ସଂକ୍ଷେପରେ ଆଜିର ତାଜା ଖବର - Saturday, 26 November 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

କାହା ଅନୁକମ୍ପାରେ ନାଗ ସାମ୍ରାଜ୍ୟ ? ବଡ଼ବଡ଼ିଆଙ୍କ ଗୁମର ଖୋଲିବାକୁ ଦିଲ୍ଲୀରେ ହେବ ଚୂଡ଼ାନ୍ତ ପ୍ଲାନ୍

କେଉଁଠୁ ଏତେ ପରିମାଣର ଟଙ୍କା ପାଇଥିଲେ ନାଗ-ଚାନ୍ଦ ? More

ସାମ୍ବାଦିକଙ୍କ ପାଇଁ ସ୍ୱାଭାବିକ ହୋଇନି କରୋନା କଟକଣା

ଆଜି ଆଉ ନାହିଁ କରୋନା କଟକଣା। ସବୁକିଛି ହୋଇଗଲାଣି ସ୍ୱାଭାବିକ। ହେଲେ ସରକାର କରୋନା ସମୟରେ ସାମ୍ବାଦିକମାନଙ୍କ ଲାଗି ଯେଉଁସବୁ କଟକଣା ଲଗାଇଥିଲେ ସେଥିରେ ସ୍ୱାଭାବିକ ସ୍ଥିତି ନ ଆସିବା ଭଳି ମନେ ହୁଏ। କାହିଁକି ଏମିତି ମନୋଭାବ? More

କାନ୍ଧରେ ରୋଗୀ, ଷ୍ଟ୍ରେଚରରେ ଯାଉଛି ଗ୍ୟାସ ସିଲିଣ୍ଡର

ରାଜ୍ୟର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ଏଭଳି ଅବ୍ୟବସ୍ଥା ପାଇଁ ଦାୟୀ କିଏ? More

'ଓଡ଼ିଶାର ବିକାଶ ପାଇଁ ବି ଦରକାର ଡବଲ ଇଂଜିନ ସରକାର'

ମଞ୍ଚ ଉପରୁ ରାଜ୍ୟ ସରକାରଙ୍କୁ ସିଧାସଳଖ ଟାର୍ଗେଟ୍ କରିଥିଲେ ବୈଜୟନ୍ତ। More

'ଜଗନ୍ନାଥ ଏକ୍ସପ୍ରେସ୍‌ରୁ ଦେଶ ଜାଣିବ ମହାପ୍ରଭୁଙ୍କ ଗାଥା'

ଓଡ଼ିଶାରେ ରେଲେଓ୍ୱ କ୍ଷେତ୍ରର ବିକାଶ ଲାଗି ବ୍ୟୟବରାଦ ୧୦ ଗୁଣା ହୋଇଛି। More

ଓଡିଶାରେ ସରକାରୀ ଚାକିରି; ପୂରଣ ହେବ ୧୨୨୫ଟି ପଦବୀ

OSSC ଗ୍ରୁପ୍ ବି ଷ୍ଟେଟ୍ କ୍ୟାଡର ଅଧୀନରେ ଜୁନିୟର ଇଞ୍ଜିନିୟର ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ସମୁଦାୟ ୧୨୨୫ଟି ପଦବୀ ପୂରଣ ହେବ। More

