• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 12 November 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 2 years ago

ପଦ୍ମପୁର ଉପନିର୍ବାଚନ: ଛିଡୁନି ବିଜେଡି ଅଙ୍କ, କିଏ ହେବ ପ୍ରାର୍ଥୀ

ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିନଥିଲେ ମଧ୍ୟ ଏବେଠାରୁ ମାଳ ମାଳ ମନ୍ତ୍ରୀ ଓ ବିଧାୟକ ପଦ୍ମପୁରରେ ଡେରା ପକାଇଲେଣି। More
  • Pramod Behera
  • 2 years ago

ବାଲିଯାତ୍ରାରେ ନିଆରା ଖାଦ୍ୟ; ଖାଇଲେ ପାଟି କାନରୁ ବାହାରୁଛି ଧୂଆଁ

ଏ ବର୍ଷ ବାଲିଯାତ୍ରାରେ ତଳ ଓ ଉପର ପଡିଆକୁ ମିଶାଇ ପ୍ରାୟ ୬ ଶହରୁ ଅଧିକ ଫୁଡ୍ ଷ୍ଟଲ୍ ଖୋଲିଥିବା ବେଳେ, ସେଠି ମିଳୁଛି ଆମିଷ ନିରାମିଷର ଭଳି କି ଭଳି ଖାଦ୍ୟ। ଆସିଛି ଏମିତି ଖାଦ୍ୟ, ଖାଇଲେ ପାଟି କାନରୁ ବାହାରୁଛି ଧୂଆଁ। More
  • Pramod Behera
  • 2 years ago

ହାଇସ୍କୁଲ ଯିବା ପୂର୍ବରୁ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପିଲାଙ୍କର ହେବ ଦକ୍ଷତା ଯାଞ୍ଚ

ହାଇସ୍କୁଲ ଯିବା ପୂର୍ବରୁ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କର ହେବ ଦକ୍ଷତା ଯାଞ୍ଚ। ଏହା ସହିତ କରୋନା କ୍ଷତିପୂରଣ ବାବଦକୁ ଦିଆଯାଇଥିବା ଲର୍ଣ୍ଣିଂ ରିକଭରି ପ୍ରୋଗ୍ରାମ କେତେ ସଫଳ ହୋଇଛି, ତାହା ଜାଣିବାକୁ ହେବ ସ୍ୱତନ୍ତ୍ର ପରୀକ୍ଷା। More
  • Chandan Shishu
  • 2 years ago

'ସର୍ବସାଧାରଣରେ କ୍ଷମା ମାଗନ୍ତୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ'

ଓଡ଼ିଆଙ୍କ ଗର୍ବ ତଥା ଦେଶର ପ୍ରଥମ ନାଗରିକ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅପମାନ ସୂଚକ ମନ୍ତବ୍ୟକୁ ନେଇ ଓଡ଼ିଶାରେ ବି ତୀବ୍ର ପ୍ରତିକ୍ରିୟା। More
  • Chandan Shishu
  • 2 years ago

ହେତୁବାଦୀଙ୍କ ନାଁରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ହେତୁବାଦୀ କହିଛନ୍ତି, ଯେଉଁମାନେ ଅନ୍ଧବିଶ୍ୱାସକୁ ଜାବୁଡି ଧରିଛନ୍ତି ସେମାନଙ୍କ ବିରୋଧରେ ହେଉ କାର୍ଯ୍ୟାନୁଷ୍ଠାନ। More
  • Chandan Shishu
  • 2 years ago

ପଦ୍ମପୁର ଉପନିର୍ବାଚନ: ସତ୍ୟଭୂଷଣ ସାହୁ କଂଗ୍ରେସ ପ୍ରାର୍ଥୀ

AICC ପକ୍ଷରୁ ପ୍ରେସ ରିଲିଜ ଯୋଗେ ପ୍ରାର୍ଥୀ ଘୋଷଣା କରାଯାଇଛି। More
  • Prangyan Parimita
  • 2 years ago

ଠକିଦେଲା ଯୋଗାଣକାରୀ ସଂସ୍ଥା ! ଅଙ୍ଗନବାଡି କେନ୍ଦ୍ରକୁ ଗ୍ୟାସ୍ ଚୁଲା ଯୋଗାଣରେ ଅନିୟମିତତା

୨୦୦ ଅଙ୍ଗନବାଡି କେନ୍ଦ୍ରକୁ ଦିଆଯାଇଥିବା ଗ୍ୟାସ୍ ଯୋଗାଣରେ ଟଙ୍କା ହେରଫେର ହୋଇଥିବା ଅଭିଯୋଗ ଆଣିଛନ୍ତି ଅଙ୍ଗନବାଡି କର୍ମୀ More
  • Manoranjan Behera
  • 2 years ago

ପଦ୍ମପୁରର ଉପନିର୍ବାଚନ: ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ

ଧାମନଗରରେ ଗଡ଼ବଜାୟ ରଖିବା ପରେ ପଦ୍ମପୁରରେ ସିଟ୍ ହାତେଇବାକୁ ବିଜେପି ପ୍ରୟାସ କରୁଛି । ପ୍ରଦୀପ ପୁରୋହିତ ପଦ୍ମପୁରର ଉପନିର୍ବାଚନ ପାଇଁ ବିଜେପି ଟିକେଟ୍‌ରୁ ଲଢ଼ିବେ । More
  • Manoranjan Behera
  • 2 years ago

ବଢ଼ିବ ଶୀତ; ପାରଦ ୩ରୁ ୪ ଡିଗ୍ରୀ ଯାଏଁ ତଳକୁ ଖସିବ

ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ। ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା। More
  • Rajalaxmi Sahoo
  • 2 years ago

ଦେଢ଼ ଲକ୍ଷ ଟଙ୍କା ପାଇଁ ନବବଧୂର ଜୀବନ ନେଇଗଲେ ଶାଶୁ ଘର ଲୋକେ !

