• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 23 October 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 2 years ago

ସୌରଶକ୍ତିରେ ଆଲୋକିତ ହେବ କୋଣାର୍କ, କଳାହାଣ୍ଡି ତେନ୍ତୁଳିପଦା ସୌରଶକ୍ତି ପ୍ରକଳ୍ପରୁ ଆସିବ ବିଜୁଳି 

ଗ୍ରୀଡ୍‌କୋ ଓ ସୂର୍ଯ୍ୟନଗରୀ ପ୍ରାଇଭେଟ୍ ଲିମିଟେଡ ମଧ୍ୟରେ ଚୁକ୍ତି । ୨୦୨୩ ଶେଷ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ । More
  • Satyendu Shekher Mishra
  • 2 years ago

ସୂର୍ଯ୍ୟୋପରାଗ ଆଗୁଆ ଦୀପାବଳି, ବାଣ ଫୁଟାଇବା ପାଇଁ ରହିଛି ଏହି ସବୁ କଟକଣା

ଆସନ୍ତାକାଲି ପାଳନ ହେବ ଅାଲୋକର ପର୍ବ ଦୀପାବଳି  । ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦର ବାଣ ମନା । More
  • Satyendu Shekher Mishra
  • 2 years ago

ଧାମନଗର ଉପନିର୍ବାଚନ: ‘ବିଜେଡି ଅବନ୍ତୀଙ୍କୁ ସମର୍ଥନ କରିନଥିଲେ, ରାଜୁ ଦାସଙ୍କୁ ସେଦିନ ମାରିଦେଇଥାନ୍ତେ’

ନିର୍ବାଚନ ଅଧିକାରୀଙ୍କ ନିକଟରେ ବିଜେପି ଫେରାଦ । ସଂଖ୍ୟାଲଘୁ ଭୋଟ୍ ହୋଇପାରେ ନିର୍ଣ୍ଣାୟକ । More
  • Satyendu Shekher Mishra
  • 2 years ago

ଜେଲ୍‌ରେ କ’ଣ ଥିଲା ଅର୍ଚ୍ଚନା-ଜଗବନ୍ଧୁର କଥାବାର୍ତ୍ତା ? ଜାଣନ୍ତୁ...

୪୮ ଘଣ୍ଟାରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ଚେତାବନୀ । ଝାରପଡ଼ା ଜେଲ୍‌ରେ ନାଗ ଦମ୍ପତ୍ତିଙ୍କ ୨୦ ମିନିଟିଆ ଦେଖାସାକ୍ଷାତ । More
  • Prangyan Parimita
  • 2 years ago

ଜଙ୍ଗଲରେ ଟ୍ରେଞ୍ଚ କରିବା ନାଁରେ ୧୦ ଲକ୍ଷ ଟଙ୍କା ଗଫଲତି

ଗଛ ବଢିବା ପାଇଁ ହୋଇଥିବା ଟ୍ରେଞ୍ଚ ପ୍ରକଳ୍ପ କାମ କରୁଛନ୍ତି ଠିକାଦାର ସବିତା ମିଞ୍ଜ । ତାଙ୍କୁ ପଚାରିଲେ ସେ କାମ ସରିନଥିବା କଥା ସଫେଇ ଦେଉଛନ୍ତି More
  • Rajalaxmi Sahoo
  • 2 years ago

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ସିତ୍ରାଙ୍ଗ’, ଓଡ଼ିଶାର ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ଉପକୂଳ ଓଡିଶାରେ ପବନର ବେଗ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ରହିପାରେ। ସର୍ବାଧିକ ପବନର ବେଗ ଘଣ୍ଟା ପ୍ରତି ୫୫ କିଲୋମିଟରକୁ ବୃଦ୍ଧି ହୋଇପାରେ। More
  • Manoranjan Behera
  • 2 years ago

ଜେଲ୍‌ରେ ଜଗବନ୍ଧୁକୁ ଦେଖି କାନ୍ଦି ପକାଇଲେ ଅର୍ଚ୍ଚନା, କହିଲେ..

