ସଂକ୍ଷେପରେ ଆଜିର ତାଜା ଖବର - Saturday, 20 August 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ବନ୍ୟାଞ୍ଚଳରେ ଦିନଠୁ ବଳି ରାତିର ଦୁଃଖ : ଜରିପାଲ ପାଲଟିଛି ସାହାରା

ଦିନଠୁ ବଳି ରାତିର ଦୁଃଖ। ପାଣିରେ ଘରଦ୍ୱାର ବୁଡ଼ିଛି, ଜରିପାଲ ପାଲଟିଛି ସାହାରା। ଗୃହପାଳିତ ପଶୁ ସହ ନଦୀବନ୍ଧ ଓ ଉଚ୍ଚସ୍ଥାନରେ କଟୁଛି ବିପନ୍ନଙ୍କ ରାତି। ରାତି ହେଲେ ବଇରି ସାଜୁଛି ପେଟର ଭୋକ, ଆଖିର ନିଦ। More

ବର୍ଷା ସାଜିଛି ଦାଉ; କାନ୍ଥ ଭୁଶୁଡ଼ି ୫ ଜୀବନ ଗଲାଣି

ଭୟଙ୍କର ଦୁର୍ଦ୍ଦଶା ଆଣିଛି ଲଘୁଚାପ ବର୍ଷା। ଦିନ ଦିନ ଧରି ବତୁରି ରହିଥିବା କାନ୍ଥ ଭୁଶୁଡ଼ି ଜୀବନ ଯାଇଛି। ପାଞ୍ଚ ଜଣଙ୍କ ପ୍ରାଣହାନୀ ହୋଇଥିବା ଅଭିଯୋଗ ହେଉଛି। ଲଗାଣ ବର୍ଷାରେ ରାସ୍ତାଘାଟ ଧୋଇଯାଇ ବହୁ ଗାଁ ବିଚ୍ଛିନ୍ନ ହୋଇଛି। More

SI ପରୀକ୍ଷାରେ ପୁଣି ବିଭ୍ରାଟ ! ପରୀକ୍ଷା ହଲରେ ଖୋଲିଲାନି ପ୍ରଶ୍ନପତ୍ର

୪ ବର୍ଷ ବିଳମ୍ବରେ ହୋଇ ବି ବାରମ୍ବାର ତ୍ରୁଟିକୁ ନେଇ ଅସନ୍ତୋଷ । ଆୟୋଜକ ଓ ପରିଚାଳକଙ୍କୁ ଦାୟୀ କଲେ ପରୀକ୍ଷାର୍ଥୀ । ୧୫ ଦିନ ଭିତରେ ପୁଣି ପରୀକ୍ଷା ପାଇଁ OPRBର ନିଷ୍ପତ୍ତି । More

ବନ୍ୟା ଖୋଲିଦେଲା ଆବାସ ଗୁମର ! ପକ୍କାଘର ନଥିବାରୁ କେଉଁଠି କାନ୍ଥ ଭୁଶୁଡ଼ିଲା ତ କେଉଁଠି ଭାଙ୍ଗିଲା ଘର

ପଲିଥିନ ପାଇଁ ତହସିଲହଦାରଙ୍କ ଗୋଡ଼ତଳେ ପଡ଼ିଲେ ଜନ ପ୍ରତିନିଧି । ରାଜ୍ୟ ସରକାରଙ୍କ ଆବାସ ପ୍ରତିଶ୍ରୁତିକୁ ନେଇ ଘେରିଲେ ବିରୋଧୀ । More

ପୁଣି ଚର୍ଚ୍ଚାରେ ସାରଥୀଙ୍କ ଆଶ୍ରମ, ଭାଇରାଲ୍ ହେଉଛି ଅନୁଗାମୀଙ୍କ ପୂଜାର୍ଚ୍ଚନା ଭିଡିଓ

ଆଶ୍ରମ ଇଡି ହେପାଜତ୍‌ରେ ଥାଇ ବି କେମିତି ହେଉଛି କାର୍ଯ୍ୟକ୍ରମ ? ପୂର୍ବ ମୁଦ୍ରାକୁ ଫେରିବାକୁ ଅନୁଗାମୀଙ୍କ ଜରିଆରେ ଚାଲ୍ ଚର୍ଚ୍ଚା । More

ହୀରାକୁଦର ଆଉ ୪ ଗେଟ୍‌ ଖୋଲିଲା, ଦୁଇ ଦିନ ମଧ୍ୟରେ ସୁଧୁରିବ ସ୍ଥିତି

ହୀରାକୁଦର ଅନ୍ୟ ଗେଟ୍ ଆଜି ବନ୍ଦ କରିବାକୁ ଯୋଜନା ନାହିଁ, ପରିସ୍ଥିତି ଆସନ୍ତାକାଲି ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ । More

ମହାନଦୀରେ ବଡ଼ ଅଘଟଣ ! ୩୦ ଜଣଙ୍କୁ ନେଇ ଯାଉଥିଲା ଡଙ୍ଗା, ସ୍ରୋତରେ ଭାସିଗଲା..

