• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Thursday, 24 February 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Pramod Behera
  • 2 years ago

AFDO, SLA ପୋଷ୍ଟ୍‌ ପାଇଁ ମୁଖ୍ୟ ଲିଖିତ ପରୀକ୍ଷାର ତାରିଖ ଘୋଷଣା

ଆସିଷ୍ଟାଣ୍ଟ ଫୋଡର୍ ଡେଭଲପମେଣ୍ଟ ଅଫିସର୍‌(AFDO) ଓ ସିନିୟର ଲାବୋରେଟୋରୀ ଆସିଷ୍ଟାଣ୍ଟ(SLA) -୨୦୧୯ ପଦବୀ ପାଇଁ ମୁଖ୍ୟ ଲିଖିତ ପରୀକ୍ଷାର ତାରିଖ ଘୋଷଣା ହୋଇଛି। ଓଏସ୍‌ଏସ୍‌ସି ଜାରି କରିଥିବା ବିଜ୍ଞପ୍ତିରେ ତାରିଖ ଘୋଷଣା କରିଛି। More
  • Otv Khabar Bureau
  • 2 years ago

ଭୋଟ୍ ସରିଲା ଏବେ କାଉଣ୍ଟିଂ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ବାଲାଟ୍ ବକ୍ସରେ ସିଲ୍ ପ୍ରାର୍ଥୀଙ୍କ ଭାଗ୍ୟ

ସରିଲା ପଞ୍ଚାୟତ ଭୋଟ୍ ହିଂସା, ବିଶୃଙ୍ଖଳା, ଅନିୟମିତତାର ଶହ ଶହ ଅଭିଯୋଗ ଭିତରେ ସରିଛି ସମସ୍ତ ପାଞ୍ଚ ପର୍ଯ୍ୟାୟ ମତଗ୍ରହଣ । ଆଜି ଅନ୍ତିମ ପର୍ଯ୍ୟାୟରେ ୨୫ ଜିଲ୍ଲାର ୧୩୧ଟି ଜିଲ୍ଲା ପରିଷଦ ଜୋନ୍‌ରେ ଭୋଟ୍ ପଡ଼ିଛି । More
  • Otv Khabar Bureau
  • 2 years ago

ମାଳ ମାଳ ବିଶୃଙ୍ଖଳାରେ ସରିଲା ପଞ୍ଚାୟତ ଭୋଟ୍

କେଉଁଠି ବାଲାଟ୍‌ ବକ୍ସ ନାଳରେ ଭାସିଲାଣି ତ କେଉଁଠି ସରପଞ୍ଚ ପ୍ରାର୍ଥୀଙ୍କ ଏଜେଣ୍ଟଙ୍କୁ ଅପରପକ୍ଷର ଲୋକେ ମାଡ଼ମାରି ଲହୁଲୁହାଣ କରିଲେଣି । More
  • Rajalaxmi Sahoo
  • 2 years ago

ଭାରସାମ୍ୟ ହରାଇ ସ୍କୁଟିରୁ ତଳେ ପଡ଼ିଗଲେ; ଫାଟିଗଲା ମୋବାଇଲ୍‌, ହେଲା ଏମିତି ଅବସ୍ଥା...

ମୋବାଇଲ ଫାଟି ଯିବା ଯୋଗୁ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଭାରସାମ୍ୟ ହରାଇ ଗାଡ଼ିରୁ ତଳେ ପଡ଼ି ଯାଇଥିଲେ। ଫଳରେ ତାଙ୍କ ପକେଟ୍‌ରେ ଥିବା ମୋବାଇଲ ଫୋନ୍ ଫାଟି ଯାଇଥିଲା। More
  • Rajalaxmi Sahoo
  • 2 years ago

ମହାନଗର ନିର୍ବାଚନ: ଆଉ ପାଦେ ଆଗେଇଲା BMC, ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ମହାନଗର ନିର୍ବାଚନ ଲାଗି ଆଉ ପାଦେ ଆଗେଇଲା ଭୁବନେଶ୍ୱର ମହାନଗର ନିଗମ(BMC)। ଏନେଇ ବିଏମ୍‌ସି ପକ୍ଷରୁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି।  More
  • Rajalaxmi Sahoo
  • 2 years ago

ବିଜେଡି ମନ୍ତ୍ରୀଙ୍କ ଦାଦାଗିରି: ବୁଥ୍‌ ଭିତରେ ପଶି ଜବରଦଖଲ କଲେ, ସମିତି ସଭ୍ୟ ପ୍ରାର୍ଥୀଙ୍କୁ ଆକ୍ରମଣ କଲେ...

ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ନିଜ ଗାଁ ବୁଥ୍‌ରେ ପଶି ସମିତି ସଭ୍ୟ ପ୍ରାର୍ଥୀଙ୍କୁ ଆକ୍ରମଣ କରିବା ସହ ବୁଥ୍‌ ଜବରଦଖଲ କରିଥିବା ଅଭିଯୋଗ ହୋଇଛି।  More
  • Otv Khabar Bureau
  • 2 years ago

"ସବୁ ଏୟାରପୋର୍ଟ ସିଜ୍‌, ଘରକୁ ଯିବି କେମିତି?"

ୟୁକ୍ରେନ୍‌ରେ ଫସି ରହିଛନ୍ତି ଢେଙ୍କାନାଳ ଗୋବିନ୍ଦପୁରର ସୁପ୍ରିତ ସ୍ୱାଇଁ । ଯେ କୌଣସି ମୂହୂର୍ତ୍ତରେ ସୁପ୍ରିତ ସ୍ୱାଇଁଙ୍କୁ ଫ୍ଲାଇଟରେ ପଠାଯିବାର ବ୍ୟବସ୍ଥା କରାଯାଇପାରେ ବୋଲି ମାଆ ସଂଧ୍ୟାରାଣୀ ସ୍ୱାଇଁଙ୍କ ସହ ଆଲୋଚନା ବେଳେ ଭିଡିଓ କଲରେ କହିଛନ୍ତି ସୁପ୍ରିତ । More
  • Rajalaxmi Sahoo
  • 2 years ago

ନିର୍ବାଚନରେ ବ୍ୟସ୍ତ ଯୋଗୁ ପୁଅ କଥା ରଖିପାରିଲେନି ବାପା, ଶେଷରେ ବିରିୟାନୀ ପାଇଁ ଜୀବନ ହାରିଲା ପୁଅ...

ବାପା ନିର୍ବାଚନ ପାଇଁ ବ୍ୟସ୍ତ ରହିବା ଯୋଗୁ ପୁଅ ପାଇଁ ଆଉ ବିରିୟାନୀ ଆଣି ପାରିନଥିଲେ। ଶେଷରେ ବିରିୟାନୀ ପାଇଁ ପୁଅ ଜୀବନ ହାରିଛି।  More
  • Rajalaxmi Sahoo
  • 2 years ago

ସୁରୁଖୁରୁରେ ଚାଲିଥିଲା ଭୋଟିଂ, ହଠାତ୍‌ ବାଲାଟ ପେପର ନେଇ ଦୌଡ଼ି ପଳାଇଲେ ଏଜେଣ୍ଟ...

ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍‌ ଅନ୍ତର୍ଗତ କଟସାହି ପଞ୍ଚାୟତ ୧ ନମ୍ବର ବୁଥ୍‌ରେ ଜଣେ ଏଜେଣ୍ଟ ବାଲାଟ ପେପର ନେଇ ଦୌଡ଼ି ପଳାଇବା ପରେ ମତଦାନ ବନ୍ଦ ରହିଥିବା ସୂଚନା ମିଳିଛି। More
  • Otv Khabar Bureau
  • 2 years ago

ଯାଇଥିଲେ ଗାଧେଇବାକୁ;ଫେରିଲା ମୃତ ଦେହ

୨ ଶିଶୁଙ୍କ ସଲିଳ ସମାଧି । ପୋଖରୀରେ ଗାଧୋଉଥିବାବେଳେ ବୁଡିଗଲେ ୨ ଶିଶୁକନ୍ୟା । ମାଲକାନଗିରି ଚାଲାଣଗୁଡ଼ା ପଞ୍ଚାୟତର ମୁଣ୍ଡାଗୁଡ଼ା ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା । More
  • Satyendu Shekher Mishra
  • 2 years ago

ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ୍, ଆରମ୍ଭରୁ ହିଂସା

ଏଥର ଭୋଟ୍ ଦେଉଛନ୍ତି ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର । ୧୩ ହଜାର ୫୧୪ଟି ବୁଥ୍ ବ୍ୟବସ୍ଥା ହୋଇଛି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୋଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି । More
  • Otv Khabar Bureau
  • 2 years ago

