ସଂକ୍ଷେପରେ ଆଜିର ତାଜା ଖବର - Wednesday, 20 April 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

କାହିଁକି ସରକାରଙ୍କ ନଜରରେ ପଡୁନି ମହାନଦୀର ମହାବିପତ୍ତି ?

ମହାନଦୀ ହେଉଛି ଆମ ମାଆ ଓ ଜୀବନ ଧାରଣର ରାହା । ହେଲେ ଆକାଶମାର୍ଗରୁ ଉତ୍ତୋଳିତ ଚିରସ୍ରୋତା ମାଆର ଏ ବିକଳ ଚିତ୍ରକୁ ଟିକେ ନିରିଖେଇ ଦେଖନ୍ତୁ । ସୋନପୁର ଓ ବୌଦ୍ଦରେ କେମିତି ଧୀରସ୍ଥିର ଓ ଜୀର୍ଣ୍ଣଶୀର୍ଣ୍ଣ ଅବସ୍ଥାରେ ରହିଛି । More

ନୂଆ ରୂପରେ ଫେରୁଛି କି କରୋନା ? ପୁଣି ଡରାଇଲାଣି, ଦିନକରେ ୨ ହଜାର ଆକ୍ରାନ୍ତ

ଯଦି ସଂକ୍ରମଣ ବଢ଼େ, ତେବେ ଜିଲ୍ଲା ସ୍ତରରେ କଣ୍ଟିନ୍‌ଜେନ୍‌ସି ଆକ୍ସନ ପ୍ଲାନ ବା ଜରୁରୀକାଳୀନ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ ରଖିବାକୁ ମଧ୍ୟ ପରାମର୍ଶ ଦେଇଛି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ । More

ଏଥର ଅସନ୍ତୁଷ୍ଟଙ୍କୁ ମ୍ୟାନେଜ୍‌ କରିପାରିବ ତ ବିଜେଡି ? ଦଳରେ ବାହାରିଆ ନେତାଙ୍କ ଦବଦବା

ଖୁବ୍‌ଶୀଘ୍ର ହୋଇପାରେ ବିଜେଡିରେ ନବକଳେବର । ମନ୍ତ୍ରିମଣ୍ଡଳ ସହ ବଦଳିବ ବିଜେଡିର ସାଙ୍ଗଠନିକ ଢାଞ୍ଚା । ଟାର୍ଗେଟରେ ୨୦୨୪ ସାଧାରଣ ନିର୍ବାଚନ । ଏହାକୁ ନେଇ ଚାଲିଛି ଅଙ୍କକଷା । More

କଟକରେ ବଧୂ ହତ୍ୟା ! ବିବାହର ୭ ବର୍ଷ ପରେ ଶାଶୁ - ଦିଅର ଦେଉଥିଲେ ଯୌତୁକ ନିର୍ଯାତନା

କଟକ ସଦର ଥାନା ଅଞ୍ଚଳରୁ ଆସିଛି ବଧୂ ହତ୍ୟା ଅଭିଯୋଗ । ଯୌତୁକ ପାଇଁ ଜଣେ ବଧୂଙ୍କ ଜୀବନ ଯାଇଛି । କଟକ ସଦର ଥାନା ଅନ୍ତର୍ଗତ ପ୍ରତାପ ନଗରୀ ଅଞ୍ଚଳରେ ଏଭଳି ଘଟଣା ଘଟିଥିବା ଅଭିଯୋଗରେ ଦର୍ଶାଯାଇଛି । More

ପୋଲିସ ଉପରୁ ଚାପ ହଟିଲା ନା ହାଇକୋର୍ଟଙ୍କ ଛାଟ ବାଜିଲା ? ଅଢ଼େଇ ମାସ ପରେ ରୁଜୁ କଲା ମାମଲା

ଜାନୁଆରି ୩୧ରେ ମଡେଲ ସୌମ୍ୟରଂଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା । ଏପ୍ରିଲ ୧୯ ତାରିଖରେ ହେଲା ଏଫ୍ଆଇଆର୍ । ଏତଲା ପାଇଁ କମିଶନରେଟ ପୋଲିସକୁ ଲାଗି ଗଲା ୨ ମାସ ୧୯ ଦିନ । More

ନବଙ୍କ ଘରୁ ମୃତଦେହ ଉଦ୍ଧାର ଘଟଣା, ବଢ଼ୁଛି ସନ୍ଦେହ ! ତରବରିଆ ଭାବେ କାହିଁକି କରାଗଲା ବ୍ୟବଚ୍ଛେଦ ?

