ସଂକ୍ଷେପରେ ଆଜିର ତାଜା ଖବର - Monday, 10 January 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଅମଳବେଳକୁ ମାଡ଼ି ଆସୁଛି ଅଦିନିଆ ବର୍ଷା

ଆଗକୁ ରହିଛି ଅଦିନିଆ ବର୍ଷା। ଚିନ୍ତାରେ ପଡିଗଲେଣି ଚାଷୀ। ମଣ୍ଡିଗୁଡ଼ିକ ପଡିଛି ଖୋଲାମେଲା ଅବସ୍ଥାରେ। କ୍ଷେତରେ ଜଳ ନିଷ୍କାସନ ବ୍ୟବସ୍ଥା କରିବା ସହ ଅମଳ ଫସଲର ସୁରକ୍ଷା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ପରାମର୍ଶ। More

ଚାକିରୀ ବୟସ ସମୟ ସୀମା ୩୨ରୁ ୩୮ ବର୍ଷକୁ ବୃଦ୍ଧି

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି More

ଘର ଦେଲେ ପ୍ରଧାନମନ୍ତ୍ରୀ, ତୁମେ କାଇଁ ମାରୁଛ ମୁଖ୍ୟମନ୍ତ୍ରୀଙ୍କ ଫଟୋ

କାହିଁକି ପୋଷ୍ଟର ଲଗାଉଛ ବୋଲି ଘର ମାଲିକଙ୍କ ପୁଅ ପ୍ରଶ୍ନ କରିଥିଲେ। More

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ତପସ୍ୱିନୀଙ୍କ ଶ୍ୱଶୂର ପ୍ରମୋଦ ସାହୁ

୨୦ ତାରିଖ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ନନେବାରୁ ହାଇକୋର୍ଟ ଯାଇଛନ୍ତି। More

୨୮ ନୂଆ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୧୦୩ କୁ ବୃଦ୍ଧି

ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ ନୂଆ ଆକ୍ରାନ୍ତ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ILS । ଆଜିର ୨୮କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ଶହେ ଟପିଛି । ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସହ ୧୦୩କୁ ବୃଦ୍ଧି ପାଇଛି । More

କୋଭିଡ୍ ନିୟମ ଭାଙ୍ଗିଲେ ଗଣିବେ ୫୦୦ ଟଙ୍କା ଫାଇନ୍‌

ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଛି। ଯେଉଁମାନେ କୋଭିଡ୍ ନିୟମ ଭାଙ୍ଗି ୫୦୦ ଟଙ୍କା ଜରିମାନା ଗଣିବେ ବୋଲି BMC କହିଛି।  More

ପଞ୍ଚାୟତ ନିର୍ବାଚନ ବନ୍ଦ କରିବାକୁ ହାଇକୋର୍ଟରେ ମାମଲା

ପଞ୍ଚାୟତ ନିର୍ବାଚନ ବନ୍ଦ କରିବାକୁ ହାଇକୋର୍ଟରେ ମାମଲା ଦାୟର ହୋଇଛି। ସେପଟେ ପଞ୍ଚାୟତ ନିର୍ବାଚନକୁ ୩ ମାସ ସ୍ଥଗିତ କରିବା ଲାଗି ସମସ୍ତ ବିରୋଧୀ ଦାବି କରିଛନ୍ତି। More

ଓଡ଼ିଶାରେ ପିକ୍‌ ସ୍ତରରେ ପହଞ୍ଚିପାରେ କରୋନା ସଂକ୍ରମଣ, ଜାଣନ୍ତୁ କେବେ...

ଦେଶରେ କରୋନା ସଂକ୍ରମଣ ବଢିବା ସହ ରାଜ୍ୟରେ ମଧ୍ୟ ସଂକ୍ରମଣ ବଢ଼ୁଛି। ଯେଉଁଭଳି ଭାବେ ଏବେ ସଂକ୍ରମଣ ବଢୁଛି, ଲୋକ ଏହାକୁ ହାଲୁକା ଭାବେ ନ ନେଇ ସଜାଗ ହୁଅନ୍ତୁ। More

ଚୋର ଡାଳେ ଡାଳେ ଗଲେ ପୋଲିସ୍‌ ପତ୍ରେ ପତ୍ରେ, ଦେଶୀ ମଦ ପାଇଁ ଗଛରେ ଚଢ଼ିଲେ ପୋଲିସ୍‌

ଘଞ୍ଚ ଜଙ୍ଗଲରେ ଗଛ ଉପରେ ରଖାଯାଇଥିଲା ଦେଶୀ ମଦ ଓ ପୋଚ୍‌। ହେଲେ ଚୋର ଡାଳେ ଡାଳେ ଗଲେ ପୋଲିସ୍‌ ପତ୍ରେ ପତ୍ରେ ଭଳି ଯାଇ ରେଡ୍‌ କରିଥିଲା। More

ଦିବ୍ୟାଙ୍ଗ ହେଲେ ବି ସ୍ୱାବଲମ୍ବୀ: ସମାଜରେ ପରିଚୟ ସୃଷ୍ଟି କରିବା ଲାଗି ଅଣ୍ଟା ଭିଡିଛନ୍ତି ଏହି ଦିବ୍ୟାଙ୍ଗ

