ସଂକ୍ଷେପରେ ଆଜିର ତାଜା ଖବର - Thursday, 01 September 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ନୂଆଁଖାଇ ଭୁଲାଇ ଦିଏ ବିଭେଦ ଆଉ ଯୋଡ଼ି ଦିଏ ସମ୍ପର୍କ, ଧୁମ୍‌ଧାମ୍‌ରେ ମିଳିମିଶି ପାଳିଲେ ପର୍ବ

ପାଟଣାଗଡ଼ର ଇଷ୍ଟ ଦେବୀ ମାଆ ପାଟଣେଶ୍ୱରୀଙ୍କ ପାଖରେ ବି ନିର୍ଦ୍ଧାରିତ ସମୟରେ ନବାନ୍ନ ଲାଗି ହୋଇଛି । More

ବିଜେଡିର ମିଶନ୍ ୨୦୨୪, ମହିଳା ହେବେ କି ମାଧ୍ୟମ ? ଛାତ୍ର ଓ ଯୁବ ପରେ ୩୯୩ ଜଣିଆ ଜୁମ୍ବୋ ଟିମ୍

ମହିଳା ଅସଦାଚରଣ ପ୍ରସଙ୍ଗରେ ଘେରିଲା ବିଜେପି । କଂଗ୍ରେସ କହିଲା ତୁଷ୍ଟୀକରଣ ରାଜନୀତି । More

ଶୁଭଶ୍ରୀ ହତ୍ୟା ମାମଲାରେ ଟ୍ୱିଷ୍ଟ ! ମୃତ୍ୟୁ ପୂର୍ବରୁ ନୟାଗଡ଼ ଯୁବକଙ୍କୁ କରିଥିଲେ ୭ ଥର କଲ, କ’ଣ ଥିଲା ସମ୍ପର୍କ ?

ହତ୍ୟାର ଠିକ୍ ଅଧ ଘଣ୍ଟାଏ ପୂର୍ବରୁ ଶୁଭଶ୍ରୀ କରିଥିବା ଶେଷ କଲ୍‌ର ଅବଧି ଥିଲା ୨୭ ସେକେଣ୍ଡ । ଆଉ ତା ପରେ ହିଁ ଘଟିଥିଲା ହତ୍ୟାକାଣ୍ଡ ।  More

ସାଇବର ପର୍ଣ୍ଣ ଓ ମର୍ଫିଂ ଚକ୍ରବ୍ୟୁହରେ ଓଡ଼ିଶା ମହିଳା, ଭିଡିଓ-ଫଟୋକୁ ମର୍ଫିଂ କରି ଶୋଷଣ କରୁଛନ୍ତି ସାଇବର ଠକ

ବଢୁଥିବା ମାମଲାରେ ଓଡ଼ିଶା ଦେଶରେ ପ୍ରଥମ । ସଚେତନତା ଅଭାବକୁ ଦାୟୀ କଲେ ବିଶେଷଜ୍ଞ । More

ସର୍ଭିକାଲ କ୍ୟାନସର ପାଇଁ ଆସିଲା ସଞ୍ଜିବନୀ, ସରକାର ବାଣ୍ଟିବେ ଟିକା..

ସ୍ୱାସ୍ଥ୍ୟ ବିଶେଷଜ୍ଞ କହିଲେଣି, ସର୍ଭିକାଲ କ୍ୟାନସର ଟିକା ଦିଆଗଲେ ଏହି ରୋଗରେ ଆକ୍ରାନ୍ତ କିଶୋରୀ ଓ ମହିଳା ମୃତ୍ୟୁହାରକୁ ଯଥେଷ୍ଟ କମାଇ ହେବ । More

୫ ପରେ ଆସିବ ଲଘୁଚାପ !

୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। More

ମୋତେ ଜୋର୍ କରି ନଚା ଯାଇଥିଲା: କମଳା ପୂଜାରୀ

କଟକ SCB ମେଡିକାଲ୍‌ରୁ ଡିସଚାର୍ଜ ବେଳେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ସହ ଜଣେ ସମାଜସେବୀ ମମତା ବେହେରା ନାଚୁଥିବା ଭିଡିଓ ଭାଇରାଲ୍ ହୋଇଥିଲା। More

ପାଣି ଟୋପାଏ ଦେଉନଥିଲା ମାଲିକ, ଶେଷରେ ନିଜେ ଖୋଜିବାକୁ ଲାଗିଲା ଘୋଡ଼ା ! ଚାଲିଗଲା ଜୀବନ..

ଅକ୍ଲାନ୍ତ ପରିଶ୍ରମ କରିବା ପରେ ଘୋଡ଼ାଟି ହାଲିଆ ମଧ୍ୟ ହୋଇଯାଇଥିଲା । ହେଲେ ମାଲିକ ତାକୁ ପାଣି ଟୋପାଏ ବି ପିଇବାକୁ ଦେଇନଥିଲା । More

ଶେଷ କଲ୍‌ ୨୭ ସେକେଣ୍ଡ ! ମୃତ୍ୟୁର ଅଧ ଘଣ୍ଟା ପୂର୍ବରୁ ଶୁଭଶ୍ରୀଙ୍କ ଫୋନ୍‌ ନମ୍ବରରୁ ଯାଇଥିଲା କଲ୍‌

ମୃତ୍ୟୁର ଅଧ ଘଣ୍ଟା ପୂର୍ବରୁ ଶୁଭଶ୍ରୀଙ୍କ ଫୋନ୍‌ ନମ୍ବରରୁ ସମ୍ପୃକ୍ତ ଯୁବକଙ୍କ ପାଖକୁ ଶେଷ କଲ୍ ଯାଇଥିଲା। ଏହି କଲ୍‌ର ଅବଧି ମାତ୍ର ୨୭ ସେକେଣ୍ଡ ଥିଲା। More

