ସଂକ୍ଷେପରେ ଆଜିର ତାଜା ଖବର - Wednesday, 13 July 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ପଥର ଖାଦାନରୁ ବେଧଡ଼କ ପଥର ଚୋରି, ଦିନରେ ଶୂନ୍‌ଶାନ୍‌ ରାତିରେ ବ୍ଲାଷ୍ଟ

କଥାରେ ଅଛି ଚେଇଁ ଶୋଇଥିବ ଯିଏ, ତାକୁ ଉଠେଇବ କିଏ ? ବ୍ୟବସ୍ଥାର ଉଦାସୀନତା ପଛରେ ଏହାହିଁ ପ୍ରକୃତ କାରଣ କି ? ରାତିରେ ପଥର ଚୋରି ହେଉଥିବା ସମସ୍ତେ ଜାଣୁଥିଲେ ବି, ଏହାକୁ ରୋକିବାକୁ କାହିଁକି ସାହସ କରୁନି ପ୍ରଶାସନ ? More

OPSC ଆଶାୟୀଙ୍କ ଚିନ୍ତା ବଢ଼ିଲା, ଛୋଟିଆ ଭୁଲ ପାଇଁ ପରୀକ୍ଷାରୁ ବଞ୍ଚିତ

ସିଭିଲ୍ ସର୍ଭିସ ପରୀକ୍ଷା ପାଇଁ ପ୍ରିଲିମ୍, ମେନ୍ ଓ ଭାଇଭା ଭଳି ତିନିଟି ସ୍ତରରେ ପରୀକ୍ଷା ହୋଇଥାଏ । ବର୍ଷ ବର୍ଷ ଧରି ପିଲାମାନେ ଏଥିପାଇଁ ପ୍ରସ୍ତୁତି କରିଥାନ୍ତି । More

ଓଡ଼ିଶାରେ ଗଣ୍ତା ଗଣ୍ଡା ନକଲି ନୋଟ କାରଖାନା ! ୧୦ ବର୍ଷରେ ୧୦ କୋଟି ଧରାପଡ଼ିଲାଣି

ଗତ ୧୦ ବର୍ଷ ଭିତରେ ଓଡ଼ିଶା ପୋଲିସ ଧରିଲାଣି ୧୦ କୋଟିରୁ ଅଧିକ ଟଙ୍କାର ଜାଲି ନୋଟ୍ । ୩୨୦ରୁ ଅଧିକ ଅଭିଯୁକ୍ତ ଧରାପଡ଼ିଛନ୍ତି । ୧୮୦ରୁ ଅଧିକ ମାମଲା ରୁଜୁ ହୋଇଛି । More

କେନ୍ଦ୍ରର ପୁଣି ଏକ ବଡ଼ ନିଷ୍ପତ୍ତି, ୧୮ ବର୍ଷରୁ ଉର୍ଦ୍ଧ୍ୱଙ୍କୁ ମାଗଣାରେ ଦିଆଯିବ ବୁଷ୍ଟର ଡୋଜ୍

ଜୁଲାଇ ୧୫ ତାରିଖରୁ ୭୫ଦିନ ଚାଲିବ ବୁଷ୍ଟର ଡୋଜ୍ ଅଭିଯାନ । ରଥଯାତ୍ରା ପରେ ସାଢ଼େ ୭ଶହ ମୁହାଁ ଦୈନିକ ସଂକ୍ରମଣ । More

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ୬ ଜିଲ୍ଲାକୁ ଅରେଞ୍ଜ , ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ More

ନିଲାମ ହେବ ୧୫ଟି ଖଣି ଓ ୧୬ଟି ଲଘୁ ଖଣିଜ ବ୍ଲକ

ଗତବର୍ଷ ଠାରୁ ୨୧.୭୮ ପ୍ରତିଶତ ଅଧିକ ରାଜସ୍ୱ ସଂଗ୍ରହ ହୋଇଛି ବୋଲି କହିଛନ୍ତି ଖଣି ମନ୍ତ୍ରୀ । More