ଡଙ୍ଗାଟି ପାରାଦୀପରୁ ମହାକାଳପଡ଼ା ବାହାକୁଦ ଘାଟ ଅଭିମୁଖେ ଆସୁଥିଲା । More

ଏସିଆ କପ୍ ଭାରତ ଫେଭରିଟ୍, ତଥାପି ପାକ୍ ଚିନ୍ତା

ଏସିଆ କପ୍‌ରେ ଭାରତ ପାଖରେ କ୍ରମାଗତ ତୃତୀୟ ମୁକୁଟ ଜିତିବାର ସୁଯୋଗ ରହିଛି। ଅନେକ ପୂର୍ବତନ କ୍ରିକେଟର୍ ଏଥର ବି ଟିମ୍ ଇଣ୍ଡିଆକୁ ତା’ର ସାମର୍ଥ୍ୟ ଦୃଷ୍ଟିରୁ ଫେଭରିଟ୍ ବିବେଚନା କରୁଛନ୍ତି। ତେବେ ଗତ କିଛି ବର୍ଷ ହେଲା ପ୍ରଭାବଶାଳୀ ପ୍ରଦର୍ଶନ କରିଆସୁଥିବା ପାକିସ୍ତାନ ରୋହିତ ଶର୍ମାଙ୍କ ଟିମ୍ ପାଇଁ ବଡ଼ ଆହ୍ୱାନ ହୋଇପାରେ। More

୩୭ ସେକେଣ୍ଡର ଭିଡିଓରେ ସାମ୍ନାକୁ ଆସିଲେ ବାବୁଶାନ୍, କହିଲେ ଭୁଲ ହୋଇଗଲା ! ଦେଖନ୍ତୁ...

ନିଜର ଭୁଲ ସ୍ୱୀକାର କରିବା ସହ ପୁରା ଓନିଶାବାସୀଙ୍କୁ କ୍ଷମା ପ୍ରାର୍ଥନା କଲେ ଅଭିନେତା ବାବୁସାନ୍‌ । ତେବେ ଏକ ଭିଡିଓ ବାର୍ତ୍ତା ଜାରି କରି ବାବୁଶାନ୍‌ ଏଭଳି କହିଛନ୍ତି । More

ସାରଥୀ ଆଶ୍ରମରେ ଅନୁଗାମୀଙ୍କ ଭିଡ଼, ପୂଜାର୍ଚ୍ଚନା ସହ ଉସବ ପାଳନ

ଜନ୍ମାଷ୍ଟମୀ ଓ ନନ୍ଦଉତ୍ସବ ଅବସରରେ ତାଙ୍କର କିଛି ଅନୁଗାମୀ ଓ ସମର୍ଥକ ଆଶ୍ରମ ଭିତରେ ସାରଥୀ ଓରଫ ସନ୍ତୋଷ ରାଉଳଙ୍କ ଫଟୋକୁ ଆସ୍ଥାନରେ ରଖି ପୂଜାର୍ଚ୍ଚନା କରିଛନ୍ତି । More

ଏଥର ଜମିବ ଐତିହାସିକ ବାଲିଯାତ୍ରା

ବାଲିଯାତ୍ରାର କଳେବର ନେଇ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ସୂଚନା ଦେଇଛନ୍ତି । More

ବଢ଼ିଲା +୨ ନାମ ଲେଖା ଅବଧି

ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ଦାଶ ଏନେଇ ସୂଚନା ଦେଇଛନ୍ତି । More

