ସଂକ୍ଷେପରେ ଆଜିର ତାଜା ଖବର - Thursday, 15 December 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ବୋରିଗୁମ୍ମାରେ ଶିଶୁ ମଡ଼କ! ୧୫ ଦିନରେ ଗଲାଣି ୮ ନବଜାତଙ୍କ ଜୀବନ

କୋରାପୁଟର ବୋରିଗୁମ୍ମା ବ୍ଳକ୍‌ରେ ଶିଶୁମୃତ୍ୟୁକୁ ନେଇ ଗାଁ ଗାଁରେ ଦୁଃଖ ଯେତିକି ତାଠୁ ଅଧିକ ଭୟ ଘାରିଛି। More

ଅବଦୁଲ କଲାମ ଦ୍ୱୀପରୁ ଅଗ୍ନି-୫ର ପରୀକ୍ଷଣ

ଏହା ଓଡ଼ିଶା ଆକାଶରେ ଦେଖାଦେଉଥିବାରୁ ଲୋକେ ଏନେଇ ପ୍ରଥମେ ଭୟଭୀତ ହୋଇପଡ଼ିଥିଲେ। More

ଭିଜିଲାନ୍ସ ଜାଲରେ କୁବେର SI, ରାଜଧାନୀରେ ୪ ମହଲା କୋଠା, ୮ ପ୍ଲଟ୍ 

ଭୁବନେଶ୍ୱର ତମାଣ୍ଡୋ ଥାନା ସବ୍ ଇନ୍ସପେକ୍ଟର ଅଭିମନ୍ୟୁ ଚୌଧୁରୀ । ୬ ବର୍ଷରେ ଧରାପଡ଼ିଲେଣି ୪୫ ପୋଲିସ ଅଧିକାରୀ । More

ଆଗୁଆ ହେବ ନିର୍ବାଚନ ! ବିଜେଡିରେ ପଦ୍ମପୁର ମଡେଲ୍ ମାନିଆ, ପ୍ରତି ଭୋଟରକୁ ଭେଟିବେ ନେତା

ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ଓହ୍ଲାଇବ ବିଜେପି । ୮୦ ପ୍ରତିଶତ ଯୁବ ପ୍ରାର୍ଥୀ ଦେବ କଂଗ୍ରେସ । More

ରାଜଧାନୀରେ ମଶା ମାରିବ ଡ୍ରୋନ୍ ! BMC ପ୍ରସ୍ତୁତ୍ କରୁଛି ମାଷ୍ଟର୍ ପ୍ଲାନ୍ 

ପରୀକ୍ଷାମୂଳକ ଭାବରେ ଖୁବ ଶୀଘ୍ର ଆରମ୍ଭ ହେବ ଯୋଜନା । More

ହେବ କି ଆଗୁଆ ନିର୍ବାଚନ, ବିଜେଡି ଆରମ୍ଭ କଲାଣି କି ପ୍ରସ୍ତୁତି ?

ପଦ୍ମପୁର ଯିବେ, ଦେଇଥିବା ପ୍ରତିଶ୍ରୁତି ପୂରଣ କରିବେ । ପଦ୍ମପୁର ମଡେଲରେ ଅାଗକୁ ନିର୍ବାଚନ ଲଢ଼ିବୁ କହିଲେ ପ୍ରଦୀପ ମାଝୀ । More

ସ୍ମାର୍ଟ ଡେଲିଭରୀ ବୟ ! ଫ୍ଲିପ୍‌କାର୍ଟରୁ ମୋବାଇଲ ମଗାଉଥିଲା, ପୁଣି ଖାଲି ଡବା ଫେରାଉଥିଲା

ଅନଲାଇନରେ ଠକେଇ କରି ବନ୍ଧା ହେଲେ ଡେଲିଭରି ବୟ । ୩ଟି ଦାମୀ ମୋବାଇଲ ଓ ୩ ଟି ବ୍ଲୁ-ଟୁଥ୍ ଜବତ । More

