• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 21 January 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 2 years ago

୨ ସରକାରୀ ଅଧିକାରୀଙ୍କୁ ମାଡ଼ ଘଟଣାରେ, କେନ୍ଦ୍ରମନ୍ତ୍ରୀ ବିଶେଷ୍ୱରଙ୍କ ନାଁରେ ମାମଲା

କେନ୍ଦ୍ରମନ୍ତ୍ରୀଙ୍କ ମାଡ଼ରେ ଡେପୁଟି ଡିରେକ୍ଟର ଦେବାଶିଷ ମହାପାତ୍ରଙ୍କ ହାତ ଭାଙ୍ଗିଥିବା ବେଳେ ଆସିଷ୍ଟାଣ୍ଟ ଡିରେକ୍ଟର ଅଶ୍ୱିନୀ ମଲ୍ଲିକ ମଧ୍ୟ ଆହତ ହୋଇଛନ୍ତି । ତେବେ ମାଡ଼ ଅଭିଯୋଗ ନେଇ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ପ୍ରତିକ୍ରିୟା ମିଳି ପାରିନି । More
  • Satyendu Shekher Mishra
  • 2 years ago

ହିରୋଇନ ହେବ କହି ଡାକିଲା, ଦୁଷ୍କର୍ମ କଲା

ଜଣେ ପୀଡିତା ଏହି ଅଭିଯୋଗ ଆଣି ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଗତ କାଲି ସେ ଏୟାରଫିଲଡ଼ ଥାନାର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ଥାନା ଅଧିକାରୀ ମାମଲା ଗ୍ରହଣ କରୁନଥିବା ସେ ଅଭିଯୋଗ କରିଛନ୍ତି । More
  • Satyendu Shekher Mishra
  • 2 years ago

ପୋଲିସ ଉପରୁ ଉଠିଗଲାଣି ବିଶ୍ୱାସ ! କଟକ ସହରରେ ଲୋକେ କରୁଛନ୍ତି ନାଇଟ୍ ପାଟ୍ରୋଲିଂ..

ପୋଲିସ ପାଟ୍ରୋଲିଂ ନିୟମିତ ଭାବେ ହେଉନଥିବାରୁ ଏହାର ଫାଇଦା ନେଉଛନ୍ତି ଲୁଟେରା । ହେଲେ ପୋଲିସ ଭରସାରେ ନରହି ଏବେ ନିଜେ ଅଣ୍ଟା ଭିଡିଛନ୍ତି ଲୋକେ । ଏପରିକି ଝିଅ ବୋହୂ ବି ସାମିଲ ହେଲେ ଏହି ଅଭିଯାନରେ । More
  • Satyendu Shekher Mishra
  • 2 years ago

ପାର୍କିଂ ଫି ନାଁରେ ହରିଲୁଟ, ଭୁବନେଶ୍ୱରରେ ଖାଲି ଲୁଟ୍ ଆଉ ଲୁଟ୍

ରାଜଧାନୀ ଭୁବନେଶ୍ୱରରେ ମାତିଛନ୍ତି ପାର୍କିଂ ମାଫିଆ। ମନ ଇଚ୍ଛା ପାର୍କିଂ ଫି ଆଦାୟ କରୁଛନ୍ତି । ଆଉ ବିଏମସିର ଧାର୍ଯ୍ୟ ଫି’ ରୁ ଅଧିକ ଦେବାକୁ ମନାକଲେ, ଦେଖାଉଛନ୍ତି ନାଲି ଆଖି । More
  • Satyendu Shekher Mishra
  • 2 years ago

ପଞ୍ଚାୟତ ନିର୍ବାଚନ: ଗୋଟିଏ ପରିବାରର ୩ ବୋହୂ ଓହ୍ଲାଇଛନ୍ତି, ମା-ଝିଅ ବି ଲଢ଼ୁଛନ୍ତି !

