ସଂକ୍ଷେପରେ ଆଜିର ତାଜା ଖବର - Friday, 14 October 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ରାସ୍ତା ଗୋଟେ, କାମ ହେଇଛି ଆଉ ଗୋଟେ; ଅଧପନ୍ତରିଆ ରାସ୍ତା ଛାଡ଼ି ଠିକାଦାର ପାର୍

ଦୀପ ତଳ ଅନ୍ଧାର । ଅଧାପନ୍ତରିଆ ରାସ୍ତା ଛାଡ଼ି ପାର୍ ଠିକାଦାର । ଜୟପୁର ବ୍ଲକ କୁସୁମପୁଟ ଓ ଜଗନ୍ନାଥପୁର ଗାଁ ରାସ୍ତା ରାସ୍ତା ନୁହେଁ ତ ମରଣଯନ୍ତା । More

ଆଇନ୍ ଜାଲରେ ଛଟପଟ ରହସ୍ୟମୟୀ, ଅର୍ଚ୍ଚନା ଅସ୍ତ୍ରରେ ନେତାଙ୍କୁ ବ୍ଲାକମେଲିଂ ପାଇଁ ବିଜେଡିର ଷଡ଼ଯନ୍ତ୍ର !

ଶୁଣାଣି ପରେ ଜାମିନ୍ ରାୟକୁ ସଂରକ୍ଷିତ ରଖିଲେ କୋର୍ଟ । କଳା ସାମ୍ରାଜ୍ୟର ଇଡି ତଦନ୍ତ ଦାବିରେ ହାଇକୋର୍ଟରେ ପିଆଇଏଲ୍ । More

ନାକେଦମ ହେବ ଶାସକ ଦଳ ! ସ୍ୱାଧୀନ ଭାବେ ରାଜେନ୍ଦ୍ରଙ୍କ ନାମାଙ୍କନ, ବିଜେଡି କହିଲା ପଡିବନି ରାଜୁ ଇମ୍ପାକ୍ଟ

ଧାମନଗର ବିଜେଡିରେ ବିଦ୍ରୋହ ନିଆଁ । କୁଚକ୍ରି ଗୋଷ୍ଠୀ କହି ଭଦ୍ରକ ବିଜେଡି ନେତାଙ୍କୁ ରାଜେନ୍ଦ୍ରଙ୍କ ଟାର୍ଗେଟ୍ । More

ଆହାର କେନ୍ଦ୍ରରୁ ପାର୍ସଲ ଯାଉଛି କୁଆଡ଼େ ? ଖାଇବାକୁ ପାଉ ନାହାନ୍ତି ଲୋକେ...

୫ ଟଙ୍କାରେ ଗରିବ ଲୋକଙ୍କୁ ଭାତ ଡାଲମା ଦେବା ପାଇଁ ସରକାର ଆହାର ଯୋଜନା ଆରମ୍ଭ କରିଥିଲେ । ହେଲେ ବାସ୍ତବ ଚିତ୍ର କିନ୍ତୁ ଭିନ୍ନ । ହିତାଧିକାରୀ ପାଉନାହାନ୍ତି ଖାଦ୍ୟ ।  More

୨୦ ରେ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୁର୍ଣ୍ଣିବଳୟ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । More

ଶ୍ରୀତମ ଯାଇଥିଲା ଟ୍ୟୁସନ, ହେଲେ ଆଉ ଘରକୁ ଫେରିନି ! କ’ଣ ହେଲା ତାର..?

ନବମ ଶ୍ରେଣୀର ଛାତ୍ର ଶ୍ରୀତମ । ରବିବାର ଦିନ ସୁଦ୍ଧକଁଠି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଜୟ କୁମାର ସାହୁ ତାଙ୍କୁ ଟ୍ୟୁସନ ହେବାକୁ ଡାକିଥିଲେ । ଶ୍ରୀତମଙ୍କ ସହ ଅନ୍ୟ ୩ ଜଣ ବି ଟ୍ୟୁସନ ଯାଇଥିଲେ । More

ପ୍ରତି ଗାଁକୁ ଜଣେ ଭୂମିକା ଲୋଡ଼ା.. ! ମହିଳାଙ୍କୁ ରୋଜଗାର ଦେଲେ, ଦାଦନ ଯିବାକୁ ମନା କଲେ..

