ସଂକ୍ଷେପରେ ଆଜିର ତାଜା ଖବର - Wednesday, 13 April 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ସେଲ୍ଫ ଫାଇନାନ୍ସିଂ ପାଠ୍ୟକ୍ରମରେ କଟକଣାକୁ ନେଇ ବିରୋଧ

ସେଲ୍ଫ ଫାଇନାନ୍ସିଂ କୋର୍ସ ଉପରେ ଅଙ୍କୁଶ ଲଗାଇବାକୁ ସରକାରଙ୍କ ନିଷ୍ପତ୍ତିକୁ ନେଇ ବିବାଦ । ସେଲ୍ଫ ଫାଇନାନ୍ସିଂ କୋର୍ସ ପାଇଁ ସିଟ୍ ୨୦ ପ୍ରତିଶତରେ ସୀମିତ ରଖିବା ନେଇ କୁଳାଧିପତିଙ୍କ ସଚିବାଳୟରୁ ନିର୍ଦ୍ଦେଶନାମା ଜାରି ପରେ ଘରୋଇ ଶିକ୍ଷାନୁଷ୍ଠାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହା କରାଯାଇଥିବା ଅଭିଯୋଗ ଉଠିଛି । More

ନିଶା ଆଡ୍ଡା ଭୁବନେଶ୍ୱର ! ଗଞ୍ଜେଇ- ଡ୍ରଗ୍ସ- ବ୍ରାଉନ୍‌ସୁଗର ପରେ ଏବେ କୋକେନ୍‌ ଜବତ

ପ୍ରଥମଥର ପାଇଁ ଭୁବନେଶ୍ୱରରୁ ଧରାହେଲା କୋକେନ । ଦୁଇ ଜଣ ଆନ୍ତଃରାଜ୍ୟ ନିଶା ମାଫିଆଙ୍କୁ କୋକେନ ବିକ୍ରି ଅଭିଯୋଗରେ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । More

କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାର ୫ ଅଭିଯୁକ୍ତଙ୍କ ଟିଆଇ ପରେଡ୍ କରିବ କ୍ରାଇମବ୍ରାଞ୍ଚ

ଶର୍ମିଷ୍ଠାଙ୍କ କାର୍ OD 02BA 6599 କ୍ୟାମେରାମ୍ୟାନ ମାନସ ସ୍ୱାଇଁ ଅପହରଣ, ହତ୍ୟା, ମୃତଦେହ ପୋତିବା ଏବଂ ପ୍ରମାଣ ଲୁଚାଇବା ଯାଏଁ, ସବୁଠି ବ୍ୟବହାର ହୋଇଛି ଏହି କାର୍ । କ୍ରାଇମବ୍ରାଞ୍ଚ ହାତରେ ଲାଗିଛି ଏହାର ଆଉ ଏକ ଠୋସ୍ ପ୍ରମାଣ । More

ପାଞ୍ଚ ଜଣଙ୍କୁ ଘରେ ବନ୍ଦ କରି ଏକା କେମିତି ହତ୍ୟା କଲା ଶିବ ?

୫ ଜଣଙ୍କୁ ନୃଶଂସ ଭାବେ ହାଣିବା ସତ୍ତ୍ୱେ, ଶିବ ଦେହରେ ଟିକିଏ ବି ରକ୍ତ ଲାଗିଲାନି କେମିତି ? ଆଜିକୁ ୨ଦିନ ହେଲା, ସମସ୍ତଙ୍କ ମୁଣ୍ଡରେ ଘୁରିବୁଲୁଛି ଏମିତି ଅସମାହିତ ପ୍ରଶ୍ନ । ଏସବୁ ଭିତରେ ଆଜି ଅଭିଯୁକ୍ତ ଶିବର ପତ୍ନୀ ସେହି କାଳରାତିର କାହାଣୀ ବଖାଣିଛନ୍ତି । More