ରାଜବଂଶର ଦାୟାଦ । ସମୟ ସୁଅରେ ରାଜଗାଦି ସିନା ବିଲୋପ ହୋଇଗଲା, ହେଲେ ଗଣତନ୍ତ୍ର ପରେ ବି କିନ୍ତୁ ବଞ୍ଚିଛି ସେହି ଶାସନ ଆଉ କ୍ଷମତା । ଗଞ୍ଜାମ ଧରାକୋଟ ରାଜ ପରିବାରର ଏକମାତ୍ର ରାଜକୁମାରୀ ତଥା ରାଜା ହେଉଛନ୍ତି ସୁଲକ୍ଷଣା ଗୀତାଞ୍ଜଳି ଦେବୀ । More
  • Satyendu Shekher Mishra
  • 2 years ago

ସରିଲା ନାମାଙ୍କନ, ମଇଦାନରେ ହେଭିୱେଟ୍‌ଙ୍କୁ ଟକ୍କର ଦେବେ ଉଚ୍ଚଶିକ୍ଷିତ

ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ନାମାଙ୍କନ ଦାଖଲ ଶେଷ ହୋଇଥିବା ବେଳେ ଉଚ୍ଚଶିକ୍ଷିତ ଓ ପେସାଦାରମାନେ ନିର୍ବାଚନ ମଇଦାନକୁ ଡେଇଁବା ନୂଆ ଟ୍ରେଣ୍ଡ ସୃଷ୍ଟି କରିଛି । ଏପଟେ ପ୍ରାର୍ଥିପତ୍ର ଦାଖଲ ସରୁ ସରୁ ନିଜ ନିଜ ସଫଳତାକୁ ନେଇ ଆଶାବାଦୀ ଅଛନ୍ତି ପ୍ରମୁଖ ରାଜନୈତିକ ଦଳ । More
  • Satyendu Shekher Mishra
  • 2 years ago

ଦୁଇ ସରକାରୀ ଅଧିକାରୀଙ୍କୁ କେନ୍ଦ୍ରମନ୍ତ୍ରୀ ଚୌକିରେ ପିଟିଥିବା ଅଭିଯୋଗ

ଡେପୁଟି ଡିରେକ୍ଟର ଅଶ୍ୱିନୀ ମଲ୍ଲିକ, ଆସିଷ୍ଟାଣ୍ଟ ଡିରେକ୍ଟର ଦେବାଶିଷ ମହାପାତ୍ରଙ୍କୁ ରିଭ୍ୟୁ ପାଇଁ ଦଳୀୟ କାର୍ଯ୍ୟାଳୟକୁ ଡକାଇଥିଲେ ମନ୍ତ୍ରୀ । ତେବେ ସେଠାରେ ଉଭୟଙ୍କୁ ମନ୍ତ୍ରୀ ଚେୟାରରେ ପିଟିଥିବା ନେଇ ୨ ଅଧିକାରୀ ଅଭିଯୋଗ କରିଛନ୍ତି । More
  • Satyendu Shekher Mishra
  • 2 years ago

‘ଓଡ଼ିଶା ସବୁଥିରେ ପଛୁଆ, ହେଲେ ମୁଖ୍ୟମନ୍ତ୍ରୀ କେମିତି ନମ୍ବର ୱାନ୍‌ ?’

ରାଜ୍ୟରେ ଜଳ, ଜମି, ଖଣି ସୁରକ୍ଷିତ ରହିନି । ସବୁ ରାଜ୍ୟରେ ଭତ୍ତା ରାଶି ବଢ଼ିଛି ହେଲେ ଓଡ଼ିଶାରେ ତାହା ହୋଇପାରିଲାନି ବୋଲି କଂଗ୍ରେସ କହିଛି । ନବୀନ ଖୋଦ୍ ସବୁ କ୍ଷେତ୍ରରେ ଏକ ନମ୍ବର ହେଲେ କିନ୍ତୁ ରାଜ୍ୟକୁ କରାଇ ପାରିଲେନି ବୋଲି କହି କଟ୍ଟାକ୍ଷ କରିଛନ୍ତି କଂଗ୍ରେସ ମୁଖପାତ୍ର ଜଜ୍ଞେଶ୍ୱର ବାବୁ । More
  • Otv Khabar Bureau
  • 2 years ago

"ମୋବାଇଲ ଟାୱାର ନାହିଁ ତ ଭୋଟ ନାହିଁ "

