• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Thursday, 15 September 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 2 years ago

ନାତି ପାଠପଢ଼ି ବଡ଼ ମଣିଷ ହେବ; ଅହରହ ଖଟୁଛି ଜେଜେମାଆ

ମାତ୍ର ୫ ବର୍ଷରେ ସାଙ୍ଗ ହୋଇ ଚାଲିଗଲେ ବାପା-ମାଆ। ବୁଢୀ ମାଆର ଏତେ ବୟସ ହେଲାଣି ଯେ ସେ ନିଜେ ଚାଲିବୁଲି ପାରୁନାହାନ୍ତି। ଆଉ ଏ ବୟସରେ ଶିବାର ସେବା କରିବେ ବା କେମିତି? ହେଲେ ଅଣ୍ଟାରେ ବଳ ନଥିଲେ ବି ଶିବାର ନେଉଛନ୍ତି ଯତ୍ନ। ସରକାରୀ ସାହାଯ୍ୟ ନମିଳିଲେ କେମିତି ଆଗକୁ ବଢିବ ଶିବା ? More
  • Satyendu Shekher Mishra
  • 2 years ago

ଓଡ଼ିଶାରେ ଖୁବଶୀଘ୍ର 5G ସେବା, ରେଡିଏସନ ପ୍ରଭାବକୁ ଖଣ୍ଡନ କଲେ ମନ୍ତ୍ରୀ

ପୁରୀରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସୂଚନା । ରେଡିଏସନ ପ୍ରଭାବ ଆଦୌ ନାହିଁ, ଆଶ୍ୱସ୍ତ ରୁହନ୍ତୁ କହିଲେ ମନ୍ତ୍ରୀ । More
  • Manoranjan Behera
  • 2 years ago

ସ୍ୱାମୀ ଜୀବନ ବଞ୍ଚାଇବାକୁ ଯାଇ ଦୁର୍ବୃତ୍ତଙ୍କ ଗୁଳି ଖାଇଲେ ପତ୍ନୀ

କଥା କଥାରେ ଗୁଳି ଫୁଟୁଥିବା ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବଢିଲାଣି ଦାଦାବଟି ଆଦାୟ ଦୌରାତ୍ମ୍ୟ । More
  • Satyendu Shekher Mishra
  • 2 years ago

ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ବେଲ୍ ବଜାଇଲେ ମୁଖ୍ୟମନ୍ତ୍ରୀ, ସମାଲୋଚନା କଲେ ଜୟନାରାୟଣ

ମୁମ୍ବାଇ ଇନଭେଷ୍ଟର୍ସ ମିଟ୍‌କୁ ନେଇ ବିଜେପିର ସମାଲୋଚନା । ଓଡିଶାବାସୀଙ୍କୁ ଭକୁଆ ବନାଉଛନ୍ତି ରାଜ୍ୟ ସରକାର ବୋଲି କହିଲେ ଜୟନାରାୟଣ । More
  • Satyendu Shekher Mishra
  • 2 years ago

ଲୋଭ ହେଲା କାଳ ! ସେୟାର ମାର୍କେଟ୍‌ରେ ଟଙ୍କା ଲଗାଇ ଡବଲ ପାଇବାର ମୋହ କରିଦେଲା କାଙ୍ଗାଳ

କାଳ ହେଲା ସେୟାର ମାର୍କେଟ୍‌ରେ ଟଙ୍କା ଦୁଇଗୁଣାର ମୋହ । ୨୦ ଲକ୍ଷ ହରାଇ ଜୀବନ ହାରିଲେ ବଲାଙ୍ଗିରର ବିନୋଦ ଯାଦବ । More
  • Manoranjan Behera
  • 2 years ago

