• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 17 May 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Otv Khabar Bureau
  • 2 years ago

ପାଠ ପଢିବାକୁ ବହୁତ୍ ଇଚ୍ଛା ଥିଲେ ବି ପାଖରେ ଟଙ୍କା ନାହିଁ; ସାଙ୍ଗମାନେ କଲେଜ ଗଲେ କଷ୍ଟ ଲାଗୁଛି,କାନ୍ଦ ଲାଗୁଛି

ଦାରିଦ୍ର୍ୟ ଦେଉଛି ବାଧା। ମାଟ୍ରିକ୍‌ରେ ଫାଷ୍ଟ କ୍ଲାସ୍‌ ପାଇବା ପରେ ବି କଲେଜ୍‌ ଯାଇପାରୁନି ଲକ୍ଷ୍ମୀପ୍ରିୟା। ସାଙ୍ଗମାନେ କଲେଜ ଗଲେ କଷ୍ଟ ଲାଗୁଛି, କାନ୍ଦୁଛି ଲକ୍ଷ୍ମୀ। ପର ଘରେ ମାଆ ମୂଲ ଲାଗିଲେ ଘରେ ଚୁଲି ଜଳିବ, ସେଠି ଝିଅର ପାଠପଢା ଚିନ୍ତା କରିବ ବା କେମିତି? ଆପଣମାନେ ସାହାଯ୍ୟ କଲେ କଲେଜ୍ ଯାଇପାରନ୍ତା ଲକ୍ଷ୍ମୀପ୍ରିୟା.. More
  • Otv Khabar Bureau
  • 2 years ago

ସରକାରୀ ମେଡ଼ିକାଲ ପାଲଟିଛି ନିଶା ବେପାରୀଙ୍କ ଆଡ୍ଡାସ୍ଥଳୀ; ମାତାଲ ହେଉଛନ୍ତି ନିଶାଡି, ଜମାଉଛନ୍ତି ନିଶା ବେପାର

ସରକାର ମେଡ଼ିକାଲ ତିଆରି କରିଦେଲେ, ନିଶା ବେପାରୀ ୟାକୁ ଲିଜ୍‌ରେ ନେବା ପରି ନିଜ ବେପାର ଆରମ୍ଭ କରିଦେଲେ। ଦିନରାତି ୨୪ ଘଣ୍ଟା ଏଠାରେ ପିଉଛନ୍ତି..ବୋତଲ ଫୋପାଡ଼ୁଛନ୍ତି, ନିଶା ବେପାର କରୁଛନ୍ତି। ଚିକିତ୍ସା ପାଉନାହାନ୍ତି ଲୋକେ More
  • Otv Khabar Bureau
  • 2 years ago

ଏମିତି ବି ଥାନ୍ତି ମାଆ; ଝିଅର ଅଙ୍ଗଦାନ କରି ବଞ୍ଚାଇଲେ ଦୁଇ ଦୁଇଟି ଜୀବନ

ଯେଉଁ ଭଗବାନ ଉପହାର ଦେଇଥିଲେ, ସେଇ ଠକିଦେଲେ । ବୃତ୍ତିରେ ଡାକ୍ତର ହୋଇ ବି ନିଜ ୧୫ ବର୍ଷର ଅଲିଅଳି ଝିଅକୁ ବ୍ରେନ୍ ଟ୍ୟୁମରରୁ ବଞ୍ଚାଇ ନପାରିବା ଦୁଃଖରେ ଫାଟି ଯାଉଛି ଛାତି, ଭାଙ୍ଗି ଯାଉଛି ମନ । ହେଲେ ତାରି ପାଇଁ ଆଉ ଦୁଇ ଅଜଣା-ଅପରିଚିତଙ୍କ ଜୀବନ ରକ୍ଷା ଖୁସିରେ ସେ ଆତ୍ମହରା ହୋଇପଡ଼ିଛନ୍ତି । More
  • Satyendu Shekher Mishra
  • 2 years ago