ଭୁବନେଶ୍ୱରରେ ଖେଳାଯିବ ୧୭ ବର୍ଷରୁ କମ୍ ଫିଫା ମହିଳା ବିଶ୍ୱକପ୍‌

୧୭ ବର୍ଷରୁ କମ୍ ଫିଫା ମହିଳା ବିଶ୍ୱକପ ଫୁଟବଲ ପାଇଁ ଭେନ୍ୟୁ ଘୋଷଣା । More

ଅପରାଜିତାଙ୍କୁ ରାଜଧାନୀ ଜନ୍ମଦିନ ଉତ୍ସବକୁ ଡକାନଯିବା ପ୍ରସଙ୍ଗରେ ତେଜିଲା ରାଜନୀତି, କଂଗ୍ରେସ ବି କଲା ନିନ୍ଦା

ମଂଚରେ ସୂଚନା ଓ ଲୋକସଂପର୍କ ବିଭାଗର ସଚିବଙ୍କଠୁ ଆରମ୍ଭ କରି ନିର୍ଦ୍ଦେଶକଙ୍କ ପର୍ଯ୍ୟନ୍ତ ସମସ୍ତେ ଥିଲେ । ହେଲେ ସେହି ବିଭାଗ ଛାପିଥିବା ନିମନ୍ତ୍ରଣ ପତ୍ରରେ କେମିତି ସାମିଲ ହେଲାନି ସାଂସଦ ଅପରାଜିତାଙ୍କ ନାଁ, ସେ ନେଇ କେହି ମୁହଁ ଖୋଲିବାକୁ ନାରାଜ୍ । More

୨୦୧୪ ପାଇଁ ଏବେଠୁ ହେଲାଣି କି ଲଢ଼େଇ ? BJPର ବଦଳିଲାଣି ଆଭିମୁଖ୍ୟ, ଆଟାକିଂ ମୋଡ୍‌ରେ BJD

ଆକାଂକ୍ଷୀ ଜିଲ୍ଲା ସମୀକ୍ଷା ଲାଗି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଢେଙ୍କାନାଳ ଅସିଥିବା ବେଳେ ରାଜ୍ୟ ସରକାରଙ୍କ ଉପରେ ଜୋରଦାର ଢଙ୍ଗରେ ବର୍ଷିଛନ୍ତି । More

ଥାର୍ଡ ଜେଣ୍ଡର ଶିଶୁକୁ ଗ୍ରହଣ କଲେନି ପରିବାର

ନବଜାତ ଶିଶୁଟି ଥାର୍ଡ ଜେଣ୍ଡର ବା କିନ୍ନର ବୋଲି ଜଣାପଡିବା ପରେ ଗ୍ରହଣ କଲେନି ପରିବାର ଲୋକେ । ସ୍ୱାମୀ ଓ ଶ୍ୱଶୁର ଘର ଲୋକ ସନ୍ତାନଟିକୁ ପାଳନ କରିବାକୁ ଅନିଛା ପ୍ରକାଶ କଲେ । ନିଜ ପାଖରେ ପିଲାଟିକୁ ରଖିବାକୁ ଚାହୁଁ ଥିଲେବି ପରିବାର ଲୋକ ରାଜି ହେଉ ନଥିବା ଶିଶୁର ମା କହିଛନ୍ତି । More

ଲୋକଙ୍କ ଭୟରେ ଭାଲୁ ନା ଭାଲୁ ଆତଙ୍କରେ ଲୋକେ

ଗୋଟିଏ ଭାଲୁ ଗାଁ ଲୋକଙ୍କ ଭୟରେ ଗଛରେ ଚଢ଼ି ଲୁଚି ରହିଥିବା ବେଳେ ଗାଁ ଲୋକ ମଧ୍ୟ ଭାଲୁକୁ ଦେଖି ଆତଙ୍କରେ ଅଛନ୍ତି । ପୁରା ଗାଁରେ ରହିଛି ଭୟର ବାତାବାରଣ ଭିତରେ । More

ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଲେ ସେକ୍ସନ ଅଫିସର

ଧୁଷୁରୀ ସାଆଁଳପୁର ଆଇଜିଏମ୍ କଲେଜର ସେକ୍ସନ ଅଫିସର ପ୍ରଭାତ ନାୟକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀ ଗିରଫ କରିଛନ୍ତି । More

ଜେଲ୍‌ରେ କଏଦୀଙ୍କ ରହିବା ପାଇଁ ନଥିଲା ସୁବ୍ୟବସ୍ଥା, ଅଚାନକ ପହଞ୍ଚିଲେ ଜଜ୍‌ ! ନିଲମ୍ବିତ ହେଲେ ଜେଲର

