ସଂକ୍ଷେପରେ ଆଜିର ତାଜା ଖବର - Friday, 06 May 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଗିନିଜ୍ ୱାର୍ଲଡ ରେକର୍ଡସ୍‌ରେ ସ୍ଥାନ ପାଇଲା କେନ୍ଦୁଝରର ରଥ

ସବୁଠାରୁ ବଡ କଥା ଏହି ରଥଟି ଯାତ୍ରା ପରେ ଖୋଲାଯାଏନାହିଁ । More

ଆଖିରେ ଧୂଳି ଦେବାକୁ ଅଭିନୟ ଉପାୟ: ଗଛ ଉପରୁ ମଦ ବର୍ଷା

ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇବା ପରେ ଏହି ଟିମ୍ ଆଜି ଘଟଣାସ୍ଥଳରେ ଚଢାଉ କରିଥିଲା। More

ଚିଲିକାରେ ବୋଟ୍ ବୁଡ଼ିବା ସତ୍ତ୍ୱେ ଅସୁରକ୍ଷିତ ଜଳଯାତ୍ରା ଜାରି

କାଲିର ଦୁର୍ଘଟଣା ସହ କିଛି ସମ୍ପର୍କ ନାହିଁ, କି ଆଜି କାଳେ କିଛି ଅଘଟଣ ଘଟିବ, ସେ ଆଶଙ୍କାକୁ ମଧ୍ୟ ପରୱା ନାହିଁ । ଆଗରୁ ଯେମିତି ଚାଲୁଥିଲା, ଏବେ ବି ସେମିତି ଡଙ୍ଗା ଚାଲୁଥିବାର ଦେଖିବାକୁ ମିଳିଛି । More

ସପ୍ନ ଦେଖିବାକୁ ମନା ନାହିଁ, ଦିବା ସ୍ୱପ୍ନ ଭୟଙ୍କର: ସମ୍ବିତ

ଦାମ-ଦେବାଶିଷ କଳି ନୂଆ ନୁହେଁ। ପୂର୍ବରୁ ଏହାର ଅନେକ ନଜିର ରହିଛି ମାତ୍ର ଏବେ ପୁଅ ସମ୍ବିତଙ୍କ ସହ ଦେବାଶିଷଙ୍କର ଆରମ୍ଭ ହୋଇଛି ନୂଆ ଅଧ୍ୟାୟ। More

ରାମାନୁଜାଚାର୍ଯ୍ୟଙ୍କ ମଙ୍ଗଳଗିରି ପ୍ରଭା ସୁନା ନା ପିତ୍ତଳ? କାହା ପାଖରେ ନାହିଁ ସ୍ପଷ୍ଟ ଉତ୍ତର

ରାମାନୁଜାଚାର୍ଯ୍ୟଙ୍କ ଜୟନ୍ତୀ ପାଳନ ବେଳେ ପ୍ରଭା ଗାଏବ୍ ଥିବା ଚର୍ଚ୍ଚା ଭିତରେ କିନ୍ତୁ ଓଟିଭିକୁ ଏମାର ମଠର ପୂଜକ ଦେଇଛନ୍ତି ଏକ୍ସକ୍ଲୁସିଭ୍ ତଥ୍ୟ। More

ଦୁଇ ପାଣିପାଗ ସଂସ୍ଥାର ପୂର୍ବାନୁମାନ: ପାରାଦୀପ ପାଖାପାଖି ଲ୍ୟାଣ୍ଡଫଲ୍ କରିବ ବାତ୍ୟା

୧୮ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। More

ଆସୁଛି ବାତ୍ୟା: ୪ ଜିଲ୍ଲାରେ ପ୍ରବଳ ବର୍ଷିବ

୧୦ ତାରିଖ ପୂର୍ବରୁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରୁ ସ୍ଥଳଭାଗକୁ ଫେରି ଆସିବାକୁ ପରାମର୍ଶ। More

ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ: SRC

ବାତ୍ୟାକୁ ନେଇ କଣ କହିଲେ ଏସଆରସି More

କ୍ରାଇମ୍‌ବ୍ରାଞ୍ଚ ଏଡିଜି ଭାବେ ଦାୟିତ୍ୱ ନେଲେ ଆଇପିଏସ୍‌ ଅରୁଣ ବୋଥ୍ରା

୧୯୯୬ ବ୍ୟାଚ୍‌ର ଆଇପିଏସ ଅରୁଣ ବୋଥ୍ରା କଟକ କ୍ରାଇମବ୍ରାଞ୍ଚର ମୁଖ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦାୟିତ୍ ଗ୍ରହଣ କରିଛନ୍ତି ଅରୁଣ ବୋଥ୍ରା । More

