଗକୁ ବର୍ଷା ଅସ୍ତବ୍ୟସ୍ତ କରି ପକାଉଛି । More
  • Prangyan Parimita
  • 3 years ago

ମର୍ମନ୍ତୁଦ ଦୁର୍ଘଟଣାରେ ଡ୍ରାଇଭର ମୃତ : ବର, କନ୍ୟା ଗୁରୁତର

ବିବାହ ପରେ ବରକନ୍ୟା ଫେରୁଥିବା ବେଳେ ଘଟିଲା ମର୍ମନ୍ତୁଦ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଡ୍ରାଇଭରର ମୃତ୍ୟୁ ହୋଇଥିବା ବେଳେ ବରକନ୍ୟା ଗୁରୁତର ଅଛନ୍ତି । More
  • Otv Khabar Bureau
  • 3 years ago

Daily Horoscope,30 Dec 2021: ଆଜି ଦିନର ମହତ୍ତ୍ୱ କଣ ରହିଛି, ଆସନ୍ତୁ ଜାଣିବା....

୨୦୨୧ ମସିହା, ଡିସେମ୍ବର ମାସ ୩୦ ତାରିଖ, ଗୁରୁବାର, ଧନୁ ୧୫ ଦିନ, ପୌଷମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର, ତୁଳା, କୁମ୍ଭ ରାଶିର ଘାତବାର,ଶିମ୍ବ, ଆମିଷ ନ ଖାଇଲେ ଭଲ, ପର୍ବଦିନ-ସର୍ବସମ୍ମତ ସଫଳା ଏକାଦଶୀ । ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟ କଣ ରହିଛି । ତେବେ ଆସନ୍ତୁ ଜାଣିବା ମେଷ ରାଶିଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ... More
  • Prangyan Parimita
  • 3 years ago

ବିଶ୍ୱସ୍ତରୀୟ ହେବ ନନ୍ଦନକାନନ : ନୂଆ ଜୀବଜନ୍ତୁ ଆସିବେ, ସଜେଇ ହେବ ଖୁଆଡ

ଜାତୀୟ ସ୍ତରୀୟ ଉଦ୍ୟାନ ଭାବରେ ଶୋଭା ପାଇବ ନନ୍ଦନକାନନ । ଆସିବେ ନୂଆ ପଶୁପକ୍ଷୀ। More
  • Prangyan Parimita
  • 3 years ago

କବଜାକୁ ଆସିବେ କି ଅଦୃଶ୍ୟ ଲୁଟେରା ? ୧୪ ସାଇବର୍ ଓ ଅର୍ଥନୈତିକ ଅପରାଧ ଥାନା ଉଦଘାଟିତ

ରାଜଧାନୀରେ ଦିନକୁ ଦିନ ବୃଦ୍ଧି ପାଉଛି ଦୁର୍ବୁତ୍ତଙ୍କ ଆତଙ୍କରାଜ। ରାହାଜାନୀଠୁ ଆରମ୍ଭ କରି ସାଇବର କ୍ରାଇମ୍ ପର୍ଯ୍ୟନ୍ତ ଦିନକୁ ଦିନ ବଢିବାରେ ଲାଗିଛି ଅପରାଧର ସଂଖ୍ୟା। ସେମାନଙ୍କ ଉପରେ ଲଗାମ ଲଗାଇବାକୁ ନୂଆ କରି ପ୍ରତିଷ୍ଠା ହେଲା ସାଇବର ଥାନା। More
  • Satyendu Shekher Mishra
  • 3 years ago

ପୁଣି ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଗାଡ଼ିକୁ ଅଣ୍ଡାମାଡ଼

କଳାହାଣ୍ଡି କେସିଙ୍ଗାରେ କଂଗ୍ରେସ କର୍ମୀଙ୍କ ପକ୍ଷରୁ ଅଣ୍ଡାମାଡ଼ କରାଯାଇଛି । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ବେଳେ ଅଣ୍ଡାମାଡ଼ କରାଯାଇଛି । More
  • Satyendu Shekher Mishra
  • 3 years ago