କୋରାପୁଟ ସବ ଜେଲ୍‌କୁ ହୋଇକୋର୍ଟ ଜଷ୍ଟିସଙ୍କ ଅତର୍କିତ ଗସ୍ତ ଓ ଯାଞ୍ଚ ପରେ ଏଭଳି ଅବ୍ୟବସ୍ଥା ସାମ୍ନାକୁ ଆସିଥିଲା । ଜେଲରେ କଏଦୀଙ୍କୁ ନିମ୍ନମାନର ଖାଦ୍ୟ ପରିବେଷଣ ଓ ଶୌଚାଳୟ ବ୍ୟବହାର ଉପଯୋଗୀ ନଥିବା, ବିଚାରପତିଙ୍କ ନଜରକୁ ଆସିଥିଲା । More

କମିଶନଙ୍କ କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ହାଜର ହେଲେନି ଜିଲ୍ଲାପାଳ

ବାରମ୍ବାର ନୋଟିସ ସତ୍ତ୍ୱେ ଜିଲ୍ଲାପାଳ ହାଜର ନହେବା ପରେ କମିଶନ ୱାରେଣ୍ଟ ଜାରି କରିଥିଲେ । More

OSSC ଅଧ୍ୟକ୍ଷ ହେଲେ ପୂର୍ବତନ ପୋଲିସ ଡିଜି ଅଭୟ

ପୂର୍ବତନ ଡିଜିପି ଅଭୟଙ୍କୁ ନୂଆ ନିଯୁକ୍ତି ଦେଲେ ରାଜ୍ୟ ସରକାର। ତାଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ୫ ବର୍ଷ କିମ୍ବା ୬୨ ବର୍ଷ ବୟସ ହେଲା ପର୍ଯ୍ୟନ୍ତ ସେ କାର୍ଯ୍ୟ କରିବେ। More

ଯୁବକଙ୍କୁ ଚାପୁଡ଼ା ମାରି ହଟହଟା ହେଲେ ତହସିଲଦାର

ଚାପୁଡ଼ା ମାରି ହଟହଟା ହେଲେ ତହସିଲଦାର। ଗାଁ ଲୋକେ ତହସିଲଦାରଙ୍କୁ ଘଣ୍ଟାଏରୁ ଅଧିକ ସମୟ ଧରି ଅଟକାଇ ଦେଲେ। ପୁଲିସ୍‌ର ହସ୍ତକ୍ଷେପ ପରେ ତହସିଲଦାର ଗାଁ ଲୋକଙ୍କ କବଳରୁ ମୁକୁଳି ଥିଲେ। ଯାହାର ଭିଡ଼ିଓ ସୋଶାଲ୍‌ ମିଡ଼ିଆରେ ଭାଇରାଲ୍‌ ହୋଇଛି। More

ଏଣିକି ଏକାସଙ୍ଗେ ଦୁଇଟି ଡିଗ୍ରୀ କୋର୍ସ କରିପାରିବେ ଛାତ୍ରଛାତ୍ରୀ

UGC ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ଗାଇଡଲାଇନ୍‌ । ଉଭୟ କୋର୍ସ ଫିଜିକାଲ ମୋଡ୍‌ରେ କରିପାରିବେ ଛାତ୍ରଛାତ୍ରୀ । More

ଶତଚେଷ୍ଟା ସତ୍ତ୍ୱେ ସୁଧୁରୁନି ତପସ୍ୱିନୀ-ସୁମିତଙ୍କ ମଧ୍ୟରେ ସମ୍ପର୍କ, କୋର୍ଟଙ୍କ ନୂଆ ନିର୍ଦ୍ଦେଶ

ପୁଣି ଥରେ ସେମାନଙ୍କୁ ବୁଝା ସୁଝା କରିବାକୁ କହିଲେ କୋର୍ଟ । ଆସନ୍ତା ମେ ୯ ତାରିଖରେ ମାମଲାର ହେବ ପରବର୍ତ୍ତୀ ଶୁଣାଣି ।  More