ଏତେ ଆଇନ୍‌ ଓ ସଚେତନତା ପରେ ବି ଯୌତୁକ ଲୋଭି ମଣିଷ ସୁଧୁରିବାର ନାଁ ଧରୁନି। ସାମାନ୍ୟ କିଛି ଯୌତୁକ ପାଇଁ ନୀରିହ ଜୀବନ ଚାଲି ଯାଉଛି ।  More
  • Chandan Shishu
  • 2 years ago

ବିଦେଶରେ ଦେଖାଗଲା ଓଡ଼ିଆ ସଂସ୍କୃତି: ଶୁଭିଲା ଆ, କା, ମା, ଵୈ...

ଉତ୍ସବର ବିଶେଷ ଆକର୍ଷଣ ଭାବେ ଓସକାନର ସଦସ୍ୟ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। More
  • Chandan Shishu
  • 2 years ago

କଂଗ୍ରେସ ପାଇଁ ପ୍ରାର୍ଥୀ ବାଛୁଛି ଶାସକ ଦଳ: ପ୍ରଦୀପ ପୁରୋହିତ

ବିଜେପିର ଅଭିଯୋଗ- କଂଗ୍ରେସର ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ତୃତୀୟ ମହଲାକୁ ଡାକି କଥା ହୋଇଛି ଶାସକ ଦଳ। More
  • Manoranjan Behera
  • 2 years ago

ଇଡି ପରେ ଏବେ ଏସ୍‌ଆଇଟି; ଖୋଲିବ କି ଅର୍ଚ୍ଚନା ସହ ପାୱାର କରିଡର୍ ଲିଙ୍କର ମହାଗୁମର ? 

ବ୍ଲାକମେଲିଂରୁ ବ୍ଲାକମନି ଅର୍ଜନର ମୂଳ କାଢ଼ିବାକୁ ଝାଳ ବୁହାଉଥିବା ଇଡ଼ି ଅଧିକାରୀ ହାତେଇବାରେ ଲାଗିଛନ୍ତି ଅର୍ଚ୍ଚନା ନାଗର ଧନ ଅର୍ଜନର କଳାଚିଠା । More
  • Manoranjan Behera
  • 2 years ago

ସ୍କୁଲ ବେଳର ସାଙ୍ଗଙ୍କୁ ଭେଟି ସୁଖଦୁଃଖ ହେଲେ ମହାମହିମ, କହିଲେ ଚୁନି କାହିଁ ?

ସକାଳ ପ୍ରାୟ ୯ଟା ୩୦ରେ, ନିଜ ବିଦ୍ୟାଳୟ ଭିତରକୁ ରାଷ୍ଟ୍ରପତିଙ୍କ କାରକେଡ୍ ପଶିବା ଆଗରୁ ସାଜ ସଜ୍ଜାରେ ହସୁଥିଲା, ଗର୍ବରେ ଫାଟି ପଡୁଥିଲା ପରିସର । ବିଦ୍ୟାଳୟକୁ ପଶୁ ପଶୁ ଆଗ ସ୍କୁଲ ଛାତ୍ରୀଙ୍କ ହାତରେ ବାଲୁକା କଳାରେ ନିର୍ମିତ ନିଜ ପ୍ରତିକୃତିକୁ ଦେଖି ବିଭୋର ହୋଇଥିଲେ ରାଷ୍ଟ୍ରପତି । More
  • Dilip Sabat
  • 2 years ago

ଧାମନଗର ଉପନିର୍ବାଚନରୁ ଓଡିଶା ରାଜନୀତି ପାଇଁ ବାର୍ତ୍ତା

ଧାମନଗର ସମେତ ଦେଶର ୭ ଆସନର ଫଳାଫଳକୁ ଦେଖିଲେ ବିଜେପି ବେଶ ଭଲ ପ୍ରଦର୍ଶନ କରିଛି। ବିଜେଡି ସମେତ ଅନ୍ୟ ଆଞ୍ଚଳିକ ଦଳର ପ୍ରଦର୍ଶନ ସେଭଳି ଖରାପ ନଥିଲେ ବି କଂଗ୍ରେସ କ୍ଷତି ସହିଛି। ଆଗକୁ ୫ ଉପନିର୍ବାଚନ ଏବଂ ସାଧାରଣ ନିର୍ବାଚନ ଆସୁଥିବା ବେଳେ ଦଳଗୁଡିକ ସମୀକ୍ଷା କରିବା ସହିତ ଗଠନମୂଳକ ରଣକୌଶଳ ଆପଣାଇବାର ଆବଶ୍ୟକତା ନାହିଁ କି? More