ସଂକ୍ଷେପରେ ଆଜିର ତାଜା ଖବର - Saturday, 09 April 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଜଳକଷ୍ଟ ନେଇ ରାଜ୍ୟ ସରକାରଙ୍କୁ ବିଜେପିର ନିଶାନା

ଗାଁ ହେଉକି ସହର, ପ୍ରତିି ଘରେ ସ୍ନଚ୍ଛ ପାନୀୟ ଜଳ ଯୋଗାଣ ଲକ୍ଷ୍ୟ ନେଇ ରାଜ୍ୟ ସରକାର କରିଛନ୍ତି ନିଜସ୍ୱ ଯୋଜନା । ବସୁଧା ତାସତ୍ତ୍ୱେ ଖରାଦିନ ଆସିଗଲେ, ରାଜ୍ୟର କୋଣ ଅନୁକୋଣରୁ ଆସୁଛି ଉତ୍କଟ ଜଳକଷ୍ଟର ମାଳ ମାଳ ଜୀବନ୍ତ ଚିତ୍ର । ଯାହାକୁ ନେଇ ତେଜିଛି ରାଜନୀତି । More

କାମ ଦେଉନି ସଜାଗ, ସଚେତନତା ଓ କାର୍ଯ୍ୟାନୁଷ୍ଠାନ; ରାଜ୍ୟରେ ଥମୁନି ବନ୍ୟପ୍ରାଣୀ ଚୋରା କାରବାର

ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ବଲାଙ୍ଗିର ରାଜ୍ୟର ଯେଉଁ ଅଞ୍ଚଳ ଦେଖିବେ, ସବୁଠି ସକ୍ରିୟ ବନ୍ୟଜନ୍ତୁ ଶିକାରୀ । କେଉଁଠି ଚମଡ଼ା ଓ ନଖ ପାଇଁ ବାଘ ତ, କେଉଁଠି ଶିଙ୍ଗ ପାଇଁ ହରିଣ । ସେହିଭଳି ପୁରା ଜୀବନ୍ତ ଚାଲାଣ ପାଇଁ ପ୍ରସ୍ତୁତ ବଜ୍ରକାପ୍ତା ଏଇ ସପ୍ତାହ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଜବତ ହୋଇଛି । More

ସବୁ ଚର୍ଚ୍ଚା ଓ ଆକଳନକୁ ଚକମା ଦେଇ ବିଜେଡି ପୁଣି ଖେଳିଛି ମହିଳା ଗୋଟି

ଭୁବନେଶ୍ୱର ମହାନଗର ନିଗମର ମଙ୍ଗ ଏବେ ମହିଳାଙ୍କ ହାତରେ । ପ୍ରଥମେ ମେୟର ତାପରେ ଡେପୁଟି ମେୟର, କଟକ ପରେ ଭୁବନେଶ୍ୱରରେ ବିଜେଡ଼ିର ସରପ୍ରାଇଜ୍ କାର୍ଡ । ସବୁ ଚର୍ଚ୍ଚା ଓ ଆକଳନକୁ ଚକମା ଦେଇ ବିଜେଡି ପୁଣି ଖେଳିଛି ମହିଳା ଗୋଟି । More

ଉମରକୋଟ୍‌ରେ ଗୋଟିଏ ଗଛରୁ ୩ ଯୁବତୀଙ୍କ ଝୁଲନ୍ତା ମୃତଦେହ ଠାବ

ଉମରକୋଟ୍‌ରେ ଗୋଟିଏ ଗଛରୁ ୩ ଯୁବତୀଙ୍କ ଝୁଲନ୍ତା ମୃତଦେହ ଠାବ। ତୋହରା ଗାଁ ନିକଟ ଏକ ଗଛରେ ୩ ଯୁବତୀଙ୍କ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଛି । More

ମନ୍ତ୍ରୀମାନଙ୍କୁ ନିଜ ବିଭାଗର ମାସିକିଆ ପରଫରମାନ୍ସ ରିପୋର୍ଟ ମାଗିଲେ ମୁଖ୍ୟମନ୍ତ୍ରୀ

ପୁଣି ପାୱାର କରିଡରକୁ ଫେରିଲା ରିପୋର୍ଟ କାର୍ଡ । ମନ୍ତ୍ରୀଙ୍କ ପ୍ରଦର୍ଶନର ମାପଦଣ୍ଡକୁ ନେଇ ନେଇ ଚାଲିଛି ଚର୍ଚ୍ଚା । ମନ୍ତ୍ରୀମାନଙ୍କୁ ନିଜ ବିଭାଗର ମାସିକିଆ ପରଫରମାନ୍ସ ରିପୋର୍ଟ ମାଗିଛନ୍ତି ମୁଖ୍ୟମନ୍ତ୍ରୀ । More