ଖରା ବଢିଲେ ନିଲେଶ୍ୱର ଗାଁରେ ଭିଡ଼ : ଏଠାରେ ତିଆରି ବେଣାଚେରର ଭାରି ଚାହିଦା

ଗରମ ବଢିଲାଣି। ଘରେ ଆଉ ରହି ହେଉନି। ଘର ହେଉ କି ବାହାର ସବୁ ନିଆଁ। ଏମିତି ବେଳେ ବେଣାଚେର କିଣିବାକୁ ମାର୍କେଟରେ ଭାରି ଗହଳି। ଆଉ ଏଥିପାଇଁ ଏକ ଗାଁରେ ଭାରି ଭିଡ଼ । More

ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା : ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା,କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ More

ସାହିଯାତରେ ଦୁଲୁକୁଛି ଶ୍ରୀକ୍ଷେତ୍ରର ଗଳିକନ୍ଦି, ଉତ୍ସବମୁଖର ପୁରା ସହର

ହରଚଣ୍ଡୀ ସାହି ଆଖେଡ଼ା ପକ୍ଷରୁ ଏସବୁ ଚରିତ୍ର ବେଶ ଠାଟ ପଟୁଆର ବାହାରିଥିଲେ । ଶ୍ରୀଜୀଉଙ୍କ ଦକ୍ଷିଣୀ ଘର ଭୋଗ ପରେ ଶ୍ରୀରାମ-ଲକ୍ଷ୍ମଣ ଦକ୍ଷିଣୀ ଘରକୁ ବିଜେ କରିଥିଲେ । More

ପୁଣି ରାଜ୍ୟ ସରକାରଙ୍କୁ ବିଜେପିର ଟାର୍ଗେଟ୍, ପ୍ରଶ୍ନ ବାଣରେ ଘାଇଲେ କଲେ ସୁରଥ

ଏମିତିକ ଖୋଦ ସରକାରୀ ତାଲିକାରେ ବି ତାଳମେଳ ରହୁନି । ଏଥିପାଇଁ କିଏ ଦାୟୀ ବୋଲି ପ୍ରଶ୍ନ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ବିଜେପି ନେତା ସୁରଥ ବିଶ୍ୱାଳ । More

ଷ୍ଟାଣ୍ଡ ପୋଷ୍ଟ ଅଛି, ନଳକୂପ ଅଛି : ହେଲେ ଖରାଦିନେ ମେଣ୍ଟୁନି ଶୋଷ

କର୍ଲ୍ଲାଜୁରୀ ଗାଁରେ ରହିଛି ତିନୋଟି ନଳକୂପ। ହେଲେ ଏସବୁ କୌଣସି କାମରେ ଆସୁନାହିଁ। More

ଗରମ ତେଲ ଢ଼ାଳି ଯୁବକଙ୍କୁ ହତ୍ୟା !

ଗରମ ତେଲ ଢାଲି ଯୁବକଙ୍କୁ ହତ୍ୟା ଅଭିଯୋଗ । ନୟାଗଡ଼ ଶରଣକୁଳ ଚଢ଼େୟାପଲ୍ଲୀ ଗାଁରେ ଘଟିଛି ଏଭଳି ଘଟଣା । More

ଦିନେ ଗବେଷକଙ୍କୁ ବିସ୍ମିତ କରୁଥିଲା ପର୍ଯ୍ୟଟନ କ୍ଷେତ୍ର ଲାଙ୍ଗୁଡ଼ି; ଏବେ ବିସ୍ମୃତ, ଅବହେଳିତ

ଅବହେଳିତ ଅବସ୍ଥାରେ ବୌଦ୍ଧ ବିହାର ପର୍ଯ୍ୟଟନ କ୍ଷେତ୍ର ଲାଙ୍ଗୁଡ଼ି। ଯାଜପୁର ଧର୍ମଶାଳାରେ ଥିବା ଲାଙ୍ଗୁଡ଼ି ପାହାଡ଼ ଦିନେ ଗବେଷକଙ୍କୁ ବିସ୍ମିତ କରୁଥିଲା, ପର୍ଯ୍ୟଟକଙ୍କୁ ବି ଡାକୁଥିଲା। କୋଟି କୋଟି ଟଙ୍କା ଖର୍ଚ୍ଚ କରି ସରକାର ପାନ୍ଥ ନିବାସ ସହିତ ବିଭିନ୍ନ ନିର୍ମାଣ କାର୍ଯ୍ୟ ମଧ୍ୟ କରିଥିଲେ। ହେଲେ ରକ୍ଷଣାବେକ୍ଷଣ ଅଭାବରୁ ଏବେ ସେସବୁ ଜରାଜୀର୍ଣ୍ଣ।  More

