• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 19 April 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Otv Khabar Bureau
  • 2 years ago

ଭେଜାଲ ସାମଗ୍ରୀର ହବ୍‌ ପାଲଟିଲାଣି କି କଟକ ?

ନାମୀ ଦାମୀ ପ୍ରତିଷ୍ଠିତ କମ୍ପାନିର ଲେବଲ୍, ପ୍ୟାକେଜିଂକୁ ନକଲ କରି ସେଥିରେ ନକଲି ଓ ନିମ୍ନମାନର ଡିଟରଜେଣ୍ଟ ପାଉଡର ଭର୍ତ୍ତି କରି ବିକ୍ରି କରାଯାଉଥିଲା । ଏଥିରେ କପଡ଼ା ଠିକ୍‌ରେ ସଫା ତ ହେବ ନାହିଁ, ବରଂ ଖରାପ ହେବ । ଏପରିକି ସ୍ୱାସ୍ଥ୍ୟ ଉପରେ ବି କୁପ୍ରଭାବ ପଡ଼ିବାର ଆଶଙ୍କା ଅଛି । More
  • Otv Khabar Bureau
  • 2 years ago

ଭିଜିଲାନ୍ସ ରେଡ୍‌ ଏକ ଭେଳିକି ! ଢିଲା ତଦନ୍ତ ପାଇଁ ଖସି ଯାଉଛନ୍ତି ବଡ଼ ବଡ଼ ମାଛ

ଚାର୍ଜସିଟ୍ ଦାଖଲରେ ବିଳମ୍ବରୁ ଜାମିନରେ ଖସି ଯାଉଥିବା ଏଭଳି ଅଫିସରଙ୍କ ତାଲିକା ଆହୁରି ଲମ୍ବା ଆଶ୍ଚର୍ଯ୍ୟର କଥା ହେଉଛି, ଭିଜିଲାନ୍ସ ଜାଲରେ ଫସିବା ଏବଂ ଅଚଳାଚଳ ସମ୍ପତ୍ତିର ତଥ୍ୟ ମିଳିବା ପରେ ଏଭଳି ବହୁ ଦୁର୍ନୀତିଖୋର ଅଧିକାରୀଙ୍କୁ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିରେ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । More
  • Otv Khabar Bureau
  • 2 years ago

ଦେଶରେ ଦ୍ରୁତ ଗତିରେ ବଢ଼ୁଛି ସଂକ୍ରମଣ, ହେଲେ ଓଡ଼ିଶାରେ ସ୍ଥିତି ନିୟନ୍ତ୍ରଣ

ଦେଶରେ କରୋନା ଗ୍ରାଫ୍ର ଟେନସନ୍ ଭିତରେ ରାଜ୍ୟରେ କିନ୍ତୁ ସଂକ୍ରମଣ ନିୟନ୍ତ୍ରଣରେ ଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ତାସହ ମାସ୍କ ପିନ୍ଧିବାକୁ ସମସ୍ତଙ୍କୁ ଅପିଲ୍ କରିଛନ୍ତି । ଯେହେତୁ ଡବ୍ଲୁଏଚ୍‌ଓ କହିଛି ଯେ, ଏବେ କରୋନାର ସିଭିଅରିଟି ନାହିଁ ଓ ଏହାକୁ ଚତୁର୍ଥ ଲହର କହିହେବ ନାହିଁ । More
  • Satyendu Shekher Mishra
  • 2 years ago

ଓଡ଼ିଶା କଂଗ୍ରେକୁ ସୁଧାରିବେ ଷ୍ଟ୍ରାଟେଜୀ ମେକର ପ୍ରଶାନ୍ତ କିଶୋର, ସୋନିଆଙ୍କୁ ଦେଲେ ନୂଆ ଗେମ୍‌ ପ୍ଲାନ୍‌

ନିକଟରେ ରାଜ୍ୟରେ ଶେଷ ହୋଇଥିବା ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳ ଦକ୍ଷିଣ ଓଡିଶାରେ ଭଲ ପ୍ରଦର୍ଶନ କରିଛି । ହେଲେ ପଶ୍ଚିମ କି ଉପକୂଳରେ ଦଳର ପ୍ରଦର୍ଶନ ଏତେ ଭଲ ନାହିଁ । More
  • Satyendu Shekher Mishra
  • 2 years ago

