• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 31 July 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 2 years ago

ଷ୍ଟାର କଳିରେ ଯବନିକା କେବେ ? ବାବୁସାନଙ୍କ ଘରକୁ ଆସି ଆଶୀର୍ବାଦ ଦେଲେ ଶ୍ୱଶୁର

କେବେ ଏକାଠି ହେବେ ବାବୁସାନ ଓ ତୃପ୍ତି ? ଘର ସାମ୍ନାରୁ ହଟିଯିବାକୁ ମିଡ଼ଇାକୁ ଅପରାଜିତାଙ୍କ ଅପିଲ । ଇନଷ୍ଟାଗ୍ରାମରେ ପ୍ରକୃତିଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା । More
  • Satyendu Shekher Mishra
  • 2 years ago

ରାଜ୍ୟରେ ବିଗୁଡ଼ୁଛି ସ୍ୱାସ୍ଥ୍ୟସେବାର ସ୍ୱାସ୍ଥ୍ୟ ! କ୍ୟାନସର ନଥାଇ କେମୋ, ଭୁଲ ଇଞ୍ଜେକସନ୍‌ରୁ ରୋଗୀ ମୃତ୍ୟୁ

ରାଜ୍ୟରେ ସ୍ୱାସ୍ଥ୍ୟସେବା ସମ୍ପୂର୍ଣ୍ଣ ଫେଲ: ବିଜେପି । ପ୍ରଶାସନ ଢିଲା, ଶାସନ ପୂରା ଦୁର୍ବଳ: କଂଗ୍ରେସ । ବିଜେଡ଼ି କହିଲା ସବୁ ଠିକ୍ ଚାଲିଛି । More
  • Otv Khabar Bureau
  • 2 years ago

ଶିକ୍ଷକ ହେବ ତ ଏମିତି: ପ୍ରଧାନଶିକ୍ଷକଙ୍କୁ ବିପୁଳ ଅବସରକାଳୀନ ସମ୍ବର୍ଦ୍ଧନା

୪୦ ବର୍ଷର ଉତ୍କର୍ଷ ଶିକ୍ଷକତା ପାଇଁ କଳାହାଣ୍ଡି ଗୋଲାମୁଣ୍ଡାରେ ପ୍ରଧାନଶିକ୍ଷକଙ୍କୁ ବିପୁଳ ଅବସରକାଳୀନ ସମ୍ବର୍ଦ୍ଧନା । ସେହିପରି ନୟାଗଡରେ ସାର୍‌ଙ୍କ ବଦଳି ପରେ କାନ୍ଦି କାନ୍ଦି ପିଲାଏ ଦେଲେ ଫେୟାର ୱେଲ୍... More
  • Pramod Behera
  • 2 years ago

ଖୋଲିଲାଣି ସ୍କୁଲ୍, ପହଞ୍ଚି ନାହିଁ ନାହିଁ ବହି

ଶିକ୍ଷାଦାନ ବ୍ୟବସ୍ଥାକୁ ବ୍ୟବସ୍ଥିତ କରିବା ଲାଗି ସରକାର ପ୍ରତିବର୍ଷ ନୂଆ ନୂଆ ପଦକ୍ଷେପ ନେଉଥିବା କହୁଛନ୍ତି ମାତ୍ର ବାସ୍ତବ କ୍ଷେତ୍ରରେ ଫଳ ଶୂନ। ଦେଢମାସ ହେଲା ସ୍କୁଲ ଖୋଲିଲାଣି, ପିଲାଙ୍କ ପାଖରେ ପହଞ୍ଚିନି ଜୀବ ବିଜ୍ଞାନ ଓ ଭୂଗୋଳ ବହି। ନୂଆ ବିଷୟ ସାମିଲ ପାଇଁ ବିଳମ୍ବ ନା ଅନ୍ୟ କାରଣ? ଏହାକୁ ବୋର୍ଡର ଅଜବ ଉତ୍ତର ବଜାରରେ ମିଳୁଛି। More
  • Satyendu Shekher Mishra
  • 2 years ago

ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ହେଲା ମାର୍କେଟ୍‌ ବିଲ୍ଡିଂ

ଅସ୍ଥାୟୀ ଦୋକାନୀଙ୍କୁ ସଂପୂର୍ଣ୍ଣ ହଟାଇବା ଲାଗି ବ୍ୟବସାୟୀ ସଂଘର ଦାବି । ଅସ୍ଥାୟୀ ଦୋକାନୀଙ୍କୁ ନହଟାଇବା ଯାଏଁ ମାର୍କେଟ ବିଲ୍ଡିଂ ବନ୍ଦ- ସଂଘ । More
  • Satyendu Shekher Mishra
  • 2 years ago

ସ୍ଥାଣୁ ପୌର ପରିଷଦ! ହନ୍ତସନ୍ତ ସହରବାସୀ, ବସଷ୍ଟାଣ୍ଡ-ଶୌଚାଳୟ- ଟ୍ରାଫିକ ସମସ୍ୟା ଉତ୍କଟ

ସଫା ହେଉନି ଡ୍ରେନ୍, ଜଳୁନି ଷ୍ଟ୍ରିଟ୍ ଲାଇଟ୍ । ବିଧାୟକ କହିଲେ ବହୁ ବିକାଶମୂଳକ କାମ ଅାରମ୍ଭ ହୋଇଛି । More
  • Satyendu Shekher Mishra
  • 2 years ago

