• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 19 October 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 2 years ago

ଖୋଲିଲାନି ମୋ ବସ୍‌ର ଡୋର୍‌; ଝରକା ଡେଇଁ ପଦାକୁ ବାହାରିଲେ ଯାତ୍ରୀ

କନ୍ଦରପୁରରୁ ଧବଳେଶ୍ୱର ଅଭିମୁଖେ ଯାଉଥିବା ୮୩  ନମ୍ବର ରୁଟ୍‌ର ଏକ ମୋ ବସ୍ ରାଜବଗିଚା ନିକଟରେ ହଠାତ ଖରାପ ହୋଇଯାଇଥିଲା । ଫଳରେ ବସ୍‌ର ଦୁଇଟି ଯାକ ଡୋର ଖୋଲି ନଥିଲା । More
  • Manoranjan Behera
  • 2 years ago

ଐତିହାସିକ ବାଲିଯାତ୍ରା ପାଇଁ ପ୍ଲଟ୍ ବୁକିଂ ଶେଷ

ସଜେଇ ହେଉଛି କଟକର ଐତିହାସିକ ବାଲିଯାତ୍ରା ପଡିଆ । ବାଲିଯାତ୍ରା ପଡିଆର ମୁଖ୍ୟ ଗେଟ୍‌ରେ ଚାଲିଛି ରଙ୍ଗ କାମ । ଆଉ ଏପଟେ ପଡିଆରେ ବ୍ୟବସାୟୀ ଏବଂ ଲୋକଙ୍କ ସୁବିଧା ପାଇଁ ପାନୀୟ ଜଳ ସହ ବିଦ୍ୟୁତ୍ ବ୍ୟବସ୍ଥା କରାଯାଉଛି । ହେଲେ ପ୍ଲଟ୍ ନିଲାମ ଆରମ୍ଭରୁ ଦେଖାଦେଇଛି ବିବାଦ । More
  • Manoranjan Behera
  • 2 years ago

ଆକାଶଛୁଆଁ ଅବଢ଼ା ଦର; ୨ଶହ ଟଙ୍କାରେ ବି ପୂରୁନି ଜଣଙ୍କ ପେଟ

ଧର୍ମମାସ କାର୍ତ୍ତିକରେ ଅବଢ଼ା ରେଟ୍ ହୋଇଛି ଆକାଶଛୁଆଁ । ଦର ଶୁଣି ଭକ୍ତଙ୍କ ମୁଣ୍ଡକାନ ଝାଇଁ ମାରି ଯାଉଛି । ୧୫୦ରୁ ୧୭୦ ଟଙ୍କାରେ ମିଳୁଥିବା ଅନ୍ନ, ଡାଲି ଓ ତରକାରୀରେ ପେଟ ପୁରୁନି । More
  • Chandan Shishu
  • 2 years ago

ସ୍ୱତନ୍ତ୍ର ଭାବେ 'କଂଗ୍ରେସ' ଚଳାଇପାରିବେ କି ଖଡଗେ?

ଖଡଗେ ସଭାପତି ହେବା ପରେ ତାଙ୍କ ଆଗରେ ଉଭୟ ସାଂଗଠନିକ ଓ ରାଜନୈତିକ ସ୍ତରରେ ଅନେକ ଚ୍ୟାଲେଞ୍ଜ୍ କୁହାଯାଉଛି, ସଭାପତି ହେବା ସତ୍ତ୍ୱେ ଗାନ୍ଧୀ ପରିବାର ଛାଇରୁ ବାହାରି ସ୍ୱତନ୍ତ୍ର ନିଷ୍ପତ୍ତି ନେଇପାରିବେ ତ ଖଡଗେ? More
  • Manoranjan Behera
  • 2 years ago