ଡ୍ରାଇଭର ସଂଘର ଆନ୍ଦୋଳନ ସରକାରୀ ପ୍ରାୟୋଜିତ ! ସଂଘରେ ନଥିଲା ଏକତା

ଗୁଇନ୍ଦା ସୂଚନା ସତ୍ତ୍ୱେ କାହିଁକି ସ୍ଥିତି ନିୟନ୍ତ୍ରଣରେ ଫେଲ ମାରିଲା ପୋଲିସ ? ଗତ ୧୬ ତାରିଖରେ ଗୁଇନ୍ଦା ବିଭାଗ ସେପ୍ସାଲ ବ୍ରାଂଚ ଏନେଇ ଚିଠି ଲେଖି ସରକାରଙ୍କୁ ଅବଗତ କରିଥିଲା । More
  • Satyendu Shekher Mishra
  • 2 years ago

ଏମିତି ବି ଆସେ ମୃତ୍ୟ ! ପ୍ରେସର ଦେଉ ଦେଉ ଫାଟିଗଲା ଚକା, ଚାଲିଗଲା ଜୀବନ

ଆଜି ଅପରାହ୍ନରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ନନ୍ଦୀପଦା ଥାନା ଶାସଙ୍ଗ ଛକରେ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଡ୍ରାଇଭରର ମୃତ୍ୟୁ ହୋଇଥିବା ବେଳେ ଟ୍ରାକ୍ଟର ମାଲିକ ଗୁରୁତର ହୋଇଥିବା ସୂଚନା ରହିଛି । More
  • Satyendu Shekher Mishra
  • 2 years ago

ସ୍କର୍ପିଓ ଧକ୍କାରେ ଜଣଙ୍କର ମୃତ୍ୟୁ, ଅନ୍ୟ ଜଣଙ୍କୁ ପିଟି ପିଟି ମାରିଦେଲେ ଲୋକେ

ଗାଡ଼ିରେ ବସିଥିବା ଦୁଇ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ନିର୍ଧୁମ ପିଟିଥିଲେ । ଲୋକଙ୍କ ମାଡ଼ରେ ଦୁଇ ଉଭୟ ଗୁରୁତର ହୋଇଥିବା ବେଳେ ମେଡିକାଲ୍‌ରେ ଜଣଙ୍କର ମୃତ୍ୟୁ ହୋଇଛି । More
  • Otv Khabar Bureau
  • 2 years ago

ପିଡିଏସ୍ ପାଇଁ ହାତାହାତି; ନାଏବ ସରପଞ୍ଚଙ୍କୁ ପିଟିବାକୁ ଗୋଡ଼ାଇଲେ ଲୋକେ

ଗାଁ ଗାଁରେ ପହଞ୍ଚାଇବି ପିଡିଏସ୍‌ ସାମଗ୍ରୀ। ପଞ୍ଚାୟତ ନିର୍ବାଚନ ବେଳେ ଏମିତି ପ୍ରତିଶ୍ରୁତି ଦେଇଥିଲେ ନବ ନିର୍ବାଚିତ ସରପଞ୍ଚ। ହେଲେ ଏବେ ସେ ସମ୍ପୂର୍ଣ୍ଣ ଅସହାୟ। More
  • Satyendu Shekher Mishra
  • 2 years ago

ଡ୍ରାଇଭର ସଂଘ ଆନ୍ଦୋଳନ ବେଳେ ଭଂଗାରୁଜା, ୩ ମାମଲା ରୁଜୁ

ସୁରକ୍ଷା, ବୀମା, ପ୍ରତି ୧୦୦ କିଲୋମିଟରରେ ବିଶ୍ରାମ ଘର ଓ କାର୍ଯ୍ୟ ସମୟ ୮ ଘଣ୍ଟା ର୍ନିଦ୍ଧାରଣ ଭଳି ଦାବିରେ ଲକ୍ଷାଧିକ ଡ୍ରାଇଭର ଏକାଠି ହୋଇଥିଲେ । More
  • Otv Khabar Bureau
  • 2 years ago