ସରକାରୀ ମ୍ୟାଡମଙ୍କ ହାକିମାତି: ଲାଞ୍ଚ ଦିଅ, ଛତୁଆ ବିଲ୍‌ ନିଅ

ଦୁର୍ନୀତି ରୋକିବାକୁ ରାଜ୍ୟରେ 5T କାମ କରୁଛି। ହେଲେ କଣ ଏମିତି ? More

ଜିନିଷ ପାଇଁ ଷ୍ଟ୍ରେଚର୍‌ ଅଛି, କିନ୍ତୁ କାନ୍ଧରେ ବୁହା ହେଉଛନ୍ତି ରୋଗୀ

କଟକ ଏସସିବିରେ ଏଭଳି ବିକଳ ଚିତ୍ର ଦେଖିବା ପାଇଁ ମିଳିଛି More

ଶଗଡ଼ ପାଇଁ ୨୦ ବର୍ଷ ହେଲା ବିଛଣାରେ ଗୋବିନ୍ଦ

ସତରେ ଭଗବାନଙ୍କ ଭାରି ବିଚିତ୍ର ଲୀଳା । ଅଳ୍ପ ସୁଖ ସହ ଭରି ଦିଅନ୍ତି କୋଟିଏ ଦୁଃଖ । ଯାହା ଲୁହ ହୋଇ ବୋହିଗଲେ ବି ହୃଦୟର ଅସହ୍ୟ ବେଦନାକୁ ସହ୍ୟ କରିପାରେନାହିଁ । ଯେଉଁ ବୟସରେ ପୁଅର ସେବା ପାଇଥାଆନ୍ତେ ବାପା-ମାଆ, ସେହି ବୟସରେ ଏମିତି ପୁଅର କରୁଛନ୍ତି ସେବା । More

‘ଧାମନଗରରେ ପରିବତ୍ତର୍ନ ହୋଇଛି, ପଦ୍ମପୁରରେ ପରିବର୍ତ୍ତନ ହେବ’

ଧାମନଗରରେ ହାରିବା ପରେ ବିଜେଡି ଘାବରେଇ ହିଂସାକାଣ୍ଡ ଆରମ୍ଭ କଲାଣି More

‘ପ୍ରୋଗାମ ପାଇଁ ରାନୀ ପଣ୍ଡାଙ୍କ ଗାଡ଼ି ବହୁତ ସ୍ପିଡ୍‌ ଥିଲା, ମୋ ପୁତୁରାକୁ ଧକ୍କା ଦେଲା’

କୌଣସି ଏକ ସ୍ଥାନରେ ରାନୀ ପଣ୍ଡାଙ୍କ ପ୍ରୋଗ୍ରାମ ଥିଲା। କାଳେ ପ୍ରୋଗ୍ରାମ ବିଳମ୍ବ ହୋଇଯିବ, ତେଣୁ ତାଙ୍କ କାର୍ ବହୁତ ସ୍ପିଡ୍‌ରେ ଆସୁଥିଲା। ମୋ ପୁତୁରା ହାଇୱା ଡ୍ରାଇଭର। More

ରଥଯାତ୍ରା ପୂର୍ବରୁ ଆରମ୍ଭ ହେବ ଜଗନ୍ନାଥ ଏକ୍ସପ୍ରେସ ! ଓଡ଼ିଶାକୁ ଖୁବ୍ ଶୀଘ୍ର ‘ବନ୍ଦେ ଭାରତ ଏକ୍ସପ୍ରେସ’

ସୂଚନା ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ More

ସାମ୍ସ ୱେବସାଇଟରେ ଅବ୍ୟବସ୍ଥା : ବିଳମ୍ବ ହେଉଛି ପିଜି ନାମଲେଖା, ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତକୁ ଚିନ୍ତା

ସ୍ପଟ୍ ଆଡମିଶନରେ ସ୍ଲାଇଡିଂ ବ୍ୟବସ୍ଥା ଯୋଗୁ ପୂରଣ ହୋଇପାରୁନି କଲେଜ ଓ ୟୁନିଭର୍ସିଟିର ପିଜି ସିଟ୍ ।  ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଉଭୟ ଛାତ୍ରଛାତ୍ରୀ ଓ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ।  More

ମହଙ୍ଗା ପଡ଼ିଲା ରାଗିଂ: ୮୨ ଛାତ୍ରଙ୍କୁ ୮୨ ହଜାର ଟଙ୍କା ଫାଇନ୍‌, ଲାଇବ୍ରେରୀରୁ ମିଳିବନି ବହି

ରାଗିଂ ଅଭିଯୋଗରେ ୮୨ ଜଣ ଛାତ୍ରଙ୍କୁ ୮୨ ହଜାର ଟଙ୍କା ଫାଇନ୍‌ କରାଯାଇଛି।  ଅଭିଯୋଗ ଅନୁସାରେ, ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ତୃତୀୟ ବର୍ଷର ଛାତ୍ର ରାଗିଂ କରିଥିଲେ।  More

Today Panchang 26th Nov 2022: ଶୁଭ ମୁହୂର୍ତ୍ତ ଦେଖି ଘରୁ ବାହାରନ୍ତୁ, ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ More

