ସଂକ୍ଷେପରେ ଆଜିର ତାଜା ଖବର - Tuesday, 05 July 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ମଧ୍ୟାହ୍ନ ଭୋଜନ ଖାଇ ୧୦୦ ଛାତ୍ରୀ ଅସୁସ୍ଥ

ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ ସମସ୍ତ ଛାତ୍ରୀ ଅସୁସ୍ଥ ହୋଇଥିବା ଆଶଙ୍କା କରାଯାଉଛି । More

ରାଗିଂରେ କେମିତି ଲାଗିବ ଲଗାମ ? ୩ ମାସରେ ଗଲାଣି ୩ ଜୀବନ

ରାଗିଂ ହେଲେ ଚୁପ ନରହି ଅଭିଭାବକ ଓ କର୍ତ୍ତୃପକ୍ଷଙ୍କୁ ଜଣାନ୍ତୁ କହିଲେ ଶିକ୍ଷାବିତ୍ । More

ରୁଚିକା ଆତ୍ମହତ୍ୟା ମାମଲାରେ ଶହେ ଜଣଙ୍କୁ ଜେରା, କୁଆଡ଼େ ଗଲେ ୩ ସିନିୟର ଛାତ୍ରୀ ?

କଡ଼ା ଆଣ୍ଟି ରାଗିଂ ଆଇନ୍ ଆଣିବାକୁ ତେଜିଲା ଦାବି । More

BJDକୁ ଅଡୁଆ ନିଜ ଦଳର ବିଧାୟକ, ସରକାରୀ ଅଧିକାରୀଙ୍କ ଉପରେ ବର୍ଷିଲେ ସୌମ୍ୟରଂଜନ

ସୌମ୍ୟ କହିଲେ ଭୁଲ୍ ତଥ୍ୟ ଦେଇ ଆମକୁ ସଜାଉଛନ୍ତି ମିଛୁଆ । ଆନନ୍ଦପୁରର ସ୍ୱାସ୍ଥ୍ୟ ଭିତ୍ତିଭୂମି ଗୁମର ଖୋଲିଲେ ଭାଗିରଥୀ More

ଛାତ୍ରୀ ମୃତ୍ୟୁ ଘଟଣାକୁ ଚାପିବା ପାଇଁ କଲେଜ କର୍ତ୍ତୃପକ୍ଷ ଦେଉଥିଲେ ଟଙ୍କା !

କଲେଜ କର୍ତ୍ତୁପକ୍ଷ ମାମଲା ଚପାଇ ଦେବା ଘଟଣାକୁ ଖଣ୍ଡନ କରିଛନ୍ତି । More

ମ୍ୟାଲେରିଆ ସହ କେମିତି ମୁକାବିଲା କରୁଛି ଓଡ଼ିଶା ? ଦେଖିବାକୁ ଆସୁଛି WHO

ଓଡ଼ିଶା ଆସୁଛି WHO ଟିମ୍ । More

ଭୋଟ ମାଗିବାକୁ ଓଡ଼ିଶା ଆସିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଓଡ଼ିଶା ପରେ ଆନ୍ଧ୍ର ପ୍ରଦେଶ ଏବଂ ଅନ୍ୟାନ୍ୟ ରାଜ୍ୟ ଯିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି । More

ନରସିଂହଙ୍କ ଅଭିଯୋଗ, ବିଧାନସଭାରେ କ୍ଷୁର୍ଣ୍ଣ କରାଯାଉଛି ବିଧାୟକଙ୍କ ସାମ୍ବିଧାନିକ ଅଧିକାର

ରାଜ୍ୟ ସରକାର ସନ୍ଦେହ ଘେରକୁ ଆସିବା ସହ ଦୁର୍ନୀତିର ଗନ୍ଧ ବାରି ହେଉଛି ବୋଲି କହିଛନ୍ତି ନରସିଂହ ମିଶ୍ର । More

ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌ ! ୧୦ ହଜାର ଟଙ୍କା ପାଇଁ ଯୁବକଙ୍କ ଆତ୍ମହତ୍ୟା

ମାଆଙ୍କ ନାଁରେ ଶେଷ ଚିଠି ଲେଖି ସେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । More