ରାଜୁ ଦାସଙ୍କୁ ବିଜେଡିରୁ ବହିଷ୍କୃତ; ବଢ଼ିଲା ବିଜେଡିର ଭୋଟ୍ ବିଭାଜନ ଆଶଙ୍କା

ବିଜେଡି ଟିକଟ୍ ନମିଳିବା ସତ୍ତ୍ୱେ ଦଳର ନିଷ୍ପତ୍ତିକୁ ଗ୍ରହଣ ନକରି ସେ ସ୍ୱାଧୀନ ଭାବେ ପ୍ରାର୍ଥୀ ହୋଇଥିବାରୁ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଦଳ । ହେଲେ ବଡ଼ ପ୍ରଶ୍ନ, କାହିଁକି ଏଭଳି ପରିସ୍ଥିତି ସୃଷ୍ଟି ହେଲା ? କଣ ପାଇଁ ରାଜେନ୍ଦ୍ରଙ୍କୁ ଟିକଟ୍ ଦେଲାନାହିଁ ବିଜେଡି ? More
  • Chandan Shishu
  • 2 years ago

ସରିଥିଲା ଶୁଦ୍ଧିକ୍ରିୟା, ୨୫ ବର୍ଷ ପରେ ଘରକୁ ଫେରିଲେ ମାଆ

ପତ୍ନୀ ସୋମବାରି କେଉଁଠି ପ୍ରାଣ ହରାଇସାରିଥିବ ଭାବି ଶୁଦ୍ଧିକ୍ରିୟା ସାରିଦେଲେ ସ୍ବାମୀ ଜୟ ସିଂ। More
  • Manoranjan Behera
  • 2 years ago

ବଢୁଛି ବାତ୍ୟା ‘ସିତ୍ରାଙ୍ଗ’ ସସ୍‌ପେନ୍ସ; କାଲି ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ

କେଉଁଠି କରିବ ଲ୍ୟାଣ୍ଡଫଲ ? ଲ୍ୟାଣ୍ଡଫଲ ବେଳେ ବାତ୍ୟାର ତୀବ୍ରତା କେତେ ରହିବ? ପବନର ବେଗ କେତେ ହେବ ଆଉ କେତେ ପରିମାଣର ବର୍ଷା ହେବ? ଏହାକୁ ନେଇ ଆଇଏମ୍‌ଡିର କୌଣସି ସ୍ପଷ୍ଟ ସୂଚନା ଆସିନଥିବା ବେଳେ ବିଭିନ୍ନ ମଡେଲ୍ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି । More
  • Satyendu Shekher Mishra
  • 2 years ago

ସାରା ଓଡ଼ିଶାରେ ଏହି ଗୋଟିଏ ସ୍ଥାନ, ୫ ଟଙ୍କାରେ ହବିଷ୍ୟାଳିଙ୍କୁ ମିଳୁଛି ହବିଷ

୫ ଟଙ୍କାରେ ହବିଷ୍ୟାଳିଙ୍କୁ ଦେଉଛି ହବିଷ । ଆଉ ପ୍ରତିଦିନ ରାଧାରାଣୀ ମଠରେ ପ୍ରସ୍ତୁତ ହୋଇଥାଏ ଏହି ଖାଦ୍ୟ । More
  • Satyendu Shekher Mishra
  • 2 years ago

ପ୍ରତି ଗାଁକୁ ଏମିତି ଜଣେ ଦିଗା ଭାଇନା ଲୋଡ଼ା, ଲୋକଙ୍କର ରହିବନି ଅସୁବିଧା..!

ଔଷଧ ଦେଇ ଦେଇ ବାଣପୁର ଅଂଚଳରେ ସିଏ ଏତେ ପ୍ରସିଦ୍ଧ ଯେ ସମସ୍ତେ ତାଙ୍କୁ ଦିଗାଭାଇନା ବୋଲି ଡାକନ୍ତି । ଆଉ ଲୋକଙ୍କ ସହ ବେଶ୍‌ ସହଜରେ ମିଶିପାରନ୍ତି ଦିଗା । More
  • Satyendu Shekher Mishra
  • 2 years ago

ଚିଠି ଲେଖି ଆତ୍ମହତ୍ୟା କଲେ ଅଭିନେତ୍ରୀ ! ଏବେ ରାହୁଲଙ୍କୁ ଖୋଜୁଛି ପୋଲିସ..

