ସଂକ୍ଷେପରେ ଆଜିର ତାଜା ଖବର - Monday, 21 February 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଷ୍ଟ୍ରଙ୍ଗ୍ ରୁମ୍‌ରେ ଆଗରେ ୨ ମହଲା ଉଚ୍ଚର ବାଉଁଶ ମଞ୍ଚା

ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ସନ୍ଦେହ, କାଳେ କିଛି ଏପଟ ସେପଟ ହୋଇଯିବନି ତ? More

ଥମୁନି ହିଂସା ! ଏଥର ପଂଚାୟତ ନିର୍ବାଚନରେ ବିଶୃଙ୍ଖଳାର ମାଳମାଳ ଚିତ୍ର, ଏଥିପାଇଁ ଦାୟୀ କିଏ ?

ବଳଦା ପଂଚାୟତ ଗୁରୁଡ଼ା ନିକଟ ଠାକୁରାମୀ ଗାଁରେ ଦୁଇ ସରପଂଚ ପ୍ରାର୍ଥୀ ରଜିଂତା ନାୟକ ଓ ବରୁଣ କୁମାର ନାୟକଙ୍କ ଗୋଷ୍ଠୀ ମୁହାଁମୁହିଁ । More

ଟି-ଶାର୍ଟ ଏବଂ ଟ୍ରାକ ପ୍ୟାଣ୍ଟ ପିନ୍ଧି ଷ୍ଟାଡିୟମରେ ନବୀନ

ଷ୍ଟାଡିୟମ ପରିସରରେ ର୍ନିମାଣାଧୀନ ଇଣ୍ଡୋର ଆଥଲେଟିକ୍ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ। More

ନିର୍ବାଚନରେ ହିଂସା ଘଟାଇବା ପାଇଁ ବଳ ଦେଉଛି କିଏ?

ତୁରନ୍ତ ଅଙ୍କୁଶ ନଲାଗିଲେ ଗଣତନ୍ତ୍ର ପ୍ରତି ବଡ଼ ବିପଦ। More

ଜଗନ୍ନାଥଙ୍କ ଫଟୋ ଛୁଆଁଇ ଶପଥ ପାଠ କରାଉଥିଲା ବିଜେଡି, ଭାଇରାଲ ହେଲା ଭିଡିଓ..

ବେଜେଡି ପ୍ରାର୍ଥୀ ଓ ନେତ୍ରୀ ଓଡ଼ିଆଙ୍କ ଆରାଧ୍ୟ ଜଗନ୍ନାଥଙ୍କ ଫଟୋ ଛୁଆଇଁ ଭୋଟ ଦେବାକୁ କରାଉଛନ୍ତି ଶପଥ । ଭାଇରାଲ ହେଉଛି ଭିଡିଓ More

୧୮ଟି ସ୍ତ୍ରୀ ରଖିଥିବା ନକଲି ଡାକ୍ତର ମାମଲାରେ ଫିଟୁଛି ନୂଆ ଗୁମର

ରସିକିଆ ନକଲି ଡାକ୍ତରଙ୍କଠାରୁ ୨ଟି ଗାଡ଼ି ଠାବ କରିଛି ପୋଲିସ । ଖଣ୍ଡଗିରି ଥାନା ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ପୋଲିସ ରେଡ୍ ମଧ୍ୟ କରିଛି । ଗିରଫ ହେବା ପୂର୍ବରୁ ଉକ୍ତ ଆପାର୍ଟମେଣ୍ଟରେ ରହୁଥିଲେ ସଂପୃକ୍ତ ଡାକ୍ତର । More

ତୀବ୍ର ହେଉଛି ସୌମ୍ୟ ମୃତ୍ୟୁ ମାମଲା ! ‘ସୋନାଲିକୁ ଗିରଫ କର ନଚେତ୍‌ ଅନେକ ପୁଅଙ୍କ ଜୀବନ ନଷ୍ଟ ହେବ’