ଝୁମ୍ପୁଡ଼ିରେ ରହୁଥିବା ଶାଳୀ ହାତରେ ବି ଥିଲା ଗୁପ୍ତଧନର ଚାବିକାଠି

କୋଟିପତି ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଗୁପ୍ତଧନର ଭଣ୍ଡାଫୋଡ୍ । ଫିଟିଛି ପାପ ସମ୍ପତ୍ତିର ପେଡ଼ି । ଫ୍ଲାଟରେ ରହୁଥିବା ପତ୍ନୀ ହାତରେ ଥିଲା କଳାଧନର ଠିକଣା । ଝୁମ୍ପୁଡ଼ିରେ ରହୁଥିବା ଶାଳୀ ହାତରେ ବି ଥିଲା ଗୁପ୍ତଧନର ଚାବିକାଠି । More

'ମନ୍ତ୍ରୀ ହେବା ପାଇଁ ମତେ ବବି ଅଫର କରିଥିଲା'

ବିଜେଡିରେ ଥିଲେ ମନ୍ତ୍ରୀ ହେଇଥାନ୍ତି । ଗାଈ, ଛେଳି କି ମେଣ୍ଢା ସିନା ବିକ୍ରି ହୁଅନ୍ତି...ମୁଁ ଶଣ୍ଢ, ବିକ୍ରି ହେବି କେମିତି? ବିଜେଡ଼ି ମତେ ଅଫର ଦେଇଥିଲା ଦଳକୁ ଯିବା ପାଇଁ କିନ୍ତୁ ମୁଁ ମନା କରିଦେଲି। ଦେଖନ୍ତୁ ଖୋଲା କଥାରେ ଆଉ କଣ ଖୋଲିକି କହୁଛନ୍ତି କଂଗ୍ରେସ ବିଧାୟକ ତାରାବାହିନୀ ପତି। More

'ଏତେ ନିଶା ଯେ ଠେଙ୍ଗାରେ ପିଟିପିଟି ମା'କୁ ମାରିଦେଲା'

ନିଶାସକ୍ତ ଅବସ୍ଥାରେ ମାଆକୁ ପିଟିପିଟି ହତ୍ୟା କଲା ପୁଅ । ଏଭଳି ଅଭିଯୋଗ ଆସିଛି ବାଲେଶ୍ୱର ସୋର ଥାନା ସିଙ୍ଗାଖୁଣ୍ଟା ପଞ୍ଚାୟତ ଗୁଜଡିହା ଗାଁରୁ । More

ନିଶା ମାଫିଆର ୨ କୋଟି ୩୫ ଲକ୍ଷ ଟଙ୍କାର ସଂପତ୍ତି ବାଜ୍ୟାପ୍ତି

ନିଶା ମାଫିଆ ଅନୀଲ ପାଣ୍ଡିରେ ଘର ଗଞ୍ଜାମର କୋଦଳା ଅଞ୍ଚଳରେ । ତା ନାଁରେ ଗୁଜରାଟରେ ୧୧ଟି ଏନ୍‌ଡିପିଏସ୍ ମାମଲା ରହିଛି । ଅନୀଲ ଏତେ ପରିମାଣର ବେଆଇନ ସଂପତ୍ତି କେଉଁଠୁ ଆଣିଲା । ସେନେଇ ତଦନ୍ତ କରାଯାଇଥିଲା । ତେବେ ଗଂଜେଇ ବ୍ୟବସାୟ କରି ସେ ସଂପତ୍ତି ଠୁଳ କରିଥିବା ତଦନ୍ତରୁ ଜଣାପଡ଼ିଛି । More

ପୁଅ ଝିଅ ସମାନ ; ପଡ଼ିଆରେ ଧୂଳି ଉଡ଼ାଇ ପୁରୁଷଙ୍କୁ କଡ୍ଡା ଟକ୍କର ଦେଲେ ମହିଳା ହକି ଖେଳାଳି

ମଫସଲରୁ ସାମ୍ନାକୁ ଆସିଲା ମହାନ ବାର୍ତ୍ତା। ହକି ଗ୍ରାଉଣ୍ଡରେ ଏକାଠି ଖେଳିଲେ ପୁରୁଷ-ମହିଳା ଖେଳାଳୀ..ପରସ୍ପରକୁ ସାମ୍ନା କଲେ, ଗୋଲ୍‌ ବି ଦେଲେ। ପଡ଼ିଆରେ ଉଡ଼ାଇ ଦେଲେ ଧୂଳି..ଖେଳ ଦେଖିବାକୁ ଦର୍ଶକଙ୍କ ଜମିଥିଲା ପ୍ରବଳ ଗହଳି More

