ସଂକ୍ଷେପରେ ଆଜିର ତାଜା ଖବର - Friday, 29 April 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଫୁଟିଲା ଗୁଳି, ଗଢ଼ିଲା ମୁଣ୍ତ

ପୂର୍ବ ଶତ୍ରୁତାକୁ ନେଇ ବିଚ୍ ରାସ୍ତାରେ ପୁଣି ଫୁଟିଲା ଗୁଳି । More

ସାରା ଦେଶରେ ବିଜୁଳି ଉତ୍କଟ ସମସ୍ୟା; ପ୍ୟାସେଞ୍ଜର୍‌ ଟ୍ରେନ୍‌ ବଦଳରେ ଗଢ଼ିବ ମାଲଗାଡ଼ି

ଦେଶର ୭୦ ପ୍ରତିଶତ ବିଜୁଳି କୋଇଲା ଉପରେ ନିର୍ଭରଶୀଳ । ତେବେ କୋଇଲା ସଙ୍କଟର ତୁରନ୍ତ ସମାଧାନ ନ ହେଲେ, ଆଗକୁ ଯାତ୍ରୀବାହୀ ଟ୍ରେନ୍ ଚଳାଚଳରେ ଅନେକ ବାଧା ଉପୁଜିପାରେ । More

ପୂର୍ବତନ IFS ଅଭୟକାନ୍ତ ପାଠକଙ୍କ ସଂପତ୍ତି ଆଟାଚ୍ କଲା ଇଡି

IFS ଅଭୟକାନ୍ତ ପାଠକଙ୍କ ସଂପତ୍ତି ଆଟାଚ୍ କରାଯାଇଛି । More

NGTରେ ହାଜର ହେଲେ କେନ୍ଦୁଝର ଜିଲ୍ଲାପାଳ

ଘସିପୁରା ତହସିଲ ମଦନପୁର ଗାଁରେ କାଜୁ ଜଙ୍ଗଲରୁ ମାଙ୍କଡା ପଥର ଖୋଳିବା ମାମଲାରେ ଆଜି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ କୋଲକାତା ବେଞ୍ଚରେ ହାଜର ହୋଇଛନ୍ତି କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ More

SCB ଓପିଡି ପାଇଁ ଅନଲାଇନ୍‌ ବୁକିଂ

ଏଣିକି SCB ଓପିଡିରେ ଲାଗୁ ହେବ ଅନଲାଇନ୍ ସ୍ଲଟ୍ ବୁକିଂ ବ୍ୟବସ୍ଥା । ଆସନ୍ତା ୯ ତାରିଖରୁ ଏହି ଅନଲାଇନ୍ ବୁକିଂ ବ୍ୟବସ୍ଥା ଆରମ୍ଭ କରାଯିବ । More

କର୍କଟ ରୋଗୀଙ୍କ ପ୍ରତି ପ୍ରାଶାସନିକ ସମ୍ବେଦନହୀନତା : ଡହ ଖରାରେ ସିଝୁଛନ୍ତି ଶହ ଶହ ଲୋକ

କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ଆଗରେ ଏବେ ବି ଡହ ଖରାରେ ସିଝୁଛନ୍ତି ଶହ ଶହ ରୋଗୀ: ସବୁ ଦେଖି ଯେମିତି ଚାହିଁ ଜଳକା ସାଜିଛନ୍ତି କର୍ତ୍ତୃପକ୍ଷ । ସରକାରୀ କଳର ବଧିରପଣକୁ ନେଇ ପ୍ରଶ୍ନ More

ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ଓଡ଼ିଶା; ବୌଦ୍ଧରେ ତାପମାତ୍ରା ୪୫ ଡିଗ୍ରୀ

ରାଜ୍ୟରେ କ୍ରମାଗତ ଗ୍ରୀଷ୍ମପ୍ରବାହ ଓ ତତଲା ହାୱା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆଜି ବି କ୍ରମାଗତ ଦ୍ୱିତୀୟ ଦିନ ପାଇଁ ବୌଦ୍ଧରେ ତାପମାତ୍ରା ସର୍ବାଧିକ ୪୫ ଡିଗ୍ରୀ ରେକର୍ଡ କରାଯାଇଛି ଓ ସମଗ୍ର ରାଜ୍ୟରେ ବୌଦ୍ଧ ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି । More

