ସଂକ୍ଷେପରେ ଆଜିର ତାଜା ଖବର - Monday, 05 December 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ରାଧାକୃଷ୍ଣଙ୍କ ନିକଟରେ ଲାଗି ହେଲା ୮୨୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ

ଦ୍ୱାଦଶୀରେ ରାଧା, କୃଷ୍ଣଙ୍କ ଦର୍ଶନ କରିବା ସହ ବ୍ୟଞ୍ଜନ ସେବନ କରି ପରମ ତୃପ୍ତି ଲାଭ କରିଛନ୍ତି ଶ୍ରଦ୍ଧାଳୁ । More

ବାହା ବାହାରେ ବ୍ୟବସ୍ଥା ! ୬ ଟଙ୍କା ଘୋଡ଼ାକୁ ନଅ ଟଙ୍କାର ଦାନା.. ୧୫ କିମି ଦୁରରେ ମିଳୁଛି ଚାଉଳ

ସରକାର ସାହାପୁର ପଞ୍ଚାୟତକୁ ଯୋଗାଉଥିବା ରାସନ ସାମଗ୍ରୀ ସାହାପୁର ପଞ୍ଚାୟତ ବଦଳରେ ହରସିଂହପୁର ପଞ୍ଚାୟତରେ ଦେଉଛନ୍ତି । More

ଦୁର୍ନୀତିର ଚରମ ସୀମା ! ତିନି ମାସ ହେଲା ରାସନ ନାହିଁ, ଖାତାରେ ନିଆଯାଇଛି ଦସ୍ତଖତ

ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଖାଉଟିମାନେ ଚାଉଳ ନପାଇଥିବା ବେଳେ ରିଟେଲର ସେମାନଙ୍କ ଦସ୍ତଖତ କିନ୍ତୁ ଖାତାରେ କରାଇଛନ୍ତି । ଯାହାକୁ ନେଇ ଚରମସୀମାରେ ପହଞ୍ଚିଛି ଅସନ୍ତୋଷ । More

ବିଧାୟକ ବାଛିଲା ପଦ୍ମପୁର; ଆଦର୍ଶରୁ ପିଙ୍କ୍ ବୁଥ, ସବୁଠି ଭୋଟରଙ୍କ ଲମ୍ବା ଲାଇନ୍

ଘର ପାଖ କେନ୍ଦ୍ରରେ ଭୋଟ୍ ଦେଲେ ୩ ପ୍ରମୁଖ ଦଳର ପ୍ରାର୍ଥୀ । ସନ୍ଧ୍ୟା ୬ଟା ସୁଦ୍ଧା ରେକର୍ଡ ୮୦%ରୁ ଅଧିକ ମତଦାନ । More

ରାଗ ଗରଗର ଅର୍ଚ୍ଚନା, ‘କହିବାକୁ ସୁଯୋଗ ଦେଉନି ପୋଲିସ.. ବନ୍ଦ କରିଦେଉଛି ମୁହଁ’

କୋର୍ଟ ହାଜିରା ବେଳେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନାର ବିଷୋଦ୍‌ଗାର । କୁଆଡ଼େ ଗଲେ ସୋ କଲ୍ଡ଼ ଭିକ୍ଟିମ୍ ବୋଲି ପଚାରିଥିଲା ଅର୍ଚ୍ଚନା । More

ବଙ୍ଗୋପସାଗରରେ ପିଛା ଛାଡୁନି ପ୍ରକୃତି କୋପ ! ପୁରୀଠୁ ୪୨୧ କିମି ଦୂରରେ ବାତ୍ୟା

ବାତ୍ୟା ପାଇଁ ବଳ ଗୋଟାଉଛି ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ । ଓଡ଼ିଶାକୁ ବାତ୍ୟାର ନାହିଁ ସିଧା ପ୍ରଭାବ: ପାଣିପାଗ ବିଭାଗ । More

PNB ମ୍ୟାନେଜର୍ ମୃତ୍ୟୁ ମାମଲା; ନ୍ୟୁଡକଲ୍-ବ୍ଲାକମେଲିଂରୁ ଆତ୍ମହତ୍ୟା, ୪ ମାସ ପରେ ହଟିଲା ପରଦା

ରାଜସ୍ଥାନରୁ ଗିରଫ ହେଲେ ଦୁଇ ଜଣ ଅଭିଯୁକ୍ତ । ଆତ୍ମହତ୍ୟା କରିଥିଲେ ମ୍ୟାନେଜର୍ ଦିବ୍ୟରଞ୍ଜନ । More

ଅର୍ଚ୍ଚନାଙ୍କଠାରୁ ED ବାହାର କରିବ ସତ, ମିଳିଲା ୭ ଦିନିଆ ରିମାଣ୍ଡ ଅନୁମତି

୧୫ ଦିନ ରିମାଣ୍ଡରେ ନେବା ପାଇଁ ଆବେଦନ କରିଥିଲା ED । ହେଲେ ୭ ଦିନ ପାଇଁ ମିଳିଲା ଅନୁମତି । More

ଜଳିପୋଡ଼ି ପାଉଁଶ ହୋଇଗଲା ସବୁ ସ୍ୱପ୍ନ; ଏବେ ଝିଅ ବାହାଘର କେମିତି କରିବି?

