ସଂକ୍ଷେପରେ ଆଜିର ତାଜା ଖବର - Thursday, 16 June 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

 ରାହୁଲ ଉଦ୍ଧାର ପଛର ରିଅଲ୍ ହିରୋ ଜିତେନ୍ଦ୍ର, ଅପରେସନ୍‌ ଜିନ୍ଦେଗୀରେ ଜଗନ୍ନାଥ ଭକ୍ତଙ୍କ ବଡ଼ ହାତ

ରାହୁଲଙ୍କୁ ଉଦ୍ଧାର ବେଳେ ଜଗନ୍ନାଥଙ୍କ ନାଁ ନେଇଥିଲେ ଛତିଶଗଡ ଜାଞ୍ଜଗିର ଚାମ୍ପା ଜିଲ୍ଲାପାଳ ଜିତେନ୍ଦ୍ର ଶୁକ୍ଲା More

ରଜ ଶେଷ ଦିନରେ ଦୁଲୁକିଲା ଗାଁଠୁ ସହର

ରଜର ଶେଷ ଦିନରେ ସବୁଆଡ଼େ ଛୁଟୁଛି ପିଠା, ମିଠା ଓ ରଜପାନର ମହକ... More

BMCର ନୂଆ କମିଶନର ହେଲେ ବିଜୟ ଅମୃତ କୁଲାଙ୍ଗେ

ସୁନ୍ଦରଗଡ଼ ଜିଲ୍ଲାପାଳ ଆଇଏଏସ୍ ନିଖିଳ ପବନ କଲ୍ୟାଣଙ୍କୁ କଟକ ମ୍ୟୁନିସପାଲଟି କମିଶନର ଭାବେ ବଦଳି ହୋଇଛି । ସେ କଟକ ଉନ୍ନୟନ ପ୍ରାଧିକରଣର ଉପାଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ । More

ବାରବାଟୀ ମ୍ୟାଚ୍‌ରେ ଟିକେଟ୍ ନପାଇ କ୍ରିକେଟପ୍ରେମୀ ନିରାଶ; ନକଲି ପାସ୍‌ରେ ଷ୍ଟାଡିୟମରେ ଶହ ଶହ ଏଣ୍ଟ୍ରି ଅଭିଯୋଗ

ବାରବାଟୀ ମ୍ୟାଚ୍‌ରେ ଟିକେଟ୍ ନପାଇ ହଜାର ହଜାର ଦର୍ଶକ ନିରାଶ ହୋଇଥିବାବେଳେ ନକଲି ପାସ୍‌ରେ ଷ୍ଟାଡିୟମରେ ଶହ ଶହ ଏଣ୍ଟ୍ରି କରାଯାଇଥିବା ଅଭିଯୋଗ ହୋଇଛି । More

ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ମାନବୀୟ ଲୀଳା ! ବାସ୍ତବରେ କେମିତି ଉଦ୍ଧାର ହୋଇଥିଲା ରାହୁଲ ? କିଏ କରିଥିଲା ଉଦ୍ଧାର ?

କେମିତି ଉଦ୍ଧାର ପାଇଥିଲା ରାହୁଲ ? ଛୋଟ ପିଲା ତାଙ୍କୁ ଉଦ୍ଧାର କରିଥିଲା ନା ଉଦ୍ଧାରକାରୀ ଦଳ ? More

ଯାଜପୁରରେ ଏକାଧିକ ଖଣି ବ୍ୟବସାୟୀଙ୍କ ଘରେ ଆୟକର ବିଭାଗର ଜୋରଦାର ଚଢ଼ାଉ

ଆୟକର ଫାଙ୍କି ଅଭିଯୋଗରେ ରେଡ୍ ସୂଚନା । ଘର, ଅଫିସ ଓ କ୍ରସର ୟୁନିଟ୍ରେ ରେଡ୍ । More

IAS ସ୍ତରରେ ଅଦଳବଦଳ; BMC ହେଲେ କମିଶନର ବିଜୟ ଅମୃତା କୁଲାଙ୍ଗେ

IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । More

ପୁଣି ଶବକୁ ଅସମ୍ମାନ : ମହାପ୍ରୟାଣ ଗାଡ଼ି ମିଳିଲାନି, ଅଟୋରେ ନେଲେ ପରିବାର ଲୋକ

ମୃତଦେହ ଆଣିବା ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି , ବାଧ୍ୟ ହୋଇ ପରିବାର ଲୋକ ଅଟୋରେ ଆଣିଲେ । More

