• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 14 May 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 2 years ago

ପତ୍ନୀ ଓ ଦୁଇ ଛୁଆଙ୍କ ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ

ପ୍ରମାଣ ଲୁଚାଇବାକୁ ଘରେ ଥିବା ଲୁଗା ଏବଂ ବହିଖାତାକୁ ଏକାଠି କରି ନିଆଁ ଲଗାଇ ଦେଇଥିଲା।  More
  • Otv Khabar Bureau
  • 2 years ago

ମାତ୍ର ୧୭ ଦିନରେ ଆଇସକ୍ରିମ କାଠିରେ ରାମ ମନ୍ଦିର ଓ ମହମରେ ତିଆରି କରିଦେଲେ ଯୋରନ୍ଦା ମନ୍ଦିର

ସୁବ୍ରତଙ୍କ ସୂକ୍ଷ୍ମ କାମକୁ ନେଇ ଏବେ ସବୁଠି ଚର୍ଚ୍ଚା। ମାତ୍ର ୧୭ ଦିନରେ ୧୬ଶହ ଆଇସକ୍ରିମ କାଠିରେ ତିଆରି କରିଛନ୍ତି ରାମ ମନ୍ଦିର। ପୁଣି ମହମରେ ତିଆରି କରିଛନ୍ତି ଯୋରନ୍ଦା ମନ୍ଦିର। କାରୁକାର୍ଯ୍ୟ ଏମିତି ହୋଇଛି ଯେ, ଦେଖିଲେ ଘଣ୍ଟାଏ କାଳ ପର୍ଯ୍ୟନ୍ତ ଚାହିଁ ରହିବେ । More
  • Otv Khabar Bureau
  • 2 years ago

ରାଜ୍ୟରେ ଦୁର୍ବଳ ପ୍ରାଥମିକ ଶିକ୍ଷା; ସ୍କୁଲ୍‌ ଆସୁନାହାନ୍ତି ୩୦ ପ୍ରତିଶତ ଛାତ୍ରଛାତ୍ରୀ

ସ୍କୁଲ ଆସୁନାହାନ୍ତି ୩୦ ପ୍ରତିଶତ ଛାତ୍ରଛାତ୍ରୀ । ରାଜ୍ୟରେ ଡ୍ରପ୍ ଆଉଟ ସମସ୍ୟା କିଭଳି ଉତ୍କଟ ରୂପ ଧାରଣ କରିଛି, ତାହା ଏଥିରୁ ସ୍ପଷ୍ଟ ହେଉଛି । More
  • Otv Khabar Bureau
  • 2 years ago

୨୦୨୪ ସାଧାରଣ ନିର୍ବାଚନ: ବୁଥ୍‌ ସ୍ତରରୁ ଦଳୁ ମଜବୁତ୍‌ କରିବା ପାଇଁ ବିଜେପିର ରୋଡମ୍ୟାପ୍‌

ବିଜେପିର ଟପ୍ ମୋଷ୍ଟ ପ୍ରାୟରିଟି ହେଉଛି ଦଳୀୟ ସଙ୍ଗଠନ । ତୃଣମୂଳସ୍ତରରେ କିଭଳି ମଜବୁତ୍ ହେବ ସେଥିଲାଗି ପ୍ରତି ସଂସଦୀୟ କ୍ଷେତ୍ରର ଶେହେଟି ଦୁର୍ବଳ ବୂଥ୍ ବୁଲି ସମୀକ୍ଷା କରିବାକୁ ସାଂସଦମାନଙ୍କୁ ଦାୟିତ୍ୱ ଦିଆଯାଇଛି । ନିର୍ବାଚନ ମଣ୍ଡଳୀୱାରୀ ପଞ୍ଚାୟତ ଓ ପୌର ନିର୍ବାଚନ ଫଳାଫଳର ସମୀକ୍ଷା ହୋଇ ସାରିଛି । More
  • Chandan Shishu
  • 2 years ago

ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ବଢ଼ିଚାଲିଛି ତାଲିକା

ସୁନା ବିସ୍କୁଟ, ସୁନା ଅଳଙ୍କାର, କିଛି ଟଙ୍କା ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ରକୁ ଭିଜିଲାନ୍ସ ଜବତ କରିଛି। More
  • Otv Khabar Bureau
  • 2 years ago

ଶ୍ରୀମନ୍ଦିର କରିଡ଼ରରେ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବା ପାଇଁ ରାଜ୍ୟ ସରକାରଙ୍କ ଉପରେ ଚାପ