ଗାଁରେ ୨୮ରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ବି କଲେ । ହେଲେ ପରିବାରର ଆକ୍ରୋଶର ଶିକାର ହେଲେ । ଏମିତିକି ଗାଁ ଲୋକଙ୍କ ପାଇଁ ଘର ଛାଡିଥିଲେ ଭୂମିକା । More

ନାଁକୁ ମାତ୍ର 5T ସ୍କୁଲ, ଅବସ୍ଥା ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବେ..

ସାତଟି ଶ୍ରେଣୀକୁ ମାତ୍ର ଦୁଇଜଣ ଶିକ୍ଷକ l ଥରେ ଚିନ୍ତା କରନ୍ତୁ କେମିତି ପାଠ ପଢା ଚାଲିଥିବ ସେହି ସବୁ ସ୍କୁଲରେ ? More

ବର୍ଷକରେ ଦି ଏଣ୍ଡ ଲଭ୍‌ ଷ୍ଟୋରୀ ! ମୋବାଇଲ ଫେରାଇବାକୁ ଆସି ଜୀବନ ହାରିଲେ ପ୍ରେମିକ

ପ୍ରେମିକାର ଭାଇ ତାକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି । More

ଗୁଣି ସନ୍ଦେହରେ ଗାଁରୁ ବାସନ୍ଦ କଲେ, ନିଆଁ ପାଣି ମଧ୍ୟ ବନ୍ଦ କରିଦେଲେ !

 ଗାଁ ଛାଡ଼ି ସ୍କୁଲ୍‌ ରୋଷେଇ ଘରେ ଆଶ୍ରୟ ନେଇଛନ୍ତି ଗୋଟିଏ ପରିବାର। ଦିନେ କି ଦୁଇ ଦିନ ନୁହେଁ ଦେଢ଼ ବର୍ଷ ହେଲାଣି ନ୍ୟାୟ ମିଳୁନଥିବାକୁ ଏଭଳି ସ୍ଥିତିରେ କଟୁଛି ଜୀବନ।  More

ଆଇନ୍‌ ଜାଲରେ ଅର୍ଚ୍ଚନା ! ଏବେ ହାଇକୋର୍ଟ ମୁହାଁ ମାମଲା

ପୂର୍ବରୁ ଅର୍ଚ୍ଚନାଙ୍କ ଜାମିନ ଆବେଦନର ଶୁଣାଣି ହୋଇପାରି ନଥିଲା । More

୨୦ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ

୨୦ରେ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ସମ୍ଭାବନା ଥିବାବେଳେ କ୍ରମଶଃ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା ଆକଳନ କରାଯାଇଛି।  More

ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ରାଜେନ୍ଦ୍ର ଦାସ

ପଦଯାତ୍ରାରେ ସମର୍ଥକଙ୍କ ସହ ଆସି ରାଜେନ୍ଦ୍ର ଦାସ ନାମାଙ୍କନ ଦାଖଲ କରିଛନ୍ତି । More

୩୩ କୋଟି ଟଙ୍କା ବ୍ୟୟରେ ମାଲକାନଗିରି ହେବ ଏୟାରଷ୍ଟ୍ରିପ୍, ଉଡ଼ିବ ବିମାନ

୩୩ କୋଟି ଟଙ୍କା ବ୍ୟୟରେ ୯୫ ହେକ୍ଟର ଜମିରେ ମାଲକାନଗିରିରେ ଏୟାରଷ୍ଟ୍ରିପ୍ ନିର୍ମାଣ ହେବ। ୨୦୨୩ ମସିହା ଡିସେମ୍ବରରେ କାର୍ଯ୍ୟ ସରିବାର ଅବଧି ରହିଛି। More

‘ମୋ ଉପରେ ଲୋକଙ୍କ ସିମ୍ପାଥି ଅଧିକ ଅଛି, ଏଥର ଜିତିବି’

