ସଂକ୍ଷେପରେ ଆଜିର ତାଜା ଖବର - Saturday, 30 July 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ପାରିବାରିକ କନ୍ଦଳର ସମାଧାନ ହୋଇପାରୁନଥିବାରୁ ପୋଲିସ ଉପରୁ ଉଠୁଛି କି ଲୋକଙ୍କ ବିଶ୍ୱାସ ?

ପୋଲିସ୍ ପାଖକୁ ଯାଇ ପାରିବାରିକ ଅଶାନ୍ତି କଥା ଜଣାଇଥିଲେ । ହେଲେ ୮ ମାସ ପରେ ବି ହୋଇ ପାରିଲାନି ସମାଧାନ । ନ୍ୟାୟ ଦେଇପାରିଲାନି ପୋଲିସ । ଆଉ ଶେଷରେ ହତାଶ ହୋଇ ଚରମ ପଦକ୍ଷେପ ନେଇଛନ୍ତି ଗଞ୍ଜାମ ଗୋପାଳପୁର ଅଞ୍ଚଳର ଟୁକୁନି ଦାଶ । More

ଅନ୍ତ ହେବ କି ବାବୁସାନ-ତୃପ୍ତିଙ୍କ ଦାମ୍ପତ୍ୟ କଳି ?

ଚେନ୍ନାଇ ଫେରିବାର ୩ଦିନ ପରେ ଆଜି ଜଗନ୍ନାଥ ବିହାର ସ୍ଥିତ ଘରୁ ମା ଅପରାଜିତାଙ୍କ ସହ ଖାରବେଳନଗର ଥାନାକୁ ଯାଇଥିଲେ ବାବୁସାନ । ପୋଲିସର କହିବା କଥା, ବାବୁସାନ-ତୃପ୍ତି ଓ ପ୍ରକୃତିଙ୍କ ପରିବାର ବୁଝାମଣାର ବାଟ ବାହାର କରିଛନ୍ତି । More

ଓଡ଼ିଶାରେ ଆକ୍ଟିଭ୍‌ ହେଲା କି ED ? ସି-ସୋର ଲିଙ୍କ୍‌ରେ ପ୍ରଭାତ ବିଶ୍ୱାଳଙ୍କର ସମ୍ପତ୍ତି ଆଟାଚ୍

ଗୁରୁ କନସଲଟାଣ୍ଟସ ସଂସ୍ଥାର ୩ କୋଟି ୯୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ । ପ୍ରଭାତ କହିଲେ ଜମିଜମା ସଂପର୍କିତ ମାମଲା, କୋର୍ଟରେ ପ୍ରମାଣ କରିବି । More

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ବଢୁଛି କି BJPର ଶକ୍ତି ? ଓଡ଼ିଶାରେ ହାତେଇବ ୧୧ ଲୋକସଭା ସିଟ୍ !

ଜନମତ ସର୍ଭେ ଆକଳନରେ ଆସିଲା କିଛି ଏଭଳି ତଥ୍ୟ । ଏବେ ନିର୍ବାଚନ ହେଲେ NDAକୁ ମିଳିପାରେ ୩୬୧ ଆସନ । More

ସମ୍ବଲପୁର ବିଧାୟକଙ୍କୁ ବିରୋଧୀ ଦଳ ନେତା ଦାୟିତ୍ୱ

ଜୟନାରାୟଣ ମିଶ୍ର ହେଲେ ବିରୋଧୀ ଦଳ ନେତା। ଦାୟିତ୍ୱ ନେଉ ନେଉ କହିଲେ ଲକ୍ଷ୍ୟ କଂଗ୍ରେସ ମୁକ୍ତ ଭାରତ, ବିଜେଡି ମୁକ୍ତ ଓଡ଼ିଶା। More

ଫୋନ୍‌ କରି ପତ୍ନୀ ତୃପ୍ତିଙ୍କ ସହ କଥାହେଲେ ବାବୁସାନ୍‌

ପତ୍ନୀ ତୃପ୍ତିଙ୍କୁ ଫୋନ୍‌ କରି କଥାହେଲେ ଓଲିଉଡ୍‌ ଷ୍ଟାର ବାବୁସାନ୍‌ ମହାନ୍ତି । More

ସରକାରୀ ସପ୍ଲାଇ ପାଣି ପିଇଲେ ହେବ ଝାଡ଼ାବାନ୍ତି !

