• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 07 September 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 2 years ago

ଶ୍ରୀନଅରରେ ସ୍ୱତନ୍ତ୍ର ସୁନିଆଁ ଉତ୍ସବ, ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଶାସନର ୬୫ ଅଙ୍କ

ସୁନିଆରେ ପ୍ରଚଳନ ହେଲା ନୂଆ ସ୍ୱର୍ଣ୍ଣ ମୁଦ୍ରା । ଶ୍ରୀମନ୍ଦିରରେ ପାରମ୍ପରିକ ରୀତିରେ ବାମନ ଜନ୍ମନୀତି ପାଳିତ  । More
  • Satyendu Shekher Mishra
  • 2 years ago

ବାପା-ମାଆ ନିଜେ ଚାଲିବା କଷ୍ଟ, ହେଲେ କାନ୍ଧରେ ବୋହୁଛନ୍ତି ଭେଣ୍ଡିଆ ପୁଅର ଭାର

ଯାହାଙ୍କ ପାଇଁ ନିଜେ ଅଣ୍ଟା ସଳଖି ଚାଲିବା କାଠିକର ପାଠ, ସେମାନଙ୍କ ପିଠିରେ ଏବେ ଚିନ୍ତାର ପାହାଡ଼ । ଚିନ୍ତା ପେଟକୁ ନେଇ ଆଉ ତାଠୁ ବଳି ପୁଅକୁ ନେଇ । More
  • Satyendu Shekher Mishra
  • 2 years ago

ପଶିଲା କେଁ ! କୋଶଳ ମହାବନ୍ଦ ବିଫଳ, ସମ୍ବଲପୁରରେ ହିଁ କଡ଼ା ବିରୋଧ

ପିକେଟିଂ ଯୋଗୁଁ ଆଜି ଦିନ ତମାମ ବହୁ ସ୍ଥାନରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା । କିଛି ସ୍ଥାନରେ ବନ୍ଦ ରହିଥିଲା ଶିକ୍ଷାନୁଷ୍ଠାନ । More
  • Satyendu Shekher Mishra
  • 2 years ago

ସିଂହଦ୍ୱାରରୁ ସ୍ୱର୍ଗଦ୍ୱାର ରାସ୍ତା ହେବ ଚଉଡ଼ା, ପୁଣି ଭାଙ୍ଗିବ ମଠ-ଦୋକାନ ବଜାର

ଜିଲ୍ଲାପାଳ କହିଛନ୍ତି ରାସ୍ତା ପ୍ରଶସ୍ତୀକରଣ ପାଇଁ ପର୍ଯ୍ୟାୟକ୍ରମେ ସମସ୍ତ ପକ୍ଷଙ୍କ ସହ ସବିଶେଷ ଆଲୋଚନା ହେଉଛି, କାମ ଶୀଘ୍ର ଆଗେଇବ । More
  • Satyendu Shekher Mishra
  • 2 years ago

‘ହାଉସିଂ ଫର୍‌ ଅଲ୍‌’ ସ୍କିମ୍‌ ଘୋଷଣା, ସମସ୍ତଙ୍କୁ ମିଳିବ ଘର !

ସରକାରୀ ପ୍ରୋଜେକ୍ଟର ୨୦ ପ୍ରତିଶତ ଏବଂ ବେସରକାରୀ ପ୍ରଜେକ୍ଟରେ ୧୦ ପ୍ରତିଶତ ଘର ଆର୍ଥିକ ଦୁର୍ବଳ ବର୍ଗଙ୍କ ପାଇଁ ରଖାଯିବ । More
  • Prangyan Parimita
  • 2 years ago

ଓଡ଼ିଶା ସିଟିଜେନ ଆଓ୍ୱାର୍ଡ ଜୁରିର ଚୂଡ଼ାନ୍ତ ବୈଠକ : ୯ ବର୍ଗରେ ଶ୍ରେଷ୍ଠ ୪ ବ୍ୟକ୍ତିଙ୍କ ମଧ୍ୟରୁ ଗୋଟିଏ ଲେଖାଏଁ ନାଁ ଚୂଡ଼ାନ୍ତ

