ସଂକ୍ଷେପରେ ଆଜିର ତାଜା ଖବର - Wednesday, 26 October 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଡକ୍ଟର ଗୌରହରି ଦାସଙ୍କୁ ମିଳିଲା ସମ୍ମାନଜନକ ଶାରଳା ପୁରସ୍କାର

ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରତିବର୍ଷ ଶ୍ରେଷ୍ଠ ସାହିତ୍ୟ କୃତି ଲାଗି ମର୍ଯ୍ୟାଦାଜନକ ଶାରଳା ପୁରସ୍କାର ପ୍ରଦାନ କରାଯାଏ । More

ଖରସ୍ରୋତାରୁ ସିଧା ଆଳି ପ୍ୟାଲେସ୍‌: ବାଲି ଚୋରିରେ ମନ୍ତ୍ରୀ ପ୍ରତାପ ଦେବ !

ଖରସ୍ରୋତାର ଚୋରା ବାଲିରେ ନିର୍ମାଣ ହେଉଛି ଆଳି ପ୍ୟାଲେସର ନୂଆ ବିଲ୍ଡିଂ । More

ସମୟ ଆସିଲେ ସବୁ କହିବି: ଅର୍ଚ୍ଚନା

ଏଥର ଆଉ ଭିଡିଓ କନ୍‌ଫରେନ୍ସ ନୁହେଁ ବରଂ ଅର୍ଚ୍ଚନାକୁ ସିଧାସଳଖ ସମସ୍ତଙ୍କ ସାମ୍ନାରେ କୋର୍ଟରେ ହାଜର କରାଇଛି ପୋଲିସ୍ । More

ଏତେ ବଡ଼ ସହର, ପୁଣି ରାଜ୍ୟର ଚର୍ଚ୍ଚିତ ବିଧାୟକ ବି ଅଛନ୍ତି ! ତଥାପି ବସ୍‌ଷ୍ଟାଣ୍ଡ ଖଣ୍ଡେ ନାହିଁ

ଦିନେ ନୁହେଁ କି ଦୁଇଦିନ ନୁହେଁ ବରଂ ୭ ବର୍ଷ ହେଲା ଏମିତି ରାଜରାସ୍ତାରେ ଚାଲିଛି ବସ୍‌ଷ୍ଟାଣ୍ଡ । ଚାନ୍ଦବାଲିକୁ ଦୈନିକ ହଜାର ହଜାର ଲୋକ ବସ୍‌ରେ ଆସୁଥିବା ପରେ ବି ସ୍ଥାୟୀ ବସ୍‌ଷ୍ଟାଣ୍ଡଟିଏ ହୋଇପାରିଲା ନାହିଁ । More

ଧାମନଗର ଟଙ୍କା ବଣ୍ଟା: ଆଟାକିଂ ମୋଡ୍‌ରେ ବିଜେପି

ଏସ୍ଏଚଜିମାନେ ଟଙ୍କା ବାଣ୍ଟୁଥିବାର ଭିଡିଓ ଭାଇରାଲ୍ ହେବା ଓ ବିଜେଡି କର୍ମୀ ସମ୍ମିଳନୀରେ କୋଟିଏ ଟଙ୍କାର ଅଫର୍ ଦିଆଯିବା ଅଭିଯୋଗକୁ ଧରି ଇସିଆଇ ପାଖରେ ଫେରାଦ ହୋଇଛି ବିଜେପି । More

ଭାରତକୁ ଫେରିବ କି ପ୍ରସିଦ୍ଧ କୋହିନୂର ହୀରା ! ରିଷି ସୁନକ ବ୍ରିଟେନ ପ୍ରଧାନମନ୍ତ୍ରୀ ହେବା ପରେ ବଢ଼ିଲା ଆଶା

କୂଟନୈତିକ ଆଲୋଚନା ପାଇଁ ଦାବି କଲେ ଶ୍ରୀମନ୍ଦିର ସେବାୟତ । More

ହାଇସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା: ସତ୍ୟପାଠ ମାଗିଲେ ହାଇକୋର୍ଟ

ହାଇସିକ୍ୟୁଟି ନମ୍ବର ପ୍ଲେଟ ମାମଲାରେ ଆଜି ରାଜ୍ୟ ପରିବହନ ବିଭାଗକୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଲୋକଙ୍କୁ ସହଜରେ ନମ୍ବର ପ୍ଲେଟ ଯୋଗାଇ ଦେବା ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇଛି, ସେ ବାବଦରେ ବିସ୍ତୃତ ତଥ୍ୟ ସତ୍ୟପାଠ ଜରିଆରେ ଦାଖଲ କରିବାକୁ କୋର୍ଟ କହିଛନ୍ତି। More

କୋର୍ଟରେ ହାଜର ପରେ ଏମିତି ପ୍ରତିକ୍ରିୟା ରଖିଲେ ଅର୍ଚ୍ଚନା

ଆଉ କିଛି ଅଧିକ କହିବା ପୂର୍ବରୁ ପୋଲିସ ତାଙ୍କୁ ନେଇଗଲା । More

ରହସ୍ୟରେ ବୋହୂର ମୃତ୍ୟୁ: ଶାଶୂକୁ ବାନ୍ଧିଲା ପୋଲିସ୍‌, ସ୍ୱାମୀ ଓ ଶ୍ୱଶୁରଙ୍କ ମିଳୁନି ପତ୍ତା...

