• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 16 October 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 2 years ago

ତିନି ଝିଅଙ୍କ ସଫଳତାର କାହାଣୀ: ଦିନରେ ପାଠପଢା, ସନ୍ଧ୍ୟାରେ ଫାଷ୍ଟଫୁଡ୍ ଷ୍ଟଲ

ପାଠ ପଢିବାକୁ ଉଭୟଙ୍କ ଆଗ୍ରହ, ଦିନେ ବି କ୍ଲାସ୍ ମିସ୍ ହୁଏନି। ଘରେ ବି ପାଠ ପଢନ୍ତି। ହେଲେ ପାଠପଢା ସହ ଆତ୍ମନିର୍ଭରଶୀଳ ହେବାକୁ ଉଭୟଙ୍କ ଥିଲା ଇଚ୍ଛା। More
  • Chandan Shishu
  • 2 years ago

ଚୁକ୍ତିଭିତ୍ତିକ କର୍ମଚାରୀ ମହଲରେ ଖୁସି, ହେଲେ ନିରାଶ ଅସ୍ଥାୟୀ କର୍ମଚାରୀ

ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦକୁ ନେଇ ରାଜନୀତି ବି ସରଗରମ। ବିରୋଧୀଙ୍କ ଯୁକ୍ତି ଶାସକ ବିଜେଡ଼ିର ଇଏ ଆଉ ଏକ ଧୂଆଁବାଣ। More
  • Prangyan Parimita
  • 2 years ago

ଯେଉଁଠି ବର୍ଷ ବର୍ଷ ଧରି ରହି ଆସୁଥିଲେ ଆଜି ସେଠି ବେସାହାରା

ପିଲା ଛୁଆଙ୍କୁ ଧରି ଏମିତି ଭଙ୍ଗା କାନ୍ଥ ଓ ରାସ୍ତା ଉପରେ ଶୋଇ ରହିଛନ୍ତି ଛୋଟ ପିଲା, ମହିଳା ଓ ବୟସ୍କ । More
  • Rajalaxmi Sahoo
  • 2 years ago

OCA ଉପରେ ବିଜେଡ଼ିର ଆଖି ! ସର୍ବେସର୍ବା ହେବେ କି ବବି ଦାସ ?

ରାଜ୍ୟ ରାଜନୀତିରେ ଦବ୍‌ଦବା ଜାହିର କରିଥିବା ବବି ଦାସଙ୍କ ଏବେ OCA(Odisha Cricket Association) ଉପରେ ଆଖି। OCA ଉପରେ ସିଧାସଳଖ କବ୍‌ଜା ପାଇଁ ବିଜେଡି ପକ୍ଷରୁ ପଦକ୍ଷେପ ନିଆଯାଇଥିବା କୁହାଯାଉଛି। More
  • Prangyan Parimita
  • 2 years ago

୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ଓଡ଼ିଶାରେ 5G : ଅଶ୍ୱିନୀ

୨୦୨୩ ବର୍ଷ ଶେଷ ସୁଦ୍ଧା ଓଡ଼ିଶାର ୮୦% ଅଞ୍ଚଳରେ 5G ସେବା ମିଳିବ । More
  • Prangyan Parimita
  • 2 years ago

‘ଦୀପ ଆମ ଜୀବନ, ଦୀପ ଆମ ଜୀବିକା’ : ଦୀପାବଳି ପାଇଁ କୁମ୍ଭକାର ଉତ୍ସାହିତ

ଆଲୋକର ପର୍ବ ଦୀପାବଳି। ଏ ପର୍ବ ଖୁସିର ପର୍ବ, ଆନନ୍ଦର ପର୍ବ। ଦୀପାବଳି ଆସିଲେ ଯେଉଁ କାରିଗରଙ୍କ ମନରେ ଉତ୍ସାହ ବଢ଼ିଯାଏ ସେମାନେ ହେଉଛନ୍ତି କୁମ୍ଭକାର। More
  • Prangyan Parimita
  • 2 years ago

ଦୁଇ ଥରରେ ଆସିଲା ୬୦ ଲକ୍ଷ, ତଥାପି ବ୍ରିଜ୍‌ କାମ୍‌ ଶେଷହେଲାନି, ଏବେ କାଠ ପୋଲ ହିଁ ଭରସା

ବର୍ଷେ ନୁହେଁ କି ଦୁଇ ବର୍ଷ ନୁହେଁ, ଏଠି ଦୀର୍ଘ ୧୦ ବର୍ଷ ଧରି ଏମିତି ବିପଦପୂର୍ଣ୍ଣ ଅବସ୍ଥାରେ ୫ଟି ପଞ୍ଚାୟତର ଗ୍ରାମବାସୀ ଯିବାଆସିବା କରୁଛନ୍ତି। More
  • Prangyan Parimita
  • 2 years ago

BREAKING : ଠିକା ନିଯୁକ୍ତି ଉଚ୍ଛେଦ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଚୁକ୍ତିଭିତ୍ତିକ ଗ୍ରୁପ ବି, ସି, ଡି ନିଯୁକ୍ତି ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । More
  • Rajalaxmi Sahoo
  • 2 years ago

୭୭ ବର୍ଷରେ ପାଦ ଥାପିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟ ରାଜନୀତିରେ ପାଲଟିଛନ୍ତି ଅପ୍ରତିଦ୍ୱନ୍ଦୀ ନେତା...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ୭୬ ବର୍ଷ ପୂରି ୭୭ ବର୍ଷ ଚାଲିଲା। ପୱନ ଚାମ୍ଲିଙ୍ଗ ଓ ଜ୍ୟୋତି ବସୁଙ୍କ ପରେ ଲଗାତର ପାଞ୍ଚଥର ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବାରେ ନବୀନ ପଟ୍ଟନାୟକ ହେଉଛନ୍ତି ତୃତୀୟ ଭାରତୀୟ ରାଜନେତା। More
  • Rajalaxmi Sahoo
  • 2 years ago