ଜନ୍ମରୁ ଦୃଷ୍ଟିହୀନ, ସଂସାରର ଭଲ-ମନ୍ଦ ଦେଖିପାରୁନଥିଲେ ମଧ୍ୟ ସେମାନେ ସ୍ୱାବଲମ୍ବୀ । ନିଜ ଗୋଡରେ ନିଜେ ଠିଆ ହୋଇଛନ୍ତି । ନିଜ ହାତରେ ଧୂପକାଠି ମଧ୍ୟ ତିଆରି କରୁଛନ୍ତି । ତେବେ ଆସନ୍ତୁ ଭେଟିବା ସେଭଳି କିଛି ଦିବ୍ୟାଙ୍ଗ ମାନଙ୍କୁ ଯିଏକି ନିଜ ଦୃଢ ଆଶା ବଳରେ ଆଜି ସମାଜରେ ନିଜର ପରିଚୟ ସୃଷ୍ଟି କରିଛନ୍ତି । More

ଦିନକରେ ରାଜ୍ୟରେ ୪,୮୨୯ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ କେବଳ ବାହାରିଲେ ୯୩୩

ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ଆଜି ବି ୪ ହଜାର ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪,୮୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। More

Daily Horoscope 10 Jan 2022: ଆସନ୍ତୁ ଜାଣିବା ଆଜିର ରାଶିଫଳ

ଆଜି ୨୦୨୨ ମସିହା ଜାନୁଆରୀ ତା ୧୦ ତାରିଖ ସୋମବାର, ଧନୁ ୨୬ ଦିନ ପୌଷ ମାସ ଶୁଳ୍କ ପକ୍ଷ, ଅଷ୍ଟମୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର । ଆଜି ଦିନଟି ଆପଣଙ୍କ ପାଇଁ କେମିତି କଟିବ ଆସନ୍ତୁ ଜାଣିବା । More

କାଲିଠୁ ଫ୍ରଣ୍ଟଲାଇନ୍ ଓ୍ୱାର୍କରଙ୍କୁ ବୁଷ୍ଟର୍‌ ଡୋଜ୍ ଟିକାକରଣ

ଭୟାବହ ସଂକ୍ରମଣ। ୨୪ଘଣ୍ଟାରେ ୪ହଜାର ୭ଶହ ୧୪ନୂଆ ପଜିଟିଭ୍। ମେଡିକାଲରେ ଭର୍ତ୍ତି ହେଉଛନ୍ତି ମାତ୍ର ୩ ପ୍ରତିଶତ ରୋଗୀ। କାଲିଠୁ ଫ୍ରଣ୍ଟଲାଇନ୍ ଓ୍ୱାର୍କରଙ୍କୁ ବୁଷ୍ଟର ଡୋଜ୍ ଟିକାକରଣ। ବହୁବିଧ ଆକ୍ରାନ୍ତ ବରିଷ୍ଠ ନାଗରିକ ବି ନେବେ ବୁଷ୍ଟର୍ ଡୋଜ୍। More

୪ ଦିନ ପାଇଁ ଭିଜିବ ଅଧା ଓଡ଼ିଶା !

୧୧ ଓ ୧୨ରେ ୭ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  More

ବଡବଡିଆ ବାବୁଙ୍କ ପ୍ରତି ସରକାରଙ୍କର କାହିଁକି ଏତେ ଅନୁକମ୍ପା? ଅବସର ନେଉ ନେଉ ମିଳୁଛି ଅତି ଲାଭଦାୟକ ପଦରେ ନିଯୁକ୍ତି

ସମୀକ୍ଷକ କହିଲେ ଫାଇଦା ପାଉଛନ୍ତି ନିର୍ଦ୍ଦିଷ୍ଟ କୋଟେରୀ ଅଫିସର । ଉତ୍କଟ ବେକାରୀ ବେଳେ ନିଷ୍ପତ୍ତିର ଔଚିତ୍ୟକୁ ନେଇ ପ୍ରଶ୍ନ । More

ବନ ବିଭାଗର ବୁଦ୍ଧି, ଧୈର୍ଯ୍ୟ ଓ କୌଶଳ ବଳରେ ନୂଆ ଜୀବନ ପାଇଲା ହାତୀ ଛୁଆ

ମୟୂରଭଞ୍ଜ ରାସଗୋବିନ୍ଦପୁରରେ କୂଅରେ ପଡ଼ିଥିବା ହାତୀ ଶାବକ ୧୦ ଘଣ୍ଟା ପରେ ଉଦ୍ଧାର । ରେସ୍କ୍ୟୁ ଅପରେସନର ଶେଷ ୧୦ ମିନିଟ୍ ଥିଲା ଗୋଲଡେନ୍ ଆଓ୍ୱାର । More

ଦୁଇ ହାତରେ ସିଧା ଏବଂ ଓଲଟା ଲେଖି ଇଣ୍ଡିଆ ବୁକ୍ ଅଫ ରେକର୍ଡରେ ସ୍ଥାନ ପାଇଲେ ମୁସକାନ

ଦୁଇ ହାତରେ ସମାନ ସ୍ପିଡ୍‌ରେ ଲେଖିପାରୁଛନ୍ତି ଯୁବତୀ । ଅକ୍ଷର ଗୁଡ଼ିକ ବି ବେଶ୍‌ ଗୋଲ ଗୋଲ ରହିଛି। More