ମଧ୍ୟାହ୍ନ ଭୋଜନ ପାଇଁ ଟଙ୍କା ନାହିଁ ! ପିଲା ଖାଉଛନ୍ତି ପାଣିଆ ସୋୟାବଡ଼ି ତରକାରୀ

ଦରଦାମ ବୃଦ୍ଧି ଲାଗି ଏଭଳି ନିମ୍ନମାନର ଖାଦ୍ୟ ପାଉଛନ୍ତି ସ୍କୁଲ୍ ପିଲା । ବର୍ତ୍ତମାନ ତେଲ ଠାରୁ ଆରମ୍ଭ କରି ପନିପରିବା, ଡାଲିଜାତୀୟ ଶସ୍ୟ, ଗ୍ୟାସ୍ ସିଲିଣ୍ଡର, ଲେବର ଚାର୍ଜ ଆକାଶ ଛୁଆଁ । More
  • Satyendu Shekher Mishra
  • 2 years ago

ଚଉଠି ରାତିରେ ବୟଫ୍ରେଣ୍ଡ ସହ ଚାଲିଥିଲା ନ୍ୟୁଡ୍ ଭିଡିଓ କଲ୍, ଦେଖିଦେଲେ ସ୍ୱାମୀ ! ତା’ପରେ..

ମେ’ ୧୨ ତାରିଖ । ବୈଦିକ ରୀତିନୀତି ଅନୁଯାୟୀ, ସଂପନ୍ନ ହୋଇଥିଲା ଉଭୟଙ୍କ ବିବାହ । ଅଗ୍ନିକୁ ସାକ୍ଷୀ ରଖି ପିପିଲି ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ କରିଥିଲେ ବଳରାମ । More
  • Satyendu Shekher Mishra
  • 2 years ago

୮୨ ଜିଲ୍ଲାପରିଷଦ ସଦସ୍ୟଙ୍କ ନାଁରେ ଅପରାଧିକ ମାମଲା, ଦଶମ ପାସ୍ କରିନାହାଁନ୍ତି ୧୩୬ ଜଣ

ବିଜେଡିର ସର୍ବାଧିକ ୯୦ ଜଣ ଥିବାବେଳେ ବାଲେଶ୍ୱର ଜିଲ୍ଲାର ରେବତି ନାୟକଙ୍କ ସର୍ବାଧିକ ୧୮ କୋଟି ଟଙ୍କାର ସଂପତ୍ତି ରହିଛି । More
  • Otv Khabar Bureau
  • 2 years ago

ପୂରଣ ହେଲାନି ନୂଆ ଘର ତିଆରି ସ୍ୱପ୍ନ; ବାହାଘର ସାରି ଯାଇଥିଲେ ହେଲେ ଶବ ହୋଇ ଫେରିଲେ

ଭଉଣୀ ବାହାଘର ସାରି ଚାକିରିକୁ ଫେରିଥିଲେ। ହେଲେ ପୁଣି ଘରକୁ ଶବ ହୋଇ ଫେରିଲେ। ମାଆକୁ କଥା ଦେଇଥିଲେ, ଭଉଣୀ ବାହାଘର ସରିଲା, ଏଥର ଆସିଲେ ନୂଆ ଘର କରିବି। ସବୁ ସ୍ୱପ୍ନ ଚୁରମାର୍ ହୋଇଗଲା। ସ୍ୱାମୀକୁ ହରାଇ ମୁଣ୍ଡ ବାଡ଼େଇ କାନ୍ଦୁଛି ୮ ମାସର ଗର୍ଭବତୀ ସ୍ତ୍ରୀ..ବାପାର ଶବକୁ ଶେଷ ଶ୍ରଦ୍ଧାଞ୍ଜଳି ଦେଉଛି କୁନି ଝିଅ..ଭେଣ୍ଡିଆ ପୁଅକୁ ହରାଇ ପାଗଳ ପ୍ରାୟ ବାପା More
  • Otv Khabar Bureau
  • 2 years ago