'ଆଗ ନେତା ଶୃଙ୍ଖଳିତ ହୁଅନ୍ତୁ, ପରେ କର୍ମୀଙ୍କ କଥା କହିବା'

ରାଜ୍ୟରେ କଂଗ୍ରେସ ପିସିସି ସଭାପତି ପରିବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି। ପିସିସି ସଭାପତି ପରିବର୍ତ୍ତନ ସୁନିଶ୍ଚିତ। ଏନେଇ ଦଳର ବରିଷ୍ଠ ନେତା ତଥା କଂଗ୍ରେସ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। More
  • Satyendu Shekher Mishra
  • 2 years ago

୪ ଦିନ ଯାଏଁ ବର୍ଷିବ, ୧୨ ଜିଲ୍ଲାକୁ ସତର୍କ ସୂଚନା

ଅନ୍ୟପଟେ ଏବେ ବି ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଉପାନ୍ତରୁ ଉପକୂଳ, ଆଭ୍ୟନ୍ତରୀଣରୁ ଓ ପଶ୍ଚିମ ସବୁଠି ଅଗ୍ନିବର୍ଷା । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ରୁ ଖସୁନଥିବା ବେଳେ, ପ୍ରଥମ ଥର ପାଇଁ ଟ୍ୱିନ୍ ସିଟରେ ତାପମାତ୍ରା ୪୦ ପାର କରିଛି । More
  • Otv Khabar Bureau
  • 2 years ago

କୁନି ହାତରେ ରାମାୟଣ ଲେଖା; ଆମାଜନରେ ହେବ ପବ୍ଲିସ୍‌

କୌଣସି ପୌରାଣିକ ଶାସ୍ତ୍ର ପୁସ୍ତକ ରଚନା କରିବାକୁ ହେଲେ ଯେ କେତେ ବଡ ବଡ ଗ୍ରନ୍ଥ ପଢ଼ିବା ସହ ତର୍କ ଶାସ୍ତ୍ର, ଦର୍ଶନ ଶାସ୍ତ୍ର ଆଦି ଭଲ କରି ପଢିବା ଆବଶ୍ୟକ, ତାହାକୁ ଭୁଲ ପ୍ରମାଣିତ କରିଛନ୍ତି ୮ ବର୍ଷୀୟ ଓଡ଼ିଆ ଝିଅ ଓସିନ । More
  • Satyendu Shekher Mishra
  • 2 years ago

ଫୋକସ୍‌ରେ ମହଙ୍ଗା ନିଶା କାରବାର ! କୋକେନ୍‌ ମାଫିଆଙ୍କୁ ଜେରା କରିବ ନାର୍କୋଟିକ୍ସ

୨୦୨୩ ହକି ବିଶ୍ୱକପ୍ କୁ ଆଖି ଆଗରେ ରଖି କୋକେନ୍ ବିକ୍ରି ପାଇଁ ସେମାନଙ୍କ କଣ ଥିଲା ବ୍ଲୁ ପ୍ରିଣ୍ଟ । ରାଜଧାନୀର କେଉଁ ତାରକା ହୋଟେଲକୁ କୋକେନ ଦିଆଯାଉଥିଲା । More
  • Satyendu Shekher Mishra
  • 2 years ago

ଦଶପଲ୍ଲାର ବିଶ୍ୱ ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରା, ଲକ୍ଷାଧିକ ଲୋକଙ୍କ ସମାଗମ

କରୋନା ମହାମାରୀର ପ୍ରକୋପ ଯୋଗୁଁ ଗତ ୨ ବର୍ଷ ଧରି ଏହି ପ୍ରସିଦ୍ଧ ଲଙ୍କାପଡ଼ି ଯାତ୍ରା ବନ୍ଦ ରହିଥିଲା । ହେଲେ ୨ ବର୍ଷ ପରେ ଏଥର ପୁଣି ଯାତ୍ରା ହେଉଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳୁଛି । More
  • Otv Khabar Bureau
  • 2 years ago

