• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Thursday, 04 August 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 2 years ago

ଲୋକଙ୍କ ଆଖି ଆଗରେ ପୂଜରୀଙ୍କୁ ଦଳି ମାରିଦେଲା ଦନ୍ତା ! ଦେଖନ୍ତୁ ଭିଡିଓ..

ଆଉ ଏ ଦୃଶ୍ୟ ଏତେ ଭୟଙ୍କର ଥିଲା ଯେ, ତାହା କୌଣସି ସାଧାରଣ ମଣିଷ ପକ୍ଷେ ଦେଖିବା କଷ୍ଟକର । ନରମ ହୃଦୟବାନ ଲୋକ ଏହା ଦେଖିବା ମନା ।  More
  • Satyendu Shekher Mishra
  • 2 years ago

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଫୁ ! ବିନା ସ୍ପେଶାଲ ଏଜୁକେଟରରେ ପଢୁଛନ୍ତି ୮୨ ହଜାର ଦିବ୍ୟାଙ୍ଗ

ନିଯୁକ୍ତି ମିଳୁନଥିବାରୁ ଆନ୍ଦୋଳନକୁ ଓହ୍ଲାଇବାକୁ ସଜବାଜ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଉପରେ ବିଚାର କରାଯାଉଛି କହିଲେ ମନ୍ତ୍ରୀ । More
  • Satyendu Shekher Mishra
  • 2 years ago

ସ୍ୱାସ୍ଥ୍ୟ ବିଭାଗର ସୋସିଆଲ ମିଡିଆ ପ୍ରୀତି, ଫେସବୁକ୍-ଇନ୍‌ଷ୍ଟାରେ ଲକ୍ଷ ଲକ୍ଷ ଖର୍ଚ୍ଚ

୩ ମାସରେ ଖର୍ଚ୍ଚ ହେଲାଣି ୧୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା । ଭିତ୍ତିଭୂମି ସବଳ ନକରି ପ୍ରଚାର ପ୍ରସାର ଜୋର୍ କହିଲେ ବିରୋଧୀ । ସରକାରଙ୍କ ପ୍ରଚାର ପ୍ରସାର ନୁହେଁ, ସଚେତନତା ବଢ଼ାଉଛନ୍ତି କହିଲେ ମନ୍ତ୍ରୀ । More
  • Chandan Shishu
  • 2 years ago

ସାଇଡ୍‌ମରାରୁ ପାଟିତୁଣ୍ଡକୁ ନେଇ ମା-ଝିଅ ଉପରେ ଗାଡ଼ି ଚଢାଇଦେଲା ଡ୍ରାଇଭର

ଆକ୍ରୋଶର ନିଆଁରେ ଜଳୁଥିବା ଅମର କିନ୍ତୁ ଥିଲେ ନଛୋଡ଼ବନ୍ଧା।  More
  • Satyendu Shekher Mishra
  • 2 years ago

ଏତେ ମାତ୍ରାରେ କାଜୁ ଚାଷ ହେଉଛି ଯେ, ରାସ୍ତା କଡ଼ରେ ବସି ବିକ୍ରି କରୁଛନ୍ତି ଚାଷୀ

କାଜୁ ବିକ୍ରିର ସଠିକ ବଜାର ନଥିବାରୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି କାଜୁ ଚାଷୀ । More
  • Satyendu Shekher Mishra
  • 2 years ago

ବିଦ୍ୟୁତ ବିଭାଗର ଚରମ ଅବହେଳା ! ଦୁଇ ହାତ ହରାଇଲା ୭ ବର୍ଷର ନାବାଳକ..

ଘର ଛାତ ପାଖରେ ଓହଳି ରହିଥିଲା ୧୧ କେଭି ବିଦ୍ୟୁତ ତାର । ଛାତ ଉପରକୁ ଗଲେ ପ୍ରାଣ ଯେ, କେତେବେଳେ ଚାଲିଯିବ ତାହା କେହି ବି କହିପାରିବେ ନାହିଁ । ଦେବଗଡ ଜିଲା ରିଆମାଳର ଲକ୍ଷ୍ମୀପୁର ଗାଁରେ ବିଦ୍ୟୁତ ବିଭାଗର ଏଭଳି ଚରମ ଅବହେଳା ପାଇଁ କଷ୍ଟ ପାଉଛି କୁନି ପୁଅ । More
  • Otv Khabar Bureau
  • 2 years ago

ବୁଷ୍ଟର ଡୋଜ୍ ପାଇଁ ବଢୁନି ଆଗ୍ରହ: ୮୭ % ଲୋକ ନେଇ ନାହିଁନ୍ତି ଟିକା

ରାଜ୍ୟର ୮୭ ପ୍ରତିଶତ ଲୋକେ ବୁଷ୍ଟର ଡୋଜ୍ ନେଇ ନାହିଁନ୍ତି । ଅର୍ଥାତ୍ ରାଜ୍ୟର ୨ କୋଟି ୮୪ ଲକ୍ଷ ଲୋକ ବୁଷ୍ଟର ଡୋଜ୍‌ ନେଇ ନାହିଁନ୍ତି... More
  • Otv Khabar Bureau
  • 2 years ago

ବଢ଼ିଲା ସୁନା ଦର, କିଣିବା ପୂର୍ବରୁ ଯାଂଚ କରନ୍ତୁ ମୂଲ୍ୟ...

ଆଜି ବଢ଼ିଲା ସୁନା-ରୂପା ଦର...ଜାଣନ୍ତୁ କେତେ... More
  • Otv Khabar Bureau
  • 2 years ago

SCB ମେଡିକାଲରେ ଦଲାଲଗିରି; ୭୫୦ ଦିଅ, ଅଲଟ୍ରାସାଉଣ୍ତ କର !

ପୁଣି ସାମ୍ନାକୁ ଆସିଲା ଏସସିବିର ସତ। ବିନା ଲାଞ୍ଚରେ କାମ କରୁନି କିଛି ବିଭାଗ? ହାତଗୁଞ୍ଜା ନଦେଲେ ଅଲଟ୍ରାସାଉଣ୍ଡ ହେଉଛି ସ୍ୱପ୍ନ...ମନମୁଖି ରୋଗୀ ଓ ସମ୍ପର୍କୀୟଙ୍କୁ ଲୁଟ୍‌ କରୁଛନ୍ତି ଠିକା ସଂସ୍ଥାର ସିକ୍ୟୁରିଟି। ଦେଖନ୍ତୁ ଓଟିଭିର ଗ୍ରାଉଣ୍ଡ ରିପୋର୍ଟ More
  • Otv Khabar Bureau
  • 2 years ago

ବର୍ଷା ପ୍ରିୟଦର୍ଶିନୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

ବର୍ଷା ପ୍ରିୟଦର୍ଶିନୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା ପ୍ରଦାନ କରାଯିବ... More
  • Otv Khabar Bureau
  • 2 years ago

ଗିରଫ ହେବେନି ବାବୁସାନ୍‌, ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ପତ୍ନୀ ତୃପ୍ତିଙ୍କ ସହ ବିବାଦ ପରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଅଭିନେତା ବାବୁସାନ । ହାଇକୋର୍ଟରେ ବାବୁସାନଙ୍କ ଆଗୁଆ ଜାମିନ୍ ଆବେଦନର ପୂର୍ଣ୍ଣଚ୍ଛେଦ ପଡ଼ିଛି । More
  • Otv Khabar Bureau
  • 2 years ago

ସିବିଆଇ ଜାଲରେ ଶିଳ୍ପପତି ମହିମା ମିଶ୍ର

କଟକସ୍ଥିତ OSL ଅଫିସ୍‌ରେ ସିବିଆଇ ରେଡ୍ ।  More
  • Otv Khabar Bureau
  • 2 years ago

ଆଜିଠୁ ଖୋଲିବ ଭୁବନେଶ୍ୱର ମାର୍କେଟ୍‌ ବିଲ୍ଡିଂ

ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ୩ ଦିନ ବନ୍ଦ ରହିବା ପରେ ଆଜିଠୁ ଖୋଲିବ। ମାର୍କେଟ ବିଲ୍ଡିଂ ଭିତରେ ଉଠା ଦୋକାନୀଙ୍କୁ ନ ବସାଇବା ପାଇଁ ବିଏମ୍‌ସି ଓ କମିଶନରେଟ୍ ପୁଲିସର ପ୍ରତିଶ୍ରୁତି ପରେ ସ୍ଥାୟୀ ବ୍ୟବସାୟୀମାନେ ଦୋକାନ ଖୋଲିବାକୁ ରାଜି ହୋଇଛନ୍ତି। More
  • Otv Khabar Bureau
  • 2 years ago

ଖରା ତାତିରୁ ଆଶ୍ୱସ୍ତି, କାଲିଠୁ ରାଜ୍ୟରେ ବଢ଼ିବ ବର୍ଷା

୬ ତାରିଖରୁ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ । More
  • Prangyan Parimita
  • 2 years ago

ନର୍ସିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା : ୬ ଦିନ ପରେ ବି ମୃତ୍ୟୁ ରହସ୍ୟ ଉପରୁ ହଟିନି ପରଦା

ଝିଅକୁ ହତ୍ୟା କରି ଝୁଲାଇଦେଇଥିବା ଅଭିଯୋଗ କଲେ ବାପାମାଆ More
  • Otv Khabar Bureau
  • 2 years ago

Daily Horoscope 4th August 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ  ଗୁରୁବାର, ତିଥି – ୬ଷ୍ଠୀ ପ୍ରାତଃ ୦୫/୪୧ ଗତେ ୭ମୀ (କ୍ଷୟ), ଚନ୍ଦ୍ର   – କନ୍ୟା ପ୍ରାତଃ  ୦୬/୩୯ ଗତେ ତୁଳା, ଘାତ ଚନ୍ଦ୍ର- ବୃଷ ରାଶିର ପ୍ରାତଃ  ୦୬/୩୯ ପର୍ଯ୍ୟନ୍ତ, ଘାତ ବାର – ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ - ମୃତ ବ୍ୟକ୍ତିର ପୁଷ୍କର ଦୋଷ, ପ୍ରାତଃ ୦୫/୪୧ ଗତେ ୧ ପାଦ ପଶୁ ସମ୍ପଦ ନାଶ- ଅନ୍ନ ଦାନ ନିଶାନ୍ତ ୦୫/୦୬ ପର୍ଯ୍ୟନ୍ତ More
  • Otv Khabar Bureau
  • 2 years ago

