ସଂକ୍ଷେପରେ ଆଜିର ତାଜା ଖବର - Tuesday, 01 March 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଉଠିଲା ଶ୍ରୀଲିଙ୍ଗରାଜ ମନ୍ଦିର ମହାଦୀପ

ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ More

ବାହାଘର ବର୍ଷେ ହେଇନି, ହାତ ଛାଡି ଚାଲିଗଲା ସ୍ତ୍ରୀ

ଜାଗର ଯାତ୍ରା ହେଲା ଶେଷ ଯାତ୍ରା । କିଛି ଦିନ ତଳେ ଅଗ୍ନିକୁ ସାଖି ରଖି ଏକାଠି ବଞ୍ଚିବାର ଶପଥ ନେଇଥିଲେ. ଏବେ କିନ୍ତୁ ଅଧା ବାଟରେ ହାତ ଛାଡି ଚାଲିଗଲେ ସ୍ତ୍ରୀ । More

ଟ୍ୱିନ୍‌ ସିଟିରେ ମହିଳା ମେୟର ପ୍ରାର୍ଥୀଙ୍କୁ ନେଇ ଅଙ୍କ ଛିଡୁନି

ମିଳିଥିବା ସୂଚନା ଅନୁସାରେ ବିଜେଡିର କର୍ପୋରେଟର ତାଲିକା ପ୍ରାୟ ଚୂଡାନ୍ତ ହୋଇସାରିଛି । ହେଲେ ମହିଳା ମେୟର ପ୍ରାର୍ଥୀଙ୍କୁ ନେଇ ଅଙ୍କ ଛିଡୁନି । ଆଶାୟୀ ଅନେକ ରେସ୍‌ରେ ଅଛନ୍ତି । More

ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ; କହିଲେ ଲୋକଙ୍କ ପାଖରେ ପହଞ୍ଚିବ ମୋଦିଙ୍କ ଯୋଜନା

୨୦୧୭ ନିର୍ବାଚନ ସହିତ ଚଳିତ ଥରର ଫଳାଫଳକୁ ତୁଳନାକୁ କଲେ ସବୁ ରେକର୍ଡ ଭାଙ୍ଗି ଐତିହାସିକ ରେଜଲ୍ଟ କରିଛି ବିଜେଡି । ୨୦୧୭ରେ ବିଜେଡିକୁ ମିଳିଥିଲା ୪୭୬ ସିଟ୍, ଏଥର ତାଠାରୁ ୨୯୦ଟି ଜୋନ୍ ଅଧିକ ପାଇଛି ଶାସକ ଦଳ । More

OPSC ନିଯୁକ୍ତି କ୍ୟାଲେଣ୍ଡର ୨୦୨୨-୨୩ ପ୍ରକାଶିତ; ଜାଣନ୍ତୁ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା

ଓଡିଶା ଲୋକସେବା ଆୟୋଗ (OPSC)ର ୨୦୨୨-୨୩ ବର୍ଷ ପାଇଁ ବାର୍ଷିକ ନିଯୁକ୍ତି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏଥିରେ ବିଭିନ୍ନ ପରୀକ୍ଷା ଏବଂ ଫଳାଫଳ ପ୍ରକାଶନ ପାଇଁ ଟେଣ୍ଟେଟିଭ୍ ସିଡ୍ୟୁଲ୍ ରହିଛି। More

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍; ୬ ମୃତ

ଗଛରେ ପିଟି ହେଲା କାର୍‌: ୬ ମୃତ, ୩ ଗୁରୁତର More

ପଞ୍ଚାୟତ ନିର୍ବାଚନରେ କାହିଁକି ଖରାପ ପ୍ରଦର୍ଶନ କଲା ବିଜେପି ? ଅହଙ୍କାର ପାଇଁ କହିଲେ ବିଜୟ

ନିର୍ବାଚନର ଫଳାଫଳକୁ ନେଇ ସେ ଆଦୌ ଆଶ୍ଚର୍ଯ୍ୟ ନୁହଁନ୍ତି । ୪୦ ବର୍ଷ ହେଲା ସେ ନିର୍ବାଚନକୁ ଅତି ପାଖରୁ ଦେଖିଛନ୍ତି । ୨୦୧୭ ବେଳେ ଯେଉଁ ପ୍ରକାର ପ୍ରସ୍ତୁତି ଥିଲା, ତାହା ଏବେ ହୋଇନଥିଲା More

ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ, ଧବଳେଶ୍ୱର ପୀଠରେ ୧୪୪ଧାରା

ଭୁବନେଶ୍ୱର ଶ୍ରୀ ଲିଙ୍ଗରାଜ ମନ୍ଦିରରେ କୋଭିଡ୍ କଟକଣା ଭିତରେ ଶ୍ରଦ୍ଧାଳୁମାନେ ଦର୍ଶନ କରୁଛନ୍ତି । ଆଜି ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ । More

ଜୟନାରାୟଣଙ୍କୁ ଅଫର୍‌ ଦେଇଥିଲା ବିଜେଡି, ଯାହାର ପରିଣାମ..

ଓଟିଭିରେ ପଞ୍ଚାୟତ ରାୟ ଡିବେଟ ଚାଲିଥିବା ବେଳେ ରାଜ୍ୟର ଜଣେ ବରିଷ୍ଠ ନେତା ତଥା ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି । More

କୋହଳ ହେଲା କଟକଣା ! ମର୍ଚ୍ଚରେ ବଦଳିଗଲା ଉତ୍ସବ ପାଳନର ନିୟମ, ଜାଣନ୍ତୁ..

ସର୍ବସାଧାରଣ ସ୍ଥାନ, ରାସ୍ତାଘାଟରେ ହୋଲି ପାଳନ ହୋଇପାରିବ ନାହିଁ । ସମସ୍ତ ସାମାଜିକ, ସାଂସ୍କୃତିକ, ରାଜନୈତିକ, କ୍ରୀଡ଼ାକୁ ଅନୁମତି ମିଳିଛି । ସେହିପରି ପ୍ରଦର୍ଶନୀ, ବାଣିଜ୍ୟ ମେଳା, ଏକ୍ସପୋ, ମେଳା ଆଦି କୋଭିଡ୍ କଟକଣା ଭିତରେ କରାଯାଇପାରିବ । More

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୫ ଜଣଙ୍କ ଜୀବନ

ମିଳିଥିବା ସୂଚନା ଅନୁଯାୟୀ ଏନ୍ଏଚ୍-୧୪୯ରେ ଏକ ଟ୍ରକ୍‌ ଛିଡ଼ା ହୋଇଥିଲା । ଆଉ ଏହି ସମୟରେ ଏକ ଦ୍ରୁତଗାମୀ କାର୍‌ ଆସି ଟ୍ରକ୍‌କୁ ଧକ୍କା ଦେଇଥିଲା । More

ସରିନି ଗଣତି ! ତିନି ଦିନ ପରେ ବି ବିଜେଡି ଆଗରେ, ଦ୍ୱିତୀୟ ସ୍ଥାନ ପାଇଁ ଲଢ଼ୁଛନ୍ତି କଂଗ୍ରେସ-ବିଜେପି

ପଞ୍ଚାୟତ ନିର୍ବାଚନରେ ୩ ଦିନର ଗଣତି ପରେ ବୃହତ ବିଜୟ ଅଭିମୁଖେ ବିଜୁ ଜନତା ଦଳ । ପଞ୍ଚାୟତ ନିର୍ବାଚନରେ ଧରାଶାୟୀ ହୋଇପଡ଼ିଛି ବିଜେପି ଓ କଂଗ୍ରେସ । More

ଦିନେ ମନ୍ତ୍ରୀ ଥିଲେ ଅଞ୍ଜଳି, ହେଲେ ଏଥର ସମିତି ସଭ୍ୟ ନିର୍ବାଚନ ବି ଜିତି ପାରିଲେନି

ବାପା ଥିଲେ ବିଜୁବାବୁଙ୍କ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ । ଝିଅ ଅଞ୍ଜଳି ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଥିଲେ ମନ୍ତ୍ରୀ । ହେଲେ ଏବେ ଜିତି ପାରିଲେନି ପଞ୍ଚାୟତ ନିର୍ବାଚନ । More