ସ୍ୱାମୀର ଦୁର୍ନୀତିକୁ ପାଖରେ ରଖି ବନ୍ଧା ହେଲେ ସ୍ତ୍ରୀ

ଝୁମ୍ପୁଡ଼ି ଘରୁ କୋଟିଏରୁ ଅଧିକ ଟଙ୍କା ଜବତ ହେବା ସମସ୍ତଙ୍କୁ ଚମକାଇ ଦେଇଛି। More

ହାଇକୋର୍ଟ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେଲେ ସୁମିତ ତପସ୍ୱିନୀ

ଉଭୟଙ୍କୁ ବୁଝାଇବେ ମିଡିଏସନ୍ ଅଧିକାରୀ More

ଝୁମ୍ପୁଡ଼ି ଘରେ ରଖିଥିଲେ ବିଡ଼ା ବିଡ଼ା ଟଙ୍କା; ଚଢ଼ାଉ କଲା ଭିଜିଲାନ୍ସ

କାର୍ତ୍ତିକେଶ୍ୱର ରାଉଳଙ୍କ ଶାଳୀଙ୍କ ଘରୁ ଆଜି ନଗଦ ୧ କୋଟି ୪୨ ଲକ୍ଷ ଟଙ୍କା ଜବତ ହୋଇଛି । କାର୍ତ୍ତିକେଶ୍ୱରଙ୍କ ଶାଳୀଙ୍କ ଝୁମ୍ପୁଡ଼ି ଘରୁ କୋଟିଏରୁ ଅଧିକ ଟଙ୍କା ଜବତ ହେବା ଘଟଣା ସମସ୍ତଙ୍କୁ ଚମକାଇ ଦେଇଛି । More

ମଞ୍ଜୁଲତା କହଁର ବିଜେଡିର ଡେପୁଟି ମେୟର ପ୍ରାର୍ଥୀ 

ଚର୍ଚ୍ଚା ଭିତରେ ରେସ୍‌ରେ ଆଗରେ ଥିଲେ ୫ ଜଣ। ହେଲେ ମୋହର ବାଜିଲା ଆଉ ଜଣଙ୍କ ଉପରେ More

ଶପଥ ନେଲେ ବିଏମ୍‌ସିର ନବ ନିର୍ବାଚିତ ମେୟର

ଆଜି ବିଏମସି କାର୍ଯ୍ୟାଳୟରେ ଶପଥ ନେଇଛନ୍ତି ନବ ନିର୍ବାଚିତ ମେୟର ସୁଲୋଚନା ଦାସ । ଏହାସହ ୬୭ ଜଣ ନିର୍ବାଚିତ କର୍ପୋରେଟର ମଧ୍ୟ ଶପଥ ନେଇଛନ୍ତି । More

ପେଟ୍ରୋଲ ପରେ ଏବେ ଚିନ୍ତା ବଢ଼ାଇଛି ଲେମ୍ୱୁ; ଲେମ୍ୱୁ ଦର ଆଶାତୀତ ବୃଦ୍ଧି ପାଇବାର କାରଣ କ’ଣ ?

ଗ୍ରାହକଙ୍କ ମୁହଁ ଖଟା କରି ଦେଉଛି ଲେମ୍ବୁଦର । ବଜାରରେ ଏବେ ଲେମ୍ବୁ ଗୋଟାକୁ ୧୦ ଟଙ୍କାରେ ବିକ୍ରି ହେଉଛି । More

ଆଜି ଭୁବନେଶ୍ୱର ଡେପୁଟି ମେୟର ନିର୍ବାଚନ; କିଏ ପିନ୍ଧିବ ମୁକୁଟ ?

