ସଂକ୍ଷେପରେ ଆଜିର ତାଜା ଖବର - Thursday, 10 November 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ହୃଷିକେଶ ଭୋଇ ହେବେ ଧନୁଯାତ୍ରାର କଂସ ମହାରାଜ

କଂସ ଚରିତ୍ରରେ ଅଭିନୟ ଲାଗି ୪୨ କଳାକାର ସାକ୍ଷାତକାର ଦେଇଥିଲେ। More

ଶ୍ରୀଜିଉଙ୍କ ଦର୍ଶନ କରି କୃତ୍ୟକୃତ୍ୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରଥମଥର ପାଇଁ ବଡ଼ ଦାଣ୍ଡରେ ଜଣେ ରାଷ୍ଟ୍ରପତି ଏତେ ଲମ୍ବା ସମୟ ଧରି, ପ୍ରାୟ ଦୁଇ କିଲୋମିଟର ଲମ୍ବା ବାଟ ଚାଲୁଥିଲେ... ତ ଟିଭି ପରଦାରେ ଏ ଅଭୂତପୂର୍ବ ଦୃଶ୍ୟକୁ ଉତ୍ସୁକତାର ସହ ଦେଖୁଥିଲା ଦେଶ More

‘ନିଜ ମାଟି ଓଡ଼ିଶାକୁ ଆସି ମୁଁ ଆଜି ଆନନ୍ଦିତ ’

ନାଗରିକ ସଂବର୍ଦ୍ଧନା ଗ୍ରହଣ ଅବସରରେ ରାଷ୍ଟ୍ରପତିଙ୍କ ଅଭିଭାଷଣ More

ଲେଡି ବ୍ଲାକ୍‌ ମେଲର୍‌ ଅର୍ଚ୍ଚନା ନାଗଙ୍କ ଘରେ ED ରେଡ୍‌

ହନିଟ୍ରାପ୍ କ୍ୱିନ୍‌ ତଥା ଲେଡି ବ୍ଲାକ୍‌ ମେଲର୍‌ ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) ଟିମ୍‌ ଚଢ଼ଉ କରିଛି। ଅର୍ଚ୍ଚନାଙ୍କ ବିଜନେସ୍ ପାର୍ଟନର ଖଗେଶ୍ୱରଙ୍କ ବାଲିପାଟଣା ଘରେ ମଧ୍ୟ ଚଢ଼ାଉ ହୋଇଛି। More

ଜଗା ପାଇଁ ଭାବବିହ୍ୱଳ ମହାମହିମ, ଚାଲିଚାଲି ଗଲେ ଶ୍ରୀମନ୍ଦିର; ଦେଖନ୍ତୁ ଭିଡିଓ

ସିଂହଦ୍ୱାରର ବହୁ ପୂର୍ବରୁ କାରକେଡ୍ ରଖି ବଡ଼ଦାଣ୍ଡରେ ଚାଲିଲେ ଓ ମହାପ୍ରଭୁଙ୍କ ଉଦେଶ୍ୟରେ ହାତ ଟେକିଲେ । More

ରାନୀ ପଣ୍ଡାଙ୍କ ଉଦାରତା, କଥା ଦେଲେ ଝିଅ ବାହାଘରରେ କରିବେ ସହାଯ୍ୟ

ଗୋଟିଏ କି ଯୋଡ଼ିଏ ନୁହେଁ ଏକାଥରକେ ୫୦ ହଜାର ଟଙ୍କାର ସହଯୋଗ କରିଛନ୍ତି ରାନୀ ।ଆଉ ଲୋକଙ୍କଠାରୁ ଖୁବ୍‌ ପ୍ରଶଂସା ସାଉଁଟିଛନ୍ତି । More

ପଦ୍ମପୁର ଉପନିର୍ବାଚନ: ୫ରେ ଭୋଟ୍‌, ୮ରେ ଗଣତି

ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି। ନଭେମ୍ବର ୧୭ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। More

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ମୁର୍ମୁ । More

ପ୍ରଥମେ ପ୍ରେମ, ପରେ ଶାରୀରିକ ସମ୍ପର୍କ...ଶେଷରେ ମର୍ଡର କରି ଧାନ ବିଲରେ ପୋତିଦେଲେ

ଧାନ ବିଲରୁ ନାବାଳିକାର କଙ୍କାଳ ଉଦ୍ଧାର ଘଟଣାରେ ଚାଞ୍ଚଲ୍ୟକର ଖୁଲାସା ହୋଇଛି। ନାବାଳିକାକୁ ହତ୍ୟା କରାଯାଇଥିବା ବେଳେ ହତ୍ୟାକାଣ୍ଡ ପଛରେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ ଥିବା ଜଣାପଡ଼ିଛି।  More