‘ସୋନାଲି ଗୋଟିଏ ସିଙ୍ଗର । ହେଲେ ସେ ତାର ରୂପ ବଳରେ ଗୋଟିଏ ପରେ ଗୋଟିଏ ପୁଅକୁ ଫଶାଇ ଚାଲିଛି । More

ନିର୍ବାଚନ ପୂର୍ବରୁ ମାଟିତଳୁ ମିଳିଲା ବିସ୍ଫୋରକ ସାମଗ୍ରୀ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଆନ୍ଧ୍ର-ଓଡ଼ିଶା ସୀମାରେ ଥିବା ସ୍ୱାଭିମାନ ଅଞ୍ଚଳରେ ମାଟିତଳୁ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଟିଫିନ୍ ବୋମା, ଦେଶୀ ବନ୍ଧୁକ, ଭଙ୍ଗା ରିଭଲଭର ଆଦି ସୁରକ୍ଷାବାହିନୀ ଜବତ କରିଛନ୍ତି।   More

ପୋଲିସ୍‌ ଗାଡ଼ି ଅଟକାଇଲେ, ଅଭିଯୁକ୍ତଙ୍କୁ ଧରି ପଳାଇଲେ; ଖାଲି ହାତରେ ଫେରିଲା ପୋଲିସ୍‌...

ଅଭିଯୁକ୍ତଙ୍କୁ ପୋଲିସ୍‌ ଉଠାଇ ଆଣି ଥାନାକୁ ନେବା ବେଳେ ପୋଲିସ୍‌ ଗାଡିକୁ ଗାଁ ଲୋକେ ଅଟକାଇଥିଲେ। ଏହାପରେ ପୋଲିସ ହେପାଜତରୁ ଗାଁ ଲୋକେ ଅଜୟଙ୍କୁ ଛଡାଇ ନେଇଯାଇଥିଲେ। More

ଗାମୁଛା ପାତି ପ୍ରଚାର କରୁଛନ୍ତି ସମିତି ସଭ୍ୟ ପ୍ରାର୍ଥୀ

ଗାଇସୀମା ପଞ୍ଚାୟତରେ ଅରୁଣ କୁମ୍ଭାର ନାମକ ଜଣେ ଯୁବକ ସମିତି ସଭ୍ୟ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ତାଙ୍କୁ ଗାଇସିମା ଗ୍ରାମବାସୀମାନେ ଛିଡ଼ା କରାଇଥିବା ଜଣାପଡିଛି । More

ପାହାଡ଼ରୁ ତଳକୁ ଖସିପଡ଼ିଲା କାର୍ : ଭୟଙ୍କର ଦୁର୍ଘଟଣାରୁ ବର୍ତ୍ତିଗଲେ ଯାତ୍ରୀ

ସପରିବାର ଖୋର୍ଦ୍ଧା ଟାଙ୍ଗିରୁ ଯାଉଥିଲେ ନୟାଗଡ଼ର ମଣିନାଗେଶ୍ୱରୀ ପୀଠ। ଘାଟି ରାସ୍ତା ଦେଇ ଯାଉଥିବା ବେଳେ ପାହାଡ଼ରୁ ତଳକୁ ଖସିପଡ଼ିଲା କାର୍। କାର୍ ଭିତରେ ଛୋଟ ଛୁଆ ବି ଥିଲେ। ଗାଡ଼ି ଭାଙ୍ଗି ଚୁରମାର୍। ମାଆର ଦୟା... More

ପୋଲିସ୍‌ ତାଉ ଦେଖାଇ ମାରିପିଟି ଖାଉଥିଲେ, ଏବେ ଚାକିରି ଗଲା...

ପୋଲିସ୍ କମ୍ୟୁନିକେସନ୍‌ର ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଭିଜିଲାନ୍ସ ରେଡ୍‌ ବେଳେ ତ୍ରିନାଥ ମିଶ୍ରଙ୍କ ପାଖରୁ କୋଟି କୋଟି ଟଙ୍କା ମୂଲ୍ୟର କାର୍, ବାଇକ୍ ଓ ଆଖିଖୋସା ସମ୍ପତ୍ତି ମିଳିଥିଲା।  More

ନିର୍ବାଚନ ପୂର୍ବରୁ ଅନ୍ଧାରୀ ବିଜେ, ରାତି ଅଧରେ ବାଣ୍ଟୁଥିଲେ ୫୦୦ ଟଙ୍କିଆ ନୋଟ୍‌...

