• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 17 August 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 2 years ago

ବନ୍ୟା ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗର ବଡ଼ ପ୍ରସ୍ତୁତି

ସ୍କୁଲର MDM ସାମଗ୍ରୀ ଆବଶ୍ୟକ ଅନୁସାରେ ଖର୍ଚ୍ଚ ହୋଇପରେ । ପରେ ଏହାକୁ ଭରଣା ହେବ । More
  • Pramod Behera
  • 2 years ago

ଚାଷ ଜମିକୁ ଧୋଇ ଦେଲାଣି ବନ୍ୟାପାଣି

ଚାଷୀ ମୁଣ୍ଡର ଝାଳ ତୁଣ୍ଡରେ ମାରି ସୁନାର ଫସଲ ଫଳାଇବ ବୋଲି ଆଶା ରଖିଥିଲା। ହେଲେ ଏବେ ପରିବା କିଆରୀ କହିଲେ ପାଣି ଉପରକୁ ମୁଣ୍ଡ ଟେକିଥିବା ଗଣ୍ଡାଗଣ୍ଡା ବାଉଁଶ ଖୁଣ୍ଟ, ଆଉ ଧାନବିଲ। ଯାହା ନଜରକୁ ଆସୁଛି, ତାକୁ ସହଜେ ବିଶ୍ୱାସ କରିବା କଷ୍ଟ। More
  • Pramod Behera
  • 2 years ago

ପ୍ରବଳ ବର୍ଷାରୁ ବନ୍ୟା ସ୍ଥିତି ; କ’ଣ ରହିଛି ଏହା ପଛର କାରଣ

ମହାନଦୀରେ ବଡ଼ ବନ୍ୟା। କ’ଣ ହୋଇପାରେ ଏହା ପଛର କାରଣ ? ଛତିଶଗଡ ଏକାଧିକ ବ୍ୟାରେଜ୍ ନିର୍ମାଣ ? ନା ହୀରାକୁଦ ଡ୍ୟାମ୍ ପଙ୍କରେ ପୋତି ହୋଇପଡୁଥିବାରୁ ସୃଷ୍ଟି ହେଉଛି ସମସ୍ୟା? ଆସନ୍ତୁ ଜାଣିବା… More
  • Pramod Behera
  • 2 years ago

ରାଜଧାନୀବାସୀଙ୍କୁ ନୟାନ୍ତ କଲାଣି ସହରୀ ବନ୍ୟା

ବନ୍ୟା କୋପରୁ ବାଦ୍ ପଡ଼ିନି ରାଜଧାନୀ ଭୁବନେଶ୍ୱର। ଦୟା ନଦୀର ପଛୁଆ ପାଣିରେ ଜଳମଗ୍ନ ହୋଇଛି ସହର ଉପକଣ୍ଠ। ସୁନ୍ଦରପଦା, କୁଆ କଣ୍ଟିଲୋ, ବାଲିପାଟଣା, ଧଉଳି ହୋଇଛି ଜଳମଗ୍ନ। ପ୍ରାକୃତିକ ଜଳାଶୟ ଜବରଦଖଲ ଓ ବେଆଇନ ନିର୍ମାଣ ସହରୀ ବନ୍ୟାର କାରଣ ବୋଲି କୁହାଯାଉଛି। More
  • Satyendu Shekher Mishra
  • 2 years ago

ପୁରୀ-ଖୋର୍ଦ୍ଧାରେ ବନ୍ୟାର ତାଣ୍ଡବ ! କୁଶଭଦ୍ରା-ରାଜୁଆ ନଦୀ ବଢ଼ିରେ ବୁଡ଼ିଲା ଗାଁ

ବନ୍ୟାର ଆଁରେ ପୁରୀ-ଖୋର୍ଦ୍ଧା । ଖୋର୍ଦ୍ଧା ତିରିମଲ ପାଖରେ ଶହେ ଫୁଟ୍‌ର ଘାଇ । ଖୋର୍ଦ୍ଧା-ବଲାଙ୍ଗିର ଏନ୍ଏଚ୍‌ରେ ଗାଡ଼ି ଚଳାଚଳ ଠପ୍ । More
  • Satyendu Shekher Mishra
  • 2 years ago

ମୁଣ୍ଡଳିରେ କମୁଛି ବନ୍ୟା ଜଳ, ୪ଟି ଜିଲ୍ଲାରେ ବି ପିକ୍ ଫ୍ଲଡ୍ କମିଛି

ଯାଏଁ ୬ଟି ସ୍ଥାନରେ ଘାଇ ସୃଷ୍ଟି ହୋଇଥିବା କହିଲଷ SRC । More
  • Satyendu Shekher Mishra
  • 2 years ago

