ସଂକ୍ଷେପରେ ଆଜିର ତାଜା ଖବର - Tuesday, 25 October 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ପର୍ଯ୍ୟଟନ ସ୍ଥଳୀରେ ଟିକେଟ୍ ମହା ଘୋଟାଲା ! ହଠାତ୍ ପର୍ଯ୍ୟଟକଙ୍କ ଆଶାତୀତ ସଂଖ୍ୟା ବୃଦ୍ଧିରୁ ଖୋଲିଲା ଗୁମର

ବର୍ଷ ବର୍ଷ ଧରି କୋଟି କୋଟି ମାରୁଛନ୍ତି ଟିକେଟ୍ ରାକେଟ୍। କୋଣାର୍କ ସୂର୍ଯ୍ୟ ମନ୍ଦିରରେ ମାସକୁ ୫୦ ଲକ୍ଷ ଚଳୁ ଅଭିଯୋଗ। More

ନା ଭିଡିଓ ଗଲା ନା ଟେକ୍ସଟ୍‌ ମେସେଜ୍; ଅଚଳ ହୋଇଗଲା କୋଟି କୋଟି ୟୁଜରଙ୍କ ହାତ

ଧିମେଇଲା ହ୍ୱାଟ୍ସ ଆପ୍, ବଢିଲା ଟେନ୍‌ସନ । ମାତ୍ର କିଛି ସମୟ ସର୍ଭର ଡାଉନ୍‌କୁ ନେଇ ବିଶ୍ୱବ୍ୟାପି ହଲଚଲ । More

ବିବାହିତାଙ୍କ ରହସ୍ୟଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ପୋଲିସ ସଂଗୀତାଙ୍କ ମୋବାଇଲକୁ ଜବତ କରିବା ସହ ଏନେଇ ଖୋଳତାଡ଼ ଜାରି ରଖିଛି। More

ଧାମନଗରରେ କାଦୁଅ ଫିଙ୍ଗା ରାଜନୀତି; ଭୋଟ୍ ଫର୍ ନୋଟ୍ ଅଭିଯୋଗକୁ ନେଇ ମୁହାିଁମୁହିଁ ବିଜେପି-ବିଜେଡି

ଧାମନଗର ଉପନିର୍ବାଚନ ପାଇଁ ପ୍ରଚାର ଯେତିକି ଜମୁଛି, ପରସ୍ପର ଉପରକୁ କାଦୁଅ ଫିଙ୍ଗା ରାଜନୀତି ସେତିକି ବଢୁଛି । More

ମହାକାଶରେ ସରିଲା ଛାଇ ଆଲୁଅର ଖେଳ

ଆକାଶରେ ମହାଜାଗତିକ ଦୃଶ୍ୟ । ଚଳିତ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟୋପରାଗ । ଗୋଟିଏ ସରଳରେଖାରେ ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ । ଚନ୍ଦ୍ରର ଛାଇ ପୃଥିବୀର ଯେଉଁ ସବୁ ଅଞ୍ଚଳରେ ପଡ଼ିଛି, ସେଠାରେ ଦୃଶ୍ୟମାନ ହୋଇଛି ସୂର୍ଯ୍ୟୋପରାଗ । More

କେଉଁ ସ୍ଥାନରେ କେଉଁ ସମୟରେ ଲାଗିବ ପରାଗ ?

ଓଡ଼ିଶାର କେଉଁ କେଉଁ ସ୍ଥାନରେ ସୂର୍ଯ୍ୟୋପରାଗ କେତେ ସମୟ ହେବ ଦେଖନ୍ତୁ, ତାଲିକା . . . More

ପାକତ୍ୟାଗ ବେଳେ ଚିକେନ୍‌ ବିରିୟାନୀ ଖାଇଲେ ହେତୁବାଦୀ

ଗୋଟିଏ ପଟେ ଧର୍ମୀୟ ଭାବନା ଏବଂ ଅନ୍ୟପଟେ ବୈଜ୍ଞାନିକ ତଥ୍ୟ । ଏହାରି ମଧ୍ୟରେ ଛନ୍ଦି ହୋଇ ରହିଯାଉଛନ୍ତି ଲୋକେ । ସୂର୍ଯ୍ୟୋପରାଗ ପୂର୍ବରୁ ଚିକେନ୍‌ ବିରିୟାନୀ ଖାଇ ଅଭିନବ ପ୍ରତିବାଦ କଲେ ହେତୁବାଦୀ । More

ଆଜି ବର୍ଷର ଶେଷ ସୂର୍ଯ୍ୟପରାଗ: ଭୁଲ୍‌ରେ କରନ୍ତୁନି ଏହିସବୁ କାମ...