ଗାଁରେ ଝାଡ଼ାବାନ୍ତିି ବ୍ୟାପିବା ପରେ ପାଣି ନମୁନା ପରୀକ୍ଷା ହୋଇଥିଲା । ଗାଁର କିଛି କୂଅ, ନଳକୂଅ ସହ ସପ୍ଲାଇ ପାଣିର ପରୀକ୍ଷା ହୋଇଥିଲା । More

ଦୂର ହେଲା କି ମନୋମାଳିନ୍ୟ ? ‘ସ୍ୱାମୀ ବାବୁସାନଙ୍କ ନାଁରୁ ମାମଲା ପ୍ରତ୍ୟାହାର କରିବେ ତୃପ୍ତି ’

ବାବୁସାନଙ୍କ ପାରିବାରିକ ବନ୍ଧୁ ରବି ମିଶ୍ର ଏହି ସୂଚନା ଦେଇଛନ୍ତି । More

ବାବୁସାନ୍‌ଙ୍କ ମଙ୍ଗଳ କାମନା କଲେ ପ୍ରକୃତିଙ୍କ ବାପା ମନ୍ମଥ ମିଶ୍ର

କୌଣସି ବିବାଦ ଭିତରେ ସେ ରହିବାକୁ ଚାହାଁନ୍ତି ନାହିଁ ମନ୍ମଥ । ଯଦି କିଛି ସମସ୍ୟା ଅଛି, ତୁରନ୍ତ ତାହାର ସମାଧାନ ହେଇଯାଉ ବୋଲି ମନ୍ମଥ କହିଛନ୍ତି । More

ବିଜେପିର ନୂଆ ବିରୋଧୀ ଦଳ ନେତା ହେଲେ ଜୟ ନାରାୟଣ ମିଶ୍ର

ପ୍ରଦୀପ୍ତ ନାଏକଙ୍କ ସ୍ଥାନ ନେଲେ ଜୟନାରାୟଣ ମିଶ୍ର । ପ୍ରଦୀପ୍ତ ନାଏକ ଦୀର୍ଘ ଦିନରୁ ଅସୁସ୍ଥ ଥାଇ ଚିକିତ୍ସାଧୀନ ଅଛନ୍ତି । More

ଥାନାରୁ ବାହାରିଲେ ବାବୁସାନ୍ : କ’ଣ ପଚାରିଲା ପୋଲିସ୍‌ ?

ଗଣମାଧ୍ୟମ ପ୍ରତିନିଧିଙ୍କୁ କୌଣସି ପ୍ରତିକ୍ରିୟା ନ ଦେଇ ଫେରିଗଲେ ବାବୁସାନ୍‌ । More

ପ୍ରଭାତ ବିଶ୍ୱାଳଙ୍କ ସମ୍ପତ୍ତି ବାଜ୍ୟାପ୍ତି

୩ କୋଟି ୯୨ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି କରିଛି ED। More

ମାଆ ଅପରାଜିତାଙ୍କ ସହ ଥାନାରେ ପହଞ୍ଚିଲେ ବାବୁସାନ୍

 ଜନ୍ମଦିନରେ ତୁଟିବ କି ବାବୁସାନ-ତୃପ୍ତି ବିବାଦ ? More

ଚେଙ୍କ ଚିକିତ୍ସାରେ ଗଲା ୯ ମାସର ଶିଶୁର ଜୀବନ

ଆଶାକର୍ମୀଙ୍କ କଥାକୁ ଭୃକ୍ଷେପ ନକରି ଘରୋଇ ଚିକିତ୍ସା କରିବାକୁ ପରିବାର ଲୋକେ ନିଷ୍ପତ୍ତି ନେଇଥିଲେ। More

ସାମନ୍ୟ ଆଶ୍ୱସ୍ତି; ରାଜ୍ୟରେ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ସାମନ୍ୟ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା... More