ଶିମିଳିପାଳ ସୁରକ୍ଷା ପାଇଁ ବନବିଭାଗର ଅଭିନବ ପ୍ରୟାସ : କମ୍ବିଂ ଅପରେସନ ସହିତ ଚାଲିଛି ପ୍ଲାଗମାର୍ଚ୍ଚ

କରଂଜିଆ ବନଖଣ୍ଡରେ ୫୦ରୁ ଅଧିକ ଗ୍ରାମର ନାଇକି, ଦେହୁରୀ ଏବଂ ମୁଖିଆ ମାନଙ୍କୁ ନେଇ ବନବିଭାଗ ଏକ ସଚେତନତା କାର୍ଯ୍ୟକ୍ରମ କରିଛି । More

କାହିଁକି ମୋତେ ରାଜଧାନୀ ପ୍ରତିଷ୍ଠା ଉତ୍ସବକୁ ଡକାଗଲାନି ? ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତା ଷଡ଼ଙ୍ଗୀଙ୍କ ଚିଠି

କାହିଁକି ନିର୍ବାଚିତ ସାଂସଦଙ୍କୁ ସରକାରୀ କାର୍ଯ୍ୟକ୍ରମକୁ ନିମନ୍ତ୍ରଣ କରାଯାଇନାହିଁ ଏବଂ ଏହା ପଛରେ କାହାର ହାତ, ତାହା ଜାଣିବାର ଅଧିକାର ରାଜଧାନୀବାସୀଙ୍କର ଅଛି ବୋଲି ମଧ୍ୟ କହିଛନ୍ତି ସାଂସଦ More

ବିଚ୍‌ ରାସ୍ତାରେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

ରାଜଧାନୀରେ ଲୁଟେରା ଆତଙ୍କ । ନୟାପଲ୍ଲୀ ଅଞ୍ଚଳରେ ୩ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍ । More

ଶମିଷ୍ଠାଙ୍କ ବିରୋଧରେ ମିଳିଲା ବଡ଼ ପ୍ରମାଣ

କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ଏକ ବଡ଼ ପ୍ରମାଣ ଲାଗିଛି। ମାନସଙ୍କ ବ୍ୟବହୃତ ଜିନିଷ ଓ କୋଦାଳ, ଗଇଁତି ଫିଙ୍ଗିବାର ବଡ଼ ତଥ୍ୟ ମିଳିଛି।  More

କୋଣାର୍କ ଏକ୍ସପ୍ରେସରେ ବୋମା ! ଲୋକେ ଭୟଭୀତ

ବର୍ତ୍ତମାନ ସିକନ୍ଦରାବାଦ୍ ଷ୍ଟେସନ ନିକଟରେ ଟ୍ରେନରେ ବମ୍ ସ୍କ୍ୱାର୍ଡ ଯାଞ୍ଚ ଜାରି ରଖିଛି More

ମଦ ବଦଳରେ ଦେଉଥିଲେ ବିଷ !

ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରେ ପ୍ରସ୍ତୁତ ହେଉଥିଲା ନକଲି ମଦ । ନକଲି ସାମଗ୍ରୀରେ ମଦ ପ୍ରସ୍ତୁତ କରି, ଅସଲି ଦାମରେ ବିକ୍ରିବଟା ଚାଲିଥିଲା । More

ରାଜଧାନୀ ପ୍ରତିଷ୍ଠା ଦିବସରେ ଅଲୋଡ଼ା ହୋଇଗଲେ ଭୁବନେଶ୍ୱର ସାଂସଦ, ନିମନ୍ତ୍ରଣ କଲେନି ସରକାର

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନକୁ ନେଇ କେଁ ଦେଖାଦେଇଛି। ଗୋଟିପଟେ ରାଜଧାନୀର ପ୍ରତିଷ୍ଠା ଦିବସ ପାଳନ ହେଉଥିବା ବେଳେ ଅନ୍ୟପଟେ ଭୁବନେଶ୍ୱର ସାଂସଦଙ୍କୁ ଅଣଦେଖା କରାଯାଇଛି।  More