ଏହି ଆଂଶିକ ସୂର୍ଯ୍ୟପରାଗ ଆଜି ଅପରାହ୍ଣ ୨ଟା ୨୮ରେ ଆରମ୍ଭ ହୋଇ ୫ଟା ୩୨ରେ ଶେଷ ହେବ। ଏସିଆ ଓ ୟୁରୋପ ମହାଦେଶରେ ଏହି ସୂର୍ଯ୍ୟପରାଗ ଦୃଶ୍ୟମାନ ହେବ। More

ବିଚ୍‌ ରାସ୍ତାରେ ଲୋକ ପ୍ରତିନିଧିଙ୍କ ଦାଦାଗିରି ! ଯୁବକଙ୍କୁ ମାଡ଼ ମାରି ଲହୁଲୁହାଣ କରି ପକାଇଲେ . .

କୁହାଯାଉଛି କି ସମ୍ପୃକ୍ତ ସରପଂଚ ଜଣକ କୁଆଡେ ବିଧାୟକଙ୍କ ଖାସ୍‌ ଲୋକ More

ଦୀପାବଳି, କେଉଁଠି ହସ ତ ଆଉଁ କେଉଁଠି କାନ୍ଦ...

ଆଲୋକର ପର୍ବ ଦୀପାବଳି, କେଉଁଠି ହସ ତ ଆଉଁ କେଉଁଠି କାନ୍ଦ...ଆଉ କେଉଁଠି ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ଼ ହୋଇଛି ତ ପୁଣି କେଉଁଠି ବାଣ ଫୁଟାକୁ ନେଇ ବଚସାର କାହାର ଯାଇଛି ଜୀବନ।  More

ଗୋଟିଏପଟେ ଚାଲିଥିଲା ଦୀପାବଳି ସେଲିବ୍ରେସନ, ଅନ୍ୟପଟେ ଫୁଟିଲା ଗୁଳି...

ଖାଲି ଓଡ଼ିଶା ନୁହେଁ ଦେଶର ବିଭିନ୍ନ ଅଞ୍ଚଳରୁ ଦୀପାବଳି ଦିନ ଅନେକ ଅଘଟଣ ଖବର ସାମ୍ନାକୁ ଆସିଛି। ଦୀପାବଳି ଦିନ ଗୁଳିମାଡ଼ରେ ପୁରୀରେ ଜଣଙ୍କ ଜୀବନ ଚାଲି ଯାଇଛି। More

ଆଜି ସୂର୍ଯ୍ୟପରାଗ: ଜାଣନ୍ତୁ, କେଉଁ ସମୟରେ ଲାଗିବ ପରାଗ ଓ କ’ଣ ସବୁ ବାରଣ ହୋଇଛି....

ଆଜି ଖଣ୍ଡଗ୍ରାସ ବା ଆଂଶିକ ସୂର୍ଯ୍ୟପରାଗ। ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିଲେ ଚନ୍ଦ୍ରର ଛାଇ ପୃଥିବୀର ଯେଉଁ ସବୁ ଅଞ୍ଚଳରେ ପଡ଼େ ସେଠାରେ ସୂର୍ଯ୍ୟପରାଗ ଦେଖାଯାଏ। More

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଷଠି ଘରେ ଲାଗିଲା ନିଆଁ

ଆକାଶ ଦୀପ ଉଡ଼ି ଉଡ଼ି ଆସି ଚାଲ ଘର ଉପରେ ପଡ଼ିଥିଲା। More

ଭାରତକୁ କେହି ନଜର ପକାଇଲେ ତିନି ସେନା ମୁହଁତୋଡ଼ ଯବାବ ଦେବେ: ମୋଦି

ପ୍ରଧାନମନ୍ତ୍ରୀଙ୍କୁ ପାଖରେ ପାଇ ଖୁବ୍ ଉତ୍ସାହିତ ଥିଲେ ଯବାନ। More

ମୁଖ୍ୟମନ୍ତ୍ରୀଙ୍କ ନାଁରେ ନୋଟ୍ ଅଫର୍: ଅଧିକ ଭୋଟ୍ ଦେଇଥିବା ପଞ୍ଚାୟତକୁ କୋଟିଏ

ନିର୍ବାଚନର ନିରପେକ୍ଷତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ। More

ଆସନ୍ତାକାଲି ଖଣ୍ଡଗ୍ରାସ ବା ଆଂଶିକ ସୂର୍ଯୋପରାଗ : ସନ୍ଧ୍ୟା ୬ଟା ୨୬ରେ ସର୍ବମୋକ୍ଷ

ଭୁବନେଶ୍ୱରରେ ଅପରାହ୍ଣ ୪ଟା ୫୬ ମିନିଟରୁ ୫ଟା ୧୬ ଯାଏଁ, ଅର୍ଥାତ୍ ପ୍ରାୟ ୨୦ ମିନିଟ୍ ପାଇଁ ଦେଖାଯିବ ଏହି ମହାଜାଗତିକ ଦୃଶ୍ୟ More

ପୋଲିସ୍‌ କବଜାରେ ହାଇଫାଇ ଲୁଟେରା ! ଗହଣା ସହ ଚୋରି କରୁଥିଲା ମହିଳାଙ୍କ ଅନ୍ତଃବସ୍ତ୍ର

ଗିରଫ ଯୁବକର ଘର ଖୋର୍ଦ୍ଧାର ଅଟ୍ରୀ ଅଞ୍ଚଳରେ । More