ସବୁ ସ୍ୱପ୍ନକୁ ଚୁରମାର କରିଦେଲା ନିଆଁ। ଧାନ ବିକିଥିଲେ ଝିଅ ବାହାଘର କରିଥାଆନ୍ତେ...ହେଲେ ଅଧ ରାତିରେ ନିଆଁ ଲଗାଇଦେଲା ଦୁର୍ବୃତ୍ତ। ସକାଳୁ ପୋଡିଲା ଧାନକୁ ଧରି ବିଲରେ ମୁଣ୍ଡ ବାଡେଇ କାନ୍ଦୁଛି ମାଆ। ଏବେ ଝିଅ ବାହାଘର ହେବ କେମିତି? More

ଦାଦନ ଖଟିବାର ୧୦ ଦିନ ପରେ ଗାଁକୁ ଶବ ହୋଇ ଫେରିଲା ପୁଅ

ଦାନା ପାଇଁ ଦାଦନ ଯାଇଥିଲେ, ୧୦ ଦିନ ହୋଇନି ଶବ ହୋଇ ଫେରିଲେ। ଗାଁ ଭିତରକୁ ଆମ୍ବୁଲାନ୍ସ ପଶୁଛି, କାନ୍ଦବୋବାଳିରେ ଏରିଆ ଫାଟୁଛି। ଭେଣ୍ଡିଆ ପୁଅକୁ ହରାଇ ଭୋ ଭୋ କାନ୍ଦୁଛି ମାଆ, ଛାତି ବାଡେଇ କାନ୍ଦୁଛି ବାପା । More

ଯେଉଁ ହାତରେ ବନ୍ଧୁକ ଧରୁଥିଲେ, ଆଜି ସେହି ହାତରେ ଲାଗିଲା ମେହେନ୍ଦି

ଯେଉଁ ହାତ ଦିନେ ବନ୍ଧୁକ ଧରୁଥିଲା ଆଜି ସେହି ହାତରେ ଲାଗିଲା ମେହେନ୍ଦୀ। ଜଙ୍ଗଲରେ ରହୁଥିବା ମଣିଷର ମଣ୍ଡପରେ ହେଲା ବାହାଘର। ଏସପିଙ୍କୁ ବାପା ସମ୍ବୋଧନ କଲେ ମାଓବାଦୀ...ବାହାଘର ପାଇଁ ବଡ଼ ଆୟୋଜନ କରିଥିଲା ପୋଲିସ୍‌ More

ରାଗ ଗର ଗର ନାଗ, କହିଲେ- କେଉଁଠି ଲୁଚିଛନ୍ତି ସୋ-କଲ୍‌ଡ୍ ଭିିକ୍ଟିମ୍‌ ?

 ଭୁବନେଶ୍ୱର କୋର୍ଟରେ ହାଜର ବେଳେ ଅର୍ଚ୍ଚନା ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, କେଉଁଠି ଲୁଛିନ୍ତି ସୋ-କଲ୍‌ଡ୍ ଭିିକ୍ଟିମ୍‌ ? ମୋତେ ଆର୍ବିଟାରିଲି ଆରେଷ୍ଟ କରାଗଲା। More

ନାତୁଣୀକୁ ଦେଖି ଫେରିବା ବେଳେ ଚାଲିଗଲା ଅଜା ଆଈଙ୍କ ଜୀବନ

ଡ୍ରାଇଭରକୁ ଅଟକ ରଖି ପୋଲିସ ଅଧିକ ତଦନ୍ତ ଚଳାଇଛି। More

Today Gold Price- 5th Dec 2022: ବଢ଼ିଲା ସୁନାଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ?

ଆଜି ଗ୍ରାମ୍‌ ପିଛା ସୁନା ମୂଲ୍ୟ କେତେ ରହିଛି, ଜାଣିବା ପାଇଁ ପଢ଼ନ୍ତୁ . . More

ନ୍ୟୁଡ୍‌ କଲ୍‌ ପାଇଁ ଆତ୍ମହତ୍ୟା କଲେ ବ୍ୟାଙ୍କ ଅଧିକାରୀ, ନଦୀକୁ ଡେଇଁ ଜୀବନ ହାରିଲେ

ନ୍ୟୁଡ୍‌ କଲ୍‌ ପାଇଁ ଆତ୍ମହତ୍ୟା କଲେ ବ୍ୟାଙ୍କ ଅଧିକାରୀ।  ମାନସିକ ଚାପଗ୍ରସ୍ତ ହୋଇ ସମ୍ପୃକ୍ତ ବ୍ୟାଙ୍କ୍ ଅଧିକାରୀ  ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଥିଲେ। More