ଅନଲାଇନ୍ ଭୋଟିଂ ଜରିଆରେ ପ୍ରାର୍ଥୀ ବାଛିପାରିବେ ଓଟିଭି ଦର୍ଶକ More
  • Prangyan Parimita
  • 2 years ago

ମାସକରେ ୬୦୦ କୋଟି ଆୟ : ଉଧାର ଟଙ୍କା ନିବେଶ କରି କମାଲ କଲେ ଛାତ୍ର

ବୁଦ୍ଧିମତା ବଳରେ ଅଳ୍ପ ବୟସରେ କମାଲ୍‌ କରିଦେଲେ ଛାତ୍ର । More
  • Satyendu Shekher Mishra
  • 2 years ago

ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ନୂଆ ଫର୍ଦ୍ଦ; ଶୁଣାଣିରେ ରୋକ, ପତ୍ନୀଙ୍କୁ ଆଶ୍ୱସ୍ତି

ପିଟିସନର ଶୁଣାଣି କରି ତଳ କୋର୍ଟରେ ଶୁଣାଣି ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । More
  • Satyendu Shekher Mishra
  • 2 years ago

ପୁଣି ବ୍ୟାକ୍‌ଫୁଟ୍‌କୁ ଗଲେ ବର୍ଷା, ହାଇକୋର୍ଟରୁ ପତ୍ୟାହାର କଲେ ପିଟିସନ୍‌

ଅନୁଭବଙ୍କ ଆଉ ଥରେ ସାକ୍ଷ୍ୟ ଗ୍ରହଣ ପାଇଁ ବର୍ଷା ଆବେଦନ କରିଥିଲେ । ତଳ କୋର୍ଟରେ ଆବେଦନ ଅଗ୍ରାହ୍ୟ ହେବାରୁ ହାଇକୋର୍ଟ ଆସିଥିଲେ ବର୍ଷା । More
  • Rajalaxmi Sahoo
  • 2 years ago

ଆସିଲା ଜଜ୍‌ଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ ବିହାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ ସାମ୍ନାକୁ ଆସିଛି। ରଶି ଲଗାଇ ଝୁଲି ପଡ଼ିବାରୁ ବିଚାରପତି ସୁବାସଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। More
  • Manoranjan Behera
  • 2 years ago

ଚାକିରି ପାଇଁ ଯାଇଥିଲେ, ହେଲେ ବିକ୍ରି ହୋଇଗଲେ!

ଇଂଜିନିୟରିଂ ପଢ଼ୁଥିବା ଛାତ୍ରୀଙ୍କୁ ମଧ୍ୟପ୍ରଦେଶରେ ବିକ୍ରି କରି ଜୋର୍‌ ଜବରଦସ୍ତି ଶାରିରୀକ ସମ୍ପର୍କ ରଖାଯାଇଥିବା ଅଭିଯୋଗ କରାଯାଇଛି । More
  • Manoranjan Behera
  • 2 years ago

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି

ଆଜି ପବିତ୍ର ସୁନିଆ ଉତ୍ସବ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆଜିଠାରୁ ଆରମ୍ଭ ହୋଇଛି ୧୪୩୦ ସାଲ ୬୫ ଅଙ୍କର ପ୍ରବେଶ । More
  • Rajalaxmi Sahoo
  • 2 years ago

ଅନ୍ତିମ ସଂସ୍କାର ସାରି ସ୍ୱର୍ଗଦ୍ୱାରରୁ ଫେରୁଥିଲେ, ନିଜେ ଶବ ପାଲଟିଗଲେ

ପୁରୀ ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର ସାରି ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ୨ ଜଣଙ୍କ ଜୀବନ ଚାଲିଯାଇଛି। More
  • Rajalaxmi Sahoo
  • 2 years ago

୪୮ ଘଣ୍ଟାରେ ଲଘୁଚାପ ! ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

୯ ତାରିଖରେ ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। More
  • Rajalaxmi Sahoo
  • 2 years ago

ସ୍ୱତନ୍ତ୍ର କୋଶଳ ରାଜ୍ୟ ଦାବି: ଏପଟେ ବନ୍ଦ ଡାକରା, ସେପଟେ ବନ୍ଦକୁ ବିରୋଧ...

ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କୋଶଳ ସେନା ଓ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। More
  • Satyendu Shekher Mishra
  • 2 years ago

ଏଥର କଟକ ଦୁର୍ଗା ଭସାଣୀ ବେଳେ ଲାଗିବ GPS

ଏହି ନୂଆ ନିଷ୍ପତ୍ତି ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି । ବୈଠକ ସରିବା ପରେ ସେ ଏହା କହିଛନ୍ତି । More
  • Satyendu Shekher Mishra
  • 2 years ago

କି ଅଜବ ବ୍ୟବସ୍ଥା; ରାଜ୍ୟରେ ଚାଷୀଙ୍କ ନାଁରେ ବିଦେଶ ଯାଉଛନ୍ତି ସଚିବ !

ରାଜ୍ୟର ୪ ସଫଳ ଚାଷୀଙ୍କ ସହ ଚାଲବାଜି । ନେଦରଲାଣ୍ଡସ୍ ଆନ୍ତର୍ଜାତିକ କୃଷି କାର୍ଯ୍ୟକ୍ରମରୁ ଚାଷୀ ବାଦ୍ । More
  • Satyendu Shekher Mishra
  • 2 years ago

ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଆଳରେ ବିଜେଡିର ପାଓ୍ୱାର ସୋ’, ହଜାର ହଜାର କର୍ମୀଙ୍କୁ ଠୁଳ କଲା ଦଳ

୨୪ ନିର୍ବାଚନ ପ୍ରସ୍ତୁତିର ଭିତ୍ତି ପକାଇଲା କି ବିଜେଡି ? ମିଳିଥିବା ସମ୍ମାନକୁ କିଣା ଆଓ୍ୱାର୍ଡ କହିଲେ ବିରୋଧୀ । More
  • Satyendu Shekher Mishra
  • 2 years ago

ଏପଟେ BJDର ଶକ୍ତିପ୍ରଦର୍ଶନ, ସେପଟେ ଗଣ୍ଡାଗଣ୍ଡା ଆମ୍ବୁଲାନ୍ସରେ ଛଟପଟ ରୋଗୀ

ଅସମ୍ଭାଳ ଭିଡରେ ୭ ଘଣ୍ଟା ଅଣନିଶ୍ୱାସୀ ଜନତା । ରାଜଧାନୀର ପ୍ରମୁଖ ରାସ୍ତାରେ ସାଂଘାତିକ ଟ୍ରାଫିକ ଜାମ୍ । More
  • Manoranjan Behera
  • 2 years ago

ରାଜ୍ୟ ବିଜେପିକୁ ପ୍ରଭାରୀଙ୍କ ଗୁରୁମନ୍ତ୍ର: ନଡ୍ଡାଙ୍କ ପାଇଁ ପ୍ରସ୍ତୁତ ବ୍ଲୁ ପ୍ରିଣ୍ଟ

ପ୍ରଥମ ଦିନ ରାଜ୍ୟ ପ୍ରଭାରୀ, ରାଜ୍ୟ ସଭାପତି, ସାଧାରଣ ସଂପାଦକମାନଙ୍କ ସହ ଆଲୋଚନା ପରେ ଆଜି କୋର୍ କମିଟି ସଦସ୍ୟ ଓ ରାଜ୍ୟ ପଦାଧିକାରୀମାନଙ୍କ ସହ କରିଥିଲେ ମାନସ ମନ୍ଥନ । ସମସ୍ତ ନେତାଙ୍କଠାରୁ ବିତ୍ସୃତ ଭାବେ ଫିଡ୍‌ବ୍ୟାକ୍ ନେଇଛନ୍ତି ଓଡ଼ିଶା ଗସ୍ତରେ ଆସିଥିବା ସୁନୀଲ ବଂଶଲ । More