କଟକ-ଜଗତସିଂହପୁରରେ ବନ୍ୟାର କରାଳ ରୂପ ! ବୁଡ଼ି ଗଲାଣି ଗାଁ ଗଣ୍ଡା-ରାସ୍ତାଘାଟ

ଘାଇ ମୁହଁରୁ ବିପନ୍ନଙ୍କୁ ବଞ୍ଚାଇବାକୁ ଚାଲିଛି ଉଦ୍ୟମ । ବନ୍ୟା ବିପନ୍ନଙ୍କୁ ଉଦ୍ଧାର କରୁଛି ଅଗ୍ନିଣମ ବାହିନୀ । More
  • Satyendu Shekher Mishra
  • 2 years ago

ମୋହନାରେ ବନ୍ୟା ସ୍ଥିତି ଗମ୍ଭୀର ! ୬ ଖଣ୍ଡ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

୬ଟି ଗାଁରେ ଜଳ ବନ୍ଦୀ ଜୀବନ କାଟୁଛନ୍ତି ଗ୍ରାମବାସୀ । ରାଜଖମା ନିକଟ ଗଦାପୁର ନଦୀରେ ଜଳସ୍ତର ବୃଦ୍ଧି  । More
  • Satyendu Shekher Mishra
  • 2 years ago

ବନ୍ୟା ସ୍ଥିତି ଗମ୍ଭୀର ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କଲା ବିଜେପି

ସରକାରଙ୍କ ଅବହେଳାରୁ ବନ୍ୟାସ୍ଥିତି ସଂଗୀନ । ନଦୀବନ୍ଧର ସୁରକ୍ଷା ପାଇଁ ୩ ବର୍ଷ ହେଲା ବୈଠକ ନାହିଁ । More
  • Satyendu Shekher Mishra
  • 2 years ago

ଦିଲ୍ଲୀ ପୋଲିସ୍‌ରେ ହାଜର ହେବେ ବର୍ଷା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

୧୫ ଦିନ ଯାଏଁ ବର୍ଷାଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଚନ୍ତି ହାଇକୋର୍ଟ । More
  • Prangyan Parimita
  • 2 years ago

କେଜ୍ରିୱାଲଙ୍କ ‘ମେକ୍ ଇଣ୍ଡିଆ ନଂ ୧’ ମିଶନ : ସବୁଦଳକୁ ସାମିଲ ହେବାକୁ ଆହ୍ୱାନ

ଭାରତକୁ ୧ନଂ କରିବା ପାଇଁ କେଜ୍ରିଓ୍ୱାଲ ବିଜେପି ଓ କଂଗ୍ରେସ ଭଳି ରାଜନୈତିକ ଦଳକୁ ତାଙ୍କ ମିଶନରେ ସାମିଲ ହେବାକୁ ନିମନ୍ତ୍ରଣ କରଛନ୍ତିଁ । More
  • Satyendu Shekher Mishra
  • 2 years ago

୧୦ ବର୍ଷ ପରେ ଏଥର ମୁଣ୍ଡଳିରେ ସବୁଠୁ ଅଧିକ ପାଣି, ଆଗାମୀ ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଗତକାଲି ଦୁଇଟି ସ୍ଥାନରେ ଘାଇ ହୋଇଥିବା ବେଳେ ଆଜି ଆଉ ୨ଟି ସ୍ଥାନରେ ଘାଇ ହୋଇଛି କହିଲେ SRC । More
  • Prangyan Parimita
  • 2 years ago

‘ବନ୍ୟା ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଯାଜପୁର ସର୍ବାଧିକ ପ୍ରଭାବିତ ’

କେଉଁ କେଉଁ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି ? More
  • Rajalaxmi Sahoo
  • 2 years ago

‘ଆଉ ୨୪ ଘଣ୍ଟା ବନ୍ୟା ପ୍ରଭାବ ରହିବ’

ବର୍ତ୍ତମାନ ହୀରାକୁଦ ଗେଟ୍ ଆଉ ଖୋଲିବା କି ବନ୍ଦ ନେଇ ନିଷ୍ପତ୍ତି ହୋଇନି। ସ୍ଥିତି ଦେଖିଲା ପରେ ଗେଟ୍ ବନ୍ଦ କି ଖୋଲାହେବ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର କହିଛନ୍ତି। More
  • Rajalaxmi Sahoo
  • 2 years ago

ଭୁବନେଶ୍ୱରରେ ବନ୍ୟା: ରାସ୍ତାରେ ଲହଡ଼ି ମାରୁଛି ବନ୍ୟା ପାଣି

ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଦା ଅଞ୍ଚଳରେ ଦୟାନଦୀର ପଛୁଆ ପାଣି ପଶି ଯାଇଛି। ଫସି ରହିଥିବା ଲୋକମାନଙ୍କୁ ଓଡ୍ରାଫ୍ ଟିମ୍ ପକ୍ଷରୁ ଉଦ୍ଧାର କରାଯାଇଛି।  More
  • Rajalaxmi Sahoo
  • 2 years ago

୫ ଦିନ ହେଲା ମହାନଦୀରେ ଫସିଛନ୍ତି ବାପ, ପୁଅ; ସରି ଆସିଲାଣି ଖାଇବା...