ଓଡ଼ିଶାରେ ମଦ୍ୟପଙ୍କ ସଂଖ୍ୟା ବଢ଼ୁଛି: ସୌମ୍ୟ ପଟ୍ଟନାୟକ

ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ହାର ବୃଦ୍ଧି ପାଇଛି। ତେବେ ସବୁଠୁ ଉଦ୍‌ବେଗଜନକ ବିଷୟ ହେଉଛି, ମହିଳାମାନଙ୍କ ମଦ୍ୟପାନ ହାର ବୃଦ୍ଧି ପାଇଛି। More

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କହିବା ଯାହା ନିଜ ଗାଲକୁ ଚାପୁଡ଼ା ମାରିବା ତାହା: ବିଜେଡି ବିଧାୟକ

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କହିବା ଯାହା ନିଜ ଗାଲକୁ ଚାପୁଡ଼ା ମାରିବା ତାହା। ବିଧାନସଭାରେ ଆନନ୍ଦପୁରର ବିଜେଡି ବିଧାୟକ ଭାଗିରଥି ସେଠୀ ଏଭଳି କିଛି ମନ୍ତବ୍ୟ ଦେଇଛନ୍ତି।  More

ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୃତ୍ୟୁର କାରଣ ଅସ୍ପଷ୍ଟ, ମୃତଦେହ ଜବତ କରି ପୋଲିସର ଛାନ୍‌ଭିନ୍ । ମୃତ ଛାତ୍ରୀ ଏକ ଘରୋଇ ଇଂଜିନିୟରିଂ କଲେଜରେ ପଢୁଥିଲେ । More

କାସିମ୍‌ ଚାଚାଙ୍କ ମହାନତା, ୪ ବର୍ଷ ଧରି ଗରିବଙ୍କୁ ମାଗଣାରେ ବାଣ୍ଟୁଛନ୍ତି ଖାଦ୍ୟ ସାଙ୍ଗକୁ ଜୋତା

ପୁଣି ଚର୍ଚ୍ଚାରେ କଲ୍ୟାଣସିଂହପୁରର କାସିମ୍‌ ଚାଚା । ଗରିବ ଭୋକିଲାଙ୍କୁ ଏଥର ଚିକେନ୍‌ ବିରିୟାନୀ ସହ ବାଣ୍ଟିଲେ ଜୋତା। କୁକୁଡ଼ା ମାଂସ ଦୋକାନ କରି ସପ୍ତାହକୁ ଥରେ ଭୋକିଲାଙ୍କୁ ଦେଉଛନ୍ତି ଖାଦ୍ୟ । କେତବେବେଳେ ଜୋତା ତ ପୁଣି କେତେବେଳେ ଛତା । ଧୋତି ଆଉ ଲୁଗା ବି ଦେଉଛନ୍ତି। କାସିମ୍‌ଙ୍କୁ ନେଇ ପୂରା ରାଜ୍ୟରେ ଏବେ ବଢିଲାଣି ଚର୍ଚ୍ଚା । More

ଓଡ଼ିଶାରେ ଚାଲିଛି ଅଫିସର୍‌ ରାଜ୍, ବଢ଼ିଛି ଅହଙ୍କାର: ସୌମ୍ୟ ପଟ୍ଟନାୟକ

ବିଧାନସଭାରେ ସତ କିଏ କହୁଛି ପ୍ରଶ୍ନକର୍ତ୍ତା ନା ସରକାରୀ ଅଧିକାରୀ ବୋଲି ସୌମ୍ୟ ପଚାରିଥିଲେ। ସରକାରୀ ଅଧିକାରୀମାନେ ଭୁଲ୍‌ ଏବଂ ଭିନ୍ନ ଭିନ୍ନ ତଥ୍ୟ ଦେଇ ବିଧାୟକମାନଙ୍କୁ ମିଛୁଆ ସଜେଇ ନ ଦିଅନ୍ତୁ। More

ଆସିଲା ବିଜେବି ଛାତ୍ରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ: ଶ୍ୱାସରୁଦ୍ଧ ହୋଇ ରୁଚିକାଙ୍କ ମୃତ୍ୟୁ !

ଆସିଲା ବିଜେବି ଛାତ୍ରୀ ରୁଚିକା ମହାନ୍ତିଙ୍କ ପୋଷ୍ଟମର୍ଟମ ରିପୋର୍ଟ.. More

ଭାରତ-ଇଂଲଣ୍ତ ଟେଷ୍ଟ ସିରିଜ୍‌ରେ ଭାରତୀୟ ଫ୍ୟାନ୍ସଙ୍କୁ କଳା-ଗୋରା ଭେଦଭାବ

ଭାରତ-ଇଂଲଣ୍ତ ଟେଷ୍ଟ ଚତୁର୍ଥ ଦିନର ଅନ୍ତିମ ଅଧିବେଶନ ବେଳେ ଇଂଲଣ୍ଡ ପ୍ରଶଂସକମାନେ ବର୍ଣ୍ଣବୈଷମ୍ୟ ଆକ୍ଷେପ କରିଥିବା ଅଭିଯୋଗ ହୋଇଛି । More

ମହାଦେବଙ୍କ ଭଜନ ଗାଉଛନ୍ତି ମସ୍ତାନା ବାବା..

ରଥ ସମ୍ମୁଖ ରେ ଭଜନ ଗାଇ ଚର୍ଚ୍ଚାରେ ମୁସଲିମ ବାବା ।  More

ଏବେ ବି ବଞ୍ଚି ରହିଛି ନିଆରା ପରମ୍ପରା: ବର୍ଷା ପାଇଁ ବେଙ୍ଗ ନାଚ କରୁଛନ୍ତି ଆଦିବାସୀ ମହିଳା

ବର୍ଷା ପାଇଁ ବେଙ୍ଗନୃତ୍ୟ କଲେ ଆଦୀବାସୀ ମହିଳା... More

ରାଜ୍ୟରେ ପୁଣି ଉପମୁହାଁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୩୩୪ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ପୁଣି ୩୦୦ ପାର କଲା ପଜିଟିଭ୍ । ୨୪ ଘଣ୍ଟାରେ ୩୩୪ ପଜିଟିଭ ଚିହ୍ନଟ ହୋଇଛନ୍ତି । More

ପାଣିରେ ପଡ଼ିଲା ୨୦ କୋଟି ! ୫ ବର୍ଷରେ ବି ସରିଲାନି ବ୍ରିଜ୍‌ ନିର୍ମାଣ

୩ ବର୍ଷର ଅବଧି ଥିଲା, ୫ ବର୍ଷ ହେଲା । ଏବେ ବି ସରିପାରୁନି ୨୦ କୋଟି ଟଙ୍କାର ପ୍ରକଳ୍ପ କାମ । ବ୍ରିଜ୍‌ କାମ ତ ସରିଗଲା ହେଲେ ଆପ୍ରୋଚ୍‌ କାମ ବାକି ରହିଲା। ଚାଷ ଜମିଠୁ ମେଡ଼ିକାଲ କି ସ୍କୁଲ କୁଆଡ଼େ ଯାଇପାରୁନାହାନ୍ତି ଲୋକେ । ସେନେଇ ତେଜୁଛି ଅସନ୍ତୋଷ। More

ପହଣ୍ଡି ବେଳେ ଖସି ପଡ଼ିଲେ ସେବାୟତଙ୍କ ସହ ଦିଅଁ

ରଥ ଉପରକୁ ପହଣ୍ଡି ବେଳେ ଚାରମାଳଟି କୌଣସି କାରଣରୁ ଖସି ଯିବାରୁ ସେବାୟତଙ୍କ ସହ ଦିଅଁ ପଡ଼ି ଯାଇଥିଲେ। ବଲାଙ୍ଗିର ଜିଲ୍ଲାରେ ରଥଯାତ୍ରାରେ ଏଭଳି ଅଭାବନୀୟ ଘଟଣା ଘଟିଛି। More

୩ ବର୍ଷ ପରେ ଜଗା ମୁଣ୍ତରୁ ଖୋଲାଯିବ ହେଲମେଟ୍‌ !

କଟକ SCB ମେଡ଼ିକାଲରେ ସରିଲା ବହୁ ଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗା ସ୍ୱାସ୍ଥ୍ୟ ପରୀକ୍ଷା । ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଫେରିଲା ଜଗା । ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିଥିବା କହିଲେ ପରିବାର । More

କୁଆଡ଼େ ଗଲେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ରୀ ? ରେଜିଷ୍ଟ୍ରରରେ ମାମୁଙ୍କ ନାଁ...

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଜଣେ ଯୁକ୍ତ ୩ ଛାତ୍ରୀ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ସୁଭାଷିନୀଙ୍କ ବାପା ନିଖୋଜ ଘଟଣା ପାଇଁ ହଷ୍ଟେଲ ସୁପରିଟେଣ୍ଡେଣ୍ଟଙ୍କୁ ଦାୟୀ କରିଛନ୍ତି। More

ପାଣିପାଗ ବିଭାଗର ସତର୍କ ସୂଚନା: ୫ ଦିନ ଯାଏ ପ୍ରବଳ ବର୍ଷିବ !

ଆଜିଠୁ ୫ ଦିନ ଯାଏଁ ଗଂଜାମ, ନୟାଗଡରେ ଭାରି ବର୍ଷା ସମ୍ଭାବନା । କନ୍ଧମାଳ, ବୌଦ୍ଧର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା । ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ଯୋଗୁଁ ବର୍ଷା ସମ୍ଭାବନା । More

କେତେ ବିପଜ୍ଜନକ ବ୍ରେକ୍‌ଡ୍ୟାନ୍ସ ଦୋଳି ? କୋଟପାଡ଼ରେ ୧୩ ବର୍ଷିୟା ଛାତ୍ରୀର ମୃତ୍ୟୁ

ମୀନା ବଜାରରେ ପଡୁଥିବା ଦୋଳିର ଯାଞ୍ଚ ହେଉଛି ତ ? ରାଜ୍ୟରେ ବେଧଡକ ଚାଲିଛି ବିପଦପୂର୍ଣ୍ଣ ଦୋଳି । More

ରୁଚିକାଙ୍କୁ ନ୍ୟାୟ ଦାବିରେ ତେଜୁଛି ଆନ୍ଦୋଳନ, ଧାରଣାରେ ବସିଛନ୍ତି ପରିବାର ଓ ଛାତ୍ର ସଂଗଠନ

ସିବିଆଇ ତଦନ୍ତ ଦାବିରେ ବିଧାନସଭାରେ ହୋ-ହାଲ୍ଲା । କାହିଁକି ଚିହ୍ନଟ ହୋଇପାରୁନାହାନ୍ତି ୩ ସିନିୟର ? More

ଓଡ଼ିଶାରେ କେତେ ସୁରକ୍ଷିତ ନାରୀ ? ୮ରୁ ଅଧିକ ମହିଳା ଓ ପାଖାପାଖି ୫ ନାବାଳିକା ଦୁଷ୍କର୍ମର ଶିକାର

୩ ବର୍ଷରେ ନିଖୋଜ ୨୫ ହଜାର ୯୭୩ ମହିଳା । ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ତଥ୍ୟରେ ବର୍ଷିଲେ ବିରୋଧୀ । More

5 T ସ୍କୁଲ ଛାତରୁ ପ୍ଲାଷ୍ଟର ପଡ଼ି ବିଦ୍ୟାର୍ଥୀ ସମେତ ଅଭିଭାବକ ଆହତ

ସ୍କୁଲ ଛାତର ପ୍ଲାଷ୍ଟର ପଡ଼ି ୪ ବିଦ୍ୟାର୍ଥୀ ଓ ଜଣେ ଅଭିଭାବକ ଆହତ। ବିଦ୍ୟାର୍ଥୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଥିବା ବେଳେ ଅଭିଭାବକଙ୍କୁ ଭଦ୍ରକ ସ୍ଥାନାନ୍ତର କରାଯାଇଛି। More

ଦିନକ ପରେ ଭାଗ୍ୟ ପରୀକ୍ଷା, ଦୁଇ ବର୍ଷ ପରେ ଆଶାନୁରୂପ ଫଳାଫଳ ଆଶାରେ ପରୀକ୍ଷାର୍ଥୀ

ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଦିନ ଗୋଟାଏରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳ ଘୋଷଣା ହେବ ।  More