ମୃତ୍ୟୁ ଏମିତି ବି ଆସେ !! ବାପାଙ୍କ ମୃତ୍ୟୁ ଖବର ଶୁଣି ବଡ଼ ପୁଅର ଜୀବନ ଗଲା

ସତରେ ମୃତ୍ୟୁ କେତେବେଳେ ଆସିବ କିଏ କହିପାରିବ? ବାପାର ମୃତ୍ୟୁ ଖବର ଶୁଣି ବଡ଼ ପୁଅର ଜୀବନ ଚାଲିଯିବ ବୋଲି କେହି କେବେ ଚିନ୍ତା କରିନଥିବେ, ହେଲେ ଏହା ବାସ୍ତବ ରୂପ ନେଇଛି। ବାପାଙ୍କର ବିୟୋଗର ପୁଅ ପିଣ୍ଡରୁ ଚାଲିଯାଇଛି ପ୍ରାଣ..ଶୋକାକୂଳ ପରିବେଶରେ ପୂରା ପରିବାର। More

ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୨ ମୃତ, ୫ ଆହତ

ମାଲକାନଗିରି କାଲିମେଳା ନିକଟରେ ପିକ୍ଅପ୍ ଭ୍ୟାନ୍ ଓଲଟି ୨ ଜଣଙ୍କ ମୃତ୍ୟୁ ହେବା ସହ ୫ ଗୁରୁତର । More

ନୂଆ ନୁହେଁ ଜାତୀୟ ଭାଷାକୁ ନେଇ ବିବାଦ : ହିନ୍ଦୀକୁ ନେଇ ପୂର୍ବରୁ ଅନେକ ଥର ଉଠିଛି ଝଡ଼

 ଖାଲି ସୁଦୀପ୍ ବନାମ୍ ଅଜୟ ଦେବଗନ୍ କାହିଁକି? ବହୁ ପୂର୍ବରୁ ଅନେକ ଥର ଉଠିଛି ଜାତୀୟ ଭାଷା ଝଡ଼ ।  ହିନ୍ଦୀ ଜାତୀୟ ଭାଷା କି ନୁହେଁ, ତାକୁ ନେଇ ମୁହାଁମୁହିଁ ହୋଇଛନ୍ତି ବହୁ ବଡ଼ ବଡ଼ ହସ୍ତି  । କିଛି ସପ୍ତାହ ତଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପ୍ରସ୍ତାବ ରଖିଥିଲେ ଯେ, ବିଭିନ୍ନ ରାଜ୍ୟର ଲୋକମାନେ ପରସ୍ପର ସହ ଇଂରାଜୀରେ ନୁହେଁ ବରଂ ହିନ୍ଦୀରେ କଥାବାର୍ତ୍ତା କରିବା ଉଚି More

ପଶୁପକ୍ଷୀଙ୍କ ପ୍ରେମରେ ଅନ୍ଧ : ନୀରିହଙ୍କ ମନକଥା ବୁଝି ଖାଇବାକୁ ଓ ପିଇବାକୁ ଦିଅନ୍ତି ହିମାଂଶୁ

ଏମିତି ଜଣେ ଯୁବକ, ଯିଏ ପଶୁପକ୍ଷୀଙ୍କ ପ୍ରେମରେ ଅନ୍ଧ। ଯାହାଙ୍କ ଅନାବିଳ ଭଲ ପାଇବା ଆଗରେ ସବୁ କିଛିକୁ ପଛରେ ପକାଇ ଦେଇଛି। ଚାକିରି ଜୀବନରୁ ଅବସର ସମୟ କାଢି ଟଙ୍କା ଖର୍ଚ୍ଚ କରି ପଶୁପକ୍ଷୀଙ୍କ ସେବା କରି ଚାଲିଛନ୍ତି। ଭେଟନ୍ତୁ, ଢେଙ୍କାନାଳର ପଶୁପକ୍ଷୀ ପ୍ରେମୀ ହିମାଂଶୁ ବାରିକଙ୍କୁ... More