ଭୁବନେଶ୍ୱରରେ ପୋଲିସ ହେପାଜତରେ ବ୍ୟକ୍ତିଙ୍କ ମୃତ୍ୟୁ ମାମଲା; ବଦଳିଲେ ତଦନ୍ତକାରୀ ଅଧିକାରୀ

ଭୁବନେଶ୍ୱର ବଡ଼ଗଡ଼ ଥାନା ପୋଲିସ୍ ହେପାଜତରେ ବ୍ୟକ୍ତିଙ୍କ ମୃତ୍ୟୁ ମାମଲାରେ ବଦଳିଲେ ତଦନ୍ତକାରୀ ଅଧିକାରୀ । ବଡ଼ଗଡ଼ ଥାନାରେ ଥିବା ମାମଲାର ତଦନ୍ତକାରୀ ଅଧିକାରୀ ଏସ୍‌କେ ବେହେରାଙ୍କୁ ବଦଳି କରାଯାଇଛି । More
  • Rajalaxmi Sahoo
  • 2 years ago

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ବଡ଼ ଘୋଷଣା କଲେ ଓଡ଼ିଶା ସରକାର

କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର ୭ ଲକ୍ଷ ୫୦ ହଜାର କେନ୍ଦୁପତ୍ର ତୋଳାଳି ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇବେ ବୋଲି ଆକଳନ ହୋଇଛି। More
  • Rajalaxmi Sahoo
  • 2 years ago

ଗୁଇନ୍ଦ ତଥ୍ୟ ଥାଇ ବି କାହିଁକି ଅସମ୍ଭାଳ ? ରାଜଧାନୀରେ ଡ୍ରାଇଭରଙ୍କ ବିକ୍ଷୋଭ ନେଇ ପୂର୍ବରୁ ମିଳିଥିଲା ସୂଚନା

ରାଜଧାନୀ ଭୁବନେଶ୍ୱରରେ ବିକ୍ଷୋଭ ପାଇଁ ଏକାଠି ହେବେ ୪୦ ହଜାରରୁ ଅଧିକ ଡ୍ରାଇଭର। ଏପରିକି ସେମାନେ ଛୋଟ ଛୋଟ ଭାଗ ହୋଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନ, ପରିବହନ ମନ୍ତ୍ରୀଙ୍କ ଘର, ବିଧାନସଭା, ଲୋକସେବା ଭବନ ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାରେ ପଶି ପାରନ୍ତି। More
  • Rajalaxmi Sahoo
  • 2 years ago

ରହସ୍ୟରେ କଲେଜ ଛାତ୍ରଙ୍କ ମୃତ୍ୟୁ, ହଷ୍ଟେଲରେ ବେହୋସ ହୋଇପଡ଼ିଥିଲେ

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ଗତକାଲି ମଧ୍ୟାହ୍ନରେ ସେ କ୍ଲାସ୍‌ ସାରି ହଷ୍ଟେଲକୁ ଫେରିବା ବେଳେ ହଠାତ୍ ତଳେ ପଡ଼ି ଅଚେତ୍‌ ହୋଇପଡ଼ିଥିଲେ। More
  • Rajalaxmi Sahoo
  • 2 years ago

ପିସିସି ପରିବର୍ତ୍ତନ ସୁନିଶ୍ଚିତ: ତାରା ବାହିନୀପତି

ପିସିସି ପରିବର୍ତ୍ତନ ସୁନିଶ୍ଚିତ। ପିସିସି ପରିବର୍ତ୍ତନ ନେଇ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପୁଣି ଏଭଳି ପ୍ରତିକ୍ରିୟା ରଖିଛନ୍ତି। ବିଧାୟକମାନଙ୍କ ଭିତରୁ ଜଣଙ୍କୁ କାହାକୁ କରିବାକୁ ଆମେ ଦାବି କରୁଛୁ।  More
  • Otv Khabar Bureau
  • 2 years ago