ବିଜେଡିରେ ଗୋଷ୍ଠୀ କନ୍ଦଳ ! ପାରାଦୀପ ଆସନ ପାଇଁ ମୁହାଁମୁହିଁ ନେତା

ପାରାଦୀପ ଆସନରୁ ଲଢ଼ିବାକୁ ଇଚ୍ଛା ପ୍ରକାଶ କରି ପରୋକ୍ଷରେ ସୂଚନା ଦେଇଛନ୍ତି ଦେବାଶିଷ ସାମନ୍ତରାୟ । ଦେବାଶିଷଙ୍କ ମନ୍ତବ୍ୟର ଯବାବ ରଖିଛନ୍ତି ବିଧାୟକ ସମ୍ବିତ୍ ରାଉରତାୟ । More

ପ୍ଲାଷ୍ଟିକ୍‌ ଆବର୍ଜନାକୁ ଅଢ଼େଇ ଘଣ୍ଟା ତରଳାଇଲେ ବାହାରୁଛି ପେଟ୍ରୋଲ ! ଦେଖନ୍ତୁ ଭିଡିଓ..

ଆପଣ ଭାବୁଥିବେ ସେ କ’ଣ ଏମିତି କଲେ କି ? ଯେଉଁଥିରେ ପେଟ୍ରୋଲ ସମସ୍ୟା ଦୂର ହୋଇଯିବ । ଆଜ୍ଞା ହଁ ଅଜୟ ଏମିତି କିଛି କାମ କରିଛନ୍ତି । ଯାହା ଆପଣଙ୍କୁ ଆଶ୍ଚର୍ଯ୍ୟ କରିବ । More

ବାତ୍ୟା ମୁକାବିଲା ପାଇଁ ଶକ୍ତି ବିଭାଗ ପ୍ରସ୍ତୁତ

ବାତ୍ୟାର ମୁକାବିଲା ପାଇଁ ଶକ୍ତି ବିଭାଗ ପ୍ରସ୍ତୁତ ରହିଛି। ଗୋଟିଏ ମନିଟରିଂ ଟିମ୍‌ ଗଠନ କରାଯାଇଛି। ଜରୁରୀକାଳୀନ ଟିମ ପ୍ରସ୍ତୁତ ଅଛି। More

ପ୍ରଫେସର ଗୀତାଞ୍ଜଳି ଦାଶ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ପ୍ରଫେସର ଗୀତାଞ୍ଜଳି ଦାଶ ୪ ବର୍ଷ ପାଇଁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବେ କାର୍ଯ୍ୟ କରିବେ। More

‘ପୁଷ୍ପା’ ଗୀତରେ ସ୍ମାର୍ଟ କ୍ଲାସ୍‌ରେ ଡ୍ୟାନ୍ସ କଲେ ଛାତ୍ର, ସସ୍‌ପେଣ୍ଡ୍‌ ହେଲେ ପ୍ରଧାନ ଶିକ୍ଷୟିତ୍ରୀ

ଏକ ସ୍ମାର୍ଟ ସ୍କୁଲ୍‌ରେ ‘ପୁଷ୍ପା’ ଫିଲ୍ମର ଗୀତରେ ଛାତ୍ରଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ ହୋଇଥିଲା। ଏନେଇ ଖବର ଗଣମାଧ୍ୟମରେ ପ୍ରସାରିତ ହେବା ପରେ ଆକ୍ସନ ନିଆଯାଇଛି। More

SPଙ୍କୁ ଗ୍ରାଣ୍ଡ ଫେରୱେଲ୍‌ ! ଡିଜେ ବଜାଇ- ବାଇକ୍‌ ରାଲି ସହ କାନ୍ଧରେ ବସାଇ ବୁଲାଇଲେ

ପୁରା ଜିଲ୍ଲାର ପୋଲିସ କର୍ମଚାରୀଙ୍କ ପକ୍ଷରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । More

୮ରେ ବାତ୍ୟା ! ୧୦ରେ ଉପକୂଳ ପାଖାପାଖି, ଓଡ଼ିଶାକୁ ଅଛି କି ବିପଦ ? 

୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ସାଇକ୍ଲୋନିକ୍‌ ଷ୍ଟର୍ମ(ଘୂର୍ଣ୍ଣି ବାତ୍ୟା)ରେ ପରିଣତ ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।  More

ବେଆଇନ ଲୋନ୍ ଆପ୍ ମାମଲାରେ ୟୁପିରୁ ଜଣେ ଗିରଫ

ପୂର୍ବରୁ ଏହି ମାମଲାରେ ମହାଗ୍ରାମ ପେମେଣ୍ଟ ପ୍ରାଇଭେଟ ଲିମିଟେଡ ସଂସ୍ଥାର ୬ କୋଟିରୁ ଅଧିକ ଟଙ୍କା ଜବତ କରିଥିଲା କ୍ରାଇମବ୍ରାଞ୍ଚ । More

କପା କିଆରିରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ, ପାଖରେ ପଡ଼ିଛି ବାଇକ୍‌

କପା କିଆରିରୁ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ମିଳିଛି। ତାଙ୍କୁ ହତ୍ୟା କରାଯାଇ ପିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। More

ସ୍ପଷ୍ଟ ହେଲା ଚିତ୍ର, ୮ରେ ବାତ୍ୟା ୧୦ରେ ଛୁଇଁବ ଉପକୂଳ !

ବାତ୍ୟା ସଂପକକର୍କରେ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଟୁଇଟ୍ କରି ସୂଚନା ଦେଇଛି । More

VISUTରେ ଛାତ୍ର ଅଶାନ୍ତି, ରାତି ତମାମ ପ୍ରଦର୍ଶନ

ରାତିରେ କୁଳପତି, କୁଳସଚିବ ଏବଂ ବରିଷ୍ଠ ପୋଲିସ ଅଧିକାରୀମାନେ ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । More

ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର ! ଗଛମୂଳେ ପ୍ରସବ କଲେ ମହିଳା

ଆଜି ବି ରାଜ୍ୟର ଅନେକ ଗାଁରେ ଚିକିତ୍ସା ସୁବିଧା ନାହିଁ । କେଉଁଠି ହସ୍ପିଟାଲ ନାହିଁ ତ କେଉଁଠି ହସ୍ପିଟାଲ ଥିଲେ ଡାକ୍ତର ନାହାନ୍ତି । କେଉଁଠି ଷ୍ଟାଫ୍‌ ନାହାନ୍ତି । More

ପ୍ରକାଶ ମାଝିଙ୍କ କ୍ଷେତ୍ରରେ ସତ ଚାପିବାକୁ ଚେଷ୍ଟା କଲେ ରାଜ୍ୟବ୍ୟାପି ହେବ ଆନ୍ଦୋଳନ: ତାରା ବାହିନୀପତି

ନବରଙ୍ଗପୁର ଝରିଗାଁ ବିଧାୟକ ପ୍ରକାଶ ମାଝୀଙ୍କ ବିରୋଧରେ ଆସିଥିବା ଯୌନ ଶୋଷଣ ଏବଂ ଭୃଣହତ୍ୟା ଅଭିଯୋଗ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଏଭଳି କହିଛନ୍ତି ବିଧାୟକ ତାରା ପ୍ରସାଦ ବିହିନୀପତି । More

ହଷ୍ଟେଲ ଛାତରୁ ଖସି ମାଟ୍ରିକ ପରୀକ୍ଷାର୍ଥୀ ମୃତ

 ହଷ୍ଟେଲ ଛାତରୁ ଖସି ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗତକାଲି ରାତି ୮ଟା ବେଳେ  କୌଣସି କାରଣରୁ ସେ ହଷ୍ଟେଲ  ଛାତରୁ ଖସି ପଡ଼ିଥିଲେ। More

ଏମାର ମଠରୁ ମିଳୁନି ମୂଲ୍ୟବାନ ସୁନା ତୋରଣ ! 

ରାମାନୁଜଙ୍କ ମୂର୍ତ୍ତିର ଉପରେ ଥିବା ମୂଲ୍ୟବାନ ମଙ୍ଗଳଗିରି ସୁନା ତୋରଣ ଦେଖିବାକୁ ମିଳିନଥିଲା। ତେବେ ସେ ତୋରଣ ସୁନା କି ପିତ୍ତଳ ତାହା ସ୍ପଷ୍ଟ ହୋଇନାହିଁ। More

ଆଜି ବି ତାଣ୍ଡବ ରଚିବ କାଳବୈଶାଖୀ, ୨୨ ଜିଲ୍ଲାକୁ ୱାର୍ଣ୍ଣିଂ

ଆଜି ୨୨ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।  More

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଘନଉଛି ବାତ୍ୟା ଆଶଙ୍କା

ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। More

ମ୍ୟାଟ୍ରିକ୍‌ ଫର୍ମ ଫିଲପ୍‌ରେ ହେଉଛି କି ଗଡ଼ବଡ଼ !