ଇଡି ରାଜନୀତି ! କେନ୍ଦ୍ର ସରକାରଙ୍କୁ ଟାଗେର୍ଟ କଲେ ବିଜେଡି-କଂଗ୍ରେସ 

କ୍ଷମତା ଲୋଭୀ ହୋଇ ଏପରି କରାଯାଉଛି । ଇଡିକୁ ବ୍ୟବହାର କରି ଆକ୍ରୋଶମୂଳକ ରାଜନୀତି ହେଉଛି କହିଲା କଂଗ୍ରେସ । More
  • Rajalaxmi Sahoo
  • 2 years ago

ସମୁଦ୍ରରେ ଗର୍ଭରେ ଲୀନ ହୋଇଯିବ କି ପୋଡମପେଟା ? ସମୁଦ୍ରର କରାଳ ରୂପ ଦେଖି ଭୟଭୀତ ଲୋକେ

ସମୁଦ୍ରର ଏପରି କରାଳ ରୂପରେ ଗୋଟିଏ ପରେ ଗୋଟିଏ ଘର ଲୀନ ହେବାର ଦେଖି ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳି ଯାଇଛି। ଫଳରେ ନିକଟରେ ଥିବା କଣ୍ଟିଆଗଡ଼ ଗ୍ରାମବାସୀଙ୍କ ଚିନ୍ତା ବଢ଼ିଛି।    More
  • Rajalaxmi Sahoo
  • 2 years ago

ପାଣି ଭାର ଧରି ଯାଉଥିଲେ ବୋଲବମ୍‌ ଭକ୍ତ, ମାଡ଼ିଗଲା କାର୍‌

ପିପିଲି ଛକ ନିକଟରେ ବୋଲବମ୍‌ ଭକ୍ତଙ୍କ ଉପରେ ମାଡ଼ିଗଲା କାର୍‌। କଟକ ଗଡ଼ଗଡ଼ିଆ ଘାଟରୁ ନୃସିଂହ ପାଣି ଉଠାଇ ପୁରୀ ଲୋକନାଥ ମନ୍ଦିର ଯାଉଥିଲେ। More
  • Prangyan Parimita
  • 2 years ago

ମିଡିଆକୁ ଅପରାଜିତା ମହାନ୍ତିଙ୍କ ଅପିଲ : ପରିବାରକୁ ଏକୁଟିଆ ଛାଡ଼ି ଦେବାକୁ ଅନୁରୋଧ

ସାହାଯ୍ୟ ପାଇଁ ସବୁ ମିଡିଆକୁ ପରିବାରର ଧନ୍ୟବାଦ More
  • Prangyan Parimita
  • 2 years ago

ଜାଲ୍ ରସିଦରେ ଏମଡିଏମ୍ ଜାଲିଆତି : ପିଲାଙ୍କ ପାଇଁ ଆସୁଥିବା ଖାଦ୍ୟ ସାମଗ୍ରୀରେ ବଡ଼ ଘୋଟାଲା

ଆରଟିଆଇ ତଥ୍ୟରୁ ମିଳିଥିବା ତଥ୍ୟ ଖୋଲିଛି ବାଣପୁର ବ୍ଲକ ତାଳବୋରେଇ ଆଶ୍ରମ ସ୍କୁଲର ଗୁମର More
  • Prangyan Parimita
  • 2 years ago

ବେଆଇନ ଲୋନ୍ ଆପ୍ ମାମଲା : ୨ କୋଟି ୫୨ ଲକ୍ଷ ଟଙ୍କାର ସଂପତ୍ତି ଜବତ କଲା EOW

୩ ରିକଭରି ସଂସ୍ଥାରୁ ଟଙ୍କା ଜବତ,ଚାଇନା ମାଷ୍ଟର ମାଇଣ୍ଡକୁ ଖୋଜୁଛି EOW More
  • Prangyan Parimita
  • 2 years ago

ଦର୍ପଣ ତହସିଲରେ ଦିନରେ ଦର୍ପଣ ଦେଖାଉଛନ୍ତି ମାଫିଆ : ଲୁଟୁଛନ୍ତି ଲକ୍ଷ ଲକ୍ଷ ଟଙ୍କାର ମାଙ୍କଡ଼ା ପଥର ଓ ମୋରମ୍

ଯାଜପୁର ଜିଲ୍ଲା ଦର୍ପଣ ତହସିଲ୍ ଅଧୀନ ବୈରୀ, ଶାଳପଡ଼ା, ସମିଆଁ ଆଦି ଅଞ୍ଚଳରେ ସବୁ ସୀମା ଟପିଛନ୍ତି ପଥର ମାଫିଆ More
  • Rajalaxmi Sahoo
  • 2 years ago

ରାୟଗଡ଼ାରେ ଥମୁନି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା, ଗଲାଣି ୧୦ ଜୀବନ

