ସଂକ୍ଷେପରେ ଆଜିର ତାଜା ଖବର - Wednesday, 22 June 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଡ୍ୟାମ୍‌ରେ ପାଣି ନାହିଁ, ବଦ୍ୟୁତ ଉତ୍ପାଦନ ଠପ୍‌ ! ମୌସୁମୀ ବର୍ଷା ସାହା ଭରସା

ରାଜ୍ୟରେ ଥିବା ୭ଟି ମେଗା ଜଳବିଦ୍ୟୁତ କେନ୍ଦ୍ରର ମୋଟ ଉତ୍ପାଦନ କ୍ଷମତା ୨୦୯୯. ୫ ମେଗାୱାଟ୍ । କିନ୍ତୁ ଜୁନ୍ ୨୧ରେ ଏସବୁରୁ ଉତ୍ପାଦନ ହୋଇଛି ମାତ୍ର ୯୪.୫୪ ମେଗାୱାଟ୍, ଯାହାକି ମୋଟ୍ କ୍ଷମତାର ୫ ପ୍ରତିଶତରୁ ବି କମ୍ । More

ଏବେ ଆଗରେ ପଛରେ ମାଳମାଳ ଗାଡ଼ି, କିନ୍ତୁ ଦିନେ ତାଙ୍କ ପାଇଁ ଆସିଥିଲା ଦାରୁଣ ଦୁଃଖ

ଏବେବି ୫ ଦଶନ୍ଧି ତଳର ସ୍କୁଲ ରେଜିଷ୍ଟରରେ ଲିପିବଦ୍ଧ ତାଙ୍କରି ମୂଳ ନାଁ ଦ୍ରୌପଦୀ ଟୁଡୁ । ସ୍କୁଲ ଜୀବନ ପରେ ୧୯୭୫ରୁ ୧୯୭୯ ଭିତରେ ଦ୍ରୌପଦୀ ଆଇଏ-ବିଏ ଶେଷ କରନ୍ତି ରମାଦେବୀ ମହିଳା ମହାବିଦ୍ୟାଳୟରେ । More

ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛାର ସୁଅ, ୨୪ରେ ଭରିବେ ନାମାଙ୍କନ

ଦ୍ରୌପଦୀ ମୁର୍ମୁ ଓଡିଶାର ମହିଳା ଟ୍ରାଇବାଲ୍ ଫେସ୍ । ତାଙ୍କ ନାଁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରି ବିଜେପି ମାଷ୍ଟର ଷ୍ଟୋକ୍ ଖେଳିଛି । ତେଣୁ ପୂର୍ବ ଭାରତରେ ଦଳର ଭୋଟ୍ ବ୍ୟାଙ୍କ ଉପରେ ଏହାର ପ୍ରଭାବ କଣ ପଡୁଛି ତା ଉପରେ ନଜର ରହିଛି । More

ପୋପ୍‌ଙ୍କୁ ଭେଟିଲେ ନବୀନ, ଉପହାର ବି ଦେଲେ

ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ଚର୍ଚ୍ଚା ହେଉଛି । କିନ୍ତୁ ନିର୍ଦ୍ଦିଷ୍ଟ ଭାବେ କଣ ଆଲୋଚନା ହୋଇଛି, ତାହା ଜଣାପଡ଼ିନି । More

ନୂଆ ଘର ଦେବେ ବୋଲି କହିଲେ, ପୁରୁଣା ଘର ଭାଙ୍ଗିବା ପରେ ଆଉ ଦେଲେନି

ପାଇଖାନାରେ ଆସବାବ ପତ୍ର ରଖୁଥିବା ବେଳେ ପାଇଖାନାକୁ ଲଗେଇ ଏକ ଝାଟିମାଟି ଚାଳ କୁଟୀର ତିଆରି କରି ପୂରା ପରିବାର ରହୁଛନ୍ତି । More

NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ବିଧାୟକମାନଙ୍କୁ ନବୀନଙ୍କ ଅପିଲ

ସର୍ବସମ୍ମତିକ୍ରମେ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ ଅପିଲ । ଓଡ଼ିଶାର ଝିଅଙ୍କୁ ସମର୍ଥନ କରିବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ । More

ସୁସ୍ଥ ହେଉଛି ରାହୁଲ, ହସୁଛି ଗୀତ ବି ଶୁଣୁଛି; ଏବେ ରଥଯାତ୍ରାକୁ ହେଲା ନିମନ୍ତ୍ରିତ

ରାହୁଲକୁ ଦେଖିଲେ ଲାଗୁଛି ଯେମିତି ମେଡିକାଲ ବେଡ ଉପରେ ବସି ରହି ପଛ କଥାକୁ ଭୁଲିଯିବାକୁ ଚାହୁଁଛି । ରାହୁଲର ହସ ହସ ମୁହଁ ଦେଖିଲେ ଲାଗୁଚି ସିଏ ଯେମିତି ସବୁ ପଛ କଥାକୁ ଭୁଲିସାରିଲାଣି । More

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ସମସ୍ତ ମାମଲା ରଦ୍ଦ କଲେ ହାଇକୋର୍ଟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆସି ସାରିଥିବାରୁ ଦାୟର ସମସ୍ତ ମାମଲାର ଶୁଣାଣି କରି ହାଇକୋର୍ଟ ଏହାକୁ ରଦ୍ଦ କରିଛନ୍ତି। More

ଆସିଲା ଓଡ଼ିଆ ଅଭିନେତ୍ରୀ ରଶ୍ମିରେଖାଙ୍କ ପୋଷ୍ଟମର୍ଟମ ରିପୋର୍ଟ, ହେଲା ବଡ଼ ଖୁଲାସା...

ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ପୋଷ୍ଟମର୍ଟମ ରିପୋର୍ଟ ଏବେ ସାମ୍ନାକୁ ଆସିଛି। ପୋଷ୍ଟମର୍ଟମ ରିପୋର୍ଟ ନେଇ କ୍ୟାପିଟାଲ ହସ୍ପିଟାଲ ସୂତ୍ରରୁ ସୂଚନା ମିଳିଛି।  More

କ୍ୟାନସର୍‌ରୁ ସୁସ୍ଥ ହେବା ପରେ ୧୨ ହଜାର ଫୁଟ ପର୍ବତ ଚଢିଲେ ସ୍ୱାଗତିକା

ଏକ ଘରୋଇ ମେଡିକାଲ ପକ୍ଷରୁ ୮ ଜଣ କ୍ୟାନସର ସର୍‌ଭାଇବରଙ୍କୁ ମାଉଣ୍ଟେନ ଟ୍ରାକିଂର ସୁଯୋଗ ଦିଆଯାଇଥିଲା। More

'ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ଦେଶ ପାଇଁ ଭଲ'

ଭୂରିଭୂରି ପ୍ରଶଂସା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।  More

ବିଜେଡି ପାଖରେ ଗେମ୍ ଚେଞ୍ଜିଂ ନମ୍ବର

ବିଜେପି ପାଇଁ ଆବଶ୍ୟକ ପଡ଼ୁଥିବା ୨ ପ୍ରତିଶତ ବେଶ ଗୁରୁତ୍ୱବହନ କରୁଛି। More

ଆଜି ୧୩ ଜିଲ୍ଲାରେ ପ୍ରବଳ ବର୍ଷିବ ! ସତର୍କ କଲା ପାଣିପାଗ ବିଭାଗ

ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। More

ସ୍ୱାମୀ, ଦୁଇ ପୁଅଙ୍କ ଦେହାନ୍ତ ପରେ ନିସଙ୍ଗ ଜୀବନ କାଟୁଥିଲେ ଦ୍ରୌପଦୀ ମୁର୍ମୁ

ଚାକିରୀ ଛାଡ଼ି ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଆସିଷ୍ଟାଣ୍ଟ୍ ପ୍ରଫେସର ଭାବେ ଯୋଗ ଦେଇଥିଲେ ଦ୍ରୋପଦୀ। More

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା କଥା ନବୀନ ପୂର୍ବରୁ ଜାଣିଥିଲେ !