ସୌମ୍ୟଙ୍କ ସୋଲାର୍ ସାଇକେଲ୍ : ଘଣ୍ଟା ପ୍ରତି ୩୫ କିଲୋମିଟର ବେଗରେ ଦୌଡୁଛି

ପୁରୁଣା ସାଇକେଲକୁ ଦିଆଯାଇଛି ନୂଆ ରୂପ। ଆଉ ଏଥିରେ ଖଞ୍ଜା ଯାଇଛି ସୌର ଶକ୍ତି ଦ୍ୱାରା ଚାର୍ଜ ହେଉଥିବା ବ୍ୟାଟେରୀ। ବିନା ଇନ୍ଧନରେ ସାଇକେଲ ଗଡ଼ିବା ସହ ବାଇକର ବିକଳ୍ପ ହୋଇପାରିଛି। ଏହି ସୋଲାର ସାଇକେଲ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦ୍ରାପଡ଼ାର ସୌମ୍ୟ ରଞ୍ଜନ ପଲାଇ... More

ବଦଳିଲେ କଟକ ଓ ଭୁବନେଶ୍ୱର ଡିସିପି : ଗୁଇନ୍ଦା ନିର୍ଦ୍ଦେଶକ ହେଲେ ସଞ୍ଜୀବ କୁମାର ପଣ୍ଡା

IPS ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । More

ଛୁଟି ନମିଳିବାରୁ ଘୁଞ୍ଚିଲା ଯବାନଙ୍କ ବାହାଘର

ପରିବାର ଲୋକଙ୍କ ମନରେ ତିଳେ ବି ଦୁଃଖ ନାହିଁ More

ପ୍ରେମରେ ଅନ୍ଧ ହୋଇଗଲେ, ବୟଫ୍ରେଣ୍ଡ୍‌ ଆକାଉଣ୍ଟକୁ ୯୭ ଲକ୍ଷ ଟଙ୍କା ପଠାଇ ବନ୍ଧା ହେଲେ ପ୍ରେମିକା

ମହଙ୍ଗା ପଡ଼ିଲା ପ୍ରେମ। ଭଲ ପାଇବାରେ ଏତେ ଅନ୍ଧ ହୋଇଯାଇଥିଲେ ଯେ ଅନ୍ୟମାନଙ୍କ ଟଙ୍କାକୁ ହଡ଼ପ କରିବାକୁ ମଧ୍ୟ ପଛାଇଲେ ନାହିଁ। ଆଉ ହଡ଼ପ ଟଙ୍କାକୁ ବୟଫ୍ରେଣ୍ଡ୍‌ ଆକାଉଣ୍ଟକୁ ପଠାଉଥିଲେ ପ୍ରେମିକା।  More

ଆସୁଛି ଲଘୁଚାପ ! କାଲି ରାତିରୁ ବର୍ଷା ସମ୍ଭାବନା

ତାତିରୁ ମିଳିବ ନିସ୍ତାର, ଦାନା ବାନ୍ଧୁଛି ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। More

ଆମ ପରିଚୟ ସ୍ୱନକ୍ଷତ୍ର ଉତ୍ସବ: ଶ୍ରୀଜଗନ୍ନାଥ ହିଁ ଓଡ଼ିଶାର ପରିଚୟ

ଉତ୍କଳର ପରିଚୟ ଓ ଶ୍ରୀଜଗନ୍ନାଥଙ୍କ ମହିମା ଉପରେ ଆଲୋଚନା କରାଯାଇଥିଲା। More

ଆଜିଠୁ ସାଧାରଣ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର

ଆଜିଠୁ ସାଧାରଣ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର। ଆଜିଠାରୁ ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ ମଧ୍ୟ ଶ୍ରୀମନ୍ଦିରରେ ପ୍ରବେଶର ସୁଯୋଗ ପାଇଛନ୍ତି ଭକ୍ତ। More