ନାମାଙ୍କନ ଦାଖଲ ପୂର୍ବରୁ ବିଜେଡି ନେତା ରାଜେନ୍ଦ୍ର ଦାସ ପ୍ରତିକ୍ରିୟା ରଖି କହିଛନ୍ତି, ‘କୁଚକ୍ରୀଙ୍କ ପାଇଁ ହାରିଥିଲି, ଏଥର ଜିତିବି। ଗୁରୁଜନଙ୍କ ଆଶୀର୍ବାଦ ନେଇ ନିର୍ବାଚନ ଲଢ଼ିବି।’ More

‌ଏତିକି ଦିନ ମଧ୍ୟରେ ଉଠିପାରେ ଚୁକ୍ତି ଭିତ୍ତିକ ନିଯୁକ୍ତି ପ୍ରଥା

ଅଭିଯୋଗ ଶୁଣିବା ପରେ ୧ ମାସ ମଧ୍ୟରେ ଦାବି ପୂରଣ କରିବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ଚୁକ୍ତି ଭିତ୍ତିକ କର୍ମଚାରୀ ସଂଘ ସୂଚନା ଦେଇଛି। More

ଦୀପାବଳିରେ ସୂର୍ଯ୍ୟୋପରାଗ ଓ କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ; କିଭଳି ହେବ ପାକ ତ୍ୟାଗ ଓ ଦେବନୀତି ? ଜାଣନ୍ତୁ..

ଏଥର ଗୋଟିଏ ମାସରେ ଅମାବାସ୍ୟାରେ ସୂର୍ଯ୍ୟୋପରାଗ ପଡୁଥିବା ବେଳେ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ । More

ଚରମରେ ଧାମନଗର ବିଜେଡିର ଅନ୍ତର୍ଦ୍ୱନ୍ଦ୍ୱ; କର୍ମୀଙ୍କ ନାରା ରାଜୁ ଦାସ ନାହିଁ ତ ଭୋଟ୍ ନାହିଁ

ପ୍ରାର୍ଥୀ ଘୋଷଣା ପରେ ବିଜେଡିରେ ତୀବ୍ର ହେଉଛି ଅସନ୍ତୋଷ । ରାଜେନ୍ଦ୍ରଙ୍କୁ ଟିକଟ୍ ନମିଳିବାରୁ ସମର୍ଥକଙ୍କ ଜୋରଦାର ବିରୋଧ । ଫେଲ୍ ମାରିଲା ଦଳର ତାଳିପକା ଉଦ୍ୟମ । ନାରାବାଜି ଚାଲିଛି ଯେ, ରାଜୁ ଦାସ ନାହିଁ ତ ଭୋଟ୍ ନାହିଁ । More

କେବେ ହେବ କୋଷ୍ଟାଲ ହାଇୱେ ? ପୁଣି ବାହାରିଲାଣି କେଁ, ନୂଆ ଡିଜାଇନ୍‌କୁ ଜଗତ୍ସିଂହପୁରରୁ ବିରୋଧ

ଖୋଦ୍ ବିଜେଡିର ସାଂସଦ ଓ ବିଧାୟକଙ୍କ କରୁଛନ୍ତି ବିରୋଧ । More

ରଙ୍ଗଶାଳାକୁ ଡାକି ଚୋରାରେ ଅର୍ଚ୍ଚନା କରୁଥିଲା ଭିଡିଓ ସୁଟ୍, ଚାବି ରିଙ୍ଗ୍-ଭ୍ୟାନିଟି-ବଲ୍‌ବରେ ଲାଗୁଥିଲା ସ୍ପାଏ କ୍ୟାମେରା

ଅର୍ଚ୍ଚନାର ଜାଗମରା ଭଡ଼ାଘର ରଙ୍ଗଶାଳା । ଫସେଇବାକୁ ସ୍ପାଏ କ୍ୟାମେରାରେ ସୁଟ୍ ହେଉଥିଲା ଭିଡିଓ । More

ହୁ ହୁୁ ହୋଇ ବଢୁଛି ଖାଦ୍ୟ ସାମଗ୍ରୀର ଦର; ତ୍ରାହି ତ୍ରାହି ଡାକିଲେଣି ଖାଉଟି

ମହଙ୍ଗା ମାଡ଼ରେ ସନ୍ତୁଳି ହେଉଛନ୍ତି ଦେଶର କୋଟି କୋଟି ଗରିବ, ଖଟିଖିଆ ଓ ମଧ୍ୟବିତ୍ତ । More