ଓଡ଼ିଶାରେ ପୁଣି ବଢ଼ିଲା କରୋନା: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

କରୋନାକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସତର୍କ ସୂଚନା । କହିଲେ ସତର୍କ ହୁଅ, ମାସ୍କ ପିନ୍ଧ... More

ପର୍ଯ୍ୟଟକଙ୍କ ପାଇଁ ୪ ମାସ ବନ୍ଦ ରହିବ ଶିମିଳିପାଳ

ପ୍ରତିବର୍ଷ ମୌସୁମୀ ଆଗମନ ପୂର୍ବରୁ ଶିମିଳିପାଳକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥାଏ । More

ଓଡ଼ିଶା ଛୁଇଁଲା ମୌସୁମୀ

ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା । More

‘ଜଗନ୍ନାଥ ମୋ ପୁଅକୁ ବଞ୍ଚାଇଲେ’

ଯେଉଁ ଦିନ ଶ୍ରୀଜିଉଙ୍କ ଦେବସ୍ନାନ ନୀତି ଚାଲିଥିଲା, ସେହିଦିନ ହିଁ ମୋ ପୁଅକୁ ମହାପ୍ରଭୁ ଜଗନ୍ନାଥ ଆସି ଗାତ ଭିତରୁ ଉଦ୍ଧାର କରିକି ଆଣିଦେଲେ। ୮୦ଫୁଟ ଗଭୀର ବୋରୱେଲ୍‌ ଭିତରୁ ୧୦୪ ଘଣ୍ଟା ପରେ ୧୦ ବର୍ଷର ବାଳକ ରାହୁଲ ସୁରକ୍ଷିତ ଭାବେ ଉଦ୍ଧାର ହେବା ପରେ ତାଙ୍କ ବାପା ପ୍ରତିକ୍ରିୟା ରଖିଛନ୍ତି। More

ଅନୁଭବଙ୍କ ଅଭିଯୋଗ- ବର୍ଷା ରଖିଛନ୍ତି ବ୍ଲାକ୍‌ମନି, ଗୋଟିଏ ଫିଲ୍ମ ପାଇଁ ନେଉଥିଲେ ୨୦ ଲକ୍ଷ

ସୋସିଆଲ ମିଡିଆରେ ୱାର୍‌ ପରେ ଏବେ ବର୍ଷାଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)ରେ ଫେରାଦ୍ ହୋଇଛନ୍ତି ଅନୁଭବ। ବର୍ଷା ବିଭିନ୍ନ ସରକାରୀ ଦସ୍ତାବିଜ୍‌ରେ ନିଜର ଏକାଧିକ ଏବଂ ତ୍ରୁଟିପୂର୍ଣ୍ଣ ପରିଚୟ ଦେଇ ଟିକସ ଫାଙ୍କୁଥିବା ଏବଂ କଳାଟଙ୍କା ରଖିଥିବା ଅଭିଯୋଗ କରିଛନ୍ତି ଅନୁଭବ। More

ଓଡ଼ିଶାର ଏହି ସ୍ଥାନରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା

ଵିପର୍ଯ୍ୟନ୍ତ ଆଇନ ଶୃଙ୍ଖଳା, ଦିଵାଲୋକରେ ପ୍ରତିଦିନ ଚୋରି, ଛିନତାଇ, ରାହାଜାନୀ ସହ ଗୁଳିକାଣ୍ଡ ଜନଜୀବନକୁ ଆତଙ୍କିତ କରିଥିବା ଵେଳେ ପୋଲିସ ନୀରଵ ଦ୍ରଷ୍ଟା ସାଜିଛି। ଏହାର  ପ୍ରତିଵାଦରେ ବିଭିନ୍ନ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବାଲେଶ୍ୱର ବନ୍ଦ ଡାକରା ଦିଆଯାଇଛି।  More

Daily Horoscope 16th June 2022: ହଠାତ୍‌ ବିପଦ ଆସିପାରେ ! ପ୍ରତିକାର ପାଇଁ କଣ କରିବେ?