ଜୁଲାଇ ପ୍ରଥମ ସପ୍ତାହରେ କାଶୀପୁର ବ୍ଳକ୍‌ ଅନ୍ତର୍ଗତ ଦୁଡୁକାବାହାଲ ଗାଁରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।ଏବେ ତାହା କଲ୍ୟାଣସିଂହପୁର ବ୍ଲକ୍‌କୁ ବ୍ୟାପିଲାଣି।  More
  • Rajalaxmi Sahoo
  • 2 years ago

କଟକରେ ଜାଇକା ଖାଲ: ଧସିଲା ମାଟି, ହଠାତ୍‌ ମଝି ରାସ୍ତାରେ ସୃଷ୍ଟି ହେଲା ୬ ଫୁଟର ଖାଲ

କଟକ ଚୌଧୁରୀ ବଜାରର ମୁଖ୍ୟ ରାସ୍ତାରେ ଜାଇକା ଡ୍ରେନରେ ମାଟି ଧସି ହେବାପରେ ହଠାତ୍‌ ରାସ୍ତାରେ ୬ ଫୁଟର ଖାଲ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଥିଲା।  More
  • Otv Khabar Bureau
  • 2 years ago

ପୋଲିସ ଉପରୁ ଉଠିଲାଣି ଲୋକଙ୍କ ବିଶ୍ୱାସ ? ସମାଧାନ ପରିବର୍ତ୍ତେ ବଢ଼ାଉଛି ସମସ୍ୟା !

ପୋଲିସ୍ ପାଖକୁ ଯାଇ ପାରିବାରିକ ଅଶାନ୍ତି କଥା ଜଣାଇଥିଲେ । ହେଲେ ୮ ମାସ ପରେ ବି ହୋଇ ପାରିଲାନି ସମାଧାନ । ନ୍ୟାୟ ଦେଇପାରିଲାନି ପୋଲିସ । ଆଉ ଶେଷରେ ହତାଶ ହୋଇ ଚରମ ପଦକ୍ଷେପ ନେଇଛନ୍ତି ଗଞ୍ଜାମ ଗୋପାଳପୁର ଅଞ୍ଚଳର ଟୁକୁନି ଦାଶ । More
  • Otv Khabar Bureau
  • 2 years ago

ଅନ୍ତ ହେବ କି ବାବୁସାନ-ତୃପ୍ତିଙ୍କ ଦାମ୍ପତ୍ୟ କଳି ?

ଚେନ୍ନାଇ ଫେରିବାର ୩ଦିନ ପରେ ଆଜି ଜଗନ୍ନାଥ ବିହାର ସ୍ଥିତ ଘରୁ ମା ଅପରାଜିତାଙ୍କ ସହ ଖାରବେଳନଗର ଥାନାକୁ ଯାଇଥିଲେ ବାବୁସାନ । ପୋଲିସର କହିବା କଥା, ବାବୁସାନ-ତୃପ୍ତି ଓ ପ୍ରକୃତିଙ୍କ ପରିବାର ବୁଝାମଣାର ବାଟ ବାହାର କରିଛନ୍ତି । More
  • Satyendu Shekher Mishra
  • 2 years ago

ଓଡ଼ିଶାରେ ଆକ୍ଟିଭ୍‌ ହେଲା କି ED ? ସି-ସୋର ଲିଙ୍କ୍‌ରେ ପ୍ରଭାତ ବିଶ୍ୱାଳଙ୍କର ସମ୍ପତ୍ତି ଆଟାଚ୍

ଗୁରୁ କନସଲଟାଣ୍ଟସ ସଂସ୍ଥାର ୩ କୋଟି ୯୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ । ପ୍ରଭାତ କହିଲେ ଜମିଜମା ସଂପର୍କିତ ମାମଲା, କୋର୍ଟରେ ପ୍ରମାଣ କରିବି । More
  • Satyendu Shekher Mishra
  • 2 years ago

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ବଢୁଛି କି BJPର ଶକ୍ତି ? ଓଡ଼ିଶାରେ ହାତେଇବ ୧୧ ଲୋକସଭା ସିଟ୍ !

ଜନମତ ସର୍ଭେ ଆକଳନରେ ଆସିଲା କିଛି ଏଭଳି ତଥ୍ୟ । ଏବେ ନିର୍ବାଚନ ହେଲେ NDAକୁ ମିଳିପାରେ ୩୬୧ ଆସନ । More
  • Pramod Behera
  • 2 years ago

ସମ୍ବଲପୁର ବିଧାୟକଙ୍କୁ ବିରୋଧୀ ଦଳ ନେତା ଦାୟିତ୍ୱ

ଜୟନାରାୟଣ ମିଶ୍ର ହେଲେ ବିରୋଧୀ ଦଳ ନେତା। ଦାୟିତ୍ୱ ନେଉ ନେଉ କହିଲେ ଲକ୍ଷ୍ୟ କଂଗ୍ରେସ ମୁକ୍ତ ଭାରତ, ବିଜେଡି ମୁକ୍ତ ଓଡ଼ିଶା। More