ମାତ୍ର ୩୦ ବର୍ଷ ବୟସରେ ଦୁନିଆକୁ ଅଲ୍‌ବିଦା କହିଥିବା ଟେଲି ଅଭିନେତ୍ରୀ ବୈଶାଳୀ ଠକ୍କରଙ୍କ ମୃତ୍ୟୁକୁ କେହି ବି ସହଜରେ ଗ୍ରହଣ କରୁନାହାନ୍ତି । ଇନ୍ଦୋର ସ୍ଥିତ ନିଜ ଘରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରିଛି ପୋଲିସ୍‌ । More
  • Manoranjan Behera
  • 2 years ago

ଜରାଜୀର୍ଣ୍ଣ ଅବସ୍ଥାରେ ରବୀନ୍ଦ୍ରନାଥ ଟାଗୋରଙ୍କ ପାର୍ଥର ପୁରୀ ହଷ୍ଟେଲ

ଉଚ୍ଚ ଶିକ୍ଷା ବିଭାଗ ପାର୍ଥର ପୁରୀ ହଷ୍ଟେଲର ଜମିର କାଗଜପତ୍ର ଏସସିଏସ ଯୁକ୍ତ୨ ସ୍କୁଲ ନାମରେ କରିବାକୁ ପୁରୀ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି । More
  • Satyendu Shekher Mishra
  • 2 years ago

ଅର୍ଚ୍ଚନା ମାମଲାରେ ସରକାରଙ୍କୁ ଭକ୍ତଙ୍କ ଟାର୍ଗେଟ୍ ! କହିଲେ ସତ୍‌ସାହସ ଅଛି ତ ସରକାର ଭାଙ୍ଗି ନର୍ବାଚନ କରାନ୍ତୁ

ଅନ୍ୟ ରାଜ୍ୟରେ ଏଭଳି ହୋଇଥିଲେ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇସାରନ୍ତେଣି । କିନ୍ତୁ ଆମ ରାଜ୍ୟରେ ସେମିତି କିଛି ଦେଖିବାକୁ ମିଳୁନି । More
  • Satyendu Shekher Mishra
  • 2 years ago

ଆମିକସ୍‌କ୍ୟୁରୀଙ୍କ ରିପୋର୍ଟରେ ଶ୍ରୀମନ୍ଦିର ନେଇ ସାଂଘାତିକ ତଥ୍ୟ !

ପୂର୍ବ ଓ ଦକ୍ଷିଣ ପୂର୍ବ ଦିଗରେ ଏହି ଫାଟ ଯାହା ନାଟମଣ୍ଡପରୁ ସ୍ପଷ୍ଟ ଭାବେ ଜଣାପଡ଼ୁଛି । More
  • Satyendu Shekher Mishra
  • 2 years ago

ରହିଲା ମୋକିମଙ୍କ ବିଧାୟକ ପଦ, ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶରେ ହାଇକୋର୍ଟଙ୍କ ରୋକ୍

ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ । More
  • Satyendu Shekher Mishra
  • 2 years ago

ଏଯାଏଁ ଛିଣ୍ଡିନି ଅଡ଼ୁଆ ! EDରେ ହାଜର ହେଲେ ପ୍ରଦୀପଙ୍କ ପତ୍ନୀ

ପୂର୍ବତନ IFS ଅଭୟ ପାଠକଙ୍କ ଅର୍ଥ କାରବାର ମାମଲାରେ ତାଙ୍କୁ ଇଡିରେ ହାଜର ହେବାକୁ ନୋଟିସ ଦିଆଯାଇଥିଲା । More
  • Satyendu Shekher Mishra
  • 2 years ago

ବିଜେଡିରୁ ଦିଦା ହେଲେ ରାଜେନ୍ଦ୍ର ଦାସ

ପ୍ରଥମେ ସେ ବିଜେଡିର ଆଶାୟୀ ପ୍ରାର୍ଥୀ ଥିଲେ । କିନ୍ତୁ ଦଳରୁ ଟିକଟ ନମିଳିବା ସ୍ୱାଧିନ ଭାବେ ନାମାଙ୍କନ ଦାଖଲ କରିଛନ୍ତି । More
  • Prangyan Parimita
  • 2 years ago

୨୩ କିମ୍ବା ୨୪ରେ ବଙ୍ଗୋପସାଗରରେ ବାତ୍ୟା ! ସ୍ପଷ୍ଟ ହୋଇନି ଲ୍ୟାଣ୍ଡଫଲ୍ ସ୍ଥଳ

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । More
  • Satyendu Shekher Mishra
  • 2 years ago

କମ୍ପିଲାଣି ଧାମନଗର ପ୍ରଚାର ମୈଦାନ, ତିହିଡ଼ି ବ୍ଲକ୍‌ରେ ସବୁ ଦଳର ନଜର ! କାହିଁକି..?

ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ଓ ସ୍ୱାଧୀନ ପ୍ରାର୍ଥୀ ରାଜୁଙ୍କ କ୍ୟାମ୍ପେନ୍ ଜୋର୍ । ବିଜେଡି ଓ କଂଗ୍ରେସ ଯୋଦ୍ଧା ବି ମାଗିଲେଣି ଭୋଟ୍ । More
  • Satyendu Shekher Mishra
  • 2 years ago

ପୁଣି ବାତ୍ୟା ! ଉତ୍ତର ଆନ୍ଧ୍ର କିମ୍ବା ଉତ୍ତର ଓଡ଼ିଶା ଉପକୂଳରେ ମାଡ଼ ଆଶଙ୍କା

୨୩ କିମ୍ବା ୨୪ରେ ବଙ୍ଗୋପସାଗରରେ ସାଇକ୍ଲୋନ୍ ଆଶଙ୍କା । ଆଇଏମଡିର ସୂଚନା, ସ୍ପଷ୍ଟ ହୋଇନି ଲ୍ୟାଣ୍ଡଫଲ୍ ସ୍ଥଳ । ବିଭିନ୍ନ ପାଣିପାଗ ମଡେଲର ଆକଳନକୁ ନେଇ ନାନା ଚର୍ଚ୍ଚା । More
  • Manoranjan Behera
  • 2 years ago

ଅର୍ଚ୍ଚନାର ନାଗଫାଶରେ ମାଳ ମାଳ ନେତା-ଠିକାଦାର-ଅଫିସର୍‌, ଟେର୍‌ ପାଇଲାନି ଗୁଇନ୍ଦା ବିଭାଗ

ଅର୍ଚ୍ଚନାର ନାଗଫାଶରେ ମାଳ ମାଳ ନେତା । ଅଫିସର, ଠିକାଦାରଙ୍କଠୁ ବ୍ୟବସାୟୀ । ମାୟା ଜାଲରେ ଫଶିଛନ୍ତି ଆଚ୍ଛା ଆଚ୍ଛା ଲୋକ । ପ୍ରଥମେ ହନିଟ୍ରାପ୍, ଆଉ ପରେ ବ୍ଲାକମେଲିଂର କଳାଧନ୍ଦାରେ ଛନ୍ଦି ହେଲେ, ଟଙ୍କା ଗଣିଲେ ।  More
  • Manoranjan Behera
  • 2 years ago

ଶିକ୍ଷାବର୍ଷ ଅଧାରୁ ନୂଆ ସିଲାବସ୍‌; ଦ୍ୱନ୍ଦ୍ୱରେ ଶିକ୍ଷାବିତ ଓ ଅଭିଭାବକ

ଶିକ୍ଷା ବର୍ଷ ଅଧାରୁ ନବମରେ ନୂଆ କୋର୍ସ ସବୁ ଲାଗୁ ହେବ । ଏହାକୁ ପଢ଼ାଇବାକୁ ସମୟ ସାରଣୀ କଣ ରହିବ ? କିଏ ଏହାକୁ ପଢାଇବେ ? ତାହା ବି ଏଯାଏ ସ୍ପଷ୍ଟ କରିନି ବୋର୍ଡ । More
  • Satyendu Shekher Mishra
  • 2 years ago

ଷ୍ଟେସନ୍‌ରେ ଛିଡ଼ା ହୋଇଥିଲା ଟ୍ରେନ୍‌, ଅଚାନକ ଇଞ୍ଜିନ୍‌ରେ ଲାଗିଲା ନିଆଁ ! ଦେଖନ୍ତୁ ଭିଡିଓ..

ନିଆଁ ଲାଗିବାର କାରଣ ଅସ୍ପଷ୍ଟ, ଘଟଣାସ୍ଥଳରେ ରେଳ ଅଧିକାରୀ । More