ଥମୁନି ଆନ୍ଧ୍ରର ଦାଦାଗିରି: ଓଡ଼ିଶାର ଜଙ୍ଗଲ ଜମିରେ ଆନ୍ଧ୍ର କରିଛି କାଜୁ ଚାଷ

ଆନ୍ଧ୍ର ନଜରରେ କୋରାପୁଟ ବନ୍ଧୁଗାଁ ସୀମାନ୍ତ ଅଞ୍ଚଳ... More

ରାଜଧାନୀରେ ଗଡ଼ିଲା ମୋ ଇ-ବସ୍ ଏବଂ ମୋ ଇ-ଅଟୋ

ରାଜଧାନୀ ଭୁବନେଶ୍ୱରରେ ଗଡ଼ିଲା ୧୦ଟି ମୋ’ ଇ-ବସ୍‌ ଓ ୫୦ଟି ଇ-ଅଟୋ। ପ୍ରଥମ ପର୍ଯ୍ୟାୟରେ ୪ଟି ରୁଟ୍‌ରେ ୧୦ଟି ମୋ’ ଇ-ବସ୍‌ ଚାଲିବ। ଇ-ବସ୍‌ରେ ଗାଇଡ୍‌ ଭାବେ ୫୦ ପ୍ରତିଶତ ମହିଳାଙ୍କୁ ନିଯୁକ୍ତି ମିଳିବ। More

ରାଜ୍ୟରେ କମୁଛି ବାଘ ସଂଖ୍ୟା, ୨୦୦୬ରେ ଥିଲା ୪୫ ଏବେ ୨୮

ରାଜ୍ୟ ସରକାରଙ୍କ ବାଘ ବଂଶବୃଦ୍ଧି ପ୍ରକଳ୍ପ ଫେଲ୍ । ନନ୍ଦନକାନନ ଚିଡ଼ଇାଖାନା କର୍ତ୍ତୃପକ୍ଷଙ୍କ ନୂଆ ଯୋଜନା । ରି-ୱାଇଲ୍ଡିଂ କରି ବଂଶ ବିସ୍ତାର ଲାଗି ବ୍ଲୁ-ପ୍ରିଣ୍ଟ । More

ନିଶ୍ଚିହ୍ନ ହୋଇଯିବ ବଙ୍ଗୋମୁଣ୍ଡାର ମୁଙ୍ଗେ ପାହାଡ଼, ପଥର ମାଫିଆଙ୍କର ପଡ଼ିଛି ଲୋଲୁପ ଦୃଷ୍ଟି

ଜୀବିକା, ଧର୍ମ ଓ ଇତିହାସ ସହ ଯୋଡ଼ି ହୋଇଛି ମୁଙ୍ଗେ ପାହାଡ଼ । ଐତିହାସିକ ପାହାଡ଼ ସୁରକ୍ଷା ପାଇଁ ତେଜିଲା ଅଞ୍ଚଳବାସୀଙ୍କ ଦାବି । More

କ୍ୟାନସର ନଥାଇ କେମୋ ପରେ ଅପରେସନରେ କଟାଗଲା ଅଙ୍ଗ !

ଯନ୍ତ୍ରଣା ଭୋଗୁଛନ୍ତି କାମାକ୍ଷାନଗରର ୪୫ ବର୍ଷିଆ ମହିଳା । ଏସସିବି ମେଡିକାଲର ତ୍ରୁଟିପୂର୍ଣ୍ଣ ନିଦାନ ରିପୋର୍ଟକୁ ଦୋଷ ଦେଲେ ପୁଅ । ପ୍ରଶାସନିକ ଅଧିକାରୀଙ୍କୁ ଫେରାଦ । More

ପୁଣି ଗଣମାଧ୍ୟମ ସାମ୍ନାକୁ ଆସିଲେ ବାବୁସାନ୍‌, କହିଲେ ପରିବାର ସହ ପାଳିବେ ଜନ୍ମ ଦିନ

ଦୀର୍ଘ ସମୟ ଧରି ସାମ୍ବାଦିକ ମାନେ ତାଙ୍କ ଘର ସାମ୍ନରେ ରହିଥିବାରୁ, ଅଯଥା କଷ୍ଟ ନକରି ଘରକୁ ଫେରିଯିବାକୁ ସେ ଅନୁରୋଧ କରିଥିଲେ । ନିଜ ନିଜ ଘରକୁ ଫେରିଯାଇ ବିଶ୍ରାମ ନେବାକୁ ସାମ୍ବାଦିକଙ୍କୁ ଅନୁରୋଧ କଲେ ।  More