ପଢ଼ଉ ପଢ଼ଉ ହେଇଗଲା ପ୍ରେମ, ଛାତ୍ରଙ୍କୁ ଧରି ଟ୍ୟୁସନ୍‌ ଦିଦି ଫେରାର୍‌

ଛାତ୍ରକୁ ନେଇ ଫେରାର ହୋଇଗଲେ ଟ୍ୟୁସନ ଦିଦି । ଛାତ୍ରକୁ ନିଜ ପ୍ରେମ ଜାଲରେ ଫସାଇ ଫେରାର ହେବା ପରେ ଛାତ୍ରଙ୍କ ପରିବାର ପକ୍ଷରୁ ଏବେ ଅଭିଯୋଗ ହୋଇଛି । More

ସେବାୟତ ହେଲେ ବି ସିଂହଦ୍ୱାରରେ ମୋବାଇଲ ଥୋଇବା ବାଧ୍ୟ

ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । More

ଦୁଆର ମୁହଁରେ ଦନ୍ତା ! ରିଂ ହେଲା ମୋବାଇଲ, ବଞ୍ଚିଗଲା ଜୀବନ

ଫୋନ୍‌ ସ୍ୱିଚ୍‌ ଅଫ୍‌ ଥିଲେ, ମୋ ଜୀବନ ଚାଲିଯାଇ ଥାଆନ୍ତା । More

କିଡନୀ ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ଆମ୍ବୁଲାନ୍ସ ଡ୍ରାଇଭର୍‌

ମାଲକାନଗିରି ଜିଲ୍ଲା ଏମଭି-୭୯ ନିକଟ ଲାଚିପେଟା ଗାଁର ଭଜା ସାଲବମ ନାମକ ବ୍ୟକ୍ତି କିଡନୀ ରୋଗରେ ଗୁରୁତର ହୋଇ ଘରେ ପଡିଥିଲେ । ଆମ୍ବୁଲାନ୍ସ ଡ୍ରାଇଭର ରୋଗୀଙ୍କୁ ରକ୍ତ ଦେଇ ବଞ୍ଚାଇଲେ ଜୀବନ । More

ଶ୍ୱଶୁରଙ୍କୁ ଘରେ ତାଲା ପକାଇ ବୟଫ୍ରେଣ୍ଡ୍‌ ସହ ବୋହୂ ଫେରାର

ଶ୍ୱଶୁରଙ୍କୁ ଘରେ ତାଲା ପକାଇ ବୟଫ୍ରେଣ୍ଡ୍‌ ସହ ଫେରାର ମାରିଲା ବୋହୂ। ଘରୁ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର, ଅନ୍ୟାନ୍ୟ ଦାମୀ ଜିନିଷ ଓ ନଗଦ ଦେଢ଼ ଲକ୍ଷ ଟଙ୍କା ନେଇ ମହିଳା ଜଣକ ବୟଫ୍ରେଣ୍ଡ୍‌ ସହ ଫେରାର ହୋଇଥିବା ଅଭିଯୋଗ। More

ସୁରତରେ ଭୁବନେଶ୍ୱର ଯୁବତୀଙ୍କୁ ଖଣ୍ଡ ଖଣ୍ଡ କରି ହତ୍ୟା: ପ୍ରେମିକାକୁ ୪୯ ଥର ଛୁରୀରେ ଆକ୍ରମଣ ଖଲା ଜହ୍ଲାଦ ପ୍ରେମିକ

ଶ୍ରଦ୍ଧାଙ୍କ ହତ୍ୟାକାଣ୍ଡ ମନରୁ ନଲିଭୁଣୁ ପୁଣି ସମାନ ଅପରାଧ ସୁରତରେ ଘଟିଛି। ଗର୍ଲଫ୍ରେଣ୍ଡ୍‌ ବିବାହ ପାଇଁ ବାଧ୍ୟ କରିବାରୁ ଅତି ନିର୍ମମ ଭାବେ ହତ୍ୟା କରିଛି ବୟଫ୍ରେଣ୍ଡ୍। More

ମହଙ୍ଗା ପଡ଼ିଲା କୋର୍ଟରେ ଭଙ୍ଗାରୁଜା ଓ ଗଣ୍ଡଗୋଳ, ଗିରଫ ହେଲେ ଆଉ ୮ ଓକିଲ

ସମ୍ବଲପୁର କୋର୍ଟରେ ଭଙ୍ଗାରୁଜା ଓ ହିଂସା ମାମଲା ଘଟଣାରେ ସମ୍ବଲପୁର ଓକିଲ ସଂଘ ସଭାପତି ସୁରେଶ୍ୱର ମିଶ୍ରଙ୍କ ସମେତ ୮ ଜଣ ଓକିଲ ଗିରଫ ହୋଇଛନ୍ତି। More

ଜଳିଗଲା ସ’ ମିଲ୍‌, ଚାହୁଁ ଚାହୁଁ ପୋଡ଼ି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ

ପୁରୀ ନବକଳେବର ରୋଡ୍ ସ୍ଥିତ ଶ୍ରୀଜଗନ୍ନାଥ ଟିମ୍ବରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଶାଳ, ପିଆଶାଳ, ଆକାଶିଆ ଭଳି ବହୁ ମୂଲ୍ୟବାନ କାଠ ପୋଡ଼ି ପାଉଁଶ ହୋଇ ଯାଇଛି। More

ଭିଜିଲାନ୍ସ ଜାଲରେ ବେଗୁନିଆ ତହସିଲଦାର

ଭୁବନେଶ୍ୱରର କଳିଙ୍ଗବିହାରରେ ଥିବା ପୃଥ୍ୱୀରାଜଙ୍କ  ବାସଭବନରେ ଚଢ଼ାଉ କରି, ଲାଞ୍ଚ ଟଙ୍କାକୁ ଜବତ କରିଛି ଭିଜିଲାନ୍ସ ଟିମ୍ । More

ସାଟେଲାଇଟ୍ ସର୍ବେକ୍ଷଣରେ ଚାଂଚଲ୍ୟକର ତଥ୍ୟ; ୯୦% ଜମିରେ ନାହିଁ ଧାନ ଚାଷର ନାଁ ଗନ୍ଧ

ନୀଳଗିରି ଚାଷ ଜମିରେ ଚାଲିଛି ସାଟେଲାଇଟ୍ ସର୍ବେକ୍ଷଣ । କେଉଁଠି ସମବାୟ ସମିତିର କର୍ମଚାରୀ ତ ଆଉ କେଉଁଠି, ରାଜସ୍ୱ ନୀରିକ୍ଷକ ବିଲ ଭିତରକୁ ଯାଇ ଫିଜିକାଲ ସର୍ବେକ୍ଷଣରେ ଲାଗି ପଡିଛନ୍ତି ଅଧିକାରୀ । More

ଓଡ଼ିଶାରେ ହୋଇପାରିବନି ହାଇକୋର୍ଟର ସ୍ଥାୟୀ ବେଞ୍ଚ, ଦାବିକୁ ସମ୍ପୂର୍ଣ୍ଣ ଖାରଜ କଲେ ସୁପ୍ରିମକୋର୍ଟ

ହିଂସା ପାଇଁ ଡିଜିପି ଓ ଉତ୍ତରାଞ୍ଚଳ ଆଇଜିଙ୍କୁ ଭର୍ତ୍ସନା । More

MLAଙ୍କ ଦରମା ଲକ୍ଷେରୁ ଅଢେଇ ଲକ୍ଷକୁ ବୃଦ୍ଧି ଦାବି, ଏହା କେତେ ଜରୁରୀ ?

ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟିର ସୁପାରିଶ । ପେନ୍‌ସନ୍ ଲକ୍ଷେ କରିବାକୁ ବି କମିଟି ପକ୍ଷରୁ ପ୍ରସ୍ତାବ । More

ଶିକାରୀଙ୍କ ଚରାଭୂଇଁ ଶିମିଳିପାଳ ! ଦନ୍ତା ପୋଡ଼ି ପରେ ମହାବଳ ଶିକାର.. ୭ ଫୁଟିଆ ବାଘ ଛାଲ ଧରିଲା STF

ରାଜ୍ୟରେ ମହାବଳ ବାଘ ବଂଶ ଲୋପ ପାଇବାକୁ ବସିଥିବା ବେଳେ, ଏଭଳି ଶିକାର ଘଟଣା ଶିମିଳିପାଳର ସୁରକ୍ଷା ବ୍ୟବସ୍ଥା ଉପରେ ବିରାଟ ପ୍ରଶ୍ନଚିହ୍ନ ଲଗାଇଛି । More