ମୋବାଇଲ୍ ଫୋନ୍ ନେଟୱର୍କ ଜନିତ ସମସ୍ୟାର ସମାଧାନ ନ ହେଲେ ଚଳିତ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରାଯିବ ବୋଲି ପୂର୍ବରୁ ଏହି ୫ ପଞ୍ଚାୟତବାସୀ ବୈଠକ କରି ନିଷ୍ପତ୍ତି ନେଇଥିଲେ। ଏମିତିକି କେହି ଏହି ନିଷ୍ପତ୍ତି ବିରୋଧରେ ଯାଇ ନାମାଙ୍କନ ପତ୍ର ଦାଖଲ କଲେ ତାଙ୍କୁ ପଞ୍ଚାୟତ ବିରୋଧୀ ବୋଲି ଘୋଷଣା କରିବାକୁ ମଧ୍ୟ ଚେତାବନୀ ଦିଆଯାଇଥିଲା। More
  • Chandan Shishu
  • 2 years ago

ଅଧିକ କୋଭିଡ୍ ପଜିଟିଭ୍ ବାହାରିଲେ ଭଲ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଯେଉଁମାନେ ସଂକ୍ରମିତ ହେଉଛନ୍ତି ସେମାନେ ଆଇସୋଲସେନରେ ରହିଲେ ସଂକ୍ରମଣକୁ କମାଯାଇପାରିବ।  More
  • Rajalaxmi Sahoo
  • 2 years ago

ଯାଇଥିଲେ ନାମାଙ୍କନ ଦାଖଲ କରିବାକୁ, ହେଲେ ଭୋଟର ଲିଷ୍ଟରେ ନାଁ ନାହିଁ

ସରପଞ୍ଚ ପଦବୀ ଲାଗି ନାମାଙ୍କନ ଦାଖଲ କରିବାକୁ ଯାଇଥିଲେ, ହେଲେ ଦେଖିଲା ବେଳକୁ ଭୋଟର ଲିଷ୍ଟରେ ନାଁ ନାହିଁ। ୨୦୧୯ ସାଧାରଣ ନିର୍ବାଚନରେ ତାଙ୍କ ନାଁ ଭୋଟର ତାଲିକାରେ ଥିଲା। କିନ୍ତୁ ବର୍ତ୍ତମାନ ତାଙ୍କ ନାଁ ଆଉ ଭୋଟର ତାଲିକାରେ ନାହିଁ। More
  • Rajalaxmi Sahoo
  • 2 years ago

ଭାଙ୍ଗିଲା ପାଚେରି, ମାଡ଼ିଗଲା ଲୁହା ଗୁଣ୍ଡ ପାଣି

ପାଚେରି ଭାଙ୍ଗି ମାଡ଼ିଗଲା ଲୁହା ପଥର ଗୁଣ୍ଡ ପାଣି। ଠେଲକୁଲି ସ୍ଥିତ JSW ଭୂଷଣ କାରଖାନାର ପାଚେରି ଭାଙ୍ଗିଯିବା ପରେ ବାଞ୍ଜିବେରଣା ଅଞ୍ଚଳରେ ଲୁହା ଗୁଣ୍ଡ ପାଣି ମାଡ଼ି ଯାଇଛି। More
  • Chandan Shishu
  • 2 years ago

Daily Horoscope 22 Jan 2022: ବ୍ୟବସାୟ ବାଣିଜ୍ୟରେ ବାଧାବିଘ୍ନ ଉପୁଜିପାରେ, କେମିତି କରିବେ ପ୍ରତିକାର

ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୨୧ତାରିଖ, ଶୁକ୍ରବାର। ଆଜି ଦିନର ମହତ୍ତ୍ୱ କଣ ରହିଛି, ଆସନ୍ତୁ ଜାଣିବା। More
  • Chandan Shishu
  • 2 years ago

୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ରାଜ୍ୟରେ ଆଉ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। More
  • Chandan Shishu
  • 2 years ago

ପଞ୍ଚାୟତ ନିର୍ବାଚନ ପାଇଁ ଆଜି ନାମାଙ୍କନର ଶେଷ ଦିନ

ସମର୍ଥକମାନେ ପ୍ରାର୍ଥିପତ୍ର ଦାଖଲ କେନ୍ଦ୍ରରେ ଅଯଥା ଭିଡ଼ କରୁଥିବା ଅଭିଯୋଗ ଆସିଥିଲା। More
  • Chandan Shishu
  • 2 years ago

