• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 05 October 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 2 years ago

ସୋସିଆଲ୍ ମିଡ଼ିଆର ମାୟାବିନୀଙ୍କ ନୂଆ ଶିକାର: ନ୍ୟୁଡ୍ ଭିଡ଼ିଓ କଲ୍ କରି ଯୁବକଙ୍କୁ ଲଗାଇଲେ ଚୁନା

ମେସେଜ୍‌କୁ ଉଭୟଙ୍କ ମଧ୍ୟରେ ଆରମ୍ଭ ହେଲା ଚାଟିଂ। ଆଉ ଚାଟିଂ ଭିତରେ ଭିଡ଼ିଓ କଲ୍ ପାଇଁ ଆସିଲା ପ୍ରସ୍ତାବ। ଏତିକିରେ ରାଜି ହେବା କ୍ଷଣି ଉଲଗ୍ନ ଅବସ୍ଥାରେ ଥାଇ ସଂପୃକ୍ତ ଯୁବତୀ ଜଣକ ଭିଡ଼ିଓ କଲ୍ କରିଥିଲେ।  More
  • Pramod Behera
  • 2 years ago

ଦୁର୍ବଳ ବୁଥ୍ ସବଳ ଲାଗି ନଡ୍ଡାଙ୍କ A, B, C ଫର୍ମୁଲା

୨୦୨୪ ମିଶନ୍ ପାଇଁ ବିଜେପି ଫୋକସରେ ମୋ ବୁଥ୍, ସବୁଠୁ ମଜଭୁତ୍ ଅଭିଯାନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ A, B, C ଓ A+ ଫର୍ମୁଲାରେ କାମ ଆରମ୍ଭ କରିଛି। ରାଜ୍ୟ ବିଜେପି ଦଳକୁ ମିଳିଥିବା ଭୋଟ୍ ପ୍ରତିଶତ ଅନୁସାରେ ବୁଥ୍ଗୁଡ଼ିକୁ ଏଭଳି ଗ୍ରେଡେସନ୍ କରାଯାଇ ସେ ସବୁକୁ ଅପଗ୍ରେଡ୍ କରିବା ଉପରେ ଦିଆଯାଉଛି ଫୋକସ୍। More
  • Pramod Behera
  • 2 years ago

ବିଜୟା ଦଶମୀରେ ପ୍ରଫୁଲ୍ଲିତ ଚଉଦିଗ; କେଉଁଠି ଦହିପଖାଳ, କେଉଁଠି ମାଛ ଭୋଗ

ଶାରଦୀୟ ଦୁର୍ଗାପୂଜାର ଅନ୍ତିମ ଦିବସ ବିଜୟା ଦଶମୀରେ ଆଜି ମାଆ ମହିଷାମର୍ଦ୍ଦିନୀଙ୍କୁ ସ୍ୱତନ୍ତ୍ର ଆରାଧନା ସହ ପୂଜାର୍ଚ୍ଚନା କରାଯାଇଛି। ବିଭିନ୍ନ ପୂଜାମଣ୍ଡପରେ ମାଆଙ୍କୁ ଭଳି କି ଭଳି ସ୍ୱତନ୍ତ୍ର ନୈବେଦ୍ୟ ଲାଗି ହୋଇଛି ଆଉ ବଙ୍ଗୀୟ ସଂପ୍ରଦାୟର ମହିଳାମାନେ ସିନ୍ଦୂର ଖେଳରେ ମାତିଛନ୍ତି। ଆସନ୍ତାକାଲି ମାଆଙ୍କୁ ମେଲାଣି ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। More
  • Prangyan Parimita
  • 2 years ago

ଦୁର୍ବଳ ହେଲା ଲଘୁଚାପ : ଆଜି ଠାରୁ ବର୍ଷା କମିବା ସମ୍ଭାବନା

ଲଘୁଚାପ ପ୍ରଭାବରେ ଗତକାଲିଠୁ ରାଜ୍ୟ ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାରୁ ପୂଜା ମଉଜ ଫିକା ପଡ଼ିଯାଇଛି More
  • Satyendu Shekher Mishra
  • 2 years ago

ଗାଁ ଲୋକଙ୍କ ଦେଶପ୍ରମେ ! ଯବାନଙ୍କ ଆଖିରେ ଆଣିଦେଲା ଲୁହ

ବାସ୍‌ ସୁଶାନ୍ତ ଗାଁରେ ପହଞ୍ଚିବା ପରେ ଆରମ୍ଭ ହୋଇଯାଇଥିଲା ସମ୍ବର୍ଦ୍ଧନାର ପର୍ବ । କିଏ ଫଗୁ  ଧରି ଦୁଲଦୁଲିର ତାଳେ ତାଳେ ନାଚିବାକୁ ଲାଗିଥିଲା ତ ଆଉ କିଏ ଗାଲରେ ଶ୍ରଦ୍ଧା ଓ ସ୍ନେହର ଫଗୁ ବୋଳିଥିଲା । More
  • Satyendu Shekher Mishra
  • 2 years ago

ବାପରେ ବାପ୍‌ କି ନୃଶଂସ ! ଲଙ୍କା ଧୁଆଁ ଦେଲେ, ପେଟ୍ରୋଲ ଢ଼ାଳି ନିଆ ଲଗାଇଲେ ଆଉ ଗୋଡ଼େଇ ଗୋଡ଼େଇ ପିଟିଲେ

ଦାଶ ପରିବାରର କିଛି ସଦସ୍ୟ ପ୍ରଥମେ ପ୍ରଣବଙ୍କୁ ମାଡ ମାରିଥିଲେ । ଆଉ ମାଡ଼ ଭୟରେ ପ୍ରଣବ ଘରେ ପଶି ଯାଇଥିଲେ । More
  • Satyendu Shekher Mishra
  • 2 years ago