ରାତି ଅଧରେ ଟଙ୍କା ବାଣ୍ଟୁଥିବା ବେଳେ ଦୁଇ ଜଣଙ୍କୁ ରାତି ସାରା ବାନ୍ଧି ରଖିଲେ ଗ୍ରାମବାସୀ। ଆଜି ସକାଳେ ପୋଲିସ୍‌ ଗାଁରେ ପହଞ୍ଚି ୨ ଜଣଙ୍କୁ ଉଦ୍ଧାର କରି ଥାନାକୁ ଆଣିଛି। More

ବଚସାରୁ ପଡ଼ୋଶୀର ହତ୍ୟା କଲେ ପଡ଼ୋଶୀ

ଗୋଷ୍ଠୀ ସଙ୍ଘର୍ଷରେ ଜଣଙ୍କ ମୃତ୍ୟୁ । କେନ୍ଦୁଝର ଜିଲ୍ଲା ବଡ଼ବିଲ ଥାନା ଅଞ୍ଚଳ ଠାକୁରାଣୀ ସିରାଜୁଦ୍ଦିନ ବସ୍ତିରେ ସଂଘର୍ଷରେ ଜଣକର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । More

ସାମ୍ବାଦିକଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୧୧ ଜଣ, ଗିରଫଙ୍କ ମଧ୍ୟରେ ଅଛନ୍ତି ମହିଳା

ଯାଜପୁର ବିଞ୍ଝାରପୁର ବାଛୋଳରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୧୧ ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ୫ ଜଣ ପୁରୁଷ ଓ ୬ ଜଣ ମହିଳା ଅଛନ୍ତି। More

ବିଜେଡ଼ିର ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌; ୩ ଜଣଙ୍କ ମୁଣ୍ଡ ଫାଟିଲା

ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରାକ୍‌ ନିର୍ବାଚନୀ ହିଂସା । କଟକ ଚୌଦ୍ଵାର ଥାନା ଅନ୍ତର୍ଗତ ବଡସାମନ୍ତପୁର ପଞ୍ଚାୟତରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା । ଗତକାଲି ବିଳମ୍ୱିତ ରାତିରେ ଗୋଟିଏ ଦଳର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌ ହୋଇଛନ୍ତି । More

ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ମତଦାନ: ହିଂସାକାଣ୍ଡ ଏଡ଼ାଇବାକୁ ମୁତୟନ ହେବେ ଅଧିକ ସୁରକ୍ଷା ବଳ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ମତଦାନ ହେବ। ମୋଟ୍ ୫୧ ଲକ୍ଷ ୩୧ ୭୨୭ ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। More

ବିନା କଟକଣାରେ ଜଗା ଦର୍ଶନ, ଏଣିକି ଭକ୍ତଙ୍କୁ ଆଉ ଦେଖାଇବାକୁ ପଡ଼ିବନି କୋଭିଡ୍ ଟିକା ପ୍ରମାଣପତ୍ର

ଶ୍ରୀମନ୍ଦିର ପ୍ରବେଶ ପାଇଁ ଭକ୍ତଙ୍କୁ ଆଉ ଦେଖାଇବାକୁ ପଡ଼ିବନି କୋଭିଡ୍ ଟିକାର ପ୍ରମାଣପତ୍ର। ଏହାସହ କିଓସ୍କରେ ଧାଡ଼ିରେ ଛିଡ଼ା ହୋଇ ମନ୍ଦିର ପ୍ରବେଶର କଟକଣାକୁ ମଧ୍ୟ ହଟାଇ ଦିଆଯାଇଛି।  More

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ଧରାପଡ଼ିଲା ମୁଖ୍ୟ ଅଭିଯୁକ୍ତ, ସବୁ ଅଭିଯୁକ୍ତଙ୍କୁ ଗୋଟି ଗୋଟି କରି ଧରାଯିବ...