ମାହାଙ୍ଗା ଗଣହତ୍ୟା: ଘଟଣା ବେଳର ଲୋମଟାଙ୍କୁରା କାହାଣୀକୁ କାନ୍ଦି କାନ୍ଦି କହିଲେ ଅଭିଯୁକ୍ତଙ୍କ ପତ୍ନୀ

ଘଟଣାର ଦିନକ ପରେ ମଧ୍ୟ ଶୋକରେ ବୁଡ଼ିଛି କୁସୁପୁର ଗାଁ।  More

ସ୍ଥାୟୀ ନିଯୁକ୍ତିକୁ ନେଇ ତାତିଲେ ଯୁବକ, ଯୁବତୀ; ଥାନା ଘେରିଲେ

ବ୍ରଜରାଜନଗର ଥାନା ଘେରିଲେ ଶତାଧିକ ଯୁବକ ଯୁବତୀ। ସେମାନଙ୍କ ସହ ବ୍ରଜରାଜନଗର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ସାମିଲ ହୋଇଛନ୍ତି। ସ୍ଥାନୀୟ ନିଯୁକ୍ତି ଏବଂ ଅନ୍ୟାନ୍ୟ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। More

ଅଭିମାନ କଲେ ସାଂସଦ ଅପରାଜିତା, କହିଲେ- ମୋତେ କାହିଁକି ନିମନ୍ତ୍ରଣ କରାଗଲାନି ? ମୋର ଦୋଷ କ’ଣ ?

ରାଜଧାନୀର ପ୍ରତିଷ୍ଠା ଦିବସରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ନିମନ୍ତ୍ରଣ ନ ଥିବାରୁ ଟ୍ୱିଟ୍ କରି ଅସନ୍ତୋଷ ଝାଡ଼ିଲେ ଅପରାଜିତା ଷଡ଼ଙ୍ଗୀ। More

ଆଜି ପବିତ୍ର ବାହୁଡା ଯାତ୍ରା; ରାମେଶ୍ୱର ମନ୍ଦିରରୁ ଫେରିବେ ବାବା ଲିଙ୍ଗରାଜ

ଆଜି ବାବା ଲିଙ୍ଗରାଜଙ୍କ ବାହୁଡ଼ାଯାତ୍ରା । ରୁକୁଣାରଥରେ ବିରାଜମାନ ହୋଇ ରାମେଶ୍ୱର ମନ୍ଦିରରୁ ଫେରିବେ ବାବା ଲିଙ୍ଗରାଜ ଏଥି ପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । More

ରକ୍ତ ସମ୍ପର୍କ ଭୁଲି ରକ୍ତର ହୋଲି ଖେଳିଲା ଭାଇ, ପୁରା ପରିବାରକୁ କଲା ସଫା

କଟକ ଜିଲ୍ଲା ମାହାଙ୍ଗା କୁସୁପୁର ଗାଁର ବୀଭତ୍ସ କାଣ୍ଡକୁ ନେଇ ସାରା ରାଜ୍ୟ ସ୍ତବ୍ଧ। ଭାଇରୁ ଭଗାରୀ ହୋଇ ଜଲ୍ହାଦ ସାଜି ରକ୍ତର ହୋଲି ଖେଳିଥିବା ହତ୍ୟାକାରୀ ଶିବ ସାହୁକୁ ଆଜି ସାଲେପୁର ଜେଏମ୍ଏଫ୍‌ସି କୋର୍ଟରେ ପୋଲିସ୍‌ ହାଜର କରିପାରେ।  More

ଏଣିକି କଲେଜ ଓ ବିଶ୍ୱବିଦ୍ୟାଳୟରେ ପୁଣି ଆରମ୍ଭ ହେବ ବାୟୋମେଟ୍ରିକ୍ ଉପସ୍ଥାନ

ରାଜ୍ୟର ସବୁ କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବାକୁ ଯାଉଛି ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା । More