ରୋଷେୟା ମୃତ୍ୟୁକୁ ୪ ଦିନ ବିତିଯାଇଥିଲେ ବି ସମସ୍ତେ ନୀରବ ରହୁଥିବାରୁ ଘଟଣା ଆହୁରି ରହସ୍ୟମୟ ଲାଗୁଛି । More

ତାପମାତ୍ରାରେ ରେକର୍ଡ କଲା ସୋନପୁର, ସବୁଠୁ ଉତପ୍ତ ସହର

ଏବର୍ଷ ରାଜ୍ୟରେ ସର୍ବାଧିକ ତାପମାତ୍ରାରେ ସୋନପୁରର ରେକର୍ଡ ।  More

ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ! ୧୦ ଦିନ ଭିତରେ ସବୁ ଜେଲ୍ ପାଇଖାନା ହେବ ସୁବ୍ୟବସ୍ଥିତ

୩୦ ତାରିଖ ଭିତରେ ଏନେଇ ରିପୋର୍ଟ କରିବେ ଜିଲ୍ଲା ଆଇନସେବା ଅଧିକାରୀ । More

'ପ୍ରଶାନ୍ତ କିଶୋରଙ୍କ ମାର୍ଗ ଦର୍ଶନରେ କଂଗ୍ରେସ ଆଗକୁ ଯାଇପାରିବ'

ସଭିଏଁ ଏକାଠି ହୋଇ ଲଢ଼ିଲେ ଦଳ ୨୦୨୪ରେ ନିଶ୍ଚିତ ଭାବେ ସରକାର ଗଠନ କରିବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ବିଧାୟକ ସନ୍ତୋଷ ସିଂହ ସାଲୁଜା । କଂଗ୍ରେସ ପାଇଁ ଖୁସିର କଥା ପ୍ରଶାନ୍ତ କିଶୋର ଓଡ଼ିଶାକୁ ଗୁରୁତ୍ୱ ଦେଇଛନ୍ତି । More

କମିଶନରେଟ ପୋଲିସରେ ବଡ଼ ଧରଣର ଅଦଳବଦଳ

କଟକ ଡିଆଇବି ଏସିପି ଥିବା ସତ୍ୟରଂଜନ ମଲ୍ଲିକଙ୍କୁ IUCAWକୁ ବଦଳି କରାଯାଇଥିବା ବେଳେ ଇନ୍ସପେକ୍ଟର କୃଷ୍ଣପ୍ରସାଦ ଦାସଙ୍କୁ କଟକ ଡିଆଇବିକୁ ବଦଳି କରାଯାଇଛି । More

ଭୁବନେଶ୍ୱରରୁ ଗିରଫ ୨ କୋକେନ୍‌ ମାଫିଆଙ୍କର ସ୍ୱିଜରଲ୍ୟାଣ୍ଡ-ଚୀନ୍‌-ଫ୍ରାନ୍ସ-ଆମେରିକା-ଥାଇଲାଣ୍ଡ ସହ ଲିଙ୍କ

୬ଟି ଦେଶର ମାଫିଆଙ୍କ ସହ ଲିଙ୍କ୍ ଥିବା ଜଣାପଡ଼ିଛି ବୋଲି କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି । ସ୍ୱିଜରଲ୍ୟାଣ୍ଡ, ଚାଇନା, ଫ୍ରାନ୍ସ, ଆମେରିକା, ଥାଇଲାଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ଭଳି ଦେଶ ସହ ଏହି ଦୁଇ ଗିରଫ ମାଫିଆଙ୍କ ସମ୍ପର୍କ ରହିଛି । More

ଘରୋଇ ସ୍କୁଲ୍‌ରେ ପଢ଼ାଯାଉନି ଏନ୍‌ସିଆରଟି ବହି !