୫ ଦିନ ପୂର୍ବେ ବାପ, ପୁଅ ଛେଳି ଚରାଇବାକୁ ଯାଇଥିଲେ। ହଠାତ୍ ବନ୍ୟା ପାଣି ଆସିଯିବାରୁ ଉଭୟ ଫସି ଯାଇଛନ୍ତି।  More
  • Rajalaxmi Sahoo
  • 2 years ago

ଆସନ୍ତା ୨-୩ ଦିନ ବେଶ୍‌ ଗୁରୁତ୍ୱପୂର୍ଣ୍ଣ, ୧୦ ଜିଲ୍ଲାକୁ ଆଲର୍ଟ

ଆଗାମୀ ୨-୩ ଦିନ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିବ। ବିପଦ ସଙ୍କୁଳ ଅବସ୍ଥାରେ ଥିବା ଲୋକମାନଙ୍କୁ ଆବଶ୍ୟକ ରିଲିଫ୍ ଓ ମୌଳିକ ସୁବିଧା ଯୋଗାଇଦେବା ପାଇଁ କୁହାଯାଇଛି। More
  • Rajalaxmi Sahoo
  • 2 years ago

୧୯ରେ ପୁଣି ଲଘୁଚାପ ! କାଲି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୯ରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖରୁ ପୁଣି ବର୍ଷା ଆରମ୍ଭ ହେବ। More
  • Satyendu Shekher Mishra
  • 2 years ago

ଏବେ ବନ୍ୟାର ପିକ୍‌ ଫ୍ଲୋ ଚାଲିଛି, ଆହୁରି ୯ ଘଣ୍ଟା ରହିବ

କାଲି ସନ୍ଧ୍ୟା ୬ଟାରୁ ୯ଟା ଭିତରେ ପିକ୍ ଫ୍ଲୋ ସମୁଦ୍ରକୁ ଚାଲିଯିବ ବୋଲି କହିଛନ୍ତି SRC ପ୍ରଦୀପ ଜେନା । More
  • Satyendu Shekher Mishra
  • 2 years ago

ଜଳ ପ୍ରଳୟ ! କାହାର ସର୍ବନାଶ ତ କିଏ ପାଣି ଦେଖି ଖୁସି, କଟକର ମୁଣ୍ଡଳିରେ ବନ୍ୟା ଦେଖିବାକୁ ଆସର

ହଜାର ହଜାର ଲୋକଙ୍କ ଉପସ୍ଥିତି ଯୋଗୁଁ ଉପୁଜୁଛି ଟ୍ରାଫିକ୍ ସମସ୍ୟା । ବନ୍ୟାବେଳେ ବ୍ରିଜ୍‌କୁ ନଯିବାକୁ ଲୋକଙ୍କୁ ଏସଆରସିଙ୍କ ପରାମର୍ଶ । More
  • Satyendu Shekher Mishra
  • 2 years ago

ହୀରାକୁଦ ଖୋଲୁଛି ଅଧିକ ଗେଟ୍, ଛତିଶଗ଼ଡ ପକାଉଛି କି ଚାପ ?

ରାଜ୍ୟ ସରକାରଙ୍କ ଯୁକ୍ତି, ସ୍ଥିତି ଦେଖି ଗେଟ୍ ଖୋଲାଯାଉଛି । ଜଳ ପରିଚାଳନା ନେଇ ଓଡିଶା-ଛତିଶଗ଼ଡ ବୈଠକ ହେଉନି: SRC More
  • Satyendu Shekher Mishra
  • 2 years ago

ଦାଉ ସାଧୁଛି ବନ୍ୟା ! ଯାଜପୁର-ଜଗତସିଂହପୁର-କେନ୍ଦ୍ରାପଡ଼ା-ପୁରୀରେ ମହାନଦୀର କୋପ

କାଣି, କରାଣ୍ଡିଆ, ମକରା ନଦୀରେ ଘାଇ । ହଜାର ହଜାର ହେର ଚାଷଜମି ସହ ବହୁ ଗାଁ ଜଳମଗ୍ନ । ମହାନଦୀର ଉଛୁଳା ପାଣିରେ ଆଠଗଡ଼ ଓ ବାଙ୍କୀରେ ବ୍ୟାପକ କ୍ଷତି । More
  • Satyendu Shekher Mishra
  • 2 years ago

ବନ୍ୟା ବନ୍ୟା ବନ୍ୟା ! ଗାଁ ଦାଣ୍ଡରେ ପାଣି, ଘର ଭିତରେ ପାଣି; ଛାତ ଉପରେ ତମ୍ବୁଟାଣି କଟୁଛି ଦିନ

ଦୁର୍ଦ୍ଦଶାରେ ଜୀବନ, ଚାଳ ଭାସୁଛି-ଚୁଲି ବୁଡ଼ିଛି ଗାଁ ଦାଣ୍ଡରେ ଚାଲୁଛି ଡଙ୍ଗା । More