ସ୍କୁଲ୍‌ ଯାଆସ ପାଇଁ ଭଙ୍ଗା ଦଦରା ସିମେଣ୍ଟ ଖୁଣ୍ଟ ହିଁ ଏକମାତ୍ର ସାହାରା

ଭଙ୍ଗା ଦଦରା ସିମେଣ୍ଟ ପୋଲ ହିଁ ପିଲାଙ୍କର ସାହା ଭରଷା। ପୋଲ୍‌ ଦେଇ ସ୍କୁଲ ଯାଉଛନ୍ତି ପିଲା । ପଞ୍ଚାୟତକୁ ମଧ୍ୟ ଯିବା ଆସିବା କରୁଛନ୍ତି ଲୋକେ । ୨୨ ବର୍ଷ ହେଲାଣି ଏମାନଙ୍କର ଗୁହାରି ଶୁଣୁନାହିଁ ପ୍ରଶାସନ। More
  • Satyendu Shekher Mishra
  • 2 years ago

ଗର୍ଭଗୃହରେ ଖସିଲା ପ୍ଳାଷ୍ଟର, ବଡ଼ ଆଘାତରୁ ବର୍ତ୍ତିଗଲା ମହାପ୍ରଭୁ ବଳଭଦ୍ରଙ୍କ ଶ୍ରୀଅଙ୍ଗ

ଏଏସ୍‌ଆଇକୁ ଦୋଷ ଦେଲେ ସେବାୟତ ଓ ଭକ୍ତ । ଏତେ ଗୁରୁତର ଘଟଣା ନୁହଁ କହିଲେ ଏଏସ୍‌ଆଇ ଅଧିକାରୀ । ଆଗକୁ ପୁଣି ଏମିତି ପ୍ଲାଷ୍ଟର ଖଣ୍ଡ ଖସିବନି ତ ?  More
  • Satyendu Shekher Mishra
  • 2 years ago

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କଲେ ବିଧାୟକ ଟିମ୍, ଅଭିନନ୍ଦନ ସଂକଳ୍ପ ନେଇ କଲେ ଅବଗତ

ରାଜ୍ୟ ବିକାଶ ଲାଗି ସହଯୋଗ ଲୋଡ଼ିଲେ ବିଧାୟକ । ଭବ୍ୟ ରାଷ୍ଟ୍ରପତି ଭବନ ବୁଲି ଦେଖିବା ସହ ଦେଶର ପ୍ରଥମ ନାଗରିକଙ୍କ ସହ ଉଠାଇଲେ ଫଟୋ । More
  • Satyendu Shekher Mishra
  • 2 years ago

କ୍ଷୀପ୍ର ଗତିରେ ଚାଲିଛି ଅନଲାଇନ୍ ଠକେଇ ! ୭ ମାସରେ ୭ କୋଟିିରୁ ଅଧିକ ସାଇବର ଲୁଟ୍

ଏବେ ସବୁଠୁ ଅଧିକ ହେଉଛି ନ୍ୟୁଡ୍‌ କଲ୍ ଠକେଇ । ଲୋକଲଜ୍ଜାକୁ ଡରି ଥାନାକୁ ଆସୁନାହାନ୍ତି ପୀଡ଼ିତ । ତୁରନ୍ତ ଏତଲା ଦେବାକୁ ଭୁବନେଶ୍ୱର ଡିସିପିଙ୍କ ପରାମର୍ଶ । More
  • Satyendu Shekher Mishra
  • 2 years ago

IAS ସ୍ତରରେ ବଡ଼ ଧରଣର ଅଦଳବଦଳ ! ବିଷ୍ଣୁପଦଙ୍କୁ ଉଚ୍ଚଶିକ୍ଷା, ଅରବିନ୍ଦଙ୍କୁ କୃଷି ବିଭାଗ ଦାୟିତ୍ୱ

ଆଇଏଏସ୍ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର । More
  • Otv Khabar Bureau
  • 2 years ago

ଚାକିରିରୁ ପାଉଥିଲେ ୧୬ ହଜାର, ଏବେ ଚାଷରୁ ମାସିକ ରୋଜଗାର ୭୦ ହଜାର

ସାରା ଦେଶରେ ଅନେକ ଚାଷୀ ରହିଛନ୍ତି । ହେଲେ ଆଜି ଆମେ ଏଭଳି ଏକ ଚାଷୀ କଥା କହୁଛୁ, ଯିଏ ବି-ଟେକ ପାଠ ପଢି ସାରିଲା ପରେ ଏଲଆନ୍‌ଟି ଭଳି କଂପାନୀର ଚାକିରି ଛାଡି ଗାଁକୁ ଆସି ଚାଷ କାମରେ ମାତିଛନ୍ତି । ଆଜି ସେ ଚାଷ କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି । More