• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 03 July 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Otv Khabar Bureau
  • 2 years ago

ଭୋଟ ପାଇଁ ସରକାରଙ୍କ କାରସାଦି ! ବଜେଟ୍‌ରେ ଫ୍ଲାଗସିପ୍ ଯୋଜନାକୁ ଫୋକସ୍‌

ରାଜ୍ୟ ବଜେଟ ଫୋକସ୍‌ରେ ୨୦୨୪ ନିର୍ବାଚନ ଭୋଟରଙ୍କୁ ଆକୃଷ୍ଠ ଲାଗି କେତେକ ଫ୍ଲାଗ୍‌ସିପ୍‌ ପ୍ରୋଗ୍ରାମକୁ ଗୁରୁତ୍ୱ ଦେଇଛନ୍ତି ଅର୍ଥମନ୍ତ୍ରୀ । More
  • Satyendu Shekher Mishra
  • 2 years ago

ବିଜେବି କଲେଜ ଛାତ୍ରୀ ମୃତ୍ୟୁ ମାମଲା, CBI ତଦନ୍ତ ଦାବି କଲେ ରୁଚିକାଙ୍କ ବାପା

ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ଛାତ୍ର ସଂଗଠନର ଧାରଣା । ଗେଟ୍ ଆଗରେ ଧାରଣାରେ ବସିଲେ ନବ ନିର୍ମାଣ ଛାତ୍ର ସଂଗଠନ । More
  • Otv Khabar Bureau
  • 2 years ago

ମହାମାରୀ କରୋନାର ଲମ୍ବଡିଆଁ; ମାସ ଶେଷ ସୁଦ୍ଧା ରାଜ୍ୟରେ ପିକ୍‌ ଛୁଇଁବ ସଂକ୍ରମଣ

ରାଜ୍ୟରେ ୨୪ ଘଣ୍ଟାରେ ୩୪୬ ନୂଆ ଆକ୍ରାନ୍ତ ଚିହ୍ନଟ । କେବଳ ଖୋର୍ଦ୍ଧା ଓ କଟକରୁ ଦୈନିକ ସଂକ୍ରମଣର ୭୦% ଚିହ୍ନଟ । More
  • Satyendu Shekher Mishra
  • 2 years ago

ବିଜେବି ଛାତ୍ରୀ ଆତ୍ମହତ୍ୟାକୁ ନେଇ ବଢୁଛି ସସ୍‌ପେନ୍ସ, ସୁଇସାଇଡ୍ ନୋଟ୍‌ରେ ଥିବା ୩ ସିନିୟର କିଏ ?

ରୁଚିକା ଆତ୍ମହତ୍ୟା ଅଭିଯୋଗ ମାମଲାରେ ପୋଲିସ ତଦନ୍ତ ରିପୋର୍ଟ ହସ୍ତଗତ ହେବା ପରେ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ଟୁଇଟ୍ କରି କହିଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ । More
  • Satyendu Shekher Mishra
  • 2 years ago

ସ୍ୱଳ୍ପବୃଷ୍ଟିରୁ ପ୍ରଭାବିତ ଚାଷ, ଜୁନ୍ ୩୦ ସୁଦ୍ଧା ରାଜ୍ୟରେ ୪୦% କମ୍ ବର୍ଷା

ବର୍ଷା ଅଭାବରୁ ୯ ଜିଲ୍ଲାରେ ସ୍ଥିତି ସଂଗୀନ । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ନବରଙ୍ଗପୁର, ଖୋର୍ଦ୍ଧା, ଭଦ୍ରକ ଓ ବଲାଙ୍ଗିରରେ ୫୦ ପ୍ରତିଶତରୁ କମ୍ ବର୍ଷା । More
  • Satyendu Shekher Mishra
  • 2 years ago