ମାଫିଆଙ୍କ ଉତ୍ପାତ; ଖୋଳ କରିଦେଲେଣି କଳାପଥର, ବାଲି ଓ ମାଟି

ମାତିଛନ୍ତି ମାଫିଆ। କଳାପଥର, ବାଲି ଓ ମାଟି ସବୁକୁ ଲୁଟ୍‌ କରି ମାଲେ ମାଲ ହେଉଛନ୍ତି..କୋଟି କୋଟି ଟଙ୍କା ନିଜେ ରୋଜଗାର କରୁଛନ୍ତି..ଜିଲ୍ଲାର ରାଜସ୍ୱ କିନ୍ତୁ ଖାଲି। ଯିଏ ସାମ୍ନାକୁ ଆସୁଛି, ତାକୁ ଟଙ୍କା ଦେଉଛନ୍ତି ନହେଲେ ରାସ୍ତାରୁ ହଟାଇ ଦେଉଛନ୍ତି। ସବୁ ଜାଣିଶୁଣି ନିଦାବିଷ୍ଣୁ ସାଜିଛି ପ୍ରଶାସନ More
  • Otv Khabar Bureau
  • 2 years ago

ବଜ୍ରଘାତରେ ପରିବାରର ଜଣେ ମୃତ, ୭ ଆହତ

କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ୍‌ ଅନ୍ତର୍ଗତ ସିଲପଡ଼ା ଗାଁରେ ବଜ୍ରଘାତ କାରଣରୁ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । More
  • Pallipuspa Samal
  • 2 years ago

ଆଇପିଏଲ୍ ବେଟିଂ ବେଳେ ୫ ଜଣ ଗିରଫ ,୪ ଲକ୍ଷ ୫୬ ହଜାର ଟଙ୍କା ଜବତ

ଆଇପିଏଲ୍କୁ ନେଇ ବ୍ରହ୍ମପୁରରେ ବେଟିଂ : ସୋସିଆଲ ମିଡିଆ ମାଧ୍ୟମରେ ଚାଲିଥିବା ବଡ଼ ରାକେଟକୁ ଧରିଲା ପୋଲିସ । ଘଟଣାରେ ମୁଖ୍ୟ ଅଭିଯୁକ୍ତ ସହିତ ୫ ବୁକି ଗିରଫ, ସାଢ଼େ ୪ ଲକ୍ଷରୁ ଅଧିକ ଟଙ୍କା ଜବତ । More
  • Pallipuspa Samal
  • 2 years ago

ମାଟିତଳୁ ସିଂହମୂର୍ତ୍ତି ମିଳିବା ଘଟଣା, ଘଟଣାର ଅନୁଧ୍ୟାନ କଲେ ASI ଅଧୀକ୍ଷକ

ପରିକ୍ରମା ପ୍ରକଳ୍ପ ପାଇଁ ଖନନ ବେଳେ ମାଟିତଳୁ ସିଂହମୂର୍ତ୍ତି ମିଳିବା ଘଟଣା । ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କଲେ ASI ଅଧୀକ୍ଷକ, ପୁରୀ ଉପଜିଲ୍ଲାପାଳ । OBCC କର୍ତ୍ତୃପକ୍ଷ, ଟାଟା ପ୍ରୋଜେର ଅଧିକାରୀ ବି ଅନୁଧ୍ୟାନ କଲେ । More
  • Pallipuspa Samal
  • 2 years ago

ପୂର୍ବତନ ବିଧାୟକ ସରୋଜ ପାଢ଼ୀ ଉଦ୍ଧାର

ପୂର୍ବତନ ବିଧାୟକ ସରୋଜ ପାଢ଼ୀ ଉଦ୍ଧାର। ରାମେଶ୍ୱରମରୁ ଆସି ବ୍ରହ୍ମପୁରରେ ପହଞ୍ଚିବା ପରେ ଉଦ୍ଧାର କଲା କମିଶନରେଟ ପୋଲିସ । ବାପା ନିଖୋଜ ହୋଇଥିବା ଅଭିଯୋଗ କରିଥିଲେ ପୁଅ । More
  • Otv Khabar Bureau
  • 2 years ago