ପ୍ରାଇଭେଟ ସ୍କୁଲ୍‌ ଆଉ ନିଜ ପବ୍ଳିକେସନ୍‌ ବହି ପଢାଉଥିବା ଅଭିଯୋଗ କରିଛି ଅଭିଭାବକ ମହାସଂଘ । ଏନେଇ ବାରମ୍ବାର ଅଭିଯୋଗ ପରେ ବି ବ୍ଲକ ଶିକ୍ଷାଧିକାରୀ ଶୁଣୁନଥିବା ଅଭିଯୋଗ ହୋଇଛି । More

ବୟସ୍କଙ୍କ ମୁହଁରେ ହସ ଫୁଟାଇଲେ ଗାଁଲୋକ : ପୂଜି କରିବା ସହ ଆଶୀର୍ବାଦ ମାଗିଲେ

ଧାଡ଼ି ଧାଡି ହୋଇ ବସିଛନ୍ତି ବୟସ୍କ। ଏମାନଙ୍କ ପାଦ ଧୁଆ ଚାଲିଛି। କିଏ ଚନ୍ଦନ ମାରି ବନ୍ଦାପନା କରୁଛି ତ, ଆଉ କିଏ ନୂଆବସ୍ତ୍ର ଦେଇ ଆଶୀର୍ବାଦ ଭିକ୍ଷା କରୁଛନ୍ତି। More

ବଢ଼ିଲା ମନ୍ତ୍ରୀ ନବ ଦାସଙ୍କ ଅଡ଼ୁଆ, ଚପିଲାନି ମାମଲା ! ଘରୁ ମୃତଦେହ ଉଦ୍ଧାର ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି

ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝାରସୁଗୁଡ଼ା ବାସଭଭନରେ କାର୍ଯ୍ୟରତ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଏବେ ରାଜନୀତି ଉଷ୍ମ ହେବାରେ ଲାଗିଛି । More

ପୋଲିସ ହେପାଜତରେ ମୃତ୍ୟୁ ଘଟଣା, ମାମଲା ରୁଜୁ କଲେ OHRC

ପୋଷ୍ଟମର୍ଟମ ରିପୋର୍ଟ, ପାରିପାର୍ଶ୍ୱିକ ସ୍ଥିତି, ବୟାନ ଏବଂ ଅନ୍ୟାନ୍ୟ ତଥ୍ୟ ଆଧାରରେ ଏହି ତଦନ୍ତ ଚାଲିଛି । ପ୍ରଦୀପଙ୍କ ମୃତ୍ୟୁକୁ ନେଇ ପୋଲିସ୍‌କୁ ଦାୟୀ କରିଛନ୍ତି ପରିବାରଲୋକେ । More

ପ୍ରଥମ ଦିନରୁ ବଡ଼ ମାଛ ! ଗୋଟିଏ ସ୍କୁଲ ବସ୍‌କୁ ୪ ଲକ୍ଷ ଟଙ୍କା ଜରିମାନା

ସେମିଳିଗୁଡ଼ାର ଏକ ଇଂଲିଶ ମିଡିୟମ ସ୍କୁଲ ବସକୁ ୪ ଲକ୍ଷ ଟଙ୍କା ଫାଇନ୍ କରାଯାଇଛି । ଟ୍ୟାକ୍ସ ପାଇଁ ୩.୮୦ ଲକ୍ଷ ଓ ଫିଟନେସ୍ ପାଇଁ ୨୧ ହଜାର ୫୦୦ ଜରିମାନା କରାଯାଇଛି । More

ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ତାରିଣୀ ମନ୍ଦିର ଭାଙ୍ଗିଲା ବିଏମସି

ସ୍ମାର୍ଟସିଟି କର୍ପୋରେସନ ଓ ବିଏମସି ପକ୍ଷରୁ ମିଳିତ ଭାବରେ ତାରିଣୀ ମନ୍ଦିର ଭଙ୍ଗାଯାଇଛି More

ମୋହନାରେ ଯୁବକଙ୍କୁ ହତ୍ୟା ମାମଲାରେ ଖୁଲାସା: ଗଞ୍ଜେଇ କିଣିବାକୁ ନେଇ ହୋଇଥିଲା ମର୍ଡର

ଅନ୍ୟ ଅଭିଯୁକ୍ତଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି କହିଲେ ଗଜପତି ଏସ୍‌ପି More

