• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Thursday, 20 October 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 2 years ago

ସପ୍ତମ ପଢିବାବେଳେ ୨ ଯୁବକଙ୍କ ବିରୋଧରେ ଅର୍ଚ୍ଚନା ଆଣିଥିଲା ଦୁଷ୍କର୍ମ ଅଭିଯୋଗ

ଅର୍ଚ୍ଚନାର କେଳେଙ୍କାରୀ ଏତିକି ନୁହେଁ। ଚର୍ଚ୍ଚାକୁ ଆସିଛି କେସିଙ୍ଗା ସ୍ଥିତ ଏହି ଗୋଲାପୀ କୋଠା।  More
  • Chandan Shishu
  • 2 years ago

ଧାମନଗର ଉପନିର୍ବାଚନରେ ଯାଜପୁର ବିଜେଡି ନେତାଙ୍କ ହାକିମାତି

ଯାଜପୁର ବିଜେଡି ନେତାଙ୍କ ଏଭଳି ଦବଦବାକୁ ନେଇ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ। More
  • Chandan Shishu
  • 2 years ago

ଏଣିକି କୋରାପୁଟର ଜୟପୁର ବିମାନବନ୍ଦରକୁ ଉଡ଼ିବ ବିମାନ

ଜୟପୁରକୁ ଉଡାନ୍ ଯୋଜନାରେ ଇଣ୍ଡିଆ ଓ୍ୱାନ୍ ବିମାନ ସେବା ପ୍ରଦାନକାରୀ କମ୍ପାନୀ ବିମାନ ସେବା ଯୋଗାଇଦେବା ନେଇ ପୂର୍ବରୁ ଘୋଷଣା କରିସାରିଛି। More
  • Prangyan Parimita
  • 2 years ago

ଦୁଇବର୍ଷ ପରେ କଟକଣାମୁକ୍ତ ଦୀପାବଳି : ବର୍ଷା ଆଶଙ୍କା କରି ଗ୍ରାହକ ବି ବାଣ କିଣିବେ ନା ନାହିଁ ଦ୍ୱନ୍ଦ୍ୱରେ

ସମ୍ଭାବ୍ୟ ବର୍ଷା ଓ ପ୍ରଶାସନର ଚଢାଉକୁ ନେଇ ଚିନ୍ତାରେ ବାଣ ବ୍ୟବସାୟୀ More
  • Prangyan Parimita
  • 2 years ago

ମନର ମଣିଷ ନୁହେଁ ପିଶାଚ ! ସ୍ତ୍ରୀକୁ ହତ୍ୟା କରି ପୋତିଦେଲା ସ୍ୱାମୀ, ୪୫ ଦିନ ପରେ ମୃତଦେହ ଉଦ୍ଧାର

ସ୍ତ୍ରୀକୁ ମାରି ଅଗଣାରେ ପୋତିଦେଲା ମଦ୍ୟପ ସ୍ୱାମୀ । ୪୫ ଦିନ ପରେ ପୋଲିସ ଆସି ଖୋଳିଲା ମାଟି ମୃତଦେହ ଉଦ୍ଧାର କରିଛି । More
  • Prangyan Parimita
  • 2 years ago

ପୁଅ ବିଡିଓ ! ଟଙ୍କା ପଇସାର ଅଭାବ ନାହିଁ, ତଥାପି ବାପାମାଆ ନେଉଛନ୍ତି ରାସନ ଚାଉଳ

ଦୀର୍ଘ ୩ ବର୍ଷ ହେବ ସେମାନେ ରାସନ କାର୍ଡର ସୁବିଧା ପାଉଥିବା ଅଭିଯୋଗ ହୋଇଛି । More
  • Satyendu Shekher Mishra
  • 2 years ago

ବାତ୍ୟା ନେଇ IMD ଡିଜିଙ୍କ ବଡ଼ ସୂଚନା, ଓଡ଼ିଶା ଛୁଇଁବନି ବାତ୍ୟା !