ଭୁବନେଶ୍ୱର ଏମ୍‌ସ ହସ୍ପିଟାଲ ଛାତରୁ ଡେଇଁ ରୋଗୀ ମୃତ

କେଉଁ କାରଣ ପାଇଁ ଛାତରୁ ଡେଇଁଲେ ତାହା ଏଯାଏଁ ଅସ୍ପଷ୍ଟ । More

ବନ୍ୟାରେ ହନ୍ତସନ୍ତ! ଜରିପାଲ ଖଣ୍ତେ ପାଇଁ ଗୋଡ଼ ତଳେ ପଡ଼ୁଛନ୍ତି ବିପନ୍ନ

‘ଜରି ପାଲ ଖଣ୍ଡେ ଦିଅନ୍ତୁ ଆଜ୍ଞା, ନଚେତ ବର୍ଷାରେ ଭିଜି ଭିଜି ମରିଯିବୁ । ଜରିପାଲ ନ ଦେଲେ ଆପଣଙ୍କ ଗୋଡ଼ ତଳୁ ଉଠିବୁନି କି ଏଠୁ ଯିବୁନି ।’ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲଦାରଙ୍କ ଗୋଡ଼ ତଳେ ପଡ଼ି ଏପରି ଗୁହାରୀ କରିଛନ୍ତି ଖମ୍ବଶିରିପାଲି ଗାଁ ଲୋକେ । More

ବନ୍ୟା ଯୋଗୁଁ ଘୁଞ୍ଚିଥିବା ASO ପରୀକ୍ଷା ୨୭ ରେ ହେବ

ଗୁରୁବାର ତଥା ଅଗଷ୍ଟ ୨୧ (ରବିବାର) ୨୦୨୨ରେ ହେବାକୁ ଥିଲା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା ୨୭ରେ ASO ପରୀକ୍ଷା ହେବ ବୋଲି OPSC ଅଧ୍ୟକ୍ଷଙ୍କ ଟୁଇଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି । More

ଓଡ଼ିଶା ପୋଲିସ SI ପରୀକ୍ଷାରେ ବିଭ୍ରାଟ !

ଟେକ୍ନିକାଲ ସମସ୍ୟା ଯୋଗୁ ଓଡ଼ିଶା ପୋଲିସ SI ପରୀକ୍ଷାରେ ବିଭ୍ରାଟ ଦେଖିବାକୁ ମିଳିଛି। ପରୀକ୍ଷାର୍ଥୀଙ୍କ ଅଭିଯୋଗ, ପ୍ରଶ୍ନପତ୍ର ଡାଉନ୍‌ଲୋଡ୍‌ ହୋଇପାରୁନାହିଁ।  More

ବ୍ୟାରେଜ୍‌ରୁ ନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

ତାଳଚେର ବ୍ଲକ୍ ଅନ୍ତର୍ଗତ ସମଲ ଥାନା ଅଞ୍ଚଳରେ ଥିବା ନଦୀବନ୍ଧ ବା ବ୍ୟାରେଜ ଉପରୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି । More

ଲଗାଣ ବର୍ଷା ପରେ ବଢୁଛି ଲୋକଙ୍କ ଦୁର୍ଦ୍ଦଶା, କାନ୍ଥ ପଡ଼ି ଚାଲିଗଲା ୫ ଜୀବନ

ଲଗାଣ ବର୍ଷା ପରେ ବଢୁଛି ଲୋକଙ୍କ ଦୁର୍ଦ୍ଦଶା। ବିଭିନ୍ନ ସ୍ଥାନରେ କାନ୍ଥ ପଡ଼ି ୫ ଜଣଙ୍କ ଜୀବନ ଚାଲିଛି। More

ଘଣ୍ଟାପ୍ରତି ୧୮ କି.ମି. ବେଗରେ ଗତି କରୁଛି ଗଭୀର ଅବପାତ, ଝାରସୁଗୁଡ଼ାଠୁ ୨୨୦ କି.ମି. ଦୂରରେ...

ଗଭୀର ଅବପାତ ଗତକାଲି ସନ୍ଧ୍ୟା ୭ଟାରୁ ୮ଟା ମଧ୍ୟରେ ଦୀଘା ଉପକୂଳ ଅତିକ୍ରମ କରିଥିଲା। ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ, ଉତ୍ତର ଓଡିଶା, ଉତ୍ତର ଛତିଶଗଡ ଦେଇ ଗତି କରିବା ସହ ଉତ୍ତର ମଧ୍ୟପ୍ରଦେଶ ମୁହାଁ ହେଉଛି।  More

ସତ ଚେଷ୍ଟା ପରେ ବି ନିଜକୁ ବଞ୍ଚାଇ ପାରିଲେନି, ହାଇୱା ସହ ଜୀଅନ୍ତା ଜଳିଗଲେ

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ହାଇୱା ଗାଡ଼ି ଜଳି ଯାଇଛି। ଗାଡ଼ି ଭିତରେ ଥିବା ଚାଳକ ଗାଡ଼ି ବାହାରକୁ ଆସି ନପାରିବାରୁ ବିଦ୍ୟୁତ୍ ତାର ଲାଗି ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି।    More