ଘୋର ଅନ୍ୟାୟ : ୪୦ ବର୍ଷ ଖଟିଲେଣି, ହେଲେ ସ୍ଥାୟୀ ହେଉନି ନିରଞ୍ଜନଙ୍କ ଚାକିରି

ମୋରି ଆଖି ସାମ୍ନାରେ କେତେ ଡିଏଫଓ ସାର୍ ଆସିଲାଣି, କେତେ ଗଲେଣି । ହେଲେ ମୋର ଚାକିରି କେହି ସ୍ଥାୟୀ କରିଲେ ନାହିଁ । More

SIଙ୍କୁ ଧକ୍କା ଦେଲା ଟ୍ରକ୍‌, ନୂଆଁଖାଇ ପାଇଁ ଛୁଟିରେ ଘରକୁ ଆସିଥିଲେ...

ନୂଆଁଖାଇ ପାଇଁ ଛୁଟିରେ ଘରକୁ ଆସିଥିବା ବେଳେ ଜଣେ ଟ୍ରେନି SIଙ୍କ ମୃତ୍ୟୁ ଘଟିଛି। More

କୁଆଖାଇ ନଦୀରେ ୨ ଛାତ୍ର ନିଖୋଜ ଘଟଣା : ଆଜି ଅନ୍ୟ ଜଣକର ମୃତଦେହ ଉଦ୍ଧାର

ଗତକାଲି ଗୋଟିଏ ମୃତଦେହ ଉଦ୍ଧାର ହୋଇଥିଲା More

ଗଣେଶ ପୂଜାରେ ଅଘଟଣ, ପୋଖରୀରେ ବୁଡ଼ି ୨ ଭାଇ ମୃତ

ପୋଖରୀରେ ଗାଧୋଇବାକୁ ଯାଇ ୨ ନାବାଳକ ଭାଇଙ୍କ ମୃତ୍ୟୁ ହୋଇଛି। ଗାଧୋଇବା ବେଳେ ଦୁଇ ଭାଇଙ୍କ ଗୋଡ଼ ଖସି ଯାଇଥିଲା। ଫଳରେ ଉଭୟ ପାଣିରେ ବୁଡ଼ି ଯାଇଥିଲେ। More

ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ : ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡିଶା

ମନ୍ଦିରରେ ନବାନ୍ନ ଲାଗି ପରେ ଘରେ ଘରେ ଲୋକେ ନୂଆ ଖାଇବେ More

ମାଆ ସମଲେଇଙ୍କ ପାଖରେ ପହଞ୍ଚିଲା ପାହୁର ଭାର, ଏଥର ଧୁମ୍‌ଧାମ୍‌ରେ ପାଳନ ହେବ ନୂଆଁଖାଇ

ସମଲେଇଙ୍କ ପାଖରେ ନବାନ୍ନ ଲାଗି ପରେ ନୂଆଁଖିଆ । ମାଆଙ୍କ ପାଖରେ ପହଁଚିଲା ପାହୁର ଭାର । More

ଟ୍ୱିନ୍‌ ସିଟିରେ ୫୦ ଫୁଟ୍‌ର ଗଜାନନ, ମୁଖ୍ୟ ଆକର୍ଷଣ ମୁମ୍ବାଇର ଲାଲ୍‌ବାଗରାଜା ଗଣେଶ

ଟ୍ୱିନ୍ ସିଟି ସାଙ୍ଗକୁ ଜଟଣୀ ଓ ତାଳଚେରରେ ବ୍ୟାପକ ଆୟୋଜନ । ଅଗ୍ରପୂଜ୍ୟଙ୍କ ଆଗମନରେ ଉତ୍ସବମୁଖର ପୁରପଲ୍ଲୀ । ୧୨ ଦିନିଆ ମହୋତ୍ସବକୁ ନେଇ ଉଠୁଛୁ ପଡ଼ୁଛି ମୁମ୍ବାଇ । More

ବିଜେପି ଫୋକସ୍‌ରେ ଓଡ଼ିଶା, ଶାହଙ୍କ ଗସ୍ତର ମାସେ ପରେ ଆସୁଛନ୍ତି ନଡ୍ଡା ! କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

ଅଗଷ୍ଟରେ ଆସିଥିଲେ ଶାହା । ଏବେ ଆସିବେ ନଡ୍ଡା । ୨୦୨୪ରେ କ୍ଷମତା ଦଖଲ ଲାଗି ରଣନୀତି ପ୍ରସ୍ତୁତ କରିବ ବିଜେପି । More

ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ନଚାଇ ଭିଡିଓ ସୁଟିଂ କଲେ ଆତ୍ମଘୋଷିତ ସମାଜସେବୀ

ଆଗାମୀ ଦିନରେ ପରଜା ସମାଜ ରାଜରାସ୍ତାକୁ ଓହ୍ଲେଇବେ ବୋଲି ଚେତାବନୀ ଦେଇଛି। More

ବଡ଼ ସମସ୍ୟା, ଚିନ୍ତାରେ ପରୀକ୍ଷାର୍ଥୀ ! OCS-OJS ପରୀକ୍ଷା ଖାତା ଦେଖିବାକୁ ନାହାନ୍ତି ଏକ୍‌ଜାମିନର..

ପରୀକ୍ଷାର ୮ମାସ ପରେ ବି ବାହାରିପାରୁନି OCS ଓ OJS ଫଳ । ମୂଲ୍ୟାୟନକାରୀ ନଥିବାରୁ ଉଚ୍ଚଶିକ୍ଷା ବିଭାଗକୁ OPSCର ଚିଠି  । More