ପଶ୍ଚିମବଙ୍ଗ-ବାଂଲାଦେଶ ଉପରେ ଏହାର ସର୍ବାଧିକ ପ୍ରଭାବ ରହିବ । ତେବେ ବାତ୍ୟାର ତୀବ୍ରତା କେତେ ରହିବ ବର୍ତ୍ତମାନ ଯାଏଁ ଆକଳନ କରାଯାଇନାହିଁ । More
  • Manoranjan Behera
  • 2 years ago

Today Gold Price- 20th Oct : କମିଲା ସୁନା ଦର, ଜାଣନ୍ତୁ କେତେ ରହିଛି ସୁନାର ଦାମ୍

କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ସୁନାର ମୂଲ୍ୟ ସାମାନ୍ୟ କମ୍‌ ରହିଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୧୦୦ ଟଙ୍କା ରହିଛି । More
  • Satyendu Shekher Mishra
  • 2 years ago

ଭିଟାମାଟି ପାଇଁ ଆଦିବାସୀଙ୍କ ପଦଯାତ୍ରା, ଅଭିଯୋଗ କରିବାକୁ ୬୫ କିମି ଚାଲିଲେ

ରାଜଗାଙ୍ଗପୁର, କୁତ୍ରା ବ୍ଲକର ୫ ପଞ୍ଚାୟତର ବାସିନ୍ଦା । ରାଜଗାଙ୍ଗପୁର କେଶ୍ରାମାଲରୁ ସୁନ୍ଦରଗଡ ପର୍ଯ୍ୟନ୍ତ ପଦଯାତ୍ରା । More
  • Satyendu Shekher Mishra
  • 2 years ago

ବଡ଼ ଅପ୍‌ଡେଟ୍ ! ଓଡ଼ିଶା ଛୁଇଁ ଚାଲିଯିବ ବାତ୍ୟା

ବୈଠକରେ ଏସ୍‌ଆର୍‌ସିଙ୍କ ସମେତ ବରିଷ୍ଠ ଅଧିକାରୀ ଯୋଗଦେବେ । More
  • Manoranjan Behera
  • 2 years ago

Today Panchang 20th Oct 2022 : ଆଜିର ପଞ୍ଚାଙ୍ଗରୁ ଜାଣନ୍ତୁ କେଉଁ ଶୁଭ ସମୟରେ କରିବେ ଗୃହ ପ୍ରବେଶ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଯଦି, ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More
  • Satyendu Shekher Mishra
  • 2 years ago

ଆପଣ ଆଶ୍ଚର୍ଯ୍ୟ ହେବେ ! ପରିମଳ ବ୍ୟବସ୍ଥାର ବିକଳ ଚିତ୍ର, ନଦୀ ଉପରେ କରାଯାଇଛି ପାଇଖାନା

ନଦୀ ଭିତରେ ସିଧା ସଳଖ ମଳତ୍ୟାଗ କରୁଛନ୍ତି ଲୋକେ । ବାହ୍ୟମଳମୁକ୍ତ ଅଞ୍ଚଳ ଘୋଷଣା ସତ୍ତ୍ୱେ ଖୋଲାରେ ମଳତ୍ୟାଗ । More
  • Manoranjan Behera
  • 2 years ago

କାର୍ତ୍ତିକରେ କରେଣ୍ଟ ମାରୁଛି ପରିବା ଦର, ଯାହାକୁ ଛୁଇଁବ ୫୦

ବଜାରରେ ଭଳିକି ଭଳି ପନିପରିବା । ବେପାରି ପରିବା ଧରି ବିକିବା ପାଇଁ ବସିଛି । ଗ୍ରାହକ ବି ପରିବା କିଣିବା ପାଇଁ ବଜାରରେ ବୁଲୁଛନ୍ତି । ହେଲେ ଦର ପଚାରି ପରିବାରେ ହାତ ନ ମାରି ଚାଲି ଯାଉଛନ୍ତି। More
  • Manoranjan Behera
  • 2 years ago

ଆଜିଠୁ ଲଘୁଚାପ ! ସମ୍ଭାବ୍ୟ ବାତ୍ୟାକୁ ନେଇ ଆଲର୍ଟରେ ୭ ଜିଲ୍ଲା

ଆଇଏମଡି ଜିଏଫଏସ୍ ମଡେଲ କହୁଛି, ଓଡିଶାରେ ସ୍ଥଳ ଭାଗ ଛୁଇଁ ପାରେ ବାତ୍ୟା ସିତ୍ରାଙ୍ଗ । ତେବେ ଆଇଏମ୍‌ଡି ବାତ୍ୟାର ଗତିପଥ ଓ ଲ୍ୟାଣ୍ଡଫଲ୍ ନେଇ ଏଯାଏଁ କୌଣସି ଆକଳନ କରିନାହିଁ । More
  • Manoranjan Behera
  • 2 years ago