ହାଇପ୍ରୋଫାଇଲ୍ ସେକ୍ସ ସ୍କାଣ୍ଡାଲର ଏହି ଚର୍ଚ୍ଚିତ ଦମ୍ପତି ଆଜି ଜେଲ ପରିସରରେ ଥିବା କାର୍ଯ୍ୟାଳୟରେ କଥା ହୋଇଛନ୍ତି । More
  • Manoranjan Behera
  • 2 years ago

ରାତିପାହିଲେ ମା’କାଳୀଙ୍କ ପୂଜା; ଚଳଚଞ୍ଚଳ ଭଦ୍ରକ ଓ ଯାଜପୁର ସହର

ଆଖି ଝଲସିଆ ଆଲୁଅ, ଆକର୍ଷଣୀୟ ମଣ୍ଡପ, ମନଲୋଭା ସାଜସଜ୍ଜା । କାଳୀପୂଜା ପାଇଁ ସଜେଇ ହେଲାଣି ଭଦ୍ରକ ସହର । More
  • Rajalaxmi Sahoo
  • 2 years ago

ବାତ୍ୟା ଲ୍ୟାଣ୍ଡ୍‌ଫଲ୍‌ ବେଳେ ଘଣ୍ଟା ପ୍ରତି ୧୦୦ କି.ମି. ବେଗରେ ବହିବ ପବନ, ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷିବ !

ଗତକାଲିର ଅବପାତ ଘନୀଭୂତ ହୋଇ ଆଜି ସକାଳେ ଗଭୀର ଅବପାତରେ ପରିଣତ ହୋଇଛତ। ବର୍ତ୍ତମାନ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। More
  • Chandan Shishu
  • 2 years ago

କିଏ ହେବ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର କଂସ ମହାରାଜ ?

ବରଗଡ଼ ମୁକ୍ତାକାଶ ଧନୁଯାତ୍ରାର ମହାନାୟକ ହେଉଛନ୍ତି ମହାରାଜ କଂସ। ସେ ହିଁ ପୁରା ଯାତ୍ରାର ମୁଖ୍ୟ ଆକର୍ଷଣ, ତାଙ୍କୁ କେନ୍ଦ୍ର କରି ଧନୁଯାତ୍ରା।  More
  • Manoranjan Behera
  • 2 years ago

୨୦ କୋଟି ଦେଲେନି, ଏବେ ୧୦୦ କୋଟି ତଣ୍ଡ ଗଣିବେ ସରକାର

୧୯ ବର୍ଷ ତଳର ଏଲ୍-ଆଣ୍ଡ-ଟି କଂପାନୀକୁ ଠିକା କାମ, ଚୁକ୍ତି ଅନୁସାରେ ୨୦ କୋଟି ଟଙ୍କା ପଇଠ କଲେନି । ମାମଲା କୋର୍ଟକୁ ଗଲା ଓ ଶେଷରେ ଶହେ କୋଟି ଜରିମାନା ପୈଠ ନିର୍ଦ୍ଦେଶ ଆସିଛି । ସୁଧମୂଳ ସହ ଏବେ ଏତେ ଟଙ୍କା ଗଣାହେବ ରାଜ୍ୟ ରାଜ୍ୟକୋଷରୁ । More
  • Chandan Shishu
  • 2 years ago

ରାଜେନ୍ଦ୍ରଙ୍କ ସମର୍ଥକଙ୍କ ବିସ୍ଫୋରକ ବୟାନକୁ ନେଇ ହଇଚଇ

ଭଦ୍ରକରେ ପହଞ୍ଚିବାପରେ ୟୁଟର୍ଣ୍ଣ ନେଇଥିଲେ ରାଜୁ ଆଉ ସ୍ୱାଧୀନ ଭାବେ ଲଢ଼ିବେ ବୋଲି ଘୋଷଣା କରିଥିଲେ। More
  • Manoranjan Behera
  • 2 years ago

ଅର୍ଚ୍ଚନା ନାଗଫାଶକୁ ନେଇ ତେଜିଲା ରାଜନୀତି; ସିପି ଅଫିସ୍ ଆଗରେ ବିଜେପିର ଅହୋରାତ୍ର ଧାରଣା

ଅର୍ଚ୍ଚନା ହନିଟ୍ରାପରେ ନେତାଙ୍କ ସଂପୃକ୍ତି ନେଇ ତେଜିଲା ରାଜନୀତି । ପୋଲିସ କମିଶନରଙ୍କ ଅଫିସ ସାମ୍ନାରେ ବିଜେପିର ହଲ୍ଲାବୋଲ । More
  • Manoranjan Behera
  • 2 years ago

ବିଦ୍ୟୁତ ତାରରେ ଲାଗିଗଲା ଛେଳି; ବଞ୍ଚାଇବାକୁ ଯାଇ ପ୍ରାଣ ହରାଇଲେ ୩ ମହିଳା

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୩ ମହିଳାଙ୍କ ମୃତ୍ୟୁ ଘଟିଛି। ଛେଳିକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ପରେ ଜଣେ ୩ ଜଣ ମହିଳାଙ୍କ ମୃତ୍ୟୁ ହୋଇଛି। More