ଟ୍ୟୁସନ୍‌ ସାର୍‌ଙ୍କ କେଳେଙ୍କାରୀ ! ପିଲାଙ୍କ ମାଆଙ୍କୁ କଲେ ପ୍ରେମ, ମିଳିମିଶି କୁନି ପୁଅକୁ କଲେ ହତ୍ୟା

ବିବାହ ପରେ ସ୍ୱାମୀ ଓ ସ୍ତ୍ରୀଙ୍କ ପାରିବାରିକ ସଂସାର ଠିକ୍‌ଠାକ୍‌ ଚାଲିଥିଲା । ସୁକାନ୍ତ ରାଜ୍ୟ ବାହାରେ କାମ କରୁଥିଲେ । ଆଉ ପରିବାର ବେଶ୍‌ ଭଲରେ ଚଳୁଥିଲା । More
  • Prangyan Parimita
  • 2 years ago

ଦଶହରାରେ ବଡ଼ ଅଘଟଣ : ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ୩ ମୃତ

ହରଭଙ୍ଗା ଥାନା ଜବଲପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । More
  • Satyendu Shekher Mishra
  • 2 years ago

ଶ୍ରୀମନ୍ଦିରରେ ଦଶହରା, ଶ୍ରୀଜଗନ୍ନାଥ-ବଳଭଦ୍ର-ଦେବୀ ସୁଭଦ୍ରା ଓ ସୁଦର୍ଶନଙ୍କ ସୁନାବେଶ

କୋଭିଡ କଟକଣା ଯୋଗୁ ଦୁଇ ବର୍ଷ ସୁନାବେଶ ଦର୍ଶନରୁ ବଂଚିତ ଥିଲେ ଶ୍ରଦ୍ଧାଳୁ । More
  • Satyendu Shekher Mishra
  • 2 years ago

ବିଜୟା ଦଶମୀରେ ରାବଣପୋଡ଼ି, ରାଜଧାନୀର ବିଭିନ୍ନ ସ୍ଥାନରେ ବିରାଟ ଆୟୋଜନ

ରାଜଧାନୀର ବରମୁଣ୍ଡାରେ ଏଥର ଜଳିବ ୮୦ ଫୁଟର ରାବଣ । ଏଥିସହ ରଙ୍ଗାରଙ୍ଗ ଆତସବାଜୀର କାର୍ଯ୍ୟକ୍ରମ ବି ରହିଛି । More
  • Satyendu Shekher Mishra
  • 2 years ago

ପୂଜାକୁ ପାଣିଚିଆ କରିଦେଲା ବର୍ଷା ! ଭାଙ୍ଗିଲା ତୋରଣ, ଭକ୍ତ ନାରଖାର..

ଭୁବନେଶ୍ୱର, ଆଠଗଡ଼, ବ୍ୟାସନଗରରେ ଭାଙ୍ଗିଲା ତୋରଣ । ଭଦ୍ରକ ମେଡ଼ିକାଲ ଭିତରେ ପଶିଲା ପାଣି । More
  • Satyendu Shekher Mishra
  • 2 years ago

ଜମିଜମା ବିବାଦରେ ପଡ଼ିବ କି ପୂର୍ଣ୍ଣଚ୍ଛେଦ ? ସହଜ ହେବ କି ଉତ୍ତରାଧିକାରୀଙ୍କୁ ସତ୍ତ୍ୱ ହସ୍ତାନ୍ତରଣ ?

ସତ୍ତ୍ୱ ହସ୍ତାନ୍ତରଣ ପାଇଁ ରାଜସ୍ୱ ବିଭାଗର ନୂଆ ଉଦ୍ୟମ । କ୍ୟାମ୍ପ କୋର୍ଟ ଜରିଆରେ ସମାଧାନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ । More
  • Satyendu Shekher Mishra
  • 2 years ago

ସାବଧାନ ! ସୁନ୍ଦରୀ ଯୁବତୀ ଯୋଗାଇଦେବେ କହି ଲୁଟିଲେଣି ସାଇବର ଲୁଟେରା..

ଯୁବକ ଜଣକ ହୋଟେଲରେ ପହଞ୍ଚିବା ବେଳକୁ ତାଙ୍କ ନାଁରେ କୌଣସି ରୁମ୍ ବୁକ୍ ହୋଇନାହିଁ କି ସୁନ୍ଦରୀ ଯୁବତୀଙ୍କ ଦେଖା ବି ନାହିଁ । More
  • Prangyan Parimita
  • 2 years ago

କେଉଁ ଦଳର କିଏ ହେବେ ଧାମନଗର ଯୋଦ୍ଧା ? ପ୍ରାର୍ଥୀ ଚୟନକୁ ନେଇ ବିଜେଡିରେ ଦ୍ୱନ୍ଦ୍ୱ

ରାଜେନ୍ଦ୍ର ଓ ମୁକ୍ତିକାନ୍ତଙ୍କ ଭିତରେ ଶୀତଳ ଯୁଦ୍ଧ More
  • Prangyan Parimita
  • 2 years ago

କଟକରେ ସୁନା ଚାନ୍ଦିରେ ଝଟକୁଛନ୍ତି ମା’ ଦୁର୍ଗା ! ୯ଟି ମେଢ଼ରେ ଲାଗିଛି ୬୦ କିଲୋ ସୁନା

କ୍ୱିଣ୍ଟାଲ କ୍ୱିଣ୍ଟାଲ ଚାନ୍ଦି ଓ ସୁନାରେ ସୁସଜ୍ଜିତ ହୋଇଛି ମାଙ୍କ ପୂଜା ପେଣ୍ଡାଲ ଓ ଆଭୂଷଣ More