ଖୋଲିଲାନି ମୋ ବସ୍‌ର ଡୋର୍‌; ଝରକା ଡେଇଁ ପଦାକୁ ବାହାରିଲେ ଯାତ୍ରୀ

କନ୍ଦରପୁରରୁ ଧବଳେଶ୍ୱର ଅଭିମୁଖେ ଯାଉଥିବା ୮୩  ନମ୍ବର ରୁଟ୍‌ର ଏକ ମୋ ବସ୍ ରାଜବଗିଚା ନିକଟରେ ହଠାତ ଖରାପ ହୋଇଯାଇଥିଲା । ଫଳରେ ବସ୍‌ର ଦୁଇଟି ଯାକ ଡୋର ଖୋଲି ନଥିଲା । More
  • Manoranjan Behera
  • 2 years ago

ଐତିହାସିକ ବାଲିଯାତ୍ରା ପାଇଁ ପ୍ଲଟ୍ ବୁକିଂ ଶେଷ

ସଜେଇ ହେଉଛି କଟକର ଐତିହାସିକ ବାଲିଯାତ୍ରା ପଡିଆ । ବାଲିଯାତ୍ରା ପଡିଆର ମୁଖ୍ୟ ଗେଟ୍‌ରେ ଚାଲିଛି ରଙ୍ଗ କାମ । ଆଉ ଏପଟେ ପଡିଆରେ ବ୍ୟବସାୟୀ ଏବଂ ଲୋକଙ୍କ ସୁବିଧା ପାଇଁ ପାନୀୟ ଜଳ ସହ ବିଦ୍ୟୁତ୍ ବ୍ୟବସ୍ଥା କରାଯାଉଛି । ହେଲେ ପ୍ଲଟ୍ ନିଲାମ ଆରମ୍ଭରୁ ଦେଖାଦେଇଛି ବିବାଦ । More
  • Manoranjan Behera
  • 2 years ago

ଆକାଶଛୁଆଁ ଅବଢ଼ା ଦର; ୨ଶହ ଟଙ୍କାରେ ବି ପୂରୁନି ଜଣଙ୍କ ପେଟ

ଧର୍ମମାସ କାର୍ତ୍ତିକରେ ଅବଢ଼ା ରେଟ୍ ହୋଇଛି ଆକାଶଛୁଆଁ । ଦର ଶୁଣି ଭକ୍ତଙ୍କ ମୁଣ୍ଡକାନ ଝାଇଁ ମାରି ଯାଉଛି । ୧୫୦ରୁ ୧୭୦ ଟଙ୍କାରେ ମିଳୁଥିବା ଅନ୍ନ, ଡାଲି ଓ ତରକାରୀରେ ପେଟ ପୁରୁନି । More
  • Chandan Shishu
  • 2 years ago

ସ୍ୱତନ୍ତ୍ର ଭାବେ 'କଂଗ୍ରେସ' ଚଳାଇପାରିବେ କି ଖଡଗେ?

ଖଡଗେ ସଭାପତି ହେବା ପରେ ତାଙ୍କ ଆଗରେ ଉଭୟ ସାଂଗଠନିକ ଓ ରାଜନୈତିକ ସ୍ତରରେ ଅନେକ ଚ୍ୟାଲେଞ୍ଜ୍ କୁହାଯାଉଛି, ସଭାପତି ହେବା ସତ୍ତ୍ୱେ ଗାନ୍ଧୀ ପରିବାର ଛାଇରୁ ବାହାରି ସ୍ୱତନ୍ତ୍ର ନିଷ୍ପତ୍ତି ନେଇପାରିବେ ତ ଖଡଗେ? More
  • Manoranjan Behera
  • 2 years ago

ରାଜୁ ଦାସଙ୍କୁ ଦଳରୁ ବହିଷ୍କୃତ; ବଢ଼ିଲା ବିଜେଡିର ଭୋଟ୍ ବିଭାଜନ ଆଶଙ୍କା

ବିଜେଡି ଟିକଟ୍ ନମିଳିବା ସତ୍ତ୍ୱେ ଦଳର ନିଷ୍ପତ୍ତିକୁ ଗ୍ରହଣ ନକରି ସେ ସ୍ୱାଧୀନ ଭାବେ ପ୍ରାର୍ଥୀ ହୋଇଥିବାରୁ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଦଳ । ହେଲେ ବଡ଼ ପ୍ରଶ୍ନ, କାହିଁକି ଏଭଳି ପରିସ୍ଥିତି ସୃଷ୍ଟି ହେଲା ? କଣ ପାଇଁ ରାଜେନ୍ଦ୍ରଙ୍କୁ ଟିକଟ୍ ଦେଲାନାହିଁ ବିଜେଡି ? More