ସଂକ୍ଷେପରେ ଆଜିର ତାଜା ଖବର - Friday, 14 January 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ମେୟର ପାଇଁ ଅଙ୍କ କଷିଲେଣି ସବୁ ଦଳ, ବିଜେଡିରେ ବଢ଼ୁଛି ଆଶାୟୀଙ୍କ ସଂଖ୍ୟା

ଭୁବନେଶ୍ୱର ଓ ବ୍ରହ୍ମପୁରର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିବା ନେଇ ଚିଠା ତାଲିକା ପ୍ରକାଶ ପାଇବା ପରେ ଚର୍ଚ୍ଚା, କିଏ- କାହାକୁ ମିଳିବ ସିଂହାସନ ? ଯଦିଓ ଆପତ୍ତି ଅଭିଯୋଗ ଲାଗି ୧୫ ଦିନ ସମୟ ପରେ ନିଷ୍ପତ୍ତି ଚୂଡାନ୍ତ ହେବ । More

ସ୍ୱାସ୍ଥ୍ୟ ସେବାକୁ ନେଇ ଆସିଲା ଗାଇଡଲାଇନ୍‌: ଗଣମାଧ୍ୟମକୁ OPD ଓ IPD ମନା

ଗୁରୁତର ରୋଗୀଙ୍କ ପାଇଁ ଜଣେ ଆଟେଣ୍ଡାଣ୍ଟଙ୍କୁ ଅନୁମତି ମିଳିବ। ଅନ୍ୟମାନଙ୍କୁ ପ୍ରବେଶ ଉପରେ କଟକଣା ଲାଗିବ। More

ପଞ୍ଚାୟତ ନିର୍ବାଚନ: ଏଥର ଫେସ୍‌ବୁକ୍‌-ୱାଟ୍‌ସଆପ୍‌ ହିଁ ନେତାଙ୍କ ସାହା ଭରସା

ପ୍ରାର୍ଥୀମାନେ ଡିଜିଟାଲ୍ କ୍ୟାଂପେନ୍ କରିବା ସହିତ ଭର୍ଟୁଆଲ୍ ମିଟିଂ ମାଧ୍ୟମରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ କରିବେ ଉଦ୍ୟମ । ଆସିବ ପ୍ରାର୍ଥୀଙ୍କ ଭିଡଓ ବାର୍ତ୍ତା । ଫୋନ୍ କଲ୍‌ରେ ବି ହେବ ଭୋଟ୍ ନିବେଦନ ସବୁ ଦଳ ବି ଡିଜିଟାଲ୍ ମୋଡ୍‌ରେ କ୍ୟାଂପେନିଂ ପାଇଁ ପ୍ରସ୍ତୁତ କରୁଛନ୍ତି ଷ୍ଟ୍ରାଟେଜି । More

ନିଜ ଛୁଆର ଅନ୍ତିମ ସତ୍କାର କଲା ମାଆ

ହୋମ୍‌ ପାଇପ ଭିତରେ କୁକୁର ଛୁଆ ଫସି ଯାଇଥିବା ବେଳେ ମାଆ କୁକୁରଟି କିଛି ଉପାୟ ନପାଇ ନିଜ ଛୁଆକୁ ଉଦ୍ଧାର କରିବା ପାଇଁ ଚିତ୍କାର କରିଥିଲା। More

୧୬ ଯାଏଁ ବର୍ଷିବ ! ଘଡ଼ଘଡ଼ି ସହ କୁଆପଥର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

କାଲି ପର୍ଯ୍ୟନ୍ତ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। More