ଯାଜପୁର ଜିଲ୍ଲା ବିଞ୍ଝାରପୁର ବାଛୋଳରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ପୋଲିସ୍‌ ଗିରଫ କରିଛି। ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ଅଭିଯୁକ୍ତଙ୍କୁ ଗୋଟି ଗୋଟି କରି ଧରାଯିବ ବୋଲି ଯାଜପୁର ଏସ୍‌ପି ସୂଚନା ଦେଇଛନ୍ତି। More

ପଞ୍ଚାୟତ ପୋଲ୍‌ରେ ଫିକ୍ସିଂ: ନିର୍ଦ୍ୱନ୍ଦ୍ୱରେ ଜିତାଇବାକୁ ୧୦ ଲକ୍ଷର ଡିଲ୍

ବୈଠକରେ ନିଷ୍ପତ୍ତି ନିଆଯାଇଥିଲା ଯେ, ରଶ୍ମିତା ଓ ପ୍ରିୟଙ୍କାଙ୍କ ବିରୋଧରେ କେହି ଛିଡ଼ା ହେବେ ନାହିଁ।  More

କେଉଁଠି ଗଛତଳେ ତ କେଉଁଠି ଅସ୍ଥାୟୀ ବୁଥ୍‌ରେ ! ସରିଲା ତୃତୀୟ ପର୍ଯ୍ୟାୟ ଭୋଟ୍‌

ଗଂଜାମ ଧରାକୋଟ୍ ବ୍ଲକ ସାବା ପଂଚାୟତର କୋଟିଣଗଣ୍ଡା ଓ ଅଶୋକପଲ୍ଲୀର ଦୁଇଟି ସ୍ଥାନରେ ଗଛମୂଳେ ଭୋଟ୍ ଦେଇଛନ୍ତି ଭୋଟର୍ । ଗାଁରେ କୌଣସି ସ୍କୁଲ ଗୃହ କିମ୍ବା କମ୍ୟୁନିଟି ହଲ୍ ନଥିବାରୁ ଗଛ ତଳେ ଭୋଟ୍‌ ଗ୍ରହଣ କରିବାକୁ ବାଧ୍ୟ ହୋଇଥିଲା ପ୍ରଶାସନ । More

ତୃତୀୟ ପର୍ଯ୍ୟାୟରେ ସବୁ ସୀମା ଟପିଗଲା ପଞ୍ଚାୟତ ଭୋଟ୍ ବିଶୃଙ୍ଖଳା

ପ୍ରିଜାଇଡିଂ ଅଫିସର୍ ଜଣକ ବାହାରକୁ ଆସି ପୋଲିସ୍ ଆଗରେ କେମିତି ହାତ ଯୋଡ଼ି ନେହୁରା ହେଲେ। More

ମହାପ୍ରଭୁଙ୍କୁ ଦର୍ଶନ କରି ଫେରିଗଲେ ରାଷ୍ଟ୍ରପତି

ରାଷ୍ଟ୍ରପତିଙ୍କ ପୁରୀ ଗସ୍ତର ଦ୍ୱିତୀୟ ଦିନରେ ଚଳଚଞ୍ଚଳ ହୋଇଯାଇଥିଲା ବଡ଼ଦାଣ୍ଡ। କଡ଼ା ସୁରକ୍ଷା ବଳୟରେ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ପରିଦର୍ଶନ କଲେ ରାଷ୍ଟ୍ରପତି। ସାଙ୍ଗରେ ଥିଲେ ପତ୍ନୀ ତଥା ଦେଶର ପ୍ରଥମ ମହିଳା ସବିତା କୋବିନ୍ଦ ଓ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ। More

ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ୧୫ ଜଣଙ୍କୁ ଉଠାଇ ନେଲା ପୋଲିସ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ତୃତୀୟ ପର୍ଯ୍ୟାୟ ମତଦାନ ସରିଛି । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ କିଛି ସ୍ଥାନରେ ହିଂସା ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି । More