ସଂକ୍ଷେପରେ ଆଜିର ତାଜା ଖବର - Friday, 12 August 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଖତ ଖାଉଛି ବିଏମ୍‌ସିର କୋଟି କୋଟି ଟଙ୍କାର ମୋବାଇଲ୍ ପାଇଖାନା

ଦେଖାଦେଇଛି ସରକାର କା ମାଲ୍ ଦରିଆ ମେଁ ଡାଲ୍ ପରିସ୍ଥିତି। ଖତ ଖାଉଛି ବିଏମ୍‌ସିର ମୋବାଇଲ୍ ପାଇଖାନା । ରକ୍ଷଣାବେକ୍ଷଣ ଅଭାବରୁ ଭ୍ରାମ୍ୟମାଣ ପାଇଖାନା ଅଚଳ ହୋଇପଡିଛି। ପାଣିରେ ପଡ଼ିଛି କୋଟି କୋଟି ଟଙ୍କା। More

କାହିଁକି ରାଜ୍ୟରେ ବଢିଚାଲିଛି ହାତୀ ମୃତ୍ୟୁ ସଂଖ୍ୟା

କେବେ ଶିକାରୀ ଗୁଳି ତ କେବେ ଟ୍ରେନ୍ ଟ୍ରାକ୍ ଓ ବିଦ୍ୟୁତ ଝଟ୍‌କାରେ ଯାଉଛି ହାତୀଙ୍କ ଜୀବନ। ରାଜ୍ୟରେ ୫ ବର୍ଷରେ ଗଲାଣି ୨୩୩ ହାତୀଙ୍କ ଜୀବନ। ଆସନ୍ତୁ ଜାଣିବା ହାତୀ ପ୍ରତି କେତେ ଯତ୍ନବାନ ମଣିଷ ଓ ଆମ ବ୍ୟବସ୍ଥା ? More

ବିଜେଡିକୁ ଘାରିଛି ଆଦିବାସୀ ଭୋଟ୍‌ ଚିନ୍ତା, ଦ୍ରୌପଦୀଙ୍କୁ ରାଷ୍ଟ୍ରପତି ହେବା ପରେ ମୟୂରଭଞ୍ଜରେ ନବୀନ

ସେଚ ପ୍ରକଳ୍ପ ଉଦ୍‌ଘାଟନ ସହ ଗାଇଲେ ଜିଲ୍ଲାର ଗୁଣ । ମୁଖ୍ୟମନ୍ତ୍ରୀଙ୍କ ମୟୁରଭଞ୍ଜ ଗସ୍ତକୁ ନେଇ ତେଜିଲା ରାଜନୀତି । More

ଖୋଲିବ କି ରତ୍ନଭଣ୍ଡାର ? ଭିତର ଭଣ୍ଡାର ବିମ୍‌ରେ ଫାଟ, ଛାତରୁ ଗଳୁଛି ପାଣି

ରତ୍ନଭଣ୍ଡାରର ମରାମତି ପାଇଁ ASI ର ଚିଠିକୁ ନେଇ ଚର୍ଚ୍ଚା । ଚୂଡ଼ାନ୍ତ ନିଷ୍ପତ୍ତି ନେବେ ରାଜ୍ୟ ସରକାର । ବିପଦପୂର୍ଣ୍ଣ ସ୍ଥିତିରେ ଅଛି ଶ୍ରୀମନ୍ଦିର ରତ୍ନଭଣ୍ଡାର । More

ଆସୁଛି ଆଉ ଏକ ଲଘୁଚାପ, ବଢ଼ିଲା ବନ୍ୟା ଆଶଙ୍କା ! ୧୫ ଯାଏଁ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା 

ହୀରାକୁଦର ୨୦ଟି ଗେଟ୍‌ରେ ହେଉଛି ଜଳ ନିଷ୍କାସନ । ଅବିଶ୍ରାନ୍ତ ବର୍ଷାରେ ଭୂସ୍ଖଳନ, ଜଳବନ୍ଦୀ ଆଶଙ୍କା  । More

ରାସ୍ତା ମଝିରେ ଓଲଟିଲା ଯାତ୍ରୀବାହି ବସ୍ ! ଜଣେ ମୃତ, ୧୫ ଆହତ

ଯାତ୍ରୀଙ୍କୁ ନେଇ ବସ୍‌ଟି ଭୁବନେଶ୍ୱରରୁ ପୁରୀ ଆଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି । More

ହୀରାକୁଦରେ ଖୋଲିଲା ୨୦ଟି ଗେଟ୍‌, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ଆବଶ୍ୟକ ହେଲେ ଲୋକଙ୍କୁ ସ୍ଥାନାନ୍ତରଣ କରିବାକୁ ଯୋଜନା ମଧ୍ୟ ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ । More

ଖୋଲିବ କି ଶ୍ରୀମନ୍ଦିର ରତ୍ନ ଭଣ୍ଡାର ?

୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ ହୋଇଥିଲା। ତେବେ ଚାବି ହଜିଥିବା ଯୋଗୁ ଭିତର ରତ୍ନଭଣ୍ଡାର ଖୋଲା ଯାଇପାରିନଥିଲା। More

ହାବିଲଦାରଙ୍କୁ ଶହେ ସଲାମ; ୮ ବର୍ଷ ହେବ ରାକ୍ଷୀପୂର୍ଣ୍ଣିମାରେ କରୁଛନ୍ତି ରକ୍ତଦାନ

ବର୍ଷେ ନୁହେଁ କି ଦୁଇ ବର୍ଷ ନୁହେଁ...ଲଗାତାର ୮ ବର୍ଷ ହେଲାଣି ରାକ୍ଷୀ ପୂର୍ଣ୍ଣିମାରେ ରକ୍ତଦାନ କରୁଛନ୍ତି ପିସିଆର ହାବିଲଦାର ହୃଷିକେଶ. More

ଗୋଟିଏ ଶ୍ରେଣୀରେ ପ୍ରଥମରୁ ଅଷ୍ଟମ ପାଠପଢ଼ା! ଯେଉଁଠି ପଢ଼ିବେ, ସେଇଠି ଚାଲିଛି ରୋଷେଇ..

ବାଃ ବାଃରେ ଶିକ୍ଷା ବ୍ୟବସ୍ଥା। ଗୋଟିଏ ଶ୍ରେଣୀରେ ଚାଲିଛି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପାଠ ପଢା। ପୁଣି ପିଲାଏ ଯେଉଁଠି ପଢୁଛନ୍ତି ସେଇଠି ଚାଲିଛି ରୋଷେଇ...ଛାତର ଅବସ୍ଥା ଦେଖିଲେ କ୍ଲାସ ରୁମ୍‌କୁ ଯିବାକୁ ଲାଗିବ ଡର More

ତଦନ୍ତରେ ଉତ୍କର୍ଷତା ପାଇଁ ଓଡ଼ିଶାର ୪ ପୋଲିସ୍‌ ପାଇବେ ମେଡାଲ୍‌

ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ମେଡାଲ୍‌ ଘୋଷଣା ହୋଇଛି। ଦେଶର ମୋଟ୍‌ ୧୫୧ ପୋଲିସ ଅଫିସରଙ୍କୁ ପଦକ ମିଳିବ। More

ଏବେ ନିର୍ବାଚନ ହେଲେ ‍କ୍ଷମତାକୁ ଆସିବେ ମୋଦି

ସେପଟେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନପ୍ରିୟତାରେ ନିଜ ସ୍ଥିତିକୁ ଆହୁରି ଦୃଢ କରିଛନ୍ତି। More

ପ୍ରଧାନମନ୍ତ୍ରୀ ହେବାକୁ ମୋର ଭାବନା ନାହିଁ : ନୀତୀଶ

ସମସ୍ତ ବିରୋଧୀଙ୍କୁ ଏକାଠି ଦେଖିବା ମୋର ଚେଷ୍ଟା। More

ରୋଜଗାରିଆ ପୁଅର ଜୀବନ ପାଇଁ ବାର ଦୁଆରେ ହାତ ପାତୁଛନ୍ତି ପରିବାର

ମୋ ଶଙ୍ଖା ସିନ୍ଦୂରକୁ ରକ୍ଷା କର, ମୋ ପରିବାରକୁ ବଞ୍ଚାଇ ଦିଅ । ସ୍ୱାମୀର ଜୀବନ ବଞ୍ଚାଇବା ପାଇଁ ଏମିତି କାନି ପାତି କାନ୍ଦୁଛି ସ୍ତ୍ରୀ । ଅପରେସନ୍‌ ହେଲେ ସ୍ୱାମୀ ବଞ୍ଚିବେ । ହେଲେ ଏତେ ଗୁଡାଏ ଟଙ୍କା ତାଙ୍କ ପାଖରେ ନାହିଁ । ଭେଣ୍ଡିଆ ପୁଅକୁ ଦେଖି ମାଆ ଆଖିରୁ ବି ଲୁହ ଶୁଖୁନି। ପରିବାରର ଗୋଟିଏ ଗୁହାରି, ଆମକୁ ସାହାଯ୍ୟ କର, ଅକ୍ଷୟଙ୍କୁ ବଞ୍ଚାଇ ଦିଅ । More

କ୍ଲିନିକ୍ ବିକ୍ରି ନାଁରେ ୪ କୋଟି ଟଙ୍କା ଠକେଇ

 ବ୍ରହ୍ମପୁର ସହରର ଭାବାନଗରରେ ଥିବା ଆପୋଲୋ କ୍ଲିନିକ୍ ବିକ୍ରି ନାଁରେ ୪ କୋଟି ୬୪ ଲକ୍ଷ ଟଙ୍କା ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। More

ଫୁଲୁଛି ଜଳକା: ୭ ପଞ୍ଚାୟତ ପାଇଁ ବଢୁଛି

ଲଗାତର ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ଆହୁରି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। More

ଚାକିରି କ୍ଷେତ୍ରରେ ଶତ୍ରୁବୃଦ୍ଧି  ଦେଖାଦେଇପାରେ, ପ୍ରତିକାର ପାଇଁ କଣ କରିବେ, ଜାଣନ୍ତୁ

ସୌର କର୍କଟ ମାସ ଶ୍ରାବଣ ଶୁକ୍ଲପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର  More

ବିପଦ ସଙ୍କେତ ଟପିଲା ଜଳକା ନଦୀ

ମଥାନୀ ଠାରେ ଜଳକାର ବିପଦ ସଙ୍କେତ ୫.୫ ମିଟର ଥିବାବେଳେ ମଥାନୀ ଠାରେ ଜଳକା ଏବେ ୬.୨୫ ମିଟର ଉଚ୍ଚରେ ପ୍ରବାହିତ ହେଉଛି। More

ଜଗା-ବଳିଆଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା

ବଡ଼ଠାକୁରଙ୍କ ଜନ୍ମଦିନରେ ପ୍ରଭୁ ସୁଦର୍ଶନ ସୁସଜ୍ଜିତ ଚଉଦୋଳରେ ବିଜେ ହୋଇ ଶ୍ରୀମନ୍ଦିରରୁ ବାହାରି ମାର୍କଣ୍ଡ ପୁଷ୍କରିଣୀ କୂଳରେ ପହଞ୍ଚିବା ପରେ ଜନ୍ମନୀତି ସମ୍ମନ୍ନ ହେବ। More