ଅସୁରକ୍ଷିତ ଐତିହ୍ୟସ୍ଥଳୀ ସଂରକ୍ଷଣ ଉପରେ କାର୍ଯ୍ୟରତ ସଂସ୍ଥା INTACH ଓଡ଼ିଶା ଚାପ୍ଟର ରାଜ୍ୟ ଆବାହକ ଅମିୟ ଭୂଷଣ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚିଠିରେ ଲେଖିଛନ୍ତି, ଜଗନ୍ନାଥ ମନ୍ଦିର ଚୌହଦିର ଶହେ ମିଟର ନିଷିଦ୍ଧାଞ୍ଚଳରେ ଚାଲିଥିବା ନିର୍ମାଣ କାମ ଏଏସ୍ଆଇ ଅନୁମତିରେ ହେଉନାହିଁ । More
  • Chandan Shishu
  • 2 years ago

ଏସ୍‌ପି ଅପିସ ଆଗରେ ନିଜକୁ ଜାଳିଦେଲେ ଯୁବକ

ନିଆଁ ଲଗାଇବା ପରେ ସଂପୃକ୍ତ ଯୁବକ ଜଣକ ହୁତହୁତ ହୋଇ ଜଳି ଯାଇଥିଲେ। More
  • Otv Khabar Bureau
  • 2 years ago

ରାଜଧାନୀ ପରେ ମୂର୍ତ୍ତି ଚୋରଙ୍କ ଟାର୍ଗେଟ୍‌ରେ ପିପିଲି; ଲୁଟି ନେଲେ ୧୦ ଲକ୍ଷ ଟଙ୍କାର ମୂର୍ତ୍ତି

ପିପିଲି ଥାନା ସମ୍ପୁର ପଞ୍ଚାୟତ ରାଜତଇ ସିଦ୍ଧେଶ୍ୱରୀ ମନ୍ଦିରରୁ ୧୦ଟି ମୂର୍ତ୍ତି ଚୋରି ହୋଇଥିବା ଅଭିୟୋଗ ହୋଇଛି । ଚୋରି ନେଇ ପିପିଲି ଥାନାରେ ଏତଲା ଦେଇଛନ୍ତି ପୂଜକ ଓ ଗ୍ରାମବାସୀ । More
  • Otv Khabar Bureau
  • 2 years ago

ମାଲକାନଗିରିରେ ମାଓ ତାଣ୍ତବ; ଚାଲିଗଲା ୨ ଯବାନଙ୍କ ଜୀବନ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ଲାଲ୍ ତାଣ୍ଡବ। ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି । More
  • Rajalaxmi Sahoo
  • 2 years ago

ପାଣିରେ ପଡ଼ିଲା ୮୦ ଲକ୍ଷ: ବସ୍‌ଷ୍ଟାଣ୍ଡ୍‌ ନା ଭୂତର ଘର !

ଲୋକାର୍ପଣର ୧୦ ବର୍ଷ ପରେ ବି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହୋଇପାରିନି ଜଗତସିଂପୁର ବସ୍‌ଷ୍ଟାଣ୍ଡ୍‌। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏଠାରେ ଦୋକାନ ଗୃହ ଉପରେ ଗଛଲତା ମାଡିଗଲାଣି। More
  • Satyendu Shekher Mishra
  • 2 years ago

ଭିଜିଲାନ୍ସ ହାତରେ ଭିଜିଲାନ୍ସ ଇନିସ୍‌ପେକ୍ଟର ମାନସୀ ଜେନା ଗିରଫ

୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଗତକାଲି ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ । More
  • Rajalaxmi Sahoo
  • 2 years ago

ପ୍ରଲୋଭନ ଦେଖାଇ କଲେଜରେ ଆଡମିଶନ କରାଇଲେ, ଶେଷରେ ଷ୍ଟାଇପେଣ୍ଡ୍‌ ଟଙ୍କା ଖାଇଗଲେ

ପ୍ରଥମେ ଛାତ୍ରଛାତ୍ରୀଙ୍କୁ ପ୍ରଲୋଭନ ଦେଖାଇ କଲେଜରେ ଆଡମିଶନ କରାଇଲେ। ପରେ ସେମାନଙ୍କ ନାଁରେ ଆସିଥିବା ୨ ବର୍ଷର ଷ୍ଟାଇପେଣ୍ଡ୍‌ ଟଙ୍କାକୁ ଆତ୍ମସାତ କରାଗଲା। More
  • Satyendu Shekher Mishra
  • 2 years ago

ବିଳମ୍ବରେ ହେଲେ ବି ସରକାର ତ୍ରୁଟି ସଂଶୋଧନ କରିଛନ୍ତି, ଆଗକୁ ନିୟମ ମାନି କାର୍ଯ୍ୟ କରନ୍ତୁ: ଅପରାଜିତା ଷଢ଼ଙ୍ଗୀ