ଆଜି ଭୁବନେଶ୍ୱର ମହାନଗର ନିଗମ ଡେପୁରୀ ମେୟର ନିର୍ବାଚନ । ଦିନ ୧୦ଟାରୁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ। More

ଆଜି ରୁକୁଣା ରଥଯାତ୍ରା: ଅପରାହ୍ଣ ୩ଟା ୩୦ରେ ରଥ ଟଣା ହେବ ରଥ

ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଅପରାହ୍ଣ ୩ଟା ୩୦ରେ ରଥ ରଥ ଟଣା ହେବ । ଯାତ୍ରାପୂଜା ପାଇଁ ମଧ୍ୟାହ୍ନ ୧୨ଟାରୁ ୧୨ଟା ୩୦ ନୀତି ନିର୍ଘଣ୍ଟ ହୋଇଛି । More

ଗିରଫ ଭୟରେ ଶାଳୀଙ୍କୁ ସୁନା ଅଳଙ୍କାର ଦେଇଦେଇଥିଲେ ସରକାରୀ ବାବୁ

ଆଜି ଭୋରରୁ ଭୁବନେଶ୍ୱର ସାଲିଆ ସାହିରେ ଭିଜିଲାନ୍ସ ଟିମ୍ ଚଢଉ କରି ନଗଦ ୧କୋଟି ୪୧ ଲକ୍ଷ ୬୨ ହଜାର ୪ ଶହ ଟଙ୍କା ଜବତ କରିଛି । More

ପୁଅର ବ୍ରତଘରେ ମାଆକୁ ପୂରାଇ ଦେଲେନି ଶାଶୂଘର ଲୋକ..

ବେଦୀ ଉପରେ ପୁଅର ବ୍ରତଘର ଚାଲିଛି, ପର ଦୁଆରେ ଭୋ ଭୋ ହୋଇ ମାଆ କାନ୍ଦୁଛି। ବ୍ରତଘର କାର୍ଯ୍ୟକ୍ରମରେ ସାମିଲ ହେବାକୁ ମାଆକୁ ମନା କଲେ ଶାଶୂଘର ଲୋକ..ବିକଳରେ ପରପିଣ୍ଡାରେ ଭୋ ଭୋ ହୋଇ କାନ୍ଦୁଛି ମାଆ..ଦେଖନ୍ତୁ ଏହି ଛାତିଫଟା ଦୃଶ୍ୟ.. More

କିଏ ହେବ ଭୁବନେଶ୍ୱରର ଡେପୁଟି ମେୟର? ରେସ୍‌ରେ ୫ ଜଣଙ୍କ ନାଁ !

ପ୍ରଥମେ ମେୟର ତାପରେ କର୍ପୋରଟର୍ମାନେ ଶପଥ ନେବେ।  ଏହା ପରେ ପରେ ଡେପୁଟି ମେୟର ନିର୍ବାଚନ ହେବ। More

ମ୍ୟାଡାମ୍‌ ସୁଲୋଚନାଙ୍କୁ ପ୍ରଶ୍ନ କଲେ ସୁନୀତି; ମେୟର ହେବା ପରେ ଲୋକଙ୍କ ଥଇଥାନ କଣ ଏମିତି କରୁଛନ୍ତି ?

ଗତକାଲି ରାତି ୯ଟାରେ ସୂଚନା ଦେଇ ସକାଳୁ ଉଚ୍ଛେଦ ହେଉଥିବାରୁ ଏହାକୁ ଜୋରଦାର ବିରୋଧ କରିଛନ୍ତି ବ୍ୟବସାୟୀ । ସ୍ଥାନୀୟ ଅଞ୍ଚଳରେ ବିଜେପି କର୍ପୋରେଟର ଜିତିବାରୁ ଆକ୍ରୋଶରୁ ଏଭଳି କରାଯାଉଥିବା ଅଭିଯୋଗ ହୋଇଛି । More

ବଜାରରେ ଲେମ୍ବୁର ଉଚ୍ଚା ଦର ଖୋଲିଲା ରାଜ୍ୟ ସରକାରଙ୍କ ଗୁମର

ମାର୍ଚ୍ଚ ୩୦ରେ ବିଧାନସଭାରେ ଖୋଦ୍ କୃଷିମନ୍ତ୍ରୀ ଅରୁଣ ସାହୁ କଣ କହିଥିଲେ, ଜାଣନ୍ତୁ More

ବ୍ୟବସ୍ଥା ସାରା ଚରିଗଲାଣି କି ଦୁର୍ନୀତି ? ଧରା ହେଉଛନ୍ତି ଜଣଙ୍କ ପରେ ଜଣେ ଯନ୍ତ୍ରୀ ?

ପୂର୍ବରୁ କିରାଣୀ ନଚେତ ତଳତଳିଆ କର୍ମଚାରୀ ପଡୁଥିଲେ ଭିଜିଲାନସ ଜାଲରେ । ଏବେ କିନ୍ତୁ ପାଳି ପଡିଛି ବଡ଼ବଡ଼ିଆ ବାବୁଙ୍କର More