କରୋନା କଟକଣା ଭିତରେ ପାଳନ ହେବ ମହାଶିବରାତ୍ରୀ

ଆଜି ମହାଶିବରାତ୍ରୀ । କରୋନା କଟକଣା ଭିତରେ ପାଳନ ହେବ ମହାଶିବରାତ୍ରୀ । ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣଙ୍କ ଲାଗି ଦର୍ଶନ ପାଇଁ ପ୍ରଶାସନ ଅନୁମତି ପ୍ରଦାନ କରିଛି । ତେବେ ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ । ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ ଉଠିବା ଉପଲକ୍ଷେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି । More

ମାହାଙ୍ଗା ଡବଲ ମର୍ଡର ଘଟଣା: ସରପଞ୍ଚ ହେଲେ ମୃତ କୁଳମଣି ବରାଳଙ୍କ ପୁଅ

ବହୁ ଚର୍ଚ୍ଚିତ କଟକ ଜିଲ୍ଲା ମାହାଙ୍ଗା ବ୍ଲକ ନୃତାଙ୍ଗ ଡବଲ ମର୍ଡର ଘଟଣାରେ ମୃତ କୁଳମଣି ବରାଳଙ୍କ ପୁଅ ରମାକାନ୍ତ ବରାଳ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। More

ଜାଗର ପାଇଁ ରାଜଧାନୀରେ ମୁତୟନ ହେବେ ୨୭ ପ୍ଲାଟୁନ ଫୋର୍ସ

ଆସନ୍ତାକାଲି ଜାଗର ଉପଲକ୍ଷେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି। ଆଜି ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଶାସନ ପକ୍ଷରୁ ଯେଉଁ କରୋନା କଟକଣା ରହିଛି, ସେହି ନିୟମ ଅନୁପାଳନ କରାଯିବ । More

ଓଡ଼ିଆ ଛାତ୍ରୀଙ୍କ ଆକୁଳ ନିବେଦନ- ‘ଭୟ ଲାଗୁଛି, ଆମକୁ ଏଠାରୁ ନେଇ ଯାଅ’

ୟୁକ୍ରେନ୍-ଋଷିଆ ମଧ୍ୟରେ ଯୁଦ୍ଧ ଚାଲିଥିବା ବେଳେ ୟୁକ୍ରେନ୍‌ରେ ଫସିଛନ୍ତି ହଜାର ହଜାର ସଂଖ୍ୟକ ଭାରତୀୟ। ସେମାନଙ୍କ ମଧ୍ୟରେ ଓଡ଼ିଶାର ଲୋକ ମଧ୍ୟ ଅଛନ୍ତି। ଯେଉଁମାନେ କି ସ୍ୱଦେଶ ଫେରିବାକୁ ସରକାରଙ୍କୁ ଆକୁଳ ନିବେଦନ କରିଛନ୍ତି। More

ବିଜେଡି ପ୍ରାର୍ଥୀଙ୍କୁ ହରାଇଲେ ପରିବା ବ୍ୟବସାୟୀ

ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ୍‌-କ ଜୋନ୍‌ରେ ବିଜେଡି ଓ ବିଜେପି ପ୍ରାର୍ଥୀଙ୍କୁ ପଛରେ ପକାଇ ବାଜି ମାରି ନେଇଛନ୍ତି କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ଟିକେଟ୍‌ରେ ଜିଲ୍ଲା ପରିଷଦ ସଭ୍ୟ ଭାବେ ନିର୍ବାଚନ ଲଢ଼ିଥିବା ପରିବା ବ୍ୟବସାୟୀ ଟି. ଶ୍ରୀଧର ବିଜୟୀ ହୋଇଛନ୍ତି। More

‘ନିର୍ବାଚନ ନଲଢ଼ି ବି ମୋତେ ଠେଙ୍ଗାରେ ପିଟିଲେ, କାର୍‌ ଜାଳିଦେଲେ’

ଗୋଟିଏପଟେ ଭୋଟ୍‌ ଗଣତି ଚାଲି ଥିବାବେଳେ ଅନ୍ୟପଟେ ହିଂସା ଘଟଣା ଘଟିଥିବା ସାମ୍ନାକୁ ଆସିଛି। ଜଣେ ପୂର୍ବତନ ସରପଞ୍ଚଙ୍କ କାର୍‌କୁ  ଦୁର୍ବୃତ୍ତମାନେ ଜାଳି ଦେଇଥିବା ଅଭିଯୋଗ ହୋଇଛି।  More