୨ କୋଟିର ବ୍ୟୟ ଅଟକଳରେ ପଳାସୁଣିରେ ନିର୍ମାଣ ହେବ ଫୁଟ୍ ଓଭରବ୍ରିଜ୍: ଅପରାଜିତା ଷଡ଼ଙ୍ଗୀ

ଦୁର୍ଘଟଣା ପ୍ରବଣ ଅଞ୍ଚଳ ରାଜଧାନୀର ପଳାସୁଣିରେ ନିର୍ମାଣ ହେବ ଫୁଟ୍ ଓଭରବ୍ରିଜ୍ । ୨ କୋଟି ଟଙ୍କାର ବ୍ୟୟ ଅଟକଳରେ ଏହି ବ୍ରିଜ୍ ନିର୍ମାଣ ହେବ । More

ଭୁବନେଶ୍ୱର ପ୍ରତିଷ୍ଠା ଦିବସ; ୭୪ ବର୍ଷରେ ପାଦ ଥାପିବ ରାଜଧାନୀ

ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ବର୍ଷରେ ପାଦ ଥାପିଛି ରାଜଧାନୀ । More

ଜାରି ରହିଛି ଗ୍ରୀଷ୍ମ ପ୍ରଭାବ; ୪୦ ଡିଗ୍ରୀ ପାର୍‌ କଲା ୧୧ଟି ସହରର ତାପମାତ୍ରା

ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ । ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲଗାତାର ଭାବେ ବଢୁଛି ତାପମାତ୍ରା । More

ବିଶ୍ୱବିଦ୍ୟାଳୟରେ ସେଲ୍ଫ ଫାଇନାନ୍ସ କୋର୍ସ ଉପରେ ଲାଗିଲା ଅଙ୍କୁଶ

PPP ମୋଡ୍‌ରେ ଆଉ ଚାଲିପାରିବନି ସେଲ୍ଫ ଫାଇନାନ୍ସ କୋର୍ସ। More

ରାଜଧାନୀରେ ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର ! ପ୍ରସୂତି ବିଭାଗ ସମ୍ମୁଖରେ ପ୍ରସବ

ପ୍ରସୂତୀଙ୍କୁ ଲେବର ରୁମ୍‌କୁ ନେବାରେ ବିଳମ୍ବ ହେବାରୁ ଏଭଳି କାଣ୍ଡ ଘଟିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ ଓ ତାଙ୍କ ସହ ଆସିଥିବା ଆଶାକର୍ମୀ । More

ବହୁଚର୍ଚ୍ଚିତ ଓମ୍‌ଫେଡ୍‌ ଦୁର୍ନୀତିର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ

ଫେବୃଆରୀ ୨୦୧୯ରେ ବିଭାଗ ଦ୍ୱାରା ହୋଇଥିବା ଏକ ସ୍ୱତନ୍ତ୍ର ଅଡିଟ୍‌ରେ ଧରା ପଡିଥିଲା ଏହି ଦୁର୍ନୀତି More

ତେଜିଲା ଚାଉଳ-ଗହମ ଆବଣ୍ଟନ ବିବାଦ ! ଶତ ପ୍ରତିଶତ ଚାଉଳ ଦେବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି

କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ପଠାଯାଇଥିବା ଚିଠିରେ ଦର୍ଶାଯାଇଛି ଯେ, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁସାରେ ରାଜ୍ୟରେ ୩ କୋଟି ୨୬ ଲକ୍ଷ ୪୧ ହଜାର ୮ଶହ ହିତାଧିକାରୀ ରହିଛନ୍ତି । More

ଓଡ଼ିଶା ପାଇଁ BJPର ମାଷ୍ଟର ପ୍ଲାନ୍‌ ! ଆସୁଛନ୍ତି ୧୦ କେନ୍ଦ୍ରମନ୍ତ୍ରୀ

ପ୍ରଥମ ପର୍ଯ୍ୟାୟରେ କେନ୍ଦ୍ର ମତ୍ସ୍ୟ ଓ ପଶୁ ସଂପଦ ରାଷ୍ଟ୍ରମନ୍ତ୍ରୀ ସଂଜୀବ ବଲିୟାନ୍ ଆଜି କୋରାପୁଟ ଯାଇ କେନ୍ଦ୍ରୀୟ ଯୋଜନାର ଅନୁଧ୍ୟାନ କରିଛନ୍ତି । More