ପୁଣି ଏକ ନମ୍ବର ରାଙ୍କ କବ୍‌ଜା କଲେ ସ୍ୱାଧୀନ ଗୌଡ଼

ସେ ପୂର୍ବରୁ ସାରା ଓଡ଼ିଶାରେ ୧ ନମ୍ବର ରାଙ୍କରେ ରହିଥିବା ବେଳେ ଏଥର ମଧ୍ୟ ସେ ନିଜର ଶୀର୍ଷ ସ୍ଥାନ ଅକ୍ତିଆର କରି ରଖିଛନ୍ତି । More
  • Satyendu Shekher Mishra
  • 2 years ago

ସାପ ପାଟିରୁ ବାହାରିଲା ୮ଟି ଗୋଟା କୁକୁଡ଼ା ଅଣ୍ଡା ! ଦେଖନ୍ତୁ ଭିଡିଓ..

ମୟୂରଭଂଜ ଜିଲ୍ଲା ଖୁଣ୍ଟା ବନାଞ୍ଚଳ କହ୍ନାଇବନ୍ଧ ଗାଁରୁ ଉଦ୍ଧାର ହୋଇଛି ଏକ ବିରାଟ ଚମ୍ପା ନାଗ । More
  • Satyendu Shekher Mishra
  • 2 years ago

ସାପ କାମୁଡ଼ିଲେ ଡାକ୍ତରଖାନା ନୁହେଁ, ଶିବ ମନ୍ଦିର ଯାଉଛନ୍ତି ଲୋକେ

ଆଜି ବି ସମାଜରୁ ହଟିନି ଅନ୍ଧବିଶ୍ୱାସ । ନାବାଳକକୁ ସାପ କାମୁଡିବାରୁ ଗୁଣିଗାରେଡିର ନେଲେ ସାହାରା । More
  • Otv Khabar Bureau
  • 2 years ago

ACF ସୌମ୍ୟଙ୍କ ସନ୍ଦେହଜନକ ମୃତ୍ୟୁକୁ ପୂରିଲା ବର୍ଷେ; ଏଯାଏଁ ମିଳିନି ନ୍ୟାୟ

ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁକୁ ବର୍ଷେ ପୂରିଲା । ହେଲେ ତାଙ୍କ ପରିବାର ଲୋକେ ଆଜି ପର୍ଯ୍ୟନ୍ତ ନ୍ୟାୟ ଅପେକ୍ଷାରେ ... More
  • Rajalaxmi Sahoo
  • 2 years ago

ଚାକିରି ଚାପରେ ମହାନଦୀକୁ ଡେଇଁଲେ ଜୀବନ ହାରିଲେ ଯୁବକ

ଚାକିରି ଚାପରୁ ମହାନଦୀକୁ ଡେଇଁଲେ ଜୀବନ ହାରିଲେ ଯୁବକ। ମୁଣ୍ଡଳି ଠାରେ ନିଜର ବୁଲେଟ୍‌ ରଖି ନିଖୋଜ ଥିଲେ। More
  • Rajalaxmi Sahoo
  • 2 years ago

ଅଡ଼ୁଆରେ ତହସିଲଦାର: ମଲା ଲୋକଙ୍କ ନାଁରେ ବିକୁଥିଲେ ଜମି

ବଲାଙ୍ଗିର ସଦର ତହସିଲଦାରଙ୍କ ବିରୋଧରେ ଜମି ଠକେଇ କାରବାର ନେଇ ଅଭିଯୋଗ ହୋଇଛି। ଯୋଜନାବଦ୍ଧ ଭାବେ ଜମି ହଡ଼ପ କରାଯାଇ ଥିବା ଅଭିଯୋଗ ହୋଇଛି। More
  • Rajalaxmi Sahoo
  • 2 years ago

ଅଲମ୍ପିଆନ୍ ଦୂତୀ ଚାନ୍ଦଙ୍କୁ ବି ରାଗିଂ, କହିଲେ- ‘କାହାକୁ କହି ହେଉନଥିଲା କି ସହି ହେଉନଥିଲା’

