• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Thursday, 29 December 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Prangyan Parimita
  • 1 year ago

କାହା ରିମୋଟ୍ କଣ୍ଟ୍ରୋଲରେ ବିଜେଡି ସରକାର ? ନଡ୍ଡାଙ୍କ ଟାର୍ଗେଟ୍ ପରେ ତେଜିଲା ରାଜନୀତି

ବିଜେଡି କହିଲା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ହିଁ ସବୁ କିଛି ଚାଲିଛି More
  • Prangyan Parimita
  • 1 year ago

ରାତି ଅନ୍ଧାରରେ ଗାଁ ଦାଣ୍ଡରେ ଡେଙ୍ଗୁରା ବାଜୁଛି ! ରାଉତ ପରିବାରକୁ ନିଆଁ ପାଣି ବାସନ୍ଦ

ଆକ୍ରମଣ ଡରରେ ଥାନାକୁ ଗଲେନି ପୀଡ଼ିତ ପରିବାର, ପୁରା ଘଟଣାର ତଦନ୍ତ ଆଦେଶ ଦେଲେ ବଲାଙ୍ଗିର ଜିଲ୍ଲାପାଳ More
  • Satyendu Shekher Mishra
  • 1 year ago

ଭୁବନେଶ୍ୱର ରେଳ ଷ୍ଟସନ୍‌ରେ ଖର୍ଚ୍ଚ ହେବ ୩୯୮ କୋଟି, ବିମାନବନ୍ଦର ଭଳି ଚମକିବ

ନବୀକରଣ ପ୍ରକଳ୍ପର ଶୁଭ ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । More
  • Prangyan Parimita
  • 1 year ago

ପାଖେଇ ଆସୁଛି ନୂଆବର୍ଷ ୨୦୨୩ : ୨ବର୍ଷର ନିରସତା ପରେ ଜମିବ ଜିରୋନାଇଟ୍

ଜିରୋ ନାଇଟକୁ ଫୁଲ୍ ଯୋଶରେ ପାଳିବାକୁ ତୟାର ଯୁବପୀଢ଼ି, ଟୁଇନସିଟିରେ ହୋଟେଲ୍ ଓ କ୍ଲବ ମାନଙ୍କରେ ପ୍ରସ୍ତୁତି ଚୂଡ଼ାନ୍ତ More
  • Chandan Shishu
  • 1 year ago

ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଘଟଣାସ୍ଥଳରେ ପୋଲିସ ପହ଼ଞ୍ଚି ତଦନ୍ତ ଆରମ୍ଭ କରିଛି। More
  • Rajalaxmi Sahoo
  • 1 year ago

କାହିଁକି ତରବରିଆ ଭାବେ ପୋଡ଼ି ଦେଲେ ରୁଷ୍‌ ପର୍ଯ୍ୟଟକଙ୍କ ମୃତଦେହ ? ମୃତ୍ୟୁକୁ ନେଇ ସସ୍‌ପେନ୍ସ...

ରୁଷୀୟ ପର୍ଯ୍ୟଟକ ପାଭେଲ୍‌ ଆନ୍ତୋଭଙ୍କ ମୃତ୍ୟୁ ବିବାଦୀୟ ଜାଣିବା ସତ୍ତ୍ୱେ ସଂରକ୍ଷିତ ରଖାଗଲାନାହିଁ ତାଙ୍କର ଭିସେରା। ସନ୍ଦେହଜନକ ଭାବେ ତରତର ହୋଇ ପୋଡ଼ି ଦିଆଗଲା ତାଙ୍କ ମୃତଦେହ, ଏନେଇ ଏବେ ନାନା ପ୍ରଶ୍ନ ଉଠିଛି।  More
  • Rajalaxmi Sahoo
  • 1 year ago