ଭୁବନେଶ୍ୱର ATM ଲୁଟ୍‌ ଘଟଣା; ୫ ଦିନିଆ ରିମାଣ୍ଡରେ ଯିବେ ୨ ଅଭିଯୁକ୍ତ

ଭୁବନେଶ୍ୱର ଲିଙ୍ଗିପୁରରେ ଏଟିଏମ୍ ଉପାଡ଼ି ଲୁଟ୍ ଘଟଣାରେ ଗିରଫ ହୋଇଥିବା ୨ ଅଭିଯୁକ୍ତ ଖୋକନ ମୁଲ୍ଲା ଓ ମିଜାନୁର ରେହମାନ ମୁଲ୍ଲାଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟ ପୋଲିସକୁ ଅନୁମତି ପ୍ରଦାନ କରିଛନ୍ତି ।  More
  • Otv Khabar Bureau
  • 2 years ago

କଟକରେ ପୁଣି ଭେଜାଲ୍ ! ଖାଦ୍ୟ ସାମଗ୍ରୀ ପରେ ଏବେ ଡିଟରଜେଣ୍ଟ ବି ନକଲି

କଟକ ମାଲଗୋଦାମ ପୋଲିସ୍ ଦ୍ୱାରା ନକଲି ଡିଟରଜେଣ୍ଟ ଫ୍ୟା୍ରିରେ ଚଢାଉ ହୋଇଛି । କଟକ ଟାଙ୍ଗି ଓ ମାହାଙ୍ଗା ଅଞ୍ଚଳରେ ଥିବା ୨ଟି ନକଲି କାରଖାନାରେ ଚଢାଉ ହୋଇଥିବା ସୂଚନା ମିଳିଛି । More
  • Chandan Shishu
  • 2 years ago

ସମସ୍ତେ ନିୟମ ମାନିଲେ ଆୟତ୍ତରେ ରହିବ କରୋନା

ସେଭଳି କିଛି ପରିସ୍ଥିତି ଉପୁଜିଲେ ସତର୍କ ରହିବା ପାଇଁ ଜିଲ୍ଲାମାନଙ୍କୁ ନିର୍ଦ୍ଦେଶ ଦେଇଛୁ। More
  • Rajalaxmi Sahoo
  • 2 years ago

ମାହାଙ୍ଗା ଗଣହତ୍ୟା ମାମଲା: ପୋଷ୍ଟମର୍ଟମ ରିପୋର୍ଟରୁ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

କଟକ ଜିଲ୍ଲା ମାହାଙ୍ଗା ଗଣହତ୍ୟାର ପୋଷ୍ଟମର୍ଟମ ରିପୋର୍ଟ ଆସିଛି। ସମସ୍ତ ମୃତକଙ୍କର ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ସହ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବା ଏଥିରୁ ଜଣାପଡ଼ିଛି। ହତ୍ୟାକାଣ୍ଡ ବେଳେ ସମସ୍ତେ ପ୍ରତିରୋଧ କରିଥିବା ରିପୋର୍ଟରୁ ସୂଚନା ମିଳଛି। More
  • Chandan Shishu
  • 2 years ago

ଆଶିଷ ଠାକରେଙ୍କ ବିରୋଧରେ ଗିରଫ ପରୱାନା ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ

ତାଙ୍କ ନାଁରେ ଗିରଫ ପରଓ୍ୱାନା ଜାରି କରିଥିଲେ ଜାତୀୟ ଜନଜାତି କମିଶନ।  More
  • Otv Khabar Bureau
  • 2 years ago

ମେଡିକାଲ୍‌ରେ ଅବ୍ୟବସ୍ଥାର ଚିତ୍ର; ମୋବାଇଲ୍ ଲାଇଟ୍ ଓ ମହମବତୀ ଆଲୁଅରେ ପ୍ରସବ

ମେଡିକାଲ୍‌ରେ ଅବ୍ୟବସ୍ଥାର ଚିତ୍ର । ଜନନୀ ଯନ୍ତ୍ରଣା ସମୟରେ ବତି ଗୁଲ୍‌ । ଶେଷରେ ମୋବାଇଲ୍ ଲାଇଟ୍ ଓ ମହମବତୀ ଆଲୁଅରେ ହେଲା ପ୍ରସବ । More
  • Rajalaxmi Sahoo
  • 2 years ago