ସନ୍ଦେହଜନକ ଅବସ୍ଥାରେ କଲ୍ୟାଣସିଂହପୁର ଡେପୁଟି ରେଞ୍ଜରଙ୍କ ମୃତଦେହ ଉଦ୍ଧାର

ସରକାରୀ ବାସଭବନରୁ ମିଳିଛି କଲ୍ୟାଣସିଂହପୁର ଡେପୁଟି ରେଞ୍ଜରଙ୍କ ମୃତଦେହ। ତାଙ୍କ ନାମ ବ୍ରଜମୋହନ ଭୋଇ More

ରାଜଧାନୀରେ ଡ୍ରାଇଭରଙ୍କ ଆନ୍ଦୋଳନ ଓ ଆତଙ୍କରାଜ ପ୍ରସଙ୍ଗ : ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଲେଖାଶ୍ରୀ

ଗୁଇନ୍ଦା ବିଭାଗ ୧୬ ତାରିଖରେ ଏସମ୍ପର୍କରେ ପୋଲିସକୁ ଅବଗତ କରିଥିଲେ । ହେଲେ ତାସତ୍ତ୍ୱେ କିପରି ଏତେ ସଂଖ୍ୟକ ଡ୍ରାଇଭର କିପରି ରାଜଧାନୀରେ ପ୍ରବେଶ କଲେ ? More

ଗାୟିକା ସୋନାଲି ନନ୍ଦଙ୍କ ନାଁରେ ମାମଲା ରୁଜୁ

ହାଇକୋର୍ଟରେ ପରିବାରଲୋକେ ଦ୍ୱାରସ୍ଥ ହୋଇଥିଲେ। More

ଯାଇନି ମହାମାରୀ, ସତର୍କ ରୁହ : ସତର୍କ କରାଇଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

କରୋନା ସଂକ୍ରମଣ ପୁଣି ବଢ଼ୁଥିବାରୁ ଆଗୁଆ ସତର୍କ କରାଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । More

ଶ୍ରୀମନ୍ଦିର ଐତିହ୍ୟ କରିଡରରେ ନିର୍ମାଣ ହେବ ଆଉ ଏକ ପ୍ରାଚୀର? 

ଉତ୍କଳୀୟ କାରୁକାର୍ଯ୍ୟର ଝଲକ ଏହି ବ୍ୟାରିକେଡ୍‌ରେ ଦେଖିବାକୁ ମିଳିବ। More

ମାଟିତଳେ ବିଡ଼ା ବିଡ଼ା ଟଙ୍କା !

ମାଟି ତଳୁ ଜବତ ହେଲା ବିଡ଼ାବିଡ଼ା ଟଙ୍କା । ଲକ୍ଷେ କି ଦୁଇ ଲକ୍ଷ ନୁହେଁ ୩୨ ଲକ୍ଷ ଟଙ୍କାକୁ ଜବତ କଲା ପୋଲିସ୍ । ଦେବଗଡ଼ରୁ ମିଳିଛି ୩୨ ଲକ୍ଷ ଟଙ୍କା । More

ବଂଶଧାରା ଜଳବିବାଦ ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ବଂଶଧାରା ଜଳବିବାଦ ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି । ଟ୍ରିବୁ୍ୟନାଲର ରାୟକୁ ବିରୋଧ କରି ଓଡିଶା ପକ୍ଷରୁ ଦାଖଲ ହୋଇଛି ତିନିଟି ସ୍ପେଶାଲ ଲିଭ୍ ପିଟିସନ୍ । ସୁପ୍ରିମକୋଟଙ୍କ ତିନିଜଣିଆ ଖଣ୍ଡପୀଠଦ୍ୱାରା ହେବ ଶୁଣାଣି ... More

ଭାରି ଯାନବାହନର ଫିଟ୍‌ନେସ ଅବଧିକୁ ନେଇ ବଡ଼ ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ସଡ଼କ ସୁରକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ନିୟମ ସଂଶୋଧନ କରୁଛନ୍ତି। More

କବାଡ଼ିବାଲାଙ୍କୁ ବିକ୍ରି ହେଉଛି ଛାତ୍ରଛାତ୍ରୀଙ୍କ ପାଇଁ ଆସିଥିବା ବହି !