୭୦ ବର୍ଷରେ ମାଟ୍ରିକ ପରୀକ୍ଷା ଦେଲେ ଫୁଲବାଣୀ ବିଧାୟକ

୭୦ ବର୍ଷ ବୟସରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର। ଛାତ୍ରଛାତ୍ରୀଙ୍କ ଗହଣରେ ବସି ବିଧାୟକ ପରୀକ୍ଷା ଦେଇଥିବା ଦେଖିବାକୁ ମିଳିଛି।  More

ରାଜଧାନୀ ଭୁବନେଶ୍ୱରରେ ମିଳିବ ମାଗଣା ୱାଇଫାଇ

ରାଜଧାନୀର ଯୁବକ ଯୁବତୀ, ଛାତ୍ରଛାତ୍ରୀ ଓ ବିଶେଷ କରି ଗରିବ ଲୋକମାନେ ଉପକୃତ ହେବେ। More

ଭୁବନେଶ୍ୱରରେ ମିଳିବ ମାଗଣା ୱାଇପାଇ

ରାଜଧାନୀର ଯୁବକ ଯୁବତୀ, ଛାତ୍ରଛାତ୍ରୀ ଓ ବିଶେଷ କରି ଗରିବ ଲୋକମାନେ ଉପକୃତ ହେବେ। More

ହାତଗୋଡ଼ ବାନ୍ଧି ପାଣିକୁ ଫିଙ୍ଗି ଦେଲେ, ମୃତଦେହ ମିଳିବା ପରେ ଜଣାପଡ଼ିଲା...

ହାତଗୋଡ଼ ବନ୍ଧା ଅବସ୍ଥାରେ ପାଣିରୁ ମୃତଦେହ ମିଳିବା ପରେ ସନ୍ଦେହ ଘେରରେ ଯୁବକଙ୍କ ମୃତ୍ୟୁ। ଯୁବକଙ୍କୁ କେହି ହତ୍ୟା କରି ଏମିତି ଅବସ୍ଥାରେ ପାଣିରେ ଫିଙ୍ଗି ଦେଇଛନ୍ତି ନା ଘଟଣା ପଛରେ ଆଉ କିଛି କାରଣ ରହିଛି ତାହା ଜଣାପଡ଼ିନି। More

ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଛୋଟ କଥାକୁ ନେଇ କଳହ ହେବ, ପ୍ରତିକାର ପାଇଁ କଣ କରିବେ

ଆଜି ଦିନର ମହତ୍ତ୍ୱ କଣ ରହିଛି, ଆସନ୍ତୁ  ଜାଣିବା More

ପାଣିପାଗ ବିଭାଗର ୱାର୍ଣ୍ଣିଂ- ଆଜି ଘରୁ ବାହାରିବା ପୂର୍ବରୁ ଏହି ଜିଲ୍ଲାବାସୀ ସତର୍କ ରୁହନ୍ତୁ

 ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଜଣାପଡ଼ିଛି। ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୫ ଡିଗ୍ରୀ ଯାଏ ଅଧିକ ତାତି ରହିପାରେ।  More

ଆଜିଠୁ ମାଟ୍ରିକ ପରୀକ୍ଷା: କପି ରୋକିବାକୁ ୬୫ଟି ଫ୍ଲାଇଂ ସ୍କ୍ୱାଡ୍‌, ପରୀକ୍ଷା କେନ୍ଦ୍ରରେ ମୋବାଇଲ୍‌ ବାରଣ

ରାଜ୍ୟରେ ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଛି। ୩ ହଜାର ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। More