ଟ୍ରକ୍‌ ଚୋରି କରୁଥିଲେ ବିଜେଡି ନେତା; ଏବେ ବାନ୍ଧିଲା ପୋଲିସ

ଟ୍ରକ ଚୋରି କରୁଥିଲେ ବିଜେଡି ନେତା। ଏବେ ବାନ୍ଧି ଜେଲରେ ପୂରାଇଲା ପୋଲିସ। ଧର୍ମଶାଳା ଓ ବଡଚଣାରୁ ଟ୍ରକ ଚୋରି କରୁଥିଲେ। କୋଲକାତା ଓ ବିହାରରେ ବିକ୍ରି କରି ରୋଜଗାର କରୁଥିଲେ କୋଟି କୋଟି ଟଙ୍କା। ଚୋରି ମାମଲାର ପର୍ଦ୍ଦାଫାସ କରୁ କରୁ ସାମ୍ନାକୁ ଆସିଥିଲା ବିଜେଡି ନେତାଙ୍କ ଚୋରି ଲିଙ୍କ୍‌। ଏମିତି ଚାଲିଛି ନବୀନଙ୍କ ସ୍ୱଚ୍ଛ ଶାସନ More
  • Satyendu Shekher Mishra
  • 2 years ago

ବିଜେପିର ୨୪ ରୋଡ୍‌ମ୍ୟାପ୍, ପଞ୍ଚାୟତ ସ୍ତରରୁ ଲଢ଼େଇ ପାଇଁ ଗୁରୁମନ୍ତ୍ର

ନେତାଙ୍କୁ ଗୁରୁମନ୍ତ୍ର ଦେଲେ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବି.ଏଲ. ସନ୍ତୋଷ । ବିଜେଡି ସରକାରର ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ଅସ୍ତ୍ର କରିବାକୁ ଆହ୍ବାନ । More
  • Manoranjan Behera
  • 2 years ago

ମୁସଲିମ୍‌ ଭକ୍ତଙ୍କ ମୁହଁରେ ଜଗନ୍ନାଥ ଭଜନ

ଇଏ ବି ଜଣେ ସାଲବେଗ। ମହାପ୍ରଭୁ ଜଗନ୍ନାଥଙ୍କ ଏମିତି ଭଜନ ଗାଉଛନ୍ତି ଯେ ଥରେ ଶୁଣିଲେ ବାରମ୍ବାର ଶୁଣିବାକୁ ହେବ ଇଚ୍ଛା। ବିନା କୌଣସି ତାଲିମରେ ଜଗାର ଭଜନ ଗାଉଛନ୍ତି ମେହେରବାନ୍‌। More
  • Manoranjan Behera
  • 2 years ago

ଚାଷୀଘର ପିଲା ଇଣ୍ଡିଆ ଟପ୍ପର..

ଇଚ୍ଛାଶକ୍ତି ଥିଲେ ବାହାନା ନୁହେଁ ବରଂ ବାଟ ଦେଖାଏ। ଆଉ ନିଷ୍ଠା ଥିଲେ କେମିତି ସଫଳତା ମିଳେ ତାହା ଶିଖନ୍ତୁ ଏଇ ପିଲାଙ୍କଠୁ.. More
  • Rajalaxmi Sahoo
  • 2 years ago

ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲାରେ ହାଇକୋର୍ଟଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲାରେ ସିବିଆଇର ଆବେଦନ ଉପରେ ଯଥାଶୀଘ୍ର ନିଷ୍ପତ୍ତି ନେବାକୁ ଓଡିଶା ହାଇକୋର୍ଟଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। More
  • Chandan Shishu
  • 2 years ago

ଏଣେତେଣେ ମୋବାଇଲ ଫୋନ୍ ଚାର୍ଜ କରନି, ନହେଲେ ଚୋରି ହୋଇଯିବ ସବୁ ଡାଟା

ସର୍ବସାଧାରଣ ସ୍ଥାନରେ ମୋବାଇଲ୍ ଚାର୍ଜ ନକରିବାକୁ କହିଛି ପୋଲିସ। More
  • Rajalaxmi Sahoo
  • 2 years ago

ସତ ନା ଲୋକ ଦେଖାଣିଆ ? ସିଲ୍‌ ପରେ କେମିତି ଖୋଲିଲା କିଶୋର ମଟନ୍‌ ହୋଟେଲ୍‌ ?