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର More

ପାଣିପାଗ ବିଭାଗର ପୂର୍ବାନୁମାନ- କାଲି ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ !

ପାଗ ଅନୁକୂଳ ରହିଥିବାରୁ ଆଜି ଓ ଆସନ୍ତାକାଲି ମଧ୍ୟରେ ଓଡ଼ିଶାକୁ ମୌସୁମୀ ବାୟୁ ପ୍ରବେଶ କରିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ମୌସୁମୀ ଓଡ଼ିଶା ଛୁଇଁବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି। More

ଅର୍ଚ୍ଚିତା ହେଲେ ତରଙ୍ଗର ବ୍ରାଣ୍ଡ୍ ଆମ୍ବାସଡର୍

ଆଗକୁ ମଧ୍ୟ ଅର୍ଚ୍ଚିତାଙ୍କ ସହଭାଗିତା ତରଙ୍ଗ ବ୍ରାଣ୍ଡ୍‌କୁ ଆଦୃତ କରିବାରେ ଆହୁରି ଅଧିକ ସହାୟକ ହେବ। More

ଘର ଭିତରେ ବିସ୍ଫୋରଣ : ଗୋଟିଏ ପରିବାରର ୬ ଜଣ ଗୁରୁତର

କୋଦଳା ଥାନା ବେରୁହାବାଡ଼ି ଗାଁର ଦଣ୍ଡପାଣି ବେଳେହାଙ୍କ ଘରେ ବିସ୍ଫୋରଣ More

ଗୋବରୀ ନାଁରେ ୭ ଲକ୍ଷ ଚଳୁ : ମୂଳରୁ ନଈରୁ ଫୁଟେ ଦଳ ଉଠିନି କି ଖଣ୍ଡେ ପଥର ପଡ଼ିନି

ଗୋବରୀ ନଦୀ ପୁନରୁଦ୍ଧାର କାର୍ଯ୍ୟରେ କୋଟି କୋଟି ଟଙ୍କା ପାଣିରେ ପଡ଼ିଥିବାରୁ ସିଧାସଳଖ ଅସୁବିଧା ଭୋଗୁଛନ୍ତି ସ୍ଥାନୀୟ ଗ୍ରାମବାସୀ । ଲୋକଙ୍କ ଗାଧୋଇବା, ପାଣି ସାରବାର କରିବା, ଚାଷ ଜମିକୁ ପାଣି ମାଡ଼ିବା ସବୁ କାର୍ଯ୍ୟରେ ଅସୁବିଧା ହେଉଛି । More

ପୁରୀ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ

ଗାଧୋଇବା ହେଲା କାଳ। ସ୍ନାନ ଯାତ୍ରା ଦେଖିବାକୁ ଯାଇ ନରେନ୍ଦ୍ର ପୋଖରୀରେ ଗାଧୋଇଲା ବେଳେ ବୁଡ଼ିଗଲେ ଯୁବକ । More

ହସ୍ପିଟାଲରେ ରାହୁଲ ପିଇଲା ସୁପ୍‌ : ସୋଡିୟମ ସ୍ତର ହ୍ରାସ ପାଇଥିଲେ ସୁଦ୍ଧା ସ୍ୱାସ୍ଥ୍ୟାବସ୍ଥା ସ୍ଥିର

ରାହୁଲର ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି କହିଲେ ମୁଖ୍ୟ ଚିକିତ୍ସାଧିକାରୀ । More