• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 06 March 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 2 years ago

ନାମାଙ୍କନ ଦାଖଲ କଲେ ପୁରୁଖା ନେତା: ବାଜା, ବାଣ, ରୋଷଣିରେ ଦୁଲୁକିଲା ରାଜଧାନୀ

ନାମାଙ୍କନ ଦାଖଲର ଶେଷ ଦିନରେ ଦେଖିବାକୁ ମିଳିପାରେ ରୋଚକ ଚିତ୍ର। More
  • Chandan Shishu
  • 2 years ago

ଶ୍ରୀମନ୍ଦିର ଐତିହ୍ୟ କରିଡରରେ ଶୌଚାଳୟ ନିର୍ମାଣ ହେଉଛି କାହିଁକି?

ଏହାକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ଚେତାବନୀ ଶୁଣାଇଛି ଜଗନ୍ନାଥ ସେନା। More
  • Chandan Shishu
  • 2 years ago

ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀଙ୍କୁ ଭାରତରେ ପଢିବାକୁ ସୁଯୋଗ ମିଳୁ: ମୁଖ୍ୟମନ୍ତ୍ରୀ

ଭାରତରେ ଇଣ୍ଟର୍ଣ୍ଣସିପ୍ କରିପାରିବେ ବୋଲି କହିଥିଲା ଏନ୍‌ଏମ୍‌ସି। More
  • Satyendu Shekher Mishra
  • 2 years ago

ଅପେକ୍ଷାର ଅନ୍ତ ଘଟିଲା ! ବ୍ରହ୍ମପୁର ମେୟର ପ୍ରାର୍ଥୀ ହେଲେ ଡ. ସବିତା ସୁତାର

ବିଜେପି ନେତା ଉତ୍ତମ ପାଣିଗ୍ରାହୀଙ୍କ ଧର୍ମପତ୍ନୀ । ଉତ୍ତମଙ୍କୁ ଗତଥର ବିଜେପିରୁ ଟିକଟ ମିଳିନଥିବାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଦିଗପହଣ୍ଡିରୁ ବିଧାନସଭା ନିର୍ବାଚନ ଲଢ଼ିଥିଲେ । More
  • Chandan Shishu
  • 2 years ago

ଭୁବନେଶ୍ୱରର ଗଳିକନ୍ଦିରେ ବୁଲୁଛୁନ୍ତି ବଲିଉଡ ଅଭିନେତା କପିଲ ଶର୍ମା

କପିଲଙ୍କ ଏଭଳି ଅବତାର ଦେଖି ରାଜଧାନୀରେ ଆଲୋଡ଼ନ ! More
  • Satyendu Shekher Mishra
  • 2 years ago

ନାମାଙ୍କନ ଭରିବାକୁ ଯାଉଥିବା ବେଳେ ବିଜେଡି ପ୍ରାର୍ଥିନୀଙ୍କୁ ସ୍ଥାନୀୟ ଲୋକଙ୍କ ବିରୋଧ

ମଇଦାନକୁ ଓହ୍ଲାଇବା ପାଇଁ ସବୁ ଦଳ ଅଣ୍ଟା ଭିଡ଼ିସାରିଲେଣି । ତେବେ ଏହାରି ଭିତରେ ରାଜଧାନୀ ଭୁବନେଶ୍ୱରରେ ବିଜେଡି ପାଇଁ ଉପୁଜିଛି ଅଡ଼ୁଆ ପରିସ୍ଥିତି । ପୌର ନିର୍ବାଚନ ପର୍ବ ଆରମ୍ଭରୁ କେଁ ବାହାରିଲାଣି । More
  • Otv Khabar Bureau
  • 2 years ago

ଓଡ଼ିଶାର ଗାଁକୁ ନିଜ ଗାଁ କହିବାରୁ ଆନ୍ଧ୍ର ଓ ଓଡ଼ିଶା ପୋଲିସ ମୁହାଁମୁହିଁ

ଛେଳି ଚୋରିକୁ ନେଇ ଆନ୍ଧ୍ର ଓ ଓଡ଼ିଶା ପୋଲିସ ମୁହାଁମୁହିଁ । ଆନ୍ଧ୍ରର ଘଟଣା ଓ ଆନ୍ଧ୍ରର ଚୋରକୁ ଓଡ଼ିଶା ପୋଲିସ ବାନ୍ଧି ପାରିବ ନାହିଁ ବୋଲି କହି ଆନ୍ଧ୍ର ପୋଲିସର ଅତିକ୍ରମଣକୁ ଓଡ଼ିଶା ପୋଲିସ ବିରୋଧ କରିଛି । More
  • Prangyan Parimita
  • 2 years ago

ମାତିଛନ୍ତି ଡିଜିଟାଲ ସୁନ୍ଦରୀ : ଅଶ୍ଳୀଳ ଭିଡିଓ ଚାଟ୍‌ରୁ ଦୂରେଇ ରହିବାକୁ ସତର୍କ କରାଇଲା ଓଡ଼ିଶା ପୋଲିସ୍‌

ସାଇବର ଲୁଟେରା ମାନେ ପ୍ରଥମେ ମହିଳାଙ୍କ ନାମରେ କିମ୍ବା ଅନେକ ଫେକ୍ ଆକାଉଣ୍ଟ ଜରିଆରେ ଲୋକଙ୍କୁ ଟାର୍ଗେଟ କରୁଛନ୍ତି । ପରେ ଭିଡିଓ କଲ୍ କରି ଅଶ୍ଳୀଳ ଭିଡିଓ କରିବାକୁ ପ୍ରବର୍ତ୍ତାଉଛନ୍ତି । କୌଣସି ବ୍ୟକ୍ତି ତାଙ୍କ କଥାରେ ଥରେ ପଡ଼ିଗଲେ ଜୀବନ ନର୍କ ହୋଇଯାଉଛି । More
  • Prangyan Parimita
  • 2 years ago