ବିଏମ୍‌ସି ପକ୍ଷରୁ କୁହାଯାଇଥିଲା କିଶୋର ହୋଟେଲ୍‌ରେ ଖାଦ୍ୟର ମାନ ଓ ସ୍ୱଚ୍ଛତା ଠିକ୍ ନଥିବାରୁ ଏହାକୁ ସିଲ୍ କରାଯାଇଥିଲା। ତେବେ ଆଜି ପୁଣି ସବୁଦିନ ଭଳି ହୋଟେଲ୍‌ରେ ଖାଦ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି।  More
  • Rajalaxmi Sahoo
  • 2 years ago

କାଲି ଭୁବନେଶ୍ୱରରେ ହେବ ସୂର୍ଯ୍ୟକିରଣ ଶୋ’, ବାୟୁସେନା ପକ୍ଷରୁ ବ୍ୟାପକ ବ୍ୟବସ୍ଥା...

ଭୁବନେଶ୍ୱର ବାଲିଯାତ୍ରା ପଡ଼ିଆରେ ୧୨ଶହ ଲୋକ ଦେଖିବା ଭଳି ବ୍ୟବସ୍ଥା କରାଯାଇଥିବା ବେଳେ ପ୍ରାୟ ୫୦ ହଜାର ଲୋକ ସୂର୍ଯ୍ୟକିରଣ ଶୋ’ ଏଠି ଦେଖିପାରିବେ। ୨ଟି ହକ୍ ବିମାନ ଆକାଶ ମାର୍ଗରେ ମ୍ୟାପିଂ କରୁଛନ୍ତି।  More
  • Prangyan Parimita
  • 2 years ago

ସ୍ୱାମୀଙ୍କ ମୃତ୍ୟୁ ପରେ ବେସାହାରା ଚାରି ପ୍ରାଣୀ, ଖାଇବା ତ ଦୂର କଥା ରହିବାକୁ ଘର ଖଣ୍ଡେ ବି ନାହିଁ

ଗଂଜାମ ଜଗନ୍ନାଥପ୍ରସାଦ କୁଡୁତାଇ ଗାଁର ଘଟଣା, ପିଲାଙ୍କ ପାଠପଢା ଓ ଘର ଖଣ୍ଡେ ପାଇଁ ନିବେଦନ More
  • Rajalaxmi Sahoo
  • 2 years ago

ଟାର୍ଗେଟ୍‌ରେ ଥିଲା ସ୍ୱାମୀ, ହେଲେ ଚାଲିଗଲା ସ୍ତ୍ରୀର ଜୀବନ

ସ୍ୱାମୀଙ୍କ ଉପରେ ଗୁଳି ଚାଳନା ଦେଖି ସାମ୍ନାକୁ ଆସି ଯାଇଥିଲେ ସ୍ତ୍ରୀ। ଫଳରେ ଗୁଳିମାଡ଼ ଖାଇ ତାଙ୍କର ଜୀବନ ଚାଲି ଯାଇଛି। More
  • Prangyan Parimita
  • 2 years ago

ଭୁବନେଶ୍ୱର ପ୍ରସିଦ୍ଧ କିଶୋର ମଟନ୍‌ ହୋଟେଲ୍ ସିଲ୍

ଦୂରଦର୍ଶନ ପାଖ ମଟନ୍ କିଶୋର୍ ହୋଟେଲ୍ ସିଲ୍ କରାଯାଇଛି । More
  • Rajalaxmi Sahoo
  • 2 years ago

ବ୍ରିଜ୍‌ ଉପରେ ବାଇକ୍‌ ରଖି ମହାନଦୀକୁ ଡେଇଁଲେ ଯୁବକ, ଖୋଜାଖୋଜି ପରେ...