ଭୁବନେଶ୍ୱର ସ୍ପୋର୍ଟସ୍‌ ହଷ୍ଟେଲ୍‌ରେ ଅଲମ୍ପିଆନ୍ ଦୂତୀ ଚାନ୍ଦଙ୍କୁ ରାଗିଂ କରାଯାଇଥିଲା। ଏଭଳି ଘଟଣା କାହାକୁ କହି ହେଉନଥିଲା କି ସହି ହେଉନଥିଲା ବୋଲି ଦୂତୀ ସୋସି‌ଆଲ୍ ମିଡିଆରେ କମେଣ୍ଟ ଦେଇ ଲେଖିଛନ୍ତି। More
  • Rajalaxmi Sahoo
  • 2 years ago

ଗର୍ଭସ୍ଥ ଶିଶୁ ମୃତ, ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକ

ନର୍ସଙ୍କ କାର୍ଯ୍ୟରେ ବାଧା ଦେବାରୁ ଜଣେ ପ୍ରସୂତିଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଠିକ୍ ସମୟରେ ପ୍ରସବ ହୋଇନପାରିବରୁ ଅଧା ଜନ୍ମିତ ଅବସ୍ଥାରେ ଶିଶୁପୁତ୍ରଟିର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।  More
  • Otv Khabar Bureau
  • 2 years ago

ରାଜ୍ୟରେ ୩୦୦ ଟପିଲା ଦୈନିକ ସଂକ୍ରମଣ ସଂଖ୍ୟା

ରାଜ୍ୟରେ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ...୨୪ ଘଣ୍ଟାରେ ଆଉ ୩୪୬ ଆକ୍ରାନ୍ତ ଚିହ୍ନଟ... More
  • Otv Khabar Bureau
  • 2 years ago

କଟକ ବଡମେଡିକାଲରୁ ବିରଧୀନ କଏଦୀ ଫେରାର୍

ବଡ଼ ମେଡିକାଲରୁ ଚମ୍ଫଟ ମାରିଲା ବିଚାରାଧୀନ କଏଦୀ.... More
  • Otv Khabar Bureau
  • 2 years ago

ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ତିନି ଠାକୁର...ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା... More
  • Rajalaxmi Sahoo
  • 2 years ago

Daily Horoscope 3rd July 2022: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ନଚେତ୍‌ ଠକାମିରେ ପଡ଼ିପାରନ୍ତି

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ, ରବିବାର। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... More
  • Rajalaxmi Sahoo
  • 2 years ago

୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ! ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୪ ଦିନ ଯାଏ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। More
  • Rajalaxmi Sahoo
  • 2 years ago

ଜୀବନ ହାରିଲେ ବିଜେବି କଲେଜ ଛାତ୍ରୀ, ସୁଇସାଇଡ୍‌ ପଛରେ ୩ ସିନିୟର !

କିଏ ସେହି ୩ ସିନିୟର, ଯେଉଁମାନଙ୍କ ନିର୍ଯାତନା ସହି ନପାରି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେବାକୁ ବାଧ୍ୟ ହେଲେ ବିଜେବି କଲେଜ ଛାତ୍ରୀ । ସିନିୟରଙ୍କ ମାନସିକ ନିର୍ଯାତନା ସହି ନପାରି ଜୀବନ ହାରୁଥିବା ସୁଇସାଇଡ୍ ନୋଟ୍‌ରେ ଛାତ୍ରୀ ଜଣକ ଉଲ୍ଲେଖ କରିଛନ୍ତି।  More
  • Satyendu Shekher Mishra
  • 2 years ago

ବାଡ଼ ଯଦି ଫସଲ ଖାଏ, ଆଉ ତହସିଲଦାର ଯଦି କରନ୍ତି ଜମି ଚୋରି ! ତେବେ କ’ଣ ହେବ ?