ଗିରଫ ହେଲେ ୧୮ ଭାଉଜଙ୍କ ଅଲିଅଳି ନଣନ୍ଦ: ଠକେଇର ସତ ଉଗାଳିବାକୁ ରିମାଣ୍ଡରେ ନେଲା ପୋଲିସ

ବନ୍ଧା ହେଲେ ଠକ ଡାକ୍ତରଙ୍କ ଭଉଣୀ । ଗିରଫ ହେଲେ ୧୮ ଭାଉଜଙ୍କ ଅଳିଅଳି ନଣନ୍ଦ । ଯିଏ ଭାଇର କ୍ରାଇମପାର୍ଟନର ସାଜି ଚଳାଉଥିଲେ ଠକଭଣ୍ଡର କଳା ବେପାର । ହେଲେ ଏବେ ବିବାହ ନାଁରେ ମହିଳାଙ୍କୁ ଲୁଟ୍‌ର ଖେଳ ଖତମ୍ । More
  • Satyendu Shekher Mishra
  • 2 years ago

ଶିବରାତ୍ରୀରେ ଶ୍ରୀଲିଙ୍ଗରାଜଙ୍କ ମହାଦୀପ ଉଠିବା ସମୟ ଧାର୍ଯ୍ୟ, ମନ୍ଦିରରେ ଭକ୍ତ ବି ଜାଳିପାରିବେ ଦୀପ

ଆଡ଼କାଠ ନିକଟରୁ ଭକ୍ତ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ କରିପାରିବେ ଦର୍ଶନ । ବୈଠକ ଶେଷରେ ଏନେଇ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ । More
  • Otv Khabar Bureau
  • 2 years ago

ଯାହା ଆଜିକୁ ୧୦ ବର୍ଷ ହେଲା ହୋଇନାହିଁ, ତାହା କାଲି ଘଟିବ

ଅପହଞ୍ଚ ସ୍ୱାଭିମାନ ଅଞ୍ଚଳରେ ନକ୍ସଲ ଦବଦବା ସତ୍ତ୍ୱେ, ଶାନ୍ତିପୂର୍ଣ୍ଣ ମତଦାନ ଆୟୋଜନ କରିବାକୁ ପୂର୍ଣ୍ଣ ଭରଷା ଦେଇଛନ୍ତି ସୁରକ୍ଷା ବାହିନୀ । ଜିଲ୍ଲାର ସମସ୍ତ ସମ୍ବେଦନଶୀଳ ଅଞ୍ଚଳରେ ଯାଗା ଯାଗାରେ ଯାଞ୍ଚ୍ ଆଉ କଡ଼ା ପଇଁତରା ମାରୁଛନ୍ତି ସୁରକ୍ଷା ବାହିନୀ । More
  • Satyendu Shekher Mishra
  • 2 years ago

ଷ୍ଟ୍ରଙ୍ଗରୁମ୍‌ ଉପରେ ଭରସା ନାହିଁ ! କେଉଁଠି ଟ୍ରାକ୍ଟର ତ କେଉଁଠି ଜରିପାଲ ପକାଇ ଜଗିଛନ୍ତି ପ୍ରାର୍ଥୀ

ଭୋଟ୍ ଗଣତି କେନ୍ଦ୍ର ବାହାରେ ବିଶେଷ କରି ଗଣତି ସମୟରେ ହେବାକୁ ଥିବା ଭିଡ଼ କିପରି ନିୟନ୍ତ୍ରଣ କରାଯାଇପାରିବ ସେ ସଂପର୍କରେ ଆଲୋଚନା ହୋଇଛି । More
  • Satyendu Shekher Mishra
  • 2 years ago

ଭୋଟ୍ ସରିନି.. ରେଜଲ୍ଟ ବି ଆସିନି.. ହେଲେ ତେଜିଲାଣି ପଲିଟିକାଲ୍ ବାଦିପାଲା

ଚଳିତ ପଞ୍ଚାୟତ ନିର୍ବାଚନରେ ଚାଲିଥିବା ବେକାବୁ ହିଂସାକୁ ନେଇ ଚାଲିଛି ଦୋଷ ଠେଲାଠେଲି । ନିର୍ବାଚନ ପ୍ରକ୍ରିୟା ଆରମ୍ଭରୁ ନିଇତି ଆଗ ପଛ ହୋଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଫେରାଦ ହେଉଥିଲେ, କିନ୍ତୁ ଆଜି ସିଧା ତାଙ୍କ ଅଫିସ୍ ଆଗରେ ଧାରଣା ଦେଇଛନ୍ତି ବିଜେଡି-ବିଜେପି । More