କି ପାପ କରିଥିଲା ନିଷ୍ପାପ ଶିଶୁ; ବାପା ମାଆ ଚାଲି ଗଲେ, ସାଙ୍ଗରେ ପିଲାଟାକୁ ବି ନେଇଗଲେ

ଭୁବନେଶ୍ୱର ଚିନ୍ତାମଣିଶ୍ୱରରେ ରହୁଥିବା ଏକ ଭଡ଼ାଘରୁ ବାପା, ମା ଓ ଝିଅର ମୃତଦେହ ମିଳିଛି । ବୁଧବାର ରାତି ପ୍ରାୟ ୧୦ଟାବେଳେ ଜଣାପଡ଼ିଥିଲା କି ଏମାନେ ବନ୍ଦ କୋଠରୀରେ ଆତ୍ମହତ୍ୟା କରିଛନ୍ତି । More

କୋଭିଡ୍‌ ନିୟମ ମାନି ଅଫଲାଇନ୍‌ ପରୀକ୍ଷା ଦେଲେ ଛାଚ୍ରଛାତ୍ରୀ

ମହାମାରୀ କରୋନାର ଦାଉ କମିବା ପରେ ୨ ବର୍ଷ ପରେ ଅଫଲାଇନ୍ ପରୀକ୍ଷା ଦେଇଛନ୍ତି ଛାଚ୍ରଛାତ୍ରୀ । ପ୍ରଥମ ବୋର୍ଡ ଏଗଜାମ୍ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି । More

କେମିତି ହେବ କଂଗ୍ରେସର ସାଂଗଠନିକ ପୁର୍ନଗଠନ? ଲବି ପାଇଁ ଦିଲ୍ଲୀରେ କଂଗ୍ରେସ ନେତାଙ୍କ ଭିଡ଼

ରାଜ୍ୟ କଂଗ୍ରେସରେ ଘଡିକେ ଘୋଡା ଛୁଟୁଥିବାର ଦେଖିବାକୁ ମିଳିଛି । ଦିଲ୍ଲୀରେ ପହଞ୍ଚିଛି ରାଜ୍ୟ କଳି । ହାଇକମାଣ୍ଡଙ୍କ ପାଖରେ ପହଞ୍ଚି ବିଭିନ୍ନ ଗୋଷ୍ଠୀ ଲବି ଆରମ୍ଭ କରିଛନ୍ତି । More

ଶ୍ରୀମନ୍ଦିର କରିଡର ପ୍ରକଳ୍ପକୁ ନେଇ ତେଜୁଛି ରାଜନୀତି; ଦ୍ୱନ୍ଦ୍ୱ ବଢ଼ାଉଛନ୍ତି ସରକାର

ପ୍ରକଳ୍ପକୁ ନେଇ ସରକାରଙ୍କ ନିରବତା ଏବେ ରାଜ୍ୟବାସୀଙ୍କ ସନ୍ଦେହ ବଢାଇବାରେ ଲାଗିଛି । ବିକାଶ ନାଁରେ ଶ୍ରୀମନ୍ଦିରକୁ କ୍ଷତି ନପହଞ୍ଚୁ ତାହା ସମସ୍ତଙ୍କର ଚିନ୍ତା ରହିଛି । ପ୍ରକଳ୍ପ ସଂପର୍କରେ ତଥ୍ୟ ସାର୍ବଜନିନ କରାଯିବ ବୋଲି ପୂର୍ବରୁ ପୁରୀ ଜିଲ୍ଲାପାଳ କହିଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ଏଯାଏଁ କୌଣସି ସ୍ପଷ୍ଟ ଉତ୍ତର ଦିଆଯାଇନାହିଁ । More

ଏମିତି ବିଶ୍ୱସ୍ତରୀୟ ବ୍ୟବସ୍ଥା ! ପୂର୍ବ ଭାରତର ସବୁଠୁ ବଡ଼ କ୍ୟାନ୍‌ସର ହସ୍ପିଟାଲ ଆଗରେ ପ୍ରଚଣ୍ଡ ଖରାରେ ରୋଗୀ

ମୁଣ୍ଡଫଟା ଖରାରେ ଯେତେବେଳେ ସହର ଜଳୁଛି, ମଣିଷ ତ ମଣିଷ ଚଢେଇ ଚିରୁଗୁଣୀ ବି ନିଜ ବସାରୁ ବାହାରିବାକୁ ଡରୁଛନ୍ତି । More