ଗତକାଲି ବିଳମ୍ବିତ ରାତିରେ ଯୁବକ ଜଣକ ମୁଣ୍ଡଳୀ ବ୍ରିଜ୍‌ରୁ ମହାନଦୀକୁ ଡେଇଁ ପଡ଼ିଥିଲେ। ତେବେ ଆଜି ସକାଳୁ ସୁରକ୍ଷିତ ଭାବେ ତାଙ୍କୁ ଉଦ୍ଧାର କରାଯାଇଛି।  More
  • Chandan Shishu
  • 2 years ago

ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡକୁ ମିଳିଲା ବଡ ଆଶ୍ୱସ୍ତି: ଗାଙ୍ଗୁଲି-ଶାହା ଆରମ୍ଭ କରିବେ ଦ୍ୱିତୀୟ ଇନିଂସ

ଚଳିତ ମାସରେ ଉଭୟ ଗାଙ୍ଗୁଲି ଓ ଜୟ ଶାହାଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା। More
  • Manoranjan Behera
  • 2 years ago

ମେୟରଙ୍କୁ ବାଥରୁମ୍‌ କବାଟ ଗିଫ୍ଟ ଦେଲା କଂଗ୍ରେସ୍‌

‘ମୁଁ ବାଥ୍‌ରୁମ୍ ଗଲେ କବାଟ ଧରିକି ଯାଉଛି। କାରଣ ମୁଁ ଅଫିସ୍‌ରେ ବସୁଛି, ବାଥ୍‌ରୁମ୍ କବାଟ ଭାଙ୍ଗି ପଡ଼ିଛି।’ କଟକ ମେୟର ସୁବାସ ସିଂ ଗତକାଲି ସିଏମସି କାଉନସିଲ ବୈଠକରେ ଏହି ବକ୍ତବ୍ୟ ଦେଇଥିଲେ। ଆଜି କଟକ ଜିଲ୍ଲା କଂଗ୍ରେସ କଂଗ୍ରେସ୍ ପକ୍ଷରୁ ସୁବାସ ସିଂହଙ୍କ ଉଦ୍ଦେଶ୍ୟରେ କଟକ ମହାନଗର ନିଗମ କମିଶନରଙ୍କୁ ଏକ କବାଟ ଭେଟି ଦିଆଯାଇଛି। More
  • Chandan Shishu
  • 2 years ago

ସରକାରଙ୍କ ସ୍ମାର୍ଟ ସ୍କୁଲ ଯୋଜନାକୁ ଉପହାସ: ପର ପିଣ୍ଡାରେ ୧୨ବର୍ଷ ହେଲା ଚାଲିଛି ସ୍କୁଲ

 ନା ଠିକ୍ ସମୟରେ ସ୍କୁଲ ଖୋଲୁଛି ନା ଶିକ୍ଷକ ଆସୁଛନ୍ତି। ପିଲାମାନେ ଗଛ ତଳେ ଘଂଟା ଘଂଟା ଅପେକ୍ଷା କରିବା ପରେ ଚାଲିଯାଆନ୍ତି ଘରକୁ। More
  • Manoranjan Behera
  • 2 years ago

ସିମବକ୍ସ ରାକେଟ୍‌ର ପୁଣି ପର୍ଦ୍ଦାଫାସ୍; KYC ନାଁରେ ଫେକ୍ ମେସେଜ ପଠାଇ କରୁଥିଲେ ଚିଟିଂ

ଅଦୃଶ୍ୟ ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାସ୍ । ଫେକ୍ ଫୋନ୍ କଲ୍ ଆଉ ମେସେଜ୍ ଜରିଆରେ ନୀରିହଙ୍କୁ ଚୁନା ଲଗାଉଥିବା ଦୁର୍ବୃତ୍ତଙ୍କ ମୁଖା ଖୋଲିଲା କ୍ରାଇମବ୍ରାଞ୍ଚ । ଯେଉଁମାନେ ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟରେ ବୁଲାଉଥିଲେ କଳାକନା । More
  • Chandan Shishu
  • 2 years ago

୨୦୨୪ରେ ବିଜେଡି ସରକାରକୁ ଗାଦିଚ୍ୟୁତ କରିବୁ: ବିଜେପି

ସାଂସଦ ସୁରେଶ ପୂଜାରୀ କହିଛନ୍ତି- ପ୍ରଶିକ୍ଷଣ ଶିବିରର ୩ ଦିନରେ ୧୫ଟି ବିଷୟରେ ଆଲୋଚନା ତ ହେବ, ହେଲେ ମୂଳ ଲକ୍ଷ୍ୟ କିନ୍ତୁ ଗୋଟିଏ।  More