• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 22 January 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 2 years ago

୨ ସରକାରୀ ଅଧିକାରୀଙ୍କୁ ମାଡ଼ ଘଟଣାରେ, କେନ୍ଦ୍ରମନ୍ତ୍ରୀ ବିଶେସ୍ୱରଙ୍କ ନାଁରେ ମାମଲା

କେନ୍ଦ୍ରମନ୍ତ୍ରୀଙ୍କ ମାଡ଼ରେ ଡେପୁଟି ଡିରେକ୍ଟର ଦେବାଶିଷ ମହାପାତ୍ରଙ୍କ ହାତ ଭାଙ୍ଗିଥିବା ବେଳେ ଆସିଷ୍ଟାଣ୍ଟ ଡିରେକ୍ଟର ଅଶ୍ୱିନୀ ମଲ୍ଲିକ ମଧ୍ୟ ଆହତ ହୋଇଛନ୍ତି । ତେବେ ମାଡ଼ ଅଭିଯୋଗ ନେଇ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ପ୍ରତିକ୍ରିୟା ମିଳି ପାରିନି । More
  • Satyendu Shekher Mishra
  • 2 years ago

ହିରୋଇନ ହେବ କହି ଡାକିଲା, ଦୁଷ୍କର୍ମ କଲା

ଜଣେ ପୀଡିତା ଏହି ଅଭିଯୋଗ ଆଣି ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଗତ କାଲି ସେ ଏୟାରଫିଲଡ଼ ଥାନାର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ଥାନା ଅଧିକାରୀ ମାମଲା ଗ୍ରହଣ କରୁନଥିବା ସେ ଅଭିଯୋଗ କରିଛନ୍ତି । More
  • Satyendu Shekher Mishra
  • 2 years ago

ପୋଲିସ ଉପରୁ ଉଠିଗଲାଣି ବିଶ୍ୱାସ ! କଟକ ସହରରେ ଲୋକେ କରୁଛନ୍ତି ନାଇଟ୍ ପାଟ୍ରୋଲିଂ..

ପୋଲିସ ପାଟ୍ରୋଲିଂ ନିୟମିତ ଭାବେ ହେଉନଥିବାରୁ ଏହାର ଫାଇଦା ନେଉଛନ୍ତି ଲୁଟେରା । ହେଲେ ପୋଲିସ ଭରସାରେ ନରହି ଏବେ ନିଜେ ଅଣ୍ଟା ଭିଡିଛନ୍ତି ଲୋକେ । ଏପରିକି ଝିଅ ବୋହୂ ବି ସାମିଲ ହେଲେ ଏହି ଅଭିଯାନରେ । More
  • Satyendu Shekher Mishra
  • 2 years ago

ପାର୍କିଂ ଫି ନାଁରେ ହରିଲୁଟ, ଭୁବନେଶ୍ୱରରେ ଖାଲି ଲୁଟ୍ ଆଉ ଲୁଟ୍

ରାଜଧାନୀ ଭୁବନେଶ୍ୱରରେ ମାତିଛନ୍ତି ପାର୍କିଂ ମାଫିଆ। ମନ ଇଚ୍ଛା ପାର୍କିଂ ଫି ଆଦାୟ କରୁଛନ୍ତି । ଆଉ ବିଏମସିର ଧାର୍ଯ୍ୟ ଫି’ ରୁ ଅଧିକ ଦେବାକୁ ମନାକଲେ, ଦେଖାଉଛନ୍ତି ନାଲି ଆଖି । More
  • Satyendu Shekher Mishra
  • 2 years ago

ପଞ୍ଚାୟତ ନିର୍ବାଚନ: ଗୋଟିଏ ପରିବାରର ୩ ବୋହୂ, ମା-ଝିଅ ବି ଲଢ଼ୁଛନ୍ତି !

ରାଜବଂଶର ଦାୟାଦ । ସମୟ ସୁଅରେ ରାଜଗାଦି ସିନା ବିଲୋପ ହୋଇଗଲା, ହେଲେ ଗଣତନ୍ତ୍ର ପରେ ବି କିନ୍ତୁ ବଞ୍ଚିଛି ସେହି ଶାସନ ଆଉ କ୍ଷମତା । ଗଞ୍ଜାମ ଧରାକୋଟ ରାଜ ପରିବାରର ଏକମାତ୍ର ରାଜକୁମାରୀ ତଥା ରାଜା ହେଉଛନ୍ତି ସୁଲକ୍ଷଣା ଗୀତାଞ୍ଜଳି ଦେବୀ । More