କୌଣସି ଶୁଭ କାମ ଆରମ୍ଭ କରିବା ପାଇଁ ଆଜି ଯୋଜନା କରିଛନ୍ତି କି...ଜାଣନ୍ତୁ, ଶୁଭ ଓ ଅଶୁଭ ସମୟ

ସୈାର କନ୍ୟା ମାସ କାର୍ତ୍ତି କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ, ରବିବାର। ଆଜି କୌଣସି ଶୁଭ କାମ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି, ତା’ହେଲେ ଜାଣି ରଖନ୍ତୁ କେଉଁ ସମୟରେ କାର୍ଯ୍ୟ ଆରମ୍ଭ କଲେ ଆପଣଙ୍କୁ ଶୁଭ ଫଳ ମିଳିପାରେ। More
  • Manoranjan Behera
  • 2 years ago

ନ୍ୟୁଡ୍ ଭିଡିଓ କଲ୍‌ର ଶିକାର ହେଲେ ଯନ୍ତ୍ରୀ; ଗଣିଲେ ୬ ଲକ୍ଷ ଟଙ୍କା

ମାୟାବିନୀଙ୍କ ମାୟାଫାସରେ ପଡ଼ି ନ୍ୟୁଡ୍‌କଲର ଶିକାର ହୋଇଛନ୍ତି ଅବିବାହିତ ଯନ୍ତ୍ରୀ। ପରେ ମାୟାବିନୀଙ୍କ ଦ୍ୱାରା ବ୍ଲାକ୍‌ମେଲର ଶିକାର ହୋଇ ପ୍ରାୟ ୬ ଲକ୍ଷ ଟଙ୍କା ହରାଇଛନ୍ତି ଯନ୍ତ୍ରୀ। More
  • Manoranjan Behera
  • 2 years ago

ସରକାରଙ୍କ ନୂଆ ପଲିସି; ୫ ଦିନରେ ଜଣାପଡ଼ିବ ସଡ଼କ ଦୁର୍ଘଟଣାର ବାସ୍ତବ କାରଣ

ରାଜ୍ୟରେ ଘଟୁଥିବା ଅନେକ ସଡ଼କ ଦୁର୍ଘଟଣାର ତଦନ୍ତ ଅଧାରେ ରହିଯାଉଛି । ଦୁର୍ଘଟଣାର ବାସ୍ତବ କାରଣ ଜଣାପଡ଼ୁନି, କି ସମସ୍ୟାର ସ୍ଥାୟୀ ସମାଧାନ ହୋଇପାରୁନି । ଫଳରେ ଦିନକୁ ଦିନ ବଢ଼ିଚାଲିଛି ସଡ଼କ ଦୁର୍ଘଟଣା । More
  • Manoranjan Behera
  • 2 years ago

ବିଜେଡିକୁ ମହଙ୍ଗା ପଡ଼ିବ କି ରାଜୁ ଦାସଙ୍କ ପକେଟ୍‌ ଭୋଟ୍‌ ?

ଧାମନଗରରେ ଧମାକା କରିବେ କି ରାଜୁ ଦାସ? ବିଦ୍ରୋହ କରି ସ୍ୱାଧୀନ ଭାବେ ଲଢ଼ିବା, ବିଜେଡିକୁ ମହଙ୍ଗା ପଡିବ କି? ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିଲେ ବି କାହିଁକି ରାଜୁ ଦାସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସାହସ କରୁନି ବିଜେଡି? More
  • Manoranjan Behera
  • 2 years ago

ଝାରପଡ଼ା ଜେଲରେ ଫିଟିବ ଲେଡି ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗ୍‌ଙ୍କ କ୍ରାଇମ୍ ସିଣ୍ଡିକେଟ୍‌ର ରହସ୍ୟ !

ଜେଲରେ ହେବ ଜେରା ! ସତ ଓଗାଳିବେ ଅର୍ଚ୍ଚନା । ବହୁ ଚର୍ଚ୍ଚିତ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗର କ୍ରାଇମ୍ ସିଣ୍ଡିକେଟ୍‌ର ରହସ୍ୟ ଭେଦ କରିବାକୁ ତାକୁ ସେହି ଝାରପଡ଼ା ଜେଲର ଚାରିକାନ୍ଥ ଭିତରେ ହିଁ ପଚରାଉଚରା କରିବାକୁ ଯୋଜନା କରୁଛି କମିଶନରେଟ୍ ପୋଲିସ । More
  • Chandan Shishu
  • 2 years ago

୧୮ରେ ସୃଷ୍ଟି ହେବାକୁ ଘୁର୍ଣ୍ଣିବଳୟର ପରବର୍ତ୍ତୀ ରୂପ କଣ: ବଡ଼ ବର୍ଷା ନା ବାତ୍ୟା?

ଏପଟେ ଅକ୍ଟୋବର ମାସ ସାରା ତୁହାକୁ ତୁହା ବର୍ଷାରେ କ୍ଷତିଗ୍ରସ୍ତ ଫସଲକୁ ନେଇ ଚିନ୍ତାରେ ଥିବା ଚାଷୀ, ବାତ୍ୟା ଆଶଙ୍କାକୁ ନେଇ ଛାନିଆ। More