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କ ଆଶିଷ ନେବେ ରାଷ୍ଟ୍ରପତି।  More

୧୨ରୁ ବଢ଼ିବ ଶୀତ; କୋରାପୁଟ ଓ କନ୍ଧମାଳରେ ସର୍ବାଧିକ ଥଣ୍ତା

ଭୁବନେଶ୍ୱର, କଟକ ସମେତ ଉପକୂଳ ଏବଂ ଅଭ୍ୟନ୍ତରୀଣ ଜିଲ୍ଲାରେ ଥଣ୍ତାର ପରିମାଣ ବଢ଼ିଛି ।  More

ଆସୁଛନ୍ତି ମହାମହିମ; ଅଧାରୁ ସ୍କୁଲ ଛୁଟି, ଚାରିଆଡ଼େ ପୋଲିସ ଛାଉଣି

କାଲି ଦିନ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବ ।  ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ଚପର୍‌ରେ ସିଧାସଳଖ ପୁରୀ ଯିବେ ରାଷ୍ଟ୍ରପତି । More

ଗାଁ ଲୋକଙ୍କୁ ଆଲୁଅ ଦେଲେ, ହେଲେ ନିଜେ ଅନ୍ଧାରକୁ ଚାଲିଗଲେ

ବାପା ଦିବ୍ୟାଙ୍କ ହେବା ପରେ ଦିବ୍ୟାଙ୍କ ପୁଅର ଚିକିତ୍ସା କେମିତି ହେବ ? ପଢୁଆ ପୁଅ କେମିତି ପାଠ ପଢିବ ସେଇ ଚିନ୍ତାରେ ପୂରା ପରିବାର । More

କିଡନୀ ରୋଗୀଙ୍କୁ ଔଷଧ ନୁହେଁ, ବିଷ ଦେଉଛନ୍ତି ସରକାର!

ଔଷଧ ନିମ୍ନମାନର ବୋଲି ସରକାର ପୂର୍ବରୁ ସ୍ୱୀକାର କରିଥିଲେ ମଧ୍ୟ ରୋଗୀଙ୍କ ଜୀବନ ସହ କାହିଁକି ଖେଳୁଛନ୍ତି । ତାହା ବି ବୁଝାପଡୁନି । କଂପାନୀଠାରୁ ମୋଟା ଅଙ୍କର କିକ୍‌ବ୍ୟାକ୍ ଖାଇ ସରକାରୀ ଅଧିକାରୀ ରୋଗୀଙ୍କୁ ମୃତ୍ୟୁ ମୁହଁକୁ ଠେଲି ଦେଉନାହାନ୍ତି ତ ? More

ଆଶ୍ଚର୍ଯ୍ୟ ! ନିଶା ଖାଇ ନିଘୋଡ଼ ନିଦରେ ଶୋଇଛନ୍ତି ୨୨ ଟିକିଆ ହାତୀ ପଲ.. ଦେଖନ୍ତୁ ଭିଡିଓ

କିଏ କହୁଛି ଜଙ୍ଗଲରେ ମଦ ପ୍ରସ୍ତୁତ ପାଇଁ ଥିବା ପୋଚ ଖାଇ ନିଶାରେ ଶୋଇ ପଡ଼ିଛନ୍ତି ତ ପୁଣି କିଏ କହୁଛନ୍ତି, ନିଶା ଫିଶା ମିଛ କଥା, ବିଶ୍ରାମ ନେଇଛନ୍ତି ହାତୀ । More

ହୋତା ସାର୍‌ଙ୍କ ୬୦ ବର୍ଷର ଲାଇବ୍ରେରୀ; ଯେଉଁ ବହି ଖୋଜିବ, ସବୁ ମିଳିବ

ଚର୍ଚ୍ଚାରେ ହୋତା ସାରଙ୍କ ସଂଗ୍ରହାଳୟ। ବର୍ଷେ କି ଦୁଇବର୍ଷ ନୁହେଁ ବରଂ ୬୦ ବର୍ଷ ହେଲାଣି ବହି, ପେପର୍ ଏବଂ ପୋଥିକୁ ସାଇତି ରଖୁଛନ୍ତି ସାର୍। ଦୁଇ ମହଲା ଘରେ ଯୁଆଡେ ଦେଖିବ ଖାଲି ବହି ଆଉ ବହି..ତଥ୍ୟ ପାଇଁ ଦୁଆରେ ଲାଗିଲାଣି ଲମ୍ବା ଲାଇନ୍ More