୨୦ ଘଣ୍ଟା ହେଲାଣି ପଡ଼ିଛି ଶବ, ପୋଲିସ୍‌ ନଆସିବାରୁ ହୋଇପାରୁନି ପୋଷ୍ଟମର୍ଟମ

୨୦ ଘଣ୍ଟାରୁ ଅଧିକ ସମୟ ବିତିଗଲାଣି, ସକାଳରୁ ସଞ୍ଜ ହେଲା, ପୁଣି ସକାଳ ହେଲା, କିନ୍ତୁ ପୋଲିସ ନଆସିବାରୁ ହୋଇପାରୁନି ଶବ ବ୍ୟବଚ୍ଛେଦ। ଏବେ ବି ମୃତଦେହ ସେମିତି ହସ୍ପିଟାଲ୍‌ରେ ପଡ଼ି ରହିଛି। More

ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଚିଠି ଲେଖିଲା ASI

୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ ହୋଇଥିଲା। More

ସୋସିଆଲ୍ ମିଡ଼ିଆରେ ଜାଲ ବିଛାଇଛନ୍ତି ମାୟାବିନୀ, ଲୋଭ ଦେଖାଇ ଲଗାଇଦେବେ ଚୁନା

ପ୍ରେମ ଆଉ ଦାମୀ ଉପହାର ଲୋଭରେ ପଡ଼ି ବିଭିନ୍ନ ସମୟରେ ପାଖାପାଖି ୩୦ ଲକ୍ଷ ଟଙ୍କା ପଠାଇଦେଲେ ସଂପୃକ୍ତ ବ୍ୟକ୍ତି। ହେଲେ ନା ସାମଗ୍ରୀ ଆସିଲା ନା ଟଙ୍କା। More

ଫିଟ୍‌ ରହିବା ପାଇଁ ବିଷ ଖାଉଛନ୍ତି ଆଜିକା ଯୁବକ !

ନିଜକୁ ଫିଟ୍ ରଖିବା ପାଇଁ ଆବଶ୍ୟକତାରୁ ଅଧିକ ଏକ୍ସରସାଇଜ୍ ବି ହାର୍ଟ ଆଟାକ୍‌ର ପ୍ରମୁଖ କାରଣ ପାଲଟୁଛି କିି? କାହିଁକି ନା କମେଡି କିଙ୍ଗ୍ ରାଜୁ ଶ୍ରୀବାସ୍ତବ୍ ଜିମ୍‌ରେ ବ୍ୟାୟାମ କରିବା ସମୟରେ ହିଁ ହୃଦ୍‌ଘାତର ଶିକାର ହୋଇ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି । More

କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହଙ୍କ କଡ଼ାବାଣୀ; ପ୍ରତିଶ୍ରୁତି ଦେଲେ ଦିଆଯିବ ବାକି ଘର..

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା! ଘର ଆବଣ୍ଟନରେ ନାହିଁ ସ୍ୱଚ୍ଛତା । ପ୍ରକୃତ ହିତାଧିକାରୀଙ୍କୁ ମିଳୁନି ଘର! ଆବାସ ଯୋଜାନକୁ ନେଇ କେନ୍ଦ୍ର-ରାଜ୍ୟ ମଧ୍ୟରେ କଳି ଲାଗି ରହିଥିବାବେଳେ ଯୋଜାନର ଦୁର୍ନୀତି ନେଇ ଗୁମର ଖୋଲିଛନ୍ତିି ଖୋଦ୍ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଂଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂ । More

ଆଗ୍ରେସିଭ୍ ମୁଡ୍‌ରେ ବିଜେପି, ଫୁଟବଲ ଫଣ୍ଡା ଦେଲେ ଜୟନାରାୟଣ

ବିଜେପି ଓଡ଼ିଶାକୁ ଅଧିକ ଫୋକସ୍ କରୁଛି। ସଙ୍ଗଠନକୁ ମଜଭୁତ କରିବା, ସରକାର ବିରୋଧୀ ହାଓ୍ୱା ବନାଇବା ଓ କେନ୍ଦ୍ର ସରକାରଙ୍କ ଜନହିତକର ଯୋଜନକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ପ୍ରସ୍ତୁତ ହୋଇଛି ବ୍ଲୁପ୍ରିଣ୍ଟ। More