ସ୍ୱାମୀଙ୍କ ଭଡ଼ା ଘରେ ବୋହୂର ରହସ୍ୟଜନକ ମୃତ୍ୟୁ ମାମଲାରେ ଶାଶୂଙ୍କୁ ପୋଲିସ୍‌ ଗିରଫ କରିଛି। କିନ୍ତୁ ଏଯାଏ ସ୍ୱାମୀ ଏବଂ ଶ୍ୱଶୁର କେଉଁଠି, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।  More

ପୂର୍ବତନ ଏଜି ଅଶୋକ ମହାନ୍ତିଙ୍କୁ ହାଇକୋର୍ଟଙ୍କ ଝଟ୍‌କା

ଚିଟ୍‌ଫଣ୍ଡ ମାମଲାରୁ ବାଦ୍ ଦେବାକୁ ଅଶୋକଙ୍କ ଅପିଲ୍ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଆବେଦନ ଖାରଜ ସହ ସିବିଆଇ କୋର୍ଟକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।  More

ପାର୍ବଣରେ ମାତିଲେ ସାଇବର ଲୁଟେରା, ପୋଛି ନେଲେ ୫୦ ଲକ୍ଷ ଟଙ୍କା

ପାର୍ବଣ ପୂର୍ବରୁ ସାଇବର ଫ୍ରଡ୍‌ରୁ ବର୍ତ୍ତିବା ପାଇଁ ଭୁବନେଶ୍ୱର ଡିସିପି ପ୍ରତୀକ୍‌ ସିଂ ଭିଡିଓ ବାର୍ତ୍ତା ଜାରି କରିଥିଲେ। ହେଲେ ଏସବୁ ସତ୍ତ୍ୱେ ଲୋକମାନେ ସାଇବର ଠକଙ୍କ ପ୍ରଲୋଭନରେ ପଡ଼ି ଠକାମିର ଶିକାର ହୋଇଛନ୍ତି।  More

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଧଉଳିରେ ବଳି ପଡ଼ିଲା ଶହ ଶହ ଗଛ !

ଧଉଳିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପୂର୍ବରୁ ପୁଣି ବଳି ପଡିଛି ଶହ ଶହ ଗଛ। ବିରୋଧୀ କଂଗ୍ରେସ ଓ ବିଜେପି ଏଭଳି ଅଭିଯୋଗ ଆଣିଛନ୍ତି। ଶାନ୍ତି ସ୍ତୁପର ୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଥିବାବେଳେ ଏହା ପୂର୍ବରୁ ଗଛ କଟାକୁ ନେଇ ଏବେ ରାଜନୀତି ଜୋର ଧରିଛି। More

Today Panchang 26th Oct 2022 : କିଛି ବଡ଼ ନିଷ୍ପତ୍ତି ନେବା ପୂର୍ବରୁ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ

ସୌର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More

ପର୍ଯ୍ୟଟନ ସ୍ଥଳୀରେ ଟିକେଟ୍ ମହା ଘୋଟାଲା ! ହଠାତ୍ ପର୍ଯ୍ୟଟକଙ୍କ ଆଶାତୀତ ସଂଖ୍ୟା ବୃଦ୍ଧିରୁ ଖୋଲିଲା ଗୁମର

ବର୍ଷ ବର୍ଷ ଧରି କୋଟି କୋଟି ମାରୁଛନ୍ତି ଟିକେଟ୍ ରାକେଟ୍। କୋଣାର୍କ ସୂର୍ଯ୍ୟ ମନ୍ଦିରରେ ମାସକୁ ୫୦ ଲକ୍ଷ ଚଳୁ ଅଭିଯୋଗ। More

ନା ଭିଡିଓ ଗଲା ନା ଟେକ୍ସଟ୍‌ ମେସେଜ୍; ଅଚଳ ହୋଇଗଲା କୋଟି କୋଟି ୟୁଜରଙ୍କ ହାତ

ଧିମେଇଲା ହ୍ୱାଟ୍ସ ଆପ୍, ବଢିଲା ଟେନ୍‌ସନ । ମାତ୍ର କିଛି ସମୟ ସର୍ଭର ଡାଉନ୍‌କୁ ନେଇ ବିଶ୍ୱବ୍ୟାପି ହଲଚଲ । More

ବିବାହିତାଙ୍କ ରହସ୍ୟଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ପୋଲିସ ସଂଗୀତାଙ୍କ ମୋବାଇଲକୁ ଜବତ କରିବା ସହ ଏନେଇ ଖୋଳତାଡ଼ ଜାରି ରଖିଛି। More

ଧାମନଗରରେ କାଦୁଅ ଫିଙ୍ଗା ରାଜନୀତି; ଭୋଟ୍ ଫର୍ ନୋଟ୍ ଅଭିଯୋଗକୁ ନେଇ ମୁହାିଁମୁହିଁ ବିଜେପି-ବିଜେଡି

ଧାମନଗର ଉପନିର୍ବାଚନ ପାଇଁ ପ୍ରଚାର ଯେତିକି ଜମୁଛି, ପରସ୍ପର ଉପରକୁ କାଦୁଅ ଫିଙ୍ଗା ରାଜନୀତି ସେତିକି ବଢୁଛି । More

ମହାକାଶରେ ସରିଲା ଛାଇ ଆଲୁଅର ଖେଳ

ଆକାଶରେ ମହାଜାଗତିକ ଦୃଶ୍ୟ । ଚଳିତ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟୋପରାଗ । ଗୋଟିଏ ସରଳରେଖାରେ ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ । ଚନ୍ଦ୍ରର ଛାଇ ପୃଥିବୀର ଯେଉଁ ସବୁ ଅଞ୍ଚଳରେ ପଡ଼ିଛି, ସେଠାରେ ଦୃଶ୍ୟମାନ ହୋଇଛି ସୂର୍ଯ୍ୟୋପରାଗ । More