Good News ! ! ! ଜାନୁଆରୀ ୨୬ ପୂର୍ବରୁ ଓଡ଼ିଶାରେ ମିଳିବ 5G ସେବା

ମାସେ ଭିତରେ ଓଡ଼ିଶାରେ ଆରମ୍ଭ ହେବ 5G ସେବା। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ 5G କାମ ଶେଷ ହେବ ବୋଲି ଭୁବନେଶ୍ୱର ରେଲ୍‌ୱେ ଷ୍ଟେସନର ନବକଳେବର ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଅବସରରେ କେନ୍ଦ୍ର ରେଳ ଏବଂ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା କହିଛନ୍ତି।  More
  • Rajalaxmi Sahoo
  • 1 year ago

ଏୟାରପୋର୍ଟ ଭଳି ଦିଶିବ ଭୁବନେଶ୍ୱର ରେଲ୍‌ୱେ ଷ୍ଟେସନ

ଭୁବନେଶ୍ୱର ଷ୍ଟେସନର ନବୀକରଣ ସହ ବିଶ୍ୱସ୍ତରୀୟ କରିବା ଲାଗି ରୂପରେଖ ପ୍ରସ୍ତୁତ ହୋଇଛି। ବିଶ୍ୱ ସ୍ତରୀୟ ହେବାକୁ ଥିବା ଏହି ଷ୍ଟେସନରେ ବିମାନବନ୍ଦର ପରି ସମସ୍ତ ପ୍ରକାର ସୁବିଧା ମିଳିବ। More
  • Chandan Shishu
  • 1 year ago

ବଞ୍ଚିଥିବାବେଳେ ଜ୍ଞାନ ବାଣ୍ଟୁଥିଲେ, ମୃତ୍ୟୁ ପରେ ଶରୀର ଦାନ କରି ଅମର

ସୁନିଲ ସାର ଦଶନ୍ଧି ଦଶନ୍ଧି ଧରି ଶିକ୍ଷାଦାନରେ ନିଜକୁ ବ୍ରତି ରଖିଥିଲେ। More
  • Chandan Shishu
  • 1 year ago

ହକି ବିଶ୍ୱକପ୍ ପାଇଁ ବିପଦରେ ସୁନ୍ଦରଗଡ଼ର ୧୫ ହଜାର ଶ୍ରମିକଙ୍କ ଦାନାପାଣି

ସିଟୁ କହିଛି, ବିଶ୍ୱକପ୍‌ର ଦ୍ୱାହି ଦେଇ ଶ୍ରମିକମାନଙ୍କ ପେଟକୁ ଲାତ ମାରିଛନ୍ତି ସରକାର। More
  • Chandan Shishu
  • 1 year ago

ବିଶ୍ୱକପ୍ ହକି ବେଳେ ରାଜ୍ୟରେ କୋଭିଡ୍ ସଂକ୍ରମଣକୁ ନେଇ ଶଙ୍କା

କୋଭିଡ୍ ଟାସ୍କ ଫୋର୍ସ ନେଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। More
  • Chandan Shishu
  • 1 year ago

ରାଜ୍ୟରେ କିଏ ଚଳାଉଛି ସରକାର, କରିବି ତଦନ୍ତ: ନଡ୍ଡା

ନବୀନ ସରକାରଙ୍କୁ ନିଶାନା କରିବା ସହ ୨୪ ନିର୍ବାଚନରେ ଭାରତୀୟ ଜନତାପାର୍ଟିକୁ ଶକ୍ତିଶାଳୀ କରିବାକୁ ଆହ୍ବାନ ଦେଇଥିଲେ। More
  • Satyendu Shekher Mishra
  • 1 year ago

ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ ବୈଜୟନ୍ତ, କହିଲେ ସମୟ ଆସିଗଲାଣି, ଏଥର ପରିବର୍ତ୍ତନ...

ଓଡ଼ିଶାରେ ବଳାତ୍କାର, ହତ୍ୟାରେ ସଂପୃକ୍ତ ବ୍ୟକ୍ତି ମନ୍ତ୍ରୀ ହୁଅନ୍ତି ବୋଲି କହିଛନ୍ତି ବୈଜୟନ୍ତ, ରାଜ୍ୟ ସରକାରଙ୍କ କିଛି ମନ୍ତ୍ରୀଙ୍କୁ ସିଧା ନିଶାନା ମଧ୍ୟ କରିଛନ୍ତି ।  More