ବଲାଙ୍ଗିର ସହର ଉପକଣ୍ଠ ଧୂମମରା ଗାଁରେ ଥିବା ଆଦର୍ଶ ବିଦ୍ୟାଳୟ ପଛକୁ ଲାଗି ରହିଥିବା ଏକ ମୂଲ୍ୟବାନ ଜମିର ପ୍ରକୃତ ମାଲିକ ହେଉଛନ୍ତି ଧୁମାମରା ଗାଁର ହର୍ଷ ଷାଣ୍ଡ । More
  • Otv Khabar Bureau
  • 2 years ago

ସୁନାପ୍ରେମୀଙ୍କ ମୁଣ୍ତରେ ଚଡ଼କ, ବଢ଼ିଲା ୧୧୫୦ ଟଙ୍କା

ସୁନାପ୍ରେମୀଙ୍କୁ ଝଟକା । ମହଙ୍ଗା ହେଲା ସୁନା । କେନ୍ଦ୍ର ସରକାର ସୁନା ଉପରେ ଆମଦାନି ଶୁଳ୍କ ଓ କୃଷି ସେସ୍ ଲାଗୁ କରିବା ପରେ ହଠାତ୍ ଉପରମୁହାଁ ହୋଇଛି ଦର । More
  • Satyendu Shekher Mishra
  • 2 years ago

ଶ୍ରୀଗୁଣ୍ଡିଚା ରୋଷଘର ଚୁଲି ଭାଙ୍ଗିଲା କିଏ ?

ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଅନନ୍ତ ତିଆଡ଼ି କିନ୍ତୁ ଚୁଲି ଭଙ୍ଗା ଅଭିଯୋଗକୁ ଖଣ୍ଡନ କରିଛନ୍ତି । ସେ କହିଛନ୍ତି କୌଣସି ଚୁଲି ଭଙ୍ଗାଯାଇ ନାହିଁ । ବ୍ୟକ୍ତିଗତ ବିବାଦରୁ ଏଭଳି ଅଭିଯୋଗ ଆସିଥାଇପାରେ । More
  • Otv Khabar Bureau
  • 2 years ago

ବିଜେପି କଲେଜ ଛାତ୍ରୀ ଆତ୍ମହତ୍ୟା: ସମ୍ପୃକ୍ତ ଅଛନ୍ତି ୩ ସିନିୟର !

ବିଜେବି କଲେଜର କାରୁବାକି ହଷ୍ଟେଲ ୨୦୧ ନମ୍ବର ରୁମ୍‌ରୁ ଆଜି ଯୁକ୍ତ ୩ ପ୍ରଥମ ବର୍ଷର ହିଷ୍ଟ୍ରି ଅନର୍ସ ଛାତ୍ରୀ ରୁଚିକା ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା । ତେବେ ତାଙ୍କର ସୁଇସାଇଡ୍ ନୋଟ୍ ସାମ୍ନାକୁ ଆସିବା ପରେ ଚାଞ୍ଚଲ୍ୟ ପ୍ରକାଶ ପାଇଛି । More
  • Satyendu Shekher Mishra
  • 2 years ago

ବଜେଟ୍ ୨୦୨୨; ମଧ୍ୟାହ୍ନ ଭୋଜନ ପାଇଁ ୮୫୧ କୋଟି, ବ୍ୟାଗ୍-ୟୁନିଫର୍ମ ପାଇଁ ୧୯୩ କୋଟି

ରାସ୍ତାଘାଟ ରକ୍ଷଣାବେକ୍ଷଣ ପାଇଁ ୨୯୭୦ କୋଟି ବିନିଯୋଗ ଲକ୍ଷ୍ୟ ରଖାଯାଇଥିବା ବେଳେ ବିଜୁ ଏକ୍ସପ୍ରେସ ୱେ ପାଇଁ ୩ ଶହ କୋଟିର ବ୍ୟୟବରାଦ ପ୍ରସ୍ତାବ କରାଯାଇଛି । More