୪ ଦିନ ଭିଜିବ ଓଡ଼ିଶା

୨୩ ତାରିଖରେ ବର୍ଷାର ପରିମାଣ ଅଧିକ ବଢ଼ିପାରେ। More
  • Chandan Shishu
  • 2 years ago

ଏଥର ତୃଣମୂଳସ୍ତରର ରାଜନୀତିକୁ ଓହ୍ଲାଇଛନ୍ତି ବଡ଼ ପାଠୁଆ

ଏହା ସତ୍ୟ ଯେ, ପୂର୍ବ ଥରମାନଙ୍କ ଅପେକ୍ଷା ଏଥର ପଞ୍ଚାୟତ ନିର୍ବାଚନ ଟିକେ ଅଲଗା ହେବ More
  • Chandan Shishu
  • 2 years ago

ସ୍କାନର୍‌ରେ ଓଡ଼ିଆ ଯୁବକ, ମୁହଁ ଖୋଲୁନି ଓଡ଼ିଶା ପୋଲିସ୍

କେବଳ ମହିଳା ନୁହଁନ୍ତି, ଅପମାନିତ ଓ ଭୟଭୀତ କରିବା ଉଦ୍ଦେଶ୍ୟରେ ସାମାଜିକ ଓ ରାଜନୈତିକ ପ୍ରସଙ୍ଗରେ ଭିନ୍ନ ମତ ଉଠାଉଥିବା ଆଇନଜୀବୀ ଓ ସାମାଜିକ କର୍ମୀଙ୍କୁ ବି ବୁଲିବାଇ ଆପ୍‌ରେ ଟାର୍ଗେଟ୍ କରାଯାଉଥିଲା। More
  • Chandan Shishu
  • 2 years ago

ନିର୍ବାଚନୀ କଟକଣାକୁ ଦଳିଦେଲେ ସମିତି ସଭ୍ୟ ପ୍ରାର୍ଥୀ

ବିଧାୟକ ରମେଶ ଜେନାଙ୍କ ଅଭିଯୋଗ: ଶାସକ ଦଳର ନେତା ଭାବୁଛନ୍ତି- ପୁଲିସ ଆମ ହାତରେ ଅଛି, ଆମେ କାହାକୁ ଖାତିର କରିବୁନି। More
  • Otv Khabar Bureau
  • 2 years ago

ପ୍ରଜ୍ଞାପନ ମେଢ଼ ବିବାଦକୁ ନେଇ କାହିଁକି ଚୁପ୍ ବସିଛି ଓଡିଶା ?

ରାଜଭବନ ଆଗରେ ପାଇକ ଆଖଡା ପ୍ରଦର୍ଶନ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଓଡ଼ିଶାର ପ୍ରଜ୍ଞାପନ ମେଢ ବାଦ ପଡିବାକୁ ନେଇ ବିରୋଧ ପ୍ରଦର୍ଶନ ହୋଇଛି । ଚଳିତ ବର୍ଷ ଓଡିଶାର ଥିମ ଥିଲା ପାଇକ ବିଦ୍ରୋହ ଓ ବକ୍ସି ଜଗବନ୍ଧୁଙ୍କୁ ନେଇ । ହେଲେ ଲଗାତର ଦ୍ୱିତୀୟ ବର୍ଷ ଲାଗି ଓଡିଶା ମଡେଲ ଅଗ୍ରାହ୍ୟ ହୋଇଛି । More
  • Otv Khabar Bureau
  • 2 years ago

ବିବାଦୀୟ କୋଟିଆରେ ପଞ୍ଚାୟତ ଭୋଟ୍ ତତ୍ପରତା

ଓଡ଼ିଶା-ଆନ୍ଧ୍ର ସୀମାନ୍ତରେ ଥିବା ବିବାଦୀୟ କୋଟିଆ ପଂଚାୟତରେ ନିର୍ବାଚନ ଲାଗି ପ୍ରସ୍ତୁତି ଜୋରଦାର ହୋଇଛି । ଭୋଟରଙ୍କ ମଧ୍ୟରେ ବି ଉତ୍ସାହ କିଛି କମ୍ ନୁହେଁ । ଏଠାରେ ଫେବ୍ରୁଆରୀ ୧୮ରେ ଭୋଟ୍ ପଡ଼ିବ । ଆଉ ତା ପୂର୍ବରୁ କୋଟିଆ ପଂଚାୟତ କାର୍ଯ୍ୟାଳୟରେ ଚାଲିଛି ନାମାଙ୍କନପତ୍ର ଦାଖଲ । More