ସରକାର ଭୁଲ ମାନିଛନ୍ତି, ଆଉ ନିଜ ଭୁଲକୁ ସ୍ୱୀକାର କରି ଆଗକୁ ସଠିକ୍‌ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ଲେଖିଛନ୍ତି ଅପରାଜିତା । More
  • Satyendu Shekher Mishra
  • 2 years ago

ଥାନାରେ ହାଜର ହେଲେ ମାହାଙ୍ଗା ଥାନା IIC, ପତ୍ନୀଙ୍କୁ ଗିରଫ କରିସାରିଛି ପୋଲିସ

ଭୁବନେଶ୍ୱର ଭିଜିଲାନ୍ସ କାର୍ଯ୍ୟାଳୟରେ ସେ ହାଜର ହୋଇଛନ୍ତି । ଭିଜିଲାନ୍ସ ନିର୍ଦ୍ଦେଶରେ ସେ ହାଜର ହୋଇଥିବା ଜଣାପଡିଛି । More
  • Rajalaxmi Sahoo
  • 2 years ago

ଟ୍ରେନ୍‌ ସାମ୍ନାକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ଅଳ୍ପକେ ବର୍ତ୍ତିଗଲେ ସିନା, ହେଲେ...

ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ଅଳ୍ପକେ ବର୍ତ୍ତିଗଲେ ସିନା, ହେଲେ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ଡାହାଣ ହାତ ସମ୍ପୂର୍ଣ୍ଣ କଟି ଯାଇଛି। More
  • Satyendu Shekher Mishra
  • 2 years ago

ପୂର୍ବତନ ବିଧାୟକ ଉଭାନ୍‌ ! ୩ ଦିନ ହେଲା ପତ୍ତା ମିଳୁନି, ଅପହରଣ ସନ୍ଦେହ

ଗୁରୁବାର ସକାଳ ସାଢ଼େ ୮ଟାରେ ବାହାରିଥିଲେ ସରୋଜ । ତା’ରେ ସେ ଆଉ ଘରକୁ ଫେରିନାହାନ୍ତି । More
  • Satyendu Shekher Mishra
  • 2 years ago

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ରାୟ ଆସିବା ପର୍ଯ୍ୟନ୍ତ ନିର୍ମାଣ ସ୍ଥଗିତ ରହିଲେ ପ୍ରକଳ୍ପ ପାଇଁ ଅସୁବିଧା ନାହିଁ ବୋଲି ଚିଠିରେ ଦର୍ଶାଯାଇଛି । More
  • Prangyan Parimita
  • 2 years ago

ରାଜ୍ୟରେ ଆରମ୍ଭ ହେବ ଇଣ୍ଟିଗ୍ରେଟେଡ ବି.ଇଡି : ଏଣିକି କମର୍ସ ପିଲା ବି ପଢିପାରିବେ ଶିକ୍ଷକତା ପାଠ

ଚଳିତ ବର୍ଷ ରାଜ୍ୟର ସବୁ ଶିକ୍ଷତ ଶିକ୍ଷା ଅନୁଷ୍ଠାନଗୁଡ଼ିକ ପୂର୍ଣ୍ଣ ପର୍ଯ୍ୟାୟରେ ଚାଲିବ.. କମର୍ସ ବିଭାଗରେ ମଧ୍ୟ ବି.ଇଡି କୋର୍ସ ଆରମ୍ଭ ହେବ More
  • Prangyan Parimita
  • 2 years ago

ରାୟଗଡ଼ା ଅବକାରୀ ଅଧିକ୍ଷକ ନିନା ବେଉରା ଗିରଫ

ଖୋର୍ଦ୍ଧା ପାଖରେ ନିନା ବେଉରାଙ୍କ ଗାଡ଼ିକୁ ପିଛା କରି ଧରିଲା ଭିଜିଲାନ୍ସ ଟିମ୍ । More
  • Rajalaxmi Sahoo
  • 2 years ago

କାହିଁକି ସ୍କୁଲ୍‌ ଆସୁ ନାହାନ୍ତି ପିଲା ? କାରଣ ଖୋଜିବ ଗଣଶିକ୍ଷା ବିଭାଗ

କାହିଁକି ପିଲା ସ୍କୁଲ୍‌ ଆସୁ ନାହାନ୍ତି, ସେନେଇ ଜୁନିଅର ଟିଚର ଘର ଘର ବୁଲି ଏହାର କାରଣ କାରଣ ଖୋଜିବେ। ମାଇକ୍ରୋ ଲେବଲରେ ସର୍ଭେ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। More
  • Prangyan Parimita
  • 2 years ago