IPS ସ୍ତରରେ ଅଦଳବଦଳ, ଏସ୍.ସୁଶ୍ରୀ ଭୁବନେଶ୍ୱରର ନୂଆ ଟ୍ରାଫିକ୍ ଡିସିପି

ରାଜ୍ୟ ସରକାର ଆଜି ବରିଷ୍ଠ ପୋଲିସ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ମାଲକାନଗିରି ଏସପି ପ୍ରହଲ୍ଲାଦ ଏସ୍ ମୀନାଙ୍କୁ ବର୍ଷକ ମଧ୍ୟରେ ୩ଥର ବଦଳି କରାଯାଇଥିବାବେଳେ ଆଇପିଏସ୍ ଏସ୍ ସୁଶ୍ରୀଙ୍କୁ ଭୁବନେଶ୍ୱର ଡିସିପି(ଟ୍ରାଫିକ) ଭାବେ ଅବସ୍ଥାପିତ କରାଯାଇଛି। More
  • Otv Khabar Bureau
  • 3 years ago

ଓଡିଶାକୁ ଘାରିଲାଣି ଓମିକ୍ରନ୍ ଭୟ: ଆଜି ଆଉ ଜଣେ ପଜିଟିଭ୍ ଚିହ୍ନଟ

ରାଜ୍ୟରେ କାୟା ବିସ୍ତାର କରୁଛି ଓମିକ୍ରନ ଭାରିଆଣ୍ଟ । ଆଜି ଆଉ ଜଣଙ୍କୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୯ରେ ପହଞ୍ଚିଛି । ଏଭଳି ସଂଖ୍ୟାବୃଦ୍ଧି ପରେ ଭୟ ବଢ଼ିବାରେ ଲାଗିଛି । କେବଳ ଯେ ଓମିକ୍ରନ୍, ତାନୁହେଁ, କରୋନାର ଦୈନିକ ସଂକ୍ରମଣ ମଧ୍ୟ ଚିନ୍ତା ବଢ଼ାଇଛି । More
  • Satyendu Shekher Mishra
  • 3 years ago

ସବୁଠି କାମଚଳା ନୀତି ! ଆସୁଛି ନାକ୍‌ ଟିମ୍‌, ଏପଟେ ଅଧା ଅଧ୍ୟାପକ ପଦବୀ ଖାଲି

ଆଗକୁ ନ୍ୟାସନାଲ ଆସେସ୍‌ମେଣ୍ଟ ଆଣ୍ଡ ଆକ୍ରେଡିଏସନ କାଉନସିଲ ବା ନାକ୍ ଟିମ୍ ରାଜ୍ୟରେ ଉଚ୍ଚଶିକ୍ଷାର ସ୍ଥିତି ଅନୁଧ୍ୟାନ ଲାଗି ଓଡ଼ିଶା ଆସିବ । More
  • Satyendu Shekher Mishra
  • 3 years ago

ବିଗିଡ଼ୁଛି ସ୍ଥିତି, BJDର ସଂରକ୍ଷଣ ପ୍ଲାନ୍‌ ଫେଲ ! ନୂଆ ତାଲିକା ଆସିବା ପରେ ଅସନ୍ତୋଷ ବଢ଼ିଲା

ପଞ୍ଚାୟତ ନିର୍ବାଚନ ପ୍ରଥମ ସଂରକ୍ଷଣ ତାଲିକା ବାତିଲ ହୋଇ ନୂଆ ଚିଠା ତାଲିକା ଆସିବା ପରେ ବଢିଛି ବିବାଦ । କାରଣ ସରପଞ୍ଚ, ସମିତିସଭ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଲାଗି ସଂରକ୍ଷଣ ପୂର୍ବ ତାଲିକା ତୁଳନାରେ ନୂଆ ତାଲିକାରେ ଘଟିଛି ଅନେକ ପରବର୍ତ୍ତନ । More