ଆନ୍ଦୋଳନରୁ ଓହରିଲେ ରୁଚିକାଙ୍କ ମାଆ, ନ୍ୟାୟ ଦାବିରେ ଦେଲେ ଓଡ଼ିଶା ବନ୍ଦ ଡାକରା

ନ୍ୟାୟ ଦିଅ ନ୍ୟାୟ ଦିଅ ବୋଲି ଚିତ୍କାର କରି ପୋଲିସକୁ ଗୁହାରି ହେଉଥିଲେ ରୁଚିକାଙ୍କ ମାଆ । ହେଲେ ଶୁଣିବା ସ୍ଥିତିରେ ନଥିଲା ପୋଲିସ । More

ଆଦିବାସୀ ମହିଳାଙ୍କୁ ଚିତ୍ରକୋଣ୍ଡା ଏସ୍‌ଡିପିଓ ମାଡ଼ ମାରିବା ଘଟଣା: ହୁଲସ୍ତୁଲ ହେଲା ବିଧାନସଭା

ଆଦିବାସୀ ମହିଳାଙ୍କୁ ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଘଟଣାକୁ ନେଇ ବିଧାନସଭା ହୁଲ୍‌ସ୍ତୁଲ୍‌ ହୋଇଛି। ଆଜି ଗୃହରେ କଂଗ୍ରେସ ଏହି ପ୍ରସଙ୍ଗ ଉଠାଇଥିଲା। More

ଗ୍ରୀନ୍‌ ଚିଲିକୁ ସିଲ୍‌ କଲା BMC

ମାଷ୍ଟରକ୍ୟାଣ୍ଟିନରେ ଥିବା ଗ୍ରୀନ୍‌ ଚିଲି ଦୋକାନକୁ BMC(ଭୁବନେଶ୍ୱର ମହାନଗର ନିଗମ) ସିଲ୍‌ କରିଛି। ଅସ୍ୱାସ୍ଥ୍ୟକର ପରିବେଶରେ ଖାଦ୍ୟ ପରିବେଷଣ କରାଯାଉଥିବାରୁ ବିଏମ୍‌ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। More

ଲୋକଙ୍କ ପାଇଁ ଗୁପ୍‌ଚୁପ୍‌ ତିଆରି କଲେ ଦିଦି : ନିଜେ ଆଳୁ ଭରି ତେନ୍ତୁଳି ପାଣି ସହ ପରଷିଦେଲେ

ରାସ୍ତା କଡ଼ରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମମତା ଲୋକଙ୍କୁ ଗୁପଚୁପ୍‌ ପରଷୁଥିବାର ଭିଡିଓ ଭାଇରାଲ More

ବ୍ରିଜ୍‌ ନାହିଁ : ବିପଜ୍ଜନକ ଭାବେ ଅଙ୍ଗନବାଡି ଦିଦିଙ୍କ କୋଳରେ ନଦୀ ପାର ହେଉଛନ୍ତି କୁନି କୁନି ପିଲା

ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଅଞ୍ଚଳର ଚିତ୍ର More

ଜଳିଖିଆ ଦୋକାନରୁ ପାଣି ପିଇଲେ, ବ୍ରିଜ୍‌ ଉପରେ ସାଇକେଲ୍‌ ରଖି ନଦୀକୁ ଡେଇଁଲେ ଯୁବତୀ

ଆଜି ସକାଳେ ଯୁବତୀ ଜଣକ ସାଇକେଲରେ ଯୋକଡିଆ ବ୍ରିଜ୍‌ ନିକଟରେ ପହଞ୍ଚି ନିକଟସ୍ଥ ଜଳଖିଆ ଦୋକାନରୁ ପାଣି ପିଇଥିଲେ। ପରେ ବ୍ରିଜ୍‌ ଉପରକୁ ଯାଇ ସାଇକେଲ ରଖି ନଦୀକୁ ଡେଇଁ ପଡିଥିଲେ। More

ଘର ଆଗରେ ମହିଳାଙ୍କୁ ଏସିଡ୍ ମାଡ଼

ଦୁର୍ବୃତ୍ତ ସେଠାରୁ ଫେରାର ହୋଇଯାଇଥିବା ବେଳେ ରିନାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ରୁଣ୍ଡ ହୋଇଯାଇଥିଲେ। More