ଭସାଣି ଉତ୍ସବରେ ଭୟଙ୍କର ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ବାଣୁଆ

କେନ୍ଦ୍ରାପଡ଼ା ଜିଲ୍ଲା ବାଲିଆ ବଜାରରେ ବାଣ ବିସ୍ଫୋରଣ ଘଟଣାରେ ଜଣେ ବାଣୁଆଙ୍କ ମୃତ୍ୟୁ ହୋଇଛି । ବୁଧବାର ସନ୍ଧ୍ୟାରେ କେନ୍ଦ୍ରାପଡ଼ାର ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣି ଉତ୍ସବ ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା। More

ରାନୀ ପଣ୍ଡାଙ୍କ କାର୍‌ ଧକ୍କାରେ ଯୁବକ ମୃତ, ଥାନାରେ ଅଭିନେତ୍ରୀ ଅଟକ

ଯାତ୍ରା ଅଭିନେତ୍ରୀ ରାନୀ ପଣ୍ଡା ବସିଥିବା କାର୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଏକ ବାଇକ୍ ସହ ତାଙ୍କ କାର୍ ଧକ୍କା ହୋଇଥିଲା। ଏଥିରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। More

ବାଇକ୍ ଚାଳକଙ୍କୁ ପିଟିଲା ରାନୀ ପଣ୍ଡାଙ୍କ କାର୍, ଘଟଣାସ୍ଥଳରେ ଉତ୍ତେଜନା

ଦୁର୍ଘଟଣାରେ କାର୍‌ର ସାମ୍ନା ପଟ କ୍ଷତିଗ୍ରସ୍ତ ହୋଇଛି। More

ମ୍ୟାଚ୍ ଚାଲୁଥିଲା ବେଳେ ବନ୍ଦ ହୋଇଗଲା ଫ୍ଲଡ୍‌ ଲାଇଟ୍‌

କେଉଁ କାରଣରୁ ହଠାତ୍ ଫ୍ୟୁଜ୍ ହେଉଛି ଫ୍ଲଡ୍ ଲାଇଟ୍ ? More

ଆନ୍ଦୋଳନ କରିବାକୁ ଆସିଥିଲେ, ଲାଗିଗଲା ବାଇଡଙ୍କ ! କୁଣ୍ଡେଇ କୁଣ୍ଡେଇ ଅଣାୟତ୍ତ, ଦେଖନ୍ତୁ ଭିଡିଓ..

ଆନ୍ଦୋଳନସ୍ଥଳରେ ପହଞ୍ଚିବାର କିଛି ସମୟ ପରେ ହିଁ ଆନ୍ଦୋଳନକାରୀଙ୍କ ହାତ ଗୋଡ଼ ସହ ସର୍ବାଙ୍ଗ କୁଣ୍ଡାଇ ହୋଇଥିଲା More

ପଦ୍ମପୁର ଉପନିର୍ବାଚନ: ବିରୋଧୀଙ୍କ ଗାଡ଼ିକୁ ଟ୍ରାକିଂ କରୁଛି କି ପୋଲିସ ? କାହିଁକି ଏତେ ତନାଘନା ?

ପୋଲିସ ଡ୍ରାଇଭରଙ୍କ ନମ୍ବର ରଖୁଥିବା ବିରୋଧୀଙ୍କ ଅଭିଯୋଗ । ପ୍ରତିପକ୍ଷଙ୍କ ଗତିବିଧି ଜାଣିବାକୁ ଶାସକ ଦଳର ଚାଲ୍ ଅଭିଯୋଗ । More

ନାଗ ସାମ୍ରାଜ୍ୟର ରହସ୍ୟ ଭେଦିବାକୁ EDର ଗ୍ରାଉଣ୍ଡୱାର୍କ, ଅର୍ଚ୍ଚନା-ଜଗବନ୍ଧୁ ହେବେ ଜେରା

ଦ୍ୱିତୀୟ ଦିନ ପାଇଁ ଶ୍ରଦ୍ଧାଞ୍ଜଳିଙ୍କୁ ଜେରା କଲା ED । ଡ୍ରାଇଭର ଚନ୍ଦନ ମୁହଁରୁ ED ଆଦାୟ କଲା ଅର୍ଚ୍ଚନାର ହିଷ୍ଟ୍ରି । More