ଉପରକୁ ସବୁ ଚକାଚକ୍, ହେଲେ ଭିତରେ ଫମ୍ପା

ଗାଁ ପିଲାଙ୍କୁ ସ୍ମାର୍ଟ କରିବା ସହ ଆଗକୁ ବଢିବା ପାଇଁ ରାଜ୍ୟ ସରକାର ଖୋଲିଛନ୍ତି ଓଡ଼ିଶା ଆଦର୍ଶ ବିଦ୍ୟାଳୟ। ହେଲେ ଭଦ୍ରକ ଜିଲ୍ଲା ଇରମ ଆଦର୍ଶ ବିଦ୍ୟାଳୟରେ କିନ୍ତୁ କିଛି ଅଲଗା ଦୃଶ୍ୟ ଦେଖିବାକୁ ମିଳିଛି।  More
  • Rajalaxmi Sahoo
  • 2 years ago

ପୋଖରୀରେ ବୁଡ଼ି ଇସ୍ରୋ ବୈଜ୍ଞାନିକଙ୍କ ମୃତ୍ୟୁ, ଛୁଟିରେ ଗାଁକୁ ଆସିଥିଲେ

ପୋଖରୀରେ ବୁଡ଼ି ଇସ୍ରୋର ଯୁବ ବୈଜ୍ଞାନିକଙ୍କ ମୃତ୍ୟୁ। ଗତକାଲି ପୋଖରୀରେ ଗାଧୋଇବା ପାଇଁ ଯାଇ ଥିବାବେଳେ ଯୁବ ବୈଜ୍ଞାନିକ ପାଣିରେ ବୁଡ଼ି ଯାଇଥିଲେ। ଗାଁ ଲୋକେ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଭୁକ୍ତା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।  More
  • Otv Khabar Bureau
  • 2 years ago

ଏଣିକି ବଢ଼ିବ ଓମଫେଡ୍ କ୍ଷୀର ମୂଲ୍ୟ; ଏପ୍ରିଲ ୨୧ରୁ ଲାଗୁ ହେବ ନୂଆ ଦର

ବଢିବ ଓମଫେଡ୍ କ୍ଷୀର ଦର । ଏପ୍ରିଲ ୨୧ ରୁ ଓମଫେଡ କ୍ଷୀର ଲିଟର ଫିଛା ୨ ଟଙ୍କା ବୃଦ୍ଧି ପାଇବ । More
  • Otv Khabar Bureau
  • 2 years ago

ଆଜିଠୁ ମିଳିବ ମାଟ୍ରିକ ଆଡମିଟ୍ କାର୍ଡ; ୧୦ଟାରୁ ଅନଲାଇନରେ ଉପଲବ୍ଧ

ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ । ଦଶମ ଶ୍ରେଣୀ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପାଇଁ ଅନଲାଇନରେ ମିଳିବ ଆଡମିଟ୍ କାର୍ଡ । More
  • Otv Khabar Bureau
  • 2 years ago

ରାଜଧାନୀରେ ମହଙ୍ଗା ନିଶା ବିକ୍ରି ମାମଲା; ୪ ଦିନ ପାଇଁ ରିମାଣ୍ଡରେ ଗଲେ ମୁଖ୍ୟ ଅଭିଯୁକ୍ତ

ମେଗା ଇଭେଣ୍ଟକୁ ଟାର୍ଗେଟ କରି ରାଜଧାନୀରେ ମହଙ୍ଗା ନିଶା । କୋକେନ୍ ବିକ୍ରି ଯୋଜନା କରି ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ ରବି କୁମାର-ଶନି କୁମାରକୁ ରିମାଣ୍ଡରେ ନେଲା ଏସଟିଏଫ୍ । More
  • Otv Khabar Bureau
  • 2 years ago

ରାଜ୍ୟରେ ଜାରି ରହିଛି ଅଗ୍ନିବର୍ଷା; ୨୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ

ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଉପାନ୍ତରୁ ଉପକୂଳ, ଆଭ୍ୟନ୍ତରୀଣରୁ ଓ ପଶ୍ଚିମ ସବୁଠି ଅଗ୍ନିବର୍ଷା । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ରୁ ଖସୁନଥିବା ବେଳେ, ପ୍ରଥମ ଥର ପାଇଁ ଟ୍ୱିନ୍ ସିଟରେ ତାପମାତ୍ରା ୪୦ ପାର କରିଛି । More
  • Chandan Shishu
  • 2 years ago