ଛାତ୍ରଛାତ୍ରୀଙ୍କୁ ବାଣ୍ଟିବା ପାଇଁ ଆସିଥିବା ବହି କବାଡ଼ିବାଲାଙ୍କୁ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି । ଘଟଣାକୁ ନେଇ ଗାଁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । More

କେମିତି ହେବ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା? ବନ ବିଭାଗ ପାଖରେ ନାହିଁ ଅତ୍ୟାଧୁନିକ ବୋଟ୍

ସରିବାକୁ ବସିଛି କଇଁଛମାନଙ୍କ ଅଣ୍ଡାଦାନ ପ୍ରକିୟା । ଅଲିଭ ରିଡଲେଙ୍କ ଏନ୍ତୁଡିଶାଳ କୁହାଯାଉଥିବା ଗହିରମଥା ସାମୁଦ୍ରିକ ଅଭୟାରଣ୍ୟରେ ଚଳିତ ବର୍ଷ ଅଣ୍ଡାଦାନ ପ୍ରକିୟା ବିଳମ୍ବ ହୋଇଥିବା ସତ୍ତ୍ୱେ ମାର୍ଚ୍ଚ ୨୫ରୁ ଏବେ ଯାଏ  ୫ ଲକ୍ଷରୁ ଅଧିକ କଇଁଛ ଅଣ୍ଡା ଦେଇ ରେର୍କଡ କରିଥିବା ବନ ବିଭାଗ କହୁଛି ।ତେବେ କେମିତି ହେବ ଅଲିଭ୍ ରିଡ୍‌ଲେ କଇଁଛଙ୍କ ସୁରକ୍ଷା । ପାଟ୍ରୋଲିଂ ପାଇଁ ବନ ବିଭାଗ ପାଖରେ ଅତ୍ୟାଧୁନିକ ବୋଟ୍ ନଥିବା ବେଳେ ବିଗତ ଦିନର ବିଫଳତାକୁ ନେଇ ବି ପ୍ରଶ୍ନ ଉଠାଇଛନ୍ତି ପରିବେଶବିତ୍ । More

ଆଜିଠୁ କଡ଼ାକଡ଼ି ଯାଞ୍ଚ ହେବ ସ୍କୁଲ୍ ପିଲାଙ୍କୁ ନେଉଥିବା ବସ୍ ଓ ଅନ୍ୟାନ୍ୟ ଲାଇଟ୍ ଭେଇକିଲ୍

ଆଜିଠୁ ପୁଣି ଧରପଗଡ଼ । ସ୍କୁଲ ପିଲାଙ୍କୁ ପରିବହନ କରୁଥିବା ବସ୍ ଓ ଅନ୍ୟ ହାଲୁକା ଯାନ ଚେକିଂ ଅଭିଯାନ କଡ଼ାକଡ଼ି ହେବ । More

ପାଣିପାଗ ବିଭାଗର ସତର୍କ ସୂଚନା; ଆଜିଠୁ ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା

ଆଜିଠୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଭିନ୍ନ ଭିନ୍ନ ସ୍ଥାନରେ ତାଣ୍ଡବ ରଚିପାରେ କାଳବୈଶାଖୀ । More

ଭେଜାଲ ସାମଗ୍ରୀର ହବ୍‌ ପାଲଟିଲାଣି କି କଟକ ?