ସମ୍ବଲପୁରରୁ ୧୫ ଲକ୍ଷରୁ ଅଧିକ ଟଙ୍କାର ଜାଲ୍ ନୋଟ୍ ଜବତ

୧୦ ବର୍ଷ ଭିତରେ ୧୦ କୋଟିରୁ ଅଧିକ ଟଙ୍କାର ଜାଲି ନୋଟ୍ ଜବତ ହୋଇଛି। More

ଯାତ୍ରା ସମୟରେ ଦୁର୍ଘଟଣା ସମ୍ମୁଖୀନ ହୋଇପାରନ୍ତି, ପ୍ରତିକାର ପାଇଁ କଣ କରିବେ ?

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ। ଇଂରାଜୀରେ ୧୩ ତାରିଖ ବୁଧବାର  More

ଦିନକରେ ୭୪୩ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୫,୩୨୮କୁ ବୃଦ୍ଧି ହୋଇଛି। More

୧୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଉପକୂଳ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି।  More

OPSC ଆଶାୟୀଙ୍କ ଆଶା ଧୂଳିସାତ୍ ! ୭୦୩୯ ଜଣଙ୍କ ଦରଖାସ୍ତ ନାକଚ କଲେ କମିଶନ

ଏତେ ସଂଖ୍ୟକ ପିଲାଙ୍କ ସ୍ୱପ୍ନ ଏବେ ଆଶଙ୍କା ଭିତରେ । ନାକଚ୍ ହୋଇଯିବା ପରେ ହତୋତ୍ସାହିତ ହୋଇପଡିଥିବା ଆଶାୟୀ ଏବେ ଅପେକ୍ଷା କରି ରହିଛନ୍ତି କମିଶନଙ୍କ ନିଷ୍ପତ୍ତିକୁ । More

ପ୍ରକୃତିର କୋପରେ ନୂଆଗଡ଼; ଭାସୁଛି ଗାଁ

ମାଟି ଅତଡା ଖାଇଛି। ମାଟିରେ ମିଶିଛି ବାସସ୍ଥଳ। ଜୀବନ ବିକଳରେ ଘର ଛାଡି ପଳାଇଛନ୍ତି ଗାଁ ଲୋକେ। ଲଗାଣ ବର୍ଷା ଫଳରେ ଉପରମୁଣ୍ଡରେ ଥିବା ପାହାଡରୁ ମାଟି ଧସି ବର୍ଷା ପାଣି ସହ ଗାଁ ଭିତରେ ପଶିଛି। More

ଅମାନବିକତା ଦେଖାଇଲେ, ପୋଲିସ ହାତରେ ଧରାପଡ଼ିଲେ ଇନ୍ସପେକ୍ଟର୍ ମାଡାମ୍‌

ସୋନପୁର-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ବଡ଼ବାହାଲି ଛକ ନିକଟରେ ଆଜି ସକାଳ ପ୍ରାୟ ୬ଟା ବେଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । More

ରୁଚିକାଙ୍କୁ ରାଗିଂ ନେଇ ସୁରାକ ପାଇଲାନି ପୋଲିସ୍, ପରିବାର ଲୋକ କହିଲେ ଆଉ କେମିତି ମିଳିଥାନ୍ତା ସୁରାକ୍ ?

ସାଇବର ବିଶେଷଜ୍ଞ, ଟେକନିକାଲ୍ ଏକ୍ସପର୍ଟ ଓ ସାଇଣ୍ଟିଫିକ୍ ଟିମ୍‌ର ସହାୟତା ନେଲା ପୋଲିସ । ତଥାପି ମିଳିଲାନି ପ୍ରମାଣ । More

ଧରାପଡ଼ିଲେ ଇନ୍‌ସ୍‌ପେକ୍ଟର ସ୍ନିଗ୍ଧାରାଣୀ ସୁନା

ଦୁର୍ଘଟଣା ଘଟାଇ ଆହତଙ୍କୁ ହସ୍ପିଟାଲ ନେବା ପରିବର୍ତ୍ତେ ଖସି ପଳାଇଥିଲେ ଇନ୍ସପେକ୍ଟର । More