ସଂକ୍ଷେପରେ ଆଜିର ତାଜା ଖବର - Monday, 03 October 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଭାଇର ମଙ୍ଗଳ କାମନା ପାଇଁ ଭଉଣୀ ରଖିଲେ ଉପବାସ

ଦ୍ଵାପର ଯୁଗରେ ଦ୍ରୌପଦୀ ଭାଇ ଶ୍ରୀକୃଷ୍ଣଙ୍କ ପାଇଁ ଉପବାସ ରଖିଥିବା ପୁରାଣରେ ବର୍ଣ୍ଣିତ ରହିଛି।  More

ଦୁର୍ଗାଷ୍ଟମୀରେ ମହାମାୟାଙ୍କ ଆରାଧନା, ଟୁଇନସିଟିରେ ମନ ମୋହୁଛି ଆକର୍ଷଣୀୟ ତୋରଣ

ସବୁ ବର୍ଷ ଭଳି ଏ ବର୍ଷ ବି ଟୁଇନ ସିଟିର ବିଭିନ୍ନ ପୂଜା ପେଣ୍ଡାଲରେ ତୋରଣକୁ ନେଇ ପ୍ରତିଯୋଗିତା ଓ ପରୀକ୍ଷା ନିରୀକ୍ଷା। More

ମଞ୍ଚରେ ଟଳିପଡ଼ିଲେ କଣ୍ଠଶିଳ୍ପୀ ମୁରଲୀ ମହାପାତ୍ର, ମନେ ପକାଇଦେଲା କେକେଙ୍କ କଥା

ମନରେ ସୀମାହୀନ ଆଶା ଥିଲା...ସଂଗୀତର ମଞ୍ଚ ଉପରେ ଯାଯାବର ସାଜି ସ୍ୱପ୍ନର ବାଲିଘର ଗଢୁଥିଲେ ସେ। ହେଲେ କିଏ ଜାଣିଥିଲା, ଜୀବନର ମଞ୍ଚରେ ଏହି ଗୀତ ଯେ ଶେଷ ଗୀତ ହୋଇଯିବ ବୋଲି...କିଏ ଭାବିଥିଲା ଏହି ମଞ୍ଚ, ଜୀବନର ଶେଷ ମଞ୍ଚ ହୋଇଯିବ ବୋଲି...। More

ଦାଦନ ନିର୍ଯାତନାର ବର୍ବର କାହାଣୀ : ମୂଲ ମାଗିବାରୁ କାଟିଦେଲେ ହାତ, ଗୋଡ଼

ଅସହାୟ ଅବସ୍ଥାରେ ୪ ଦିନ ଧରି ପଡ଼ି ରହିଲେ, ଓଟିଭିରୁ ଖବର ଦେଖି ହସ୍ପିଟାଲ୍ ନେଲା ପ୍ରଶାସନ More

କାହାର ହେବ ଧାମନଗର? ତାରିଖ ଘୋଷଣା ପରେ ସରଗରମ ରାଜନୀତି

ଧାମନଗର ଉପନିର୍ବାଚନ ପାଇଁ ବାଜିଲା ବିଗୁଲ : ନଭେମ୍ବର ୩ରେ ଭୋଟ୍, ୬ରେ ଗଣତି ଓ ଫଳାଫଳ More

ପ୍ରେମ ପାଇଁ ପାଗିଳି ହେଲା ମା’: ପ୍ରେମିକ ସହ ମିଶି ପୁଅକୁ ମାରି ପୋତି ଦେଲେ

ନିଜ ପ୍ରେମକୁ ପାଇବା ପାଇଁ ପ୍ରେମିକ ସହ ମିଶି ରାସ୍ତାର କଣ୍ଟା ସାଜିଥିବା ପୁଅକୁ ସବୁଦିନ ପାଇଁ ରାସ୍ତାରୁ ହଟାଇବା ପାଇଁ ନିଷ୍ପତ୍ତି ନେଇଥିଲେ। ଶେଷରେ ବାତ୍ସଲ୍ୟ ମମତା ଭୁଲି ଯାଇ ମହିଳା ଜଣକ ପ୍ରେମିକ ସହ ମିଶି ୩ ‍ବର୍ଷର ପୁଅକୁ ହତ୍ୟା କରିବାକୁ ପଛାଇଲେ ନାହିଁ। More

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷିବ !

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। More

କାମ ଦେବାକୁ କହି ଘରୁ ଡାକି ନେଲେ; ପରେ ପାପୁଲି, ଗୋଡ଼ କାଟି ଦେଲେ

ଦାଦନ ଶ୍ରମିକଙ୍କ ହାତ ପାପୁଲି ଓ ଗୋଟିଏ ଗୋଡ଼ କାଟି ଦେଲା ଦଲାଲ।  ଏତିକି ମାତ୍ର ଦୋଷ, କାମ କରିବା ପରେ ମଜୁରି ମାଗିଥିଲେ ଶ୍ରମିକ ଜଣକ। More

ଚାକିରି ପଛରେ ନ ଧାଇଁ ଅନ୍ୟଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ଏହି ତିନି ଯୁବ ଉଦ୍ୟୋଗୀ

ନିଜ ଉଦ୍ୟମରେ କିଛି ଭିନ୍ନ ଓ ନିଆରା କାର୍ଯ୍ୟ କରି ଲକ୍ଷ୍ୟ ସ୍ଥଳରେ ପହଞ୍ଚନ୍ତି । ଆଉ ସୃଷ୍ଚି କରନ୍ତି ଅନ୍ୟମାନଙ୍କ ପାଇଁ ଉଦାହରଣ । ଏମିତି କିଛି ଉତ୍ସାହି, ଉଦ୍ୟମୀ ଓ ସଫଳ ଯୁବ ଉଦ୍ୟୋଗୀଙ୍କ ବିଷୟରେ ଜାଣନ୍ତୁ.. More

ଖୁବ୍‌ଶୀଘ୍ର ଧାମନଗର ଉପନିର୍ବାଚନ, ଘୋଷଣା ହେଲା ତାରିଖ

ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ପରେ ଖାଲି ପଡ଼ିଥିବା ଧାମନଗର ବିଧାନସଭା ଆସନ ପାଇଁ ହେବ ଉପନିର୍ବାଚନ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୩ ତାରିଖରେ ହେବ ମତଦାନ। ଅକ୍ଟୋବର ୭ ତାରିଖରେ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଧାମ More

ଦଶହରାରେ ଦୁଃଖଦ ଘଟଣା: ଷ୍ଟେଜ୍‌ରେ ଗୀତ ଗାଉଥିବା ବେଳେ ଚାଲିଗଲା ଜୀବନ

ଦୁର୍ଗାପୂଜା ଅବସରରେ ଗତକାଲି ସପ୍ତମୀ ପାଇଁ ସହରର ରାଜନଗର ଠାରେ କଳାକାରଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ସମୟରେ କଣ୍ଠଶିଳ୍ପୀ ମୂରଲି ମହାପାତ୍ର ଗୀତ ଗାଇବା ପାଇଁ ଷ୍ଟେଜ୍ ଆସିଥିଲେ। More

ଆସୁଛି ବଡ଼ ବର୍ଷା ! ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସେହିପରି ଆସନ୍ତାକାଲି ୧୩ଟି ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। More

ଆଉ ନାହାନ୍ତି ବିଜେଡି ବିଧାୟକ ବିଜୟ ରଞ୍ଜନ ବରିହା

ଭୁବନେଶ୍ୱର:ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ଆଜି ପରଲୋକ ହୋଇଯାଇଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଆଜି ତାଙ୍କର ମୃତ୍ୟୁ ଘଟିଛି।  ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। More

ଟ୍ୱିନ୍‌ସିଟିରେ କଲବଲ ସ୍ଥିତି; ୧ କିଲୋମିଟର ଅତିକ୍ରମ ପାଇଁ ଲାଗୁଛି ଘଣ୍ଟାଏରୁ ଅଧିକ ସମୟ

ଟ୍ୱିନସିଟିରେ ପୂଜା ବଜାର ଗରମ । ତେଣେ ରାସ୍ତାଘାଟରେ ଅସମ୍ଭାଳ ଟ୍ରାଫିକ୍ ଜାମ୍ । ସ୍ଥିତି ଏଭଳି ହେଉଛି ଯେ, ରାସ୍ତାରେ ଆମ୍ବୁଲାନ୍ସକୁ ବି ବାଟ ମିଳୁନି । More

କାର୍ ସିକ୍ରେଟ୍ ଚାମ୍ବରରେ କୁବେର ଭଣ୍ଡାର, ତାମିଲନାଡୁରୁ ବ୍ରହ୍ମପୁରକୁ ହେଉଥିଲା ଚାଲାଣ

ଆଶ୍ଚର୍ଯ୍ୟର କଥା ହେଉଛି, ୨୦୨୦ ଡିସେମ୍ବର ୫ରେ ଏଭଳି ଚୋରାଚାଲାଣ କରି ଗୋଷାଣୀ ନୂଆଁଗାଁ ପୋଲିସ ହାତରେ ଧରାପଡ଼ିଥିଲା ଏହି ଗ୍ୟାଙ୍ଗ୍।  More

ଗାନ୍ଧି ଜୟନ୍ତୀରୁ ପଦଯାତ୍ରା ପଲିଟିକ୍ସ: ନଡ୍ଡାଙ୍କ ମନ୍ତ୍ର ଧରି ବିଜେପିର ଶୁଭାରମ୍ଭ

ଭ୍ରଷ୍ଟାଚାରରେ ବୁଡି ରହିଥିବା ୨୨ ବର୍ଷର ବିଜେଡି ସରକାର ବିରୋଧରେ ଆରମ୍ଭ କରିଛି କ୍ୟାମ୍ପେନ୍। More

ଯଦି ଅବସରପ୍ରାପ୍ତ ଚାକିରି ପାଇବେ, ତେବେ ବେକାରୀ ଯିବେ କୁଆଡ଼େ ?

ରାଜ୍ୟରେ ବଢି ଚାଲିଛି ବେକାରୀ । କର୍ମନିଯୁକ୍ତି ନପାଇଁ ହତାଶ ଲକ୍ଷ ଲକ୍ଷ ଶିକ୍ଷିତ ଯୁବକଯୁବତୀ । ପରୀକ୍ଷା ପରେ ପରୀକ୍ଷା, ଇଣ୍ଟରଭ୍ୟୁ ପରେ ଇଣ୍ଟରଭ୍ୟୁ, ହେଲେ ଚାକିରି ଖଣ୍ଡେ ମିଳୁନି । ଏଭଳି ସ୍ଥିତିରେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁଣି ନିଯୁୂକ୍ତି ଦେବାକୁ ରାଜ୍ୟ ସରକାରଙ୍କ ଯୋଜନା । More

ଧର୍ମେନ୍ଦ୍ର ମୃତ୍ୟୁ ମାମଲା: ସାମ୍ବାଦିକ ଅକ୍ଷୟ ନାୟକଙ୍କ ମୋବାଇଲ ଜବତ

କମିଶନରେଟ ପୋଲିସର ନୋଟିସ ପରେ ଆଜି ଭୁବନେଶ୍ୱର ଡିସିପି ଅଫିସରେ ହାଜର ହୋଇଥିଲେ ସାମ୍ବାଦିକ ଅକ୍ଷୟ ନାୟକ । ଭାଇରାଲ ଅଡିଓକୁ ନେଇ ତାଙ୍କୁ ପଚରାଉଚରା କରାଯାଇଛି । More