ପ୍ରବଳ ବର୍ଷା ଆଶଙ୍କାରେ ଏହିସବୁ ଜିଲ୍ଲାରେ ସ୍କୁଲ୍‌ ବନ୍ଦ ଘୋଷଣା

ଉତ୍ତର ଓଡିଶାରେ ଲଗାଣ ବର୍ଷା ପରିସ୍ଥିତିକୁ ଆହୁରି ସଙ୍ଗୀନ କରି ଦେଇଛି। ଏହାକୁ ଦୃଷ୍ଟିରେ ରଖି କିଛି ଜିଲ୍ଲାରେ ସ୍କୁଲ୍‌ ବନ୍ଦ ଘୋଷଣା ହୋଇଛି। More

ବାଲେଶ୍ୱରକୁ ଗଲା NDRF, ଜିଲ୍ଲାପାଳଙ୍କୁ ଦିଆଗଲା ସତର୍କବାଣୀ

ମୟୂରଭଞ୍ଜ ଓ ଭଦ୍ରକରେ ମଧ୍ୟ ବର୍ଷା ଜାରି ରହିଛି । ଆସନ୍ତାକାଲି ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା ହେବ ବୋଲି SRC ସୂଚନା ଦେଇଛନ୍ତି । More

ବିପନ୍ନଙ୍କୁ ସାପ ଭୟ ! ଘରୁ ଗୋଡ଼ କାଢ଼ିଲେ କେଉଁଠି ଚନ୍ଦନବୋଡ଼ା ତ କେଉଁଠି ଅଜଗର

SRCଙ୍କ ସୂଚନା ଅନୁଯାୟୀ, ଚଳିତ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ବନ୍ୟା ପ୍ଲାବିତ ଅଞ୍ଚଳରୁ ୫ଟି ସାପ କାମୁଡ଼ା ମାମଲା ସାମ୍ନାକୁ ଆସିଲାଣି ।C More

ଏ କି ଦୁର୍ଦ୍ଦଶା ! ଉପରୁ ବର୍ଷା ଛେଚୁଛି, ତଳେ ବନ୍ୟା ପାଣି...ଛାତରେ ପାଲ ଟାଣି ରହୁଛି ମଣିଷ

ଆଉ ବଢ଼ିରେ ବୁ଼ଡିଥିବା ସବୁ ଗାଁ ଭିତରର ଦୁର୍ଦ୍ଦଶାର ଦୃଶ୍ୟ ହିଁ ବୟାନ କରୁଛି ବନ୍ୟା ବିପନ୍ନଙ୍କ କଷ୍ଟ। ଘରେ ପାଣି ପଶିଯିବା ପରେ ପାଲଟାଙ୍ଗି ଯିଏ ଛାତ ଉପରେ ରହୁଥିଲେ, ବର୍ଷା ପରଠୁ ଏବେ ଖଟ ଉପରେ ବସିଛନ୍ତି। ତାହାରି ଉପରେ ଷ୍ଟୋଭ୍ ଆଉ ବାସନକୁସନ ବି ରହୁଛି। More

ପାଣି ଭିତରେ ବି ମିଳୁନି ପାଣି ! କୂଅ-ନଳକୂଅ ସବୁ ବୁଡ଼ିଯାଇଛି..

ବନ୍ୟା ପ୍ରଭାବିତ ଅଞ୍ଚଳରେ ପିଇବା ପାଣି ପାଇଁ ହାହାକାର । ପ୍ରାଶାସନିକ ଉଦାସୀନତାକୁ ନେଇ ଚରମରେ ଅସନ୍ତୋଷ । More

ବାତ୍ୟା ହେବନି କିନ୍ତୁ ପ୍ରବଳ ବର୍ଷିବ !

ଏଣେ ଅତିପ୍ରବଳ ବର୍ଷା ନେଇ ରାଜ୍ୟର ୪ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଏମିତିକି ଏହି ଜିଲ୍ଲାମାନଙ୍କରେ ଅକସ୍ମାତ ବନ୍ୟା ଓ ପାହାଡ଼ି ଅଞ୍ଚଳରେ ଭୂସ୍ଖଳନର ବି ସମ୍ଭାବନା ରହିଛି। More