ମାଟ୍ରିକ ଭଳି ନବମ ପରୀକ୍ଷା ବି ଦେଲେନି ହଜାର ହଜାର ପିଲା

ଚଳିତ ବର୍ଷ ମୋଟ ୧୪ ହଜାର ୯୩୫ ପିଲା ନବମ ପରୀକ୍ଷା ଦେଇନାହାଁନ୍ତି । ବୋର୍ଡ ପକ୍ଷରୁ ଆଜି ପ୍ରକାଶିତ ନବମ ରେଜଲ୍ଟରେ ଏହି ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି ।  More
  • Pallipuspa Samal
  • 2 years ago

ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଉଦ୍ୟମ ଘଟଣା,ଅଭିଯୁକ୍ତ ବଡ଼ବାପାକୁ ଗିରଫ କଲା ସଦର ଥାନା ପୋଲିସ

ଦକ୍ଷିଣ ଉଷୁମାରେ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଉଦ୍ୟମ ଘଟଣା । ଅଭିଯୁକ୍ତ ସମ୍ପର୍କୀୟ ବଡବାପାଙ୍କୁ ଗିରଫ କଲା ସଦର ଥାନା ପୋଲିସ । ଏହି ଘଚଟଣାରେ ପୀଡ଼ିତାଙ୍କ ୧୬୪ ବୟାନ ରେକର୍ଡ କଲା ପୋଲିସ । More
  • Pallipuspa Samal
  • 2 years ago

ଜମୁଛି ବ୍ରଜରାଜନଗର ଫାଇଟ୍ ପ୍ରଚାର, ମୈଦାନରେ ତିନି ପ୍ରମୁଖ ଦଳର ହାଇଭୋଲଟେଜ୍ କ୍ୟାମ୍ପେନ୍

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜମୁଛି ପ୍ରଚାର, ଘରକୁ ଘର ଯାଇ ପ୍ରଚାର କରୁଛନ୍ତି ତିନି ପ୍ରମୁଖ ଦଳର ନେତା । ବିଜେପି-କଂଗ୍ରେସ-ବିଜେଡି ମଧ୍ୟରେ ହେବ କଡ଼ା ମୁକାବିଲା । ତେବେ ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା । More
  • Otv Khabar Bureau
  • 2 years ago

କୂଅରେ ଖସି ପଡିଲେ ବୃଦ୍ଧ; ଜୀବନ ବଞ୍ଚାଇଲେ ୨ ଆଗ୍ନିକ

କୂଅରେ ଖସି ପଡିଲେ ବୃଦ୍ଧ...ନିଜ ଜୀବନକୁ ବାଜି ମାରି ବୃଦ୍ଧଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ ବାହିନୀର ୨ କର୍ମୀ.. More
  • Pallipuspa Samal
  • 2 years ago

ଘରେ ପ୍ରସ୍ତୁତ କରନ୍ତୁ ଢାବା ଷ୍ଟାଇଲ୍ ‘ମଲାଇ ମସରୁମ୍’

ଆପଣ ଛତୁ ବା ମସରୁମ୍‌ର ବିଭିନ୍ନ ରେସିପି ତିଆରି କରିଥିବେ । ଆଜି ଆମେ ଆପଣଙ୍କୁ ଛତୁର ଏକ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିଟିର ନାଁ ହେଉଛି ‘’ମଲାଇ ମସରୁମ୍” । ଏହି ରେସିପିକୁ ବନେଇବା ଅତି ସହଜ ଓ ସରଳ ଅଟେ । More
  • Otv Khabar Bureau
  • 2 years ago