ଦ୍ରୌପଦୀ ମୁର୍ମୁ NDAର ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକଥା ପୂର୍ବରୁ ଜାଣିଥିଲେ। ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇ ନବୀନ କରିଥିବା ଟ୍ୱିଟ୍‌ରେ ଏହାର ସଙ୍କେତ ମିଳିଛି। More

Daily Horoscope 22th June 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧୁବାର। ତିଥି – ୯ମୀ ରାତ୍ରି ୦୮/୪୫ ଗତେ ୧୦ ମୀ, ଚନ୍ଦ୍ର   – ମୀନ ଅହୋରାତ୍ର, ଘାତ ଚନ୍ଦ୍ର-  ଧନୁ ରାଶିର ଅହୋରାତ୍ର। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ। More

ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ OTVକୁ ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ପ୍ରତିକ୍ରିୟା

ଏକ ପ୍ରେସମିଟ ଜରିଆରେ ଦ୍ରୌପଦୀଙ୍କ ନାଁ ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ପ୍ରାର୍ଥୀ ଘୋଷଣା ପରେ OTVକୁ ଦ୍ରୌପଦୀ ମୁର୍ମୁ ଦେଇଥିଲେ ପ୍ରଥମ ପ୍ରତିକ୍ରିୟା । More

ରାଜ୍ୟ ସରକାରଙ୍କ ଫୋକସ୍‌ରେ ବିଦେଶୀ ପୁଞ୍ଜି, ୨୯ରେ ଦୁବାଇ ଇନ୍‌ଭେ ଷ୍ଟର୍ସ ମିଟ୍ରେ ନବୀନଙ୍କ ଯୋଗଦାନ

ନିବେଶକାରୀଙ୍କ ସହ ଓ୍ୱାନ୍ ଟୁ ଓ୍ୱାନ୍ ଅାଲୋଚନା କରିବେ ମୁଖ୍ୟମନ୍ତ୍ରୀ ପେଟ୍ରୋକେମିକାଲ୍ସ, ପ୍ଲାଷ୍ଟିକ୍, ଫୁଡ୍ ପ୍ରୋସେସିଂରେ ନିବେଶ ସୁଯୋଗ ସି ଫୁଡ୍ ପ୍ରୋସେସିଂ, ଟେକ୍ସଟାଇଲ୍ ଓ ଟୁରିଜିମ୍କୁ ମଧ୍ୟ ଗୁରୁତ୍ୱ More

ହାରିଗଲା ହାତୀ ! କାଳ ହେଲା କି ପାଣି ଭିତରେ ଚିକିତ୍ସା ?

ପାଣି ଭିତରୁ ତାକୁ ପୂର୍ବରୁ କଢ଼ାଗଲାନି କାହିଁକି ? ଠିକ୍ ଚିକିତ୍ସା କରାଯାଇଥିଲା ତ ? More

ମାଓ ହମଲାରେ ୩ CRPF ଯବାନ ସହିଦ

ବୋଡେନ୍ ବ୍ଲକ୍ ପାଟଧରା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ହମଲା । ଯବାନମାନେ ଗୋଟିଏ କ୍ୟାମ୍ପରୁ ଅନ୍ୟ କ୍ୟାମ୍ପକୁ ଯିବା ବେଳେ ମାଓବାଦୀ ମାନେ ହମଲା କରିଛନ୍ତି । More

ଅନୁଭବଙ୍କୁ ଝଟ୍‌କା ! ଶ୍ୱଶୁର ଘର ଛାଡ଼ିବେନି ବର୍ଷା

SDJMଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ରୋକ ଲଗାଇଲେ କଟକ ଜିଲ୍ଲା ଜଜ୍ । More