ପୋଲିସକୁ ମହଙ୍ଗା ପଡିଲା ରାତି ଅଧିଆ ଚଢାଉ, ଡକାୟତ ଭାବି ଛେଚିଲେ ଗ୍ରାମବାସୀ

ଗଂଜେଇ କାରବାର ଧରିବାକୁ ଯାଇ ଆକ୍ରମଣର ଶିକାର ହେଲା ମାଲକାନଗିରି ପୋଲିସ । କୋରାପୁଟ ଜିଲ୍ଲା ମାଛକୁଣ୍ଡ ଅଞ୍ଚଳରେ ପୋଲିସକୁ ମାଡ଼ ମାରିଲେ ସ୍ଥାନୀୟ ଲୋକେ । More
  • Prangyan Parimita
  • 2 years ago

BREAKING : ପୁରୀରୁ ୩ କେଜି ବ୍ରାଉନସୁଗାର ଜବତ, ଆନୁମାନିକ ମୂଲ୍ୟ ୩ କୋଟି ଟଙ୍କା

ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଥିବା ନେଇ ପୁରୀ SP ସୂଚନା ଦେଇଛନ୍ତି । More
  • Prangyan Parimita
  • 2 years ago

ବିଟେକ୍ ଛାତ୍ର ବିରୋଧରେ ହାଇଟେକ୍ ମର୍ଡର ଅଭିଯୋଗ : ବନ୍ଦ କୋଠରୀରେ ସ୍ତ୍ରୀ ସହ ଜଳିପୋଡ଼ି ପ୍ରାଣ ହରାଇଲେ ୨ଛୁଆ

ସୁଚିନ୍ତିତ ହତ୍ୟାକାଣ୍ଡ ଅଭିଯୋଗ ଆଣି ବର୍ଷିଲେ ମହିଳାଙ୍କ ଭାଇ More
  • Chandan Shishu
  • 2 years ago

ମହଙ୍ଗା ମହେଶ ବାବୁ ବନାମ ବଲିଉଡ: କାହାର ଚାହିଦା କେତେ?

ନୂଆ ବିତର୍କର ସୂତ୍ରପାତ କରିଛନ୍ତି ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରୀଜର ମହଙ୍ଗା ଷ୍ଚାର More
  • Chandan Shishu
  • 2 years ago

ଜୁନ୍ ପ୍ରଥମ ସପ୍ତାହରେ ଓଡ଼ିଶାରେ ପହଞ୍ଚିବ ମୌସୁମୀ !

୨୭ ତାରିଖ ସୁଦ୍ଧା ମୌସୁମୀ ବାୟୁ କେରଳ ପହଞ୍ଚିବାର ସମ୍ଭାବନା ରହିଛି। More
  • Prangyan Parimita
  • 2 years ago

ରୋଷେଇ ଶାଳରେ ଚଡ଼କ ପରେ ଚଡ଼କ : ଟମାଟୋ ଶହେକୁ ଚିକେନ୍ ତିନି ଶହ

ଆକାଶଛୁଆ ଖାଦ୍ୟ ସାମଗ୍ରୀର ଦରକୁ ନେଇ ହନ୍ତସନ୍ତ ଖାଉଟି, ଚିନ୍ତା ବଢ଼ାଉଛି ଖୁଚୁରା ମୁଦ୍ରାସ୍ଫୀତି More
  • Chandan Shishu
  • 2 years ago

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: କେନ୍ଦ୍ର, ରାଜ୍ୟକୁ ନୋଟିସ୍ ଜାରି କଲେ କୋର୍ଟ

ଜୁନ୍ ୨୮ରେ ହାଜର ହୋଇ ଜବାବ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। More
  • Pramod Behera
  • 2 years ago

‘ମାର୍ ତୁ ଯେତେ ଗୁଳି... ହୁଙ୍କାପିଟା ଶାସନ ଆମେ ଗୋଡ଼ରେ ଦେବୁ ଦଳି’

ପଦ୍ମଶ୍ରୀ ସଚ୍ଚି ରାଉତରାୟ କେବଳ ମାଟିର ମହାକବି ନଥିଲେ, ସେ ଥିଲେ ଜଣେ ବିପ୍ଲବୀ। ରଣପୁରରେ ବେଜଲ୍‌ଗେଟ୍‌ ହତ୍ୟାକାଣ୍ଡ ପରେ ପ୍ରଜାମଣ୍ଡଳର କର୍ମିମାନଙ୍କୁ ମୁକ୍ତ କରିବାକୁ ରଣପୁର ଧାଇଁ ଯାଇଥିଲେ। ଆଜି ତାଙ୍କର ଜନ୍ମ ଦିବସରେ ଆସନ୍ତୁ ଜାଣିନେବା ଏହି ମହାନ ଆତ୍ମାଙ୍କ ବିଷୟରେ। More