ନାମୀ ଦାମୀ ପ୍ରତିଷ୍ଠିତ କମ୍ପାନିର ଲେବଲ୍, ପ୍ୟାକେଜିଂକୁ ନକଲ କରି ସେଥିରେ ନକଲି ଓ ନିମ୍ନମାନର ଡିଟରଜେଣ୍ଟ ପାଉଡର ଭର୍ତ୍ତି କରି ବିକ୍ରି କରାଯାଉଥିଲା । ଏଥିରେ କପଡ଼ା ଠିକ୍‌ରେ ସଫା ତ ହେବ ନାହିଁ, ବରଂ ଖରାପ ହେବ । ଏପରିକି ସ୍ୱାସ୍ଥ୍ୟ ଉପରେ ବି କୁପ୍ରଭାବ ପଡ଼ିବାର ଆଶଙ୍କା ଅଛି । More

ଭିଜିଲାନ୍ସ ରେଡ୍‌ ଏକ ଭେଳିକି ! ଢିଲା ତଦନ୍ତ ପାଇଁ ଖସି ଯାଉଛନ୍ତି ବଡ଼ ବଡ଼ ମାଛ

ଚାର୍ଜସିଟ୍ ଦାଖଲରେ ବିଳମ୍ବରୁ ଜାମିନରେ ଖସି ଯାଉଥିବା ଏଭଳି ଅଫିସରଙ୍କ ତାଲିକା ଆହୁରି ଲମ୍ବା ଆଶ୍ଚର୍ଯ୍ୟର କଥା ହେଉଛି, ଭିଜିଲାନ୍ସ ଜାଲରେ ଫସିବା ଏବଂ ଅଚଳାଚଳ ସମ୍ପତ୍ତିର ତଥ୍ୟ ମିଳିବା ପରେ ଏଭଳି ବହୁ ଦୁର୍ନୀତିଖୋର ଅଧିକାରୀଙ୍କୁ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିରେ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । More

ଦେଶରେ ଦ୍ରୁତ ଗତିରେ ବଢ଼ୁଛି ସଂକ୍ରମଣ, ହେଲେ ଓଡ଼ିଶାରେ ସ୍ଥିତି ନିୟନ୍ତ୍ରଣ

ଦେଶରେ କରୋନା ଗ୍ରାଫ୍ର ଟେନସନ୍ ଭିତରେ ରାଜ୍ୟରେ କିନ୍ତୁ ସଂକ୍ରମଣ ନିୟନ୍ତ୍ରଣରେ ଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ତାସହ ମାସ୍କ ପିନ୍ଧିବାକୁ ସମସ୍ତଙ୍କୁ ଅପିଲ୍ କରିଛନ୍ତି । ଯେହେତୁ ଡବ୍ଲୁଏଚ୍‌ଓ କହିଛି ଯେ, ଏବେ କରୋନାର ସିଭିଅରିଟି ନାହିଁ ଓ ଏହାକୁ ଚତୁର୍ଥ ଲହର କହିହେବ ନାହିଁ । More

ଓଡ଼ିଶା କଂଗ୍ରେସକୁ ସୁଧାରିବେ ଷ୍ଟ୍ରାଟେଜୀ ମେକର ପ୍ରଶାନ୍ତ କିଶୋର, ସୋନିଆଙ୍କୁ ଦେଲେ ନୂଆ ଗେମ୍‌ ପ୍ଲାନ୍‌

ନିକଟରେ ରାଜ୍ୟରେ ଶେଷ ହୋଇଥିବା ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳ ଦକ୍ଷିଣ ଓଡିଶାରେ ଭଲ ପ୍ରଦର୍ଶନ କରିଛି । ହେଲେ ପଶ୍ଚିମ କି ଉପକୂଳରେ ଦଳର ପ୍ରଦର୍ଶନ ଏତେ ଭଲ ନାହିଁ । More

ଡ୍ରାଇଭର ସଂଘର ଆନ୍ଦୋଳନ ସରକାରୀ ପ୍ରାୟୋଜିତ ! ସଂଘରେ ନଥିଲା ଏକତା

ଗୁଇନ୍ଦା ସୂଚନା ସତ୍ତ୍ୱେ କାହିଁକି ସ୍ଥିତି ନିୟନ୍ତ୍ରଣରେ ଫେଲ ମାରିଲା ପୋଲିସ ? ଗତ ୧୬ ତାରିଖରେ ଗୁଇନ୍ଦା ବିଭାଗ ସେପ୍ସାଲ ବ୍ରାଂଚ ଏନେଇ ଚିଠି ଲେଖି ସରକାରଙ୍କୁ ଅବଗତ କରିଥିଲା । More