ଯାଞ୍ଚ ହେବ ସ୍କୁଲ ପିଲାଙ୍କୁ ନେଉଥିବା ଗାଡ଼ି: STA

ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସବୁ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। More
  • Otv Khabar Bureau
  • 2 years ago

ଚାର୍ଜସିଟ ଦାଖଲ କରିପାରିଲାନି ଭିଜିଲାନ୍ସ; ତ୍ରିନାଥ ମିଶ୍ରଙ୍କୁ ମିଳିଲା ସର୍ତ୍ତପୂର୍ଣ୍ଣ ଜାମିନ

ପୂର୍ବତନ ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ମିଳିଲା ଜାମିନ । ସର୍ତ୍ତ ମୂଳକ ଜାମିନ ପ୍ରଦାନ କରିଛନ୍ତି କଟକ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ । ୬୦ ଦିନ ମଧ୍ୟରେ ଚାର୍ଜସିଟ ଦାଖଲ ନ ହେବାରୁ ଏହି ଜାମିନ ମିଳିଛି । ଫେବୃଆରୀ ୧୬ରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିଲେ ତ୍ରିନାଥ ମିଶ୍ର । More
  • Otv Khabar Bureau
  • 2 years ago

ଦିଲ୍ଲୀରେ ହିଂସାକାଣ୍ତ; ପୋଲିସଙ୍କ ଉପରକୁ ପଥର ମାଡ଼ କଲେ ମହିଳା

ରାଜଧାନୀ ଦିଲ୍ଲୀ ଜାହାଙ୍ଗିରପୁରୀରେ ସୋମବାର ପୁଣି ହିଂସା ଦେଖିବାକୁ ମିଳିଛି। ଉକ୍ତ ଅଞ୍ଚଳରେ ପୁଣି ପୋଲିସ ଉପରେ ପଥର ମାଡ଼ ହୋଇଛି। ଗତ ଶନିବାର ହନୁମାନ ଜୟନ୍ତୀ ପାଇଁ ଶୋଭାଯାତ୍ରା ବେଳେ ଧାର୍ମିକ ହିଂସା ଦେଖାଯାଇଥିଲା । More
  • Otv Khabar Bureau
  • 2 years ago

ବଦଳିଛି କି ଶ୍ରମୀନ୍ଦିର ପରିକ୍ରମା ପ୍ରକଳ୍ପର ଡିଜାଇନ୍ ?

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବଢୁଛି ବିବାଦ ସବୁଦିନ ସାମ୍ନାକୁ ଆସୁଛି ଭିନ୍ନ ଭିନ୍ନ ତଥ୍ୟ । ଏବେ ପୁଣି ଏକ ନୂଆ ଚିତ୍ର ଦେଖିବାକୁ ମିଳିଛି ନିର୍ମାଣଧୀନ ପ୍ରକଳ୍ପ ସ୍ଥଳରେ । ପଶ୍ଚିମ ଦ୍ୱାରରୁ ହଟିଛି ପ୍ରକଳ୍ପର ପୁରୁଣା ଫଳକ, ଲାଗିଛି ନୂଆ ଫଳକ । More
  • Satyendu Shekher Mishra
  • 2 years ago

ଯୁଆଡ଼େ ଚାହିଁବ ଖାଲି ଡ୍ରାଇଭର ଆଉ ଡ୍ରାଇଭର ! ରାଜଧାନୀରେ ହଲ୍ଲାବୋଲ

ଦ୍ୱିତୀୟ ଥର ପାଇଁ ରାଜଧାନୀରେ ଓଡ଼ିଶା ଡ୍ରାଇଭର ମହାସଂଘର ହଲ୍ଲାବୋଲ । ୧୧ ଦଫା ଦାବି ପୂରଣ ନେଇ ସରକାର ୩ ମାସ ସମୟ ମାଗିବା ପରେ ଧାରଣାରୁ ତ ହଟିଲେ ହେଲେ ଆସନ୍ତାକାଲି ଠାରୁ ଷ୍ଟିୟରିଂ ଛାଡ଼ ଡାକରା ଦେଇଛି ମହାସଂଘ । More