ପୁଣି ବଢ଼ିଲା ସୁନା ଦର; ଆପଣଙ୍କ ସହରରେ କେତେ ରହିଛି ଦାମ୍‌ ଜାଣନ୍ତୁ

ଆଜି ପୁଣି ବଢ଼ିଲା ସୁନା ଦର, ଜାମନ୍ତୁ ଆପଣଙ୍କ ସହରରେ କେତେ... More
  • Pallipuspa Samal
  • 2 years ago

ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା! ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା ଅଭିଯୋଗ । ଗଂଜାମ ଆସ୍କା ଅଗ୍ନିଶମ କେନ୍ଦ୍ରରେ କାର୍ଯ୍ୟରତ ଦୟାନିଧି ମହନ୍ତଙ୍କର ଝୁଲନ୍ତା ମୃତଦେହ ବୁଢ଼ାକେନ୍ଦୁ ଜଙ୍ଗଲରୁ ଉଦ୍ଧାର କରାଯାଇଛି । More
  • Satyendu Shekher Mishra
  • 2 years ago

ଖଡ଼ି ମାଟି ବିବାଦ ! ପୁଣି ପୋଲିସ-ଗ୍ରାମବାସୀ ମୁହାଁମୁହିଁ

ପୁଣି ଥରେ କୋରାପୁଟ ଜିଲ୍ଲାର ଖଡିମାଟି ଖନନ ଅଞ୍ଚଳରେ ଦେଖା ଦେଇଛି ଉତେଜନା । ମୁହାଁମୁହିଁ ହୋଇଛନ୍ତି ପୋଲିସ-ଗ୍ରାମବାସୀ । More
  • Satyendu Shekher Mishra
  • 2 years ago

୨୫୦ ଟଙ୍କାକୁ ଖସିଲା କୋର୍ବେଭାକ୍ସ ଟିକା

୧୨ରୁ ୧୭ ବର୍ଷ କିଶୋରଙ୍କୁ ଏହି ଟିକା ଦିଆଯାଉଛି । More
  • Otv Khabar Bureau
  • 2 years ago

ଓଡ଼ିଶା ଉପରୁ ହଟୁନି ଆନ୍ଧ୍ରର ଲୋଲୁପ ନଜର; ଆବାସ ସହ ସ୍କୁଲ ନିର୍ମାଣ କରି ଓଡ଼ିଆଙ୍କୁ କରୁଛି ପ୍ରଲୋଭିତ

ମାନ୍ୟମ ଜିଲ୍ଲା ଗଠନ ପରେ ଆନ୍ଧ୍ର ଜାରି ରଖିଛି ତାର ବିସ୍ତାରବାଦୀ ନୀତି । କୋଟିଆ ପରେ ଆନ୍ଧ୍ରର ଆଉ ଏକ ଟାର୍ଗେଟ । ଓଡ଼ିଶାରେ ଧସେଇ ପଶିଛି ପ୍ରାୟ ୧୩ କିଲୋମିଟର More
  • Satyendu Shekher Mishra
  • 2 years ago

ଅପରାଧୀଙ୍କୁ ଧନ୍ଦାମୂଳକ ଶିକ୍ଷା ଦେଉଛି ପୋଲିସ କମିଶନରେଟ୍, ଦେଖନ୍ତୁ ଭିଡିଓ

୫୦ ଜଣ ଯୁବକଙ୍କୁ ଆଣି କମିଶନରେଟ୍ ପୋଲିସ ଧନ୍ଦାମୂଳକ ଶିକ୍ଷା ଦେଇଛି More
  • Satyendu Shekher Mishra
  • 2 years ago

ଜଣାପଡ଼ିଲା ନନ୍ଦ ହାତୀର ମୃତ୍ୟୁର କାରଣ

ଅଧିକ ଟେଷ୍ଟ ପାଇଁ ସାମ୍ପଲ ଲାବରୋଟୋରୀକୁ ପଠାଯାଇଥିବା କହିଛନ୍ତି ଡାକ୍ତର ପଣ୍ଡା । More