AIIMS ଭୁବନେଶ୍ୱରରେ ଚାକିରି ସୁଯୋଗ: ଏହିସବୁ ପଦବୀ ପାଇଁ ବାହାରିଲା ବିଜ୍ଞପ୍ତି

ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (AIIMS),  ଭୁବନେଶ୍ୱରରେ ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଇଚ୍ଛୁକ ଓ ଆଶାୟୀ ପ୍ରାର୍ଥୀ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ।  More

Today Panchang 5th Dec Nov 2022: ଆଜି କେଉଁ ଶୁଭ ମୁହୂର୍ତ୍ତ ଦେଖି ଘରୁ ବାହାରିବେ, ଜାଣନ୍ତୁ..

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୧୩ଶୀ ଅହୋରାତ୍ର, ଘାତ ଚନ୍ଦ୍ର- ମେଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି More

କଡ଼ା ସୁରକ୍ଷା ମଧ୍ୟରେ ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆଜି ସକାଳ ୭ଟାରୁ ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ପଦ୍ମପୁର ନିର୍ବାଚନମଣ୍ଡଳୀର ମୋଟ୍ ୩୧୯ ବୁଥ୍‌ରେ ୨ ଲକ୍ଷ ୬୯ ହଜାର ୩୨୬ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରୁଛନ୍ତି। More

ପୁଅ ଯିବାର ୮ବର୍ଷ ପରେ ବି ଶ୍ମଶାନ ଛାଡ଼ୁନି ବାପା

ପୁଅ ଚାଲିଯିବାର ୮ ବର୍ଷ ହେଲାଣି, ହେଲେ ବାପାର ମନ ମାନୁନି। ପୁଅ ଯେଉଁଠି ପୋଡା ହୋଇଥିଲା ଆଜି ବି ସେଇଠି ବସି ପୁଅ ଫେରିବା ବାଟକୁ ଚାହିଁରହିଛି ବାପା..ଯେତେ ଡାକିଲେ ବି ଘରକୁ ଆସୁନାହାନ୍ତି, ବେଳେବେଳେ ପୁଅ ନାଁ ଧରି ଡାକୁଛନ୍ତି.. More

ମେକ୍ ଇନ୍ ଓଡ଼ିଶା: କେତେ ବାସ୍ତବ ହେବ ସାଢ଼େ ୧୦ ଲକ୍ଷ କୋଟିର ନିବେଶ ପ୍ରସ୍ତାବ?

କେତେ ବାସ୍ତବ ରୂପ ନେବ ତାକୁ ନେଇ ପ୍ରଶ୍ନ। More

ଓଲଟିଲା ଗ୍ୟାସ ଟ୍ରକ୍‌; ପେଟରେ ଓଦା କନା ଦେଇ ଭୋକ ଉପାସରେ ଲୋକେ

ପୁଣି ରାଜପଥରେ ଗ୍ୟାସ୍ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ । ପୁଣି ଆତଙ୍କିତ ଆଖପାଖ ଜନତା । ଭୁଷ୍ ଭୁଷ୍ ହୋଇ ଟ୍ୟାଙ୍କରରୁ ବାହାରୁଛି ଗ୍ୟାସ୍ । ମାଡ଼ିଚାଲିଥିବା ଗ୍ୟାସ୍ ଗନ୍ଧ ପରେ ନା କାହା ଘରେ ଚୁଳି ଜଳୁଛି, ନା କେହି ରୋଷେଇ ବାସ କରୁଛନ୍ତି । More

‘ମୁଁ ହାରିବା ଲୋକ ନୁହେଁ, ଥରେ ମୋ ବରା ଘୁଘୁନି ଖାଇକି ଦେଖ’

ଦିବ୍ୟାଙ୍ଗ ପରେ ବି ହାର ମାନିନାହାନ୍ତି ବାସୁ ମଉସା। ସକାଳୁ ସଞ୍ଜ ସୁଆଦିଆ ବରାକୁ କସମାର୍କା ଘୁଘୁନି..ଖାଇବାକୁ ଲୋକଙ୍କ ଲାଗୁଛି ଲମ୍ବା ଲାଇନ୍‌। ୧୦୦ ଟଙ୍କାରେ ଜଳିଖିଆ ଦୋକାନ ଆରମ୍ଭ କରିଥିଲେ, ଏବେ ପହଞ୍ଚିଲେଣି। More

କାହାର ହେବ ପଦ୍ମପୁର? କିଏ ଜିତିବ ବାଜି?

ଶାନ୍ତି ଶୃଙ୍ଖଳାର ସହ ଅବାଧ ଓ ମୁକ୍ତ ନିର୍ବାଚନ ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। More