ପ୍ରତି ଜିଲ୍ଲାରେ ହଜାର ହଜାର ପରୀକ୍ଷାର୍ଥୀ କାହିଁକି ଦେଉନାହାଁନ୍ତି ମାଟ୍ରିକ ପରୀକ୍ଷା? ଜିଲ୍ଲା ଶିକ୍ଷା ଅଧିକାରୀ ମାନଙ୍କ ଠାରୁ ମିଳିଥିବା ପରୀକ୍ଷାର୍ଥୀଙ୍କ ତଥ୍ୟ ଚିନ୍ତା ବଢାଇ ଦେଇଛି । More

ସରକାରୀ ବାବୁଙ୍କ ଦରମା କେତେ ଯେ ରଖିଛନ୍ତି ଏତେ ସମ୍ପତ୍ତି ! ୯୦ ପ୍ଲଟ୍- ୪ ବିଲ୍ଡିଂ- ୩ ଫ୍ଲାଟ୍ ..

ଆଲିସାନ୍ ବଙ୍ଗଳା ସାଙ୍ଗକୁ ଆଖି ଖୋସିହେଲା ଭଳି ଆସବାବ ଜିନିଷ । ଚାକିରିକୁ ଦେଖି ଅବିଶ୍ୱସନୀୟ ଥାଟବାଟ ଦେଖିବାକୁ ମିଳିଛି । ସଂପତ୍ତିର ତାଲିକା ଏତେ ଯେ ହିସାବ କରି କରି ହାଲିଆ ହୋଇଛନ୍ତି ଭିଜିଲାନ୍ସ ଅଧିକାରୀ । More

କାଳବୈଶାଖୀର ତାଣ୍ଡବ ! ଖୁଣ୍ଟି ଉପୁଡ଼ିଲା - ଛପର ଉଡ଼ିଲା - ଗଛ ଭାଙ୍ଗିଲା - ଟାୱାର ଭାଙ୍ଗିଲା

ସନ୍ଧ୍ୟା ହେଉ ହେଉ, ୩ଟି ବ୍ଲକରେ ସ୍ଥିତି ଅଣାୟତ୍ତ କଲା ପବନ । ନୟାଗଡ, ନୂଆଗାଁ ଏବଂ ଓଡ଼ଗାଁ ବ୍ଲକରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଲା । More

ସେଲ୍ଫ ଫାଇନାନସିଂ କୋର୍ସ ବିବାଦ: ବିଶ୍ୱବିଦ୍ୟାଳୟରେ ଉପରେ କଟକଣା

କେବଳ ବିଶ୍ୱବିଦ୍ୟାଳୟରେ ସେଲ୍ଫ ଫାଇନାନସିଂ କୋର୍ସ ଉପରେ କଟକଣା ରହିବ । ରାଜ୍ୟରେ ମାଳମାଳ ସେଲ୍ଫ ଫାଇନାନ୍ସିଂ କୋର୍ସ ଖୋଲିଥିବା ବେଳେ, କେଉଁଠି ଅଧ୍ୟାପକ ପଦବୀ ଖାଲି ତ ଆଉ କେଉଁଠି ଭିତ୍ତିଭୂମିର ଅଭାବ ରହିଛି। More

ରଥଯାତ୍ରା ପାଇଁ ଜୋରସୋର ପ୍ରସ୍ତୁତି, ପ୍ରଶାସନ କରିଛି ଡବଲ ପ୍ଲାନ୍‌

ଆଗାମୀ ରଥଯାତ୍ରା ଓ ଏତେ ସଂଖ୍ୟକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ କରିଛି ଦୁଇ ପ୍ରକାର ପ୍ଲାନ । ପ୍ଲାନ ନମ୍ବର ୧- ଯଦି ପରିସ୍ଥିତି ସ୍ୱାଭାବିକ ହୁଏ ଓ ଶ୍ରୀକ୍ଷେତ୍ରକୁ ଦୁଇଗୁଣା ଭକ୍ତ ଆସନ୍ତି, ତାହାଲେ କଣ କରିବାକୁ ପଡ଼ିବ ? More