ଅଭିନେତା ଶ୍ରୀତମ ଦାସ ବିଜେପିର କଟକ ମେୟର ପ୍ରାର୍ଥୀ

ଗିରିବାଳା, ସୁବାସ, ଶ୍ରୀତମଙ୍କ ମଧ୍ୟରେ ମେୟର ପଦବୀ ପାଇଁ ଜୋରଦାର ଲଢେଇ ହେବ । More
  • Prangyan Parimita
  • 2 years ago

ଜଳେଶ୍ୱର କମର୍ଦ୍ଦା ଅଞ୍ଚଳରୁ ୨୬୦ ଗ୍ରାମର ବ୍ରାଉନ ସୁଗାର ଜବତ : ଜଣେ ଗିରଫ

ଭୋଗରାଇ ବ୍ଲକ କମର୍ଦ୍ଦା ଥାନାଠାରୁ ମାତ୍ର ୫୦୦ ମିଟର ମଧ୍ୟରେ ଥିବା ୫୭ ନମ୍ବର ରାଜ୍ୟ ରାଜପଥ କଡ଼ରେ ଥିବା ଏକ ଦୋକାନ ଭିତରେ କିଛି ଯୁବକ ବ୍ରାଉନ୍ ସୁଗାର ବିକୁଥିବା ଏବଂ କିଣୁଥିବା ଭିଡିଓ ଭାଇରାଲ ହେଉଛି More
  • Otv Khabar Bureau
  • 2 years ago

Daily Horoscope 06 March 2022: ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା ମାର୍ଚ୍ଚ ତା ୬ ରିଖ ରବିବାର, କୁମ୍ଭ ୨୨ ଦିନ ଫାଲଗୁନ ମାସ ଶୁକ୍ଳପକ୍ଷ, ଚତୁର୍ଥୀ ତିଥି ଅଶ୍ୱିନୀ ନକ୍ଷତ୍ର, ମେଷ ଚନ୍ଦ୍ର More
  • Otv Khabar Bureau
  • 2 years ago

ମୁଣ୍ତ ଉପରେ ପୌର ନିର୍ବାଚନ: ଅବହେଳିତ ଅବସ୍ଥାରେ ପଡିରହିଛି ପାଇକଗଡ଼

ସହରବାସୀଙ୍କ ଅସନ୍ତୋଷ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି ଚଳିତବର୍ଷର ଖୋର୍ଦ୍ଧା ପୌର ପରିଷଦ ନିର୍ବାଚନ । More
  • Otv Khabar Bureau
  • 2 years ago

ତ୍ରିମୁଖୀ ଲଢେଇକୁ ନେଇ ସରଗରମ ରାଜଧାନୀ ରାଜନୀତି

ଆଜି ପ୍ରେସ୍ ମିଟ୍ କରି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ସୁନୀତଙ୍କ ନାଁରେ ଦଳ ମୋହର ମାରିଥିବା ଘୋଷଣା କରିଛନ୍ତି । ତାସହ କହିଛନ୍ତି- ସୁନୀତି ରାଜନୀତିରେ ନୂଆ ହୋଇଥିଲେ ବି ଜଣେ ଉଚ୍ଚ ଶିକ୍ଷିତା । ଭୁବନେଶ୍ୱରବାସୀଙ୍କ ପାଇଁ ଏଭଳି ଜଣେ ପ୍ରାର୍ଥୀନୀଙ୍କ ଆବଶ୍ୟକତା ରହିଛି । More
  • Pramod Behera
  • 2 years ago

ଅନିଶ୍ଚିତତାରେ ୟୁକ୍ରେନ୍‌ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀ

ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀ ଜୀବନ ଅନିଶ୍ଚିତତାକୁ ଠେଲି ହୋଇଯାଇଛି। ଦେଶର ବିଭିନ୍ନ ମେଡିକାଲ୍‌ କଲେଜରେ କୋର୍ସ ଶେଷ ଲାଗି ଅନୁମତି ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍-ଆଇଏମ୍ଏ। More
  • Chandan Shishu
  • 2 years ago

ସୁନୀତି ମୁଣ୍ଡ୍‌ଙ୍କୁ କାହିଁକି ଭୁବନେଶ୍ୱର ମେୟର ପ୍ରାର୍ଥୀ ବାଛିଲା ବିଜେପି?

ବିଭିନ୍ନ ‍କ୍ଷେତ୍ରରେ କାମ କରୁଥିବା ମହିଳାମାନେ ବିଜେପିର ମେୟର ପ୍ରାର୍ଥୀ ପାଇଁ ଆବେଦନ କରିଥିଲେ। More
  • Chandan Shishu
  • 2 years ago

ଢିଙ୍କିଆରେ ଜନଶୁଣାଣି ବେଳେ ବିରୋଧ କରୁଥିବା ଲୋକଙ୍କୁ ଛାଡିଲାନି ପୋଲିସ୍ !

ଗଣମାଧ୍ୟମ ପ୍ରତିନିଧିଙ୍କୁ ମଧ୍ୟ ଭିତରକୁ ଛଡାଯାଇନଥିଲା। More
  • Chandan Shishu
  • 2 years ago

ଡ. ସୁନୀତି ମୁଣ୍ଡ୍ ବିଜେପିର ଭୁବନେଶ୍ୱର ମେୟର ପ୍ରାର୍